India has not given world 'Yuddha', but Buddha: PM Modi at International Abhidhamma Divas
October 17th, 10:05 am
PM Modi addressed the celebration of International Abhidhamma Divas and the recognition of Pali as a classical language at Vigyan Bhavan, New Delhi. He emphasized the significance of Pali in understanding Buddha's teachings and highlighted the importance of preserving linguistic heritage. The PM spoke about India's commitment to promoting Lord Buddha's teachings globally.ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 17th, 10:00 am
ନୂଆଦିଲ୍ଲୀର ବିଜ୍ଞାନଭବନରେ ଆଜି ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ଭଗବାନ ବୁଦ୍ଧଙ୍କ ଦିବ୍ୟକ୍ଷେତ୍ରରୁ ଅଭିଧମ୍ମ ଶିକ୍ଷା ସ୍ମୃତିରେ ଅଭିଧମ୍ମ ଦିବସ ପାଳନ କରାଯାଇଥାଏ । ଭଗବାନ ବୁଦ୍ଧଙ୍କ ଶିକ୍ଷା ଗୁଡ଼ିକ କେବଳ ପାଲି ଭାଷାରେ ଉପଲବ୍ଧ ହୋଇଥାଏ । ନିକଟରେ ପାଲି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରାଯାଇଥିବାରୁ ଚଳିତ ବର୍ଷର ଅଭିଧମ୍ମ ଦିବସ ଉତ୍ସବର ଗୁରୁତ୍ୱ ବୃଦ୍ଧି ପାଇଛି ।ୱାର୍ଲ୍ଡ ଫୁଡ୍ ଇଣ୍ଡିଆ କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତା
September 19th, 12:30 pm
ୱାର୍ଲ୍ଡ ଫୁଡ ଇଣ୍ଡିଆ-୨୦୨୪ର ଆୟୋଜନ ବିଷୟରେ ଜାଣି ଖୁସି ହେଲି । ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ପ୍ରତିନିଧିମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ।Cabinet approves one more semiconductor unit under India Semiconductor Mission (ISM)
September 02nd, 03:32 pm
The Union Cabinet, led by Prime Minister Narendra Modi, has approved the establishment of another semiconductor unit under the India Semiconductor Mission. This new facility, to be set up in Sanand, Gujarat by Kaynes Semicon Pvt Ltd, involves an investment of ₹3,300 crore and will produce 60 lakh chips daily.As long as Modi is alive, no one can touch the reservations of SC, ST, OBC: PM Modi in Nandurbar
May 10th, 12:00 pm
Prime Minister Narendra Modi addressed a public meeting in Nandurbar, Maharashtra. He paid his respects to inspirational leaders Jananayak Krishnaji Rao Sable, Mahatma Jyotiba Phule, and Savitribai Phule. Speaking on the auspicious occasion of Akshaya Tritiya and Parshuram Jayanti, PM Modi extended his best wishes to all citizens, stating, The blessings we receive today become eternal.PM Modi addresses a public meeting in Nandurbar, Maharashtra
May 10th, 11:33 am
Prime Minister Narendra Modi addressed a public meeting in Nandurbar, Maharashtra. He paid his respects to inspirational leaders Jananayak Krishnaji Rao Sable, Mahatma Jyotiba Phule, and Savitribai Phule. Speaking on the auspicious occasion of Akshaya Tritiya and Parshuram Jayanti, PM Modi extended his best wishes to all citizens, stating, The blessings we receive today become eternal.ରାଜସ୍ଥାନର ପୋଖରାନରେ ' ଭାରତ ଶକ୍ତି ଅଭ୍ୟାସ' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 02:15 pm
ଆଜି ଆମେ ଏଠାରେ ଯେଉଁ ଦୃଶ୍ୟ ଦେଖିଛୁ, ଆମ ତିନି ସେନାର ବୀରତ୍ୱ ଆଶ୍ଚର୍ଯ୍ୟଜନକ । ଆକାଶରେ ଏହି ଗର୍ଜନ... ମାଟିରେ ଏହି ସାହସିକତା... ଏହି ବିଜୟ ଚିତ୍କାର ସବୁ ଦିଗରେ ଗୁଞ୍ଜରିତ ହୋଇଥିଲା... ଏହା ହେଉଛି ଏକ ନୂତନ ଭାରତର ଆହ୍ୱାନ । ଆଜି ଆମର ପୋଖରାନ ପୁଣି ଥରେ ଭାରତର ଆତ୍ମନିର୍ଭରଶୀଳତା, ଭାରତର ଆତ୍ମବିଶ୍ୱାସ ଏବଂ ଭାରତର ଆତ୍ମଗର୍ବର ଏହି ତ୍ରିମୂର୍ତ୍ତିର ସାକ୍ଷୀ ପାଲଟିଛି । ଏହା ହେଉଛି ପୋଖରାନ, ଯାହା ଭାରତର ପରମାଣୁ ଶକ୍ତିର ସାକ୍ଷୀ ହୋଇଛି ଏବଂ ଏଠାରେ ଆମେ ସ୍ୱଦେଶୀକରଣଠାରୁ ଆରମ୍ଭ କରି ସଶକ୍ତୀକରଣ ପର୍ଯ୍ୟନ୍ତ ଏହାର ଶକ୍ତି ମଧ୍ୟ ଦେଖୁଛୁ । ଆଜି ଭାରତ ଶକ୍ତିର ଏହି ପର୍ବ ବୀରତ୍ୱର ଭୂମି ରାଜସ୍ଥାନରେ ଅନୁଷ୍ଠିତ ହେଉଛି, କିନ୍ତୁ ଏହାର ଶବ୍ଦ କେବଳ ଭାରତରେ ନୁହେଁ ବରଂ ସମଗ୍ର ବିଶ୍ୱରେ ଶୁଣିବାକୁ ମିଳୁଛି ।'ଭାରତ ଶକ୍ତି' - ରାଜସ୍ଥାନର ପୋଖରାନରେ ଏକ ତ୍ରି-ସେବା ଫାୟାରିଂ ଏବଂ ଶକ୍ତି ଦକ୍ଷତା ଅଭ୍ୟାସ ସମୟରେ ଉପସ୍ଥିତ ରହିଥିଲେ ପ୍ରଧାନମନ୍ତ୍ରୀ
March 12th, 01:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ପୋଖରାନଠାରେ ତ୍ରି-ସେବା ଲାଇଭ୍ ଫାୟାର ଏବଂ କୌଶଳ ଅଭ୍ୟାସ ଆକାରରେ ସ୍ୱଦେଶୀ ପ୍ରତିରକ୍ଷା ସାମର୍ଥ୍ୟର ସମନ୍ୱିତ ପ୍ରଦର୍ଶନ ଦେଖିଥିଲେ । ଦେଶର ଆତ୍ମନିର୍ଭର ଭାରତ ଅଭିଯାନକୁ ଆଧାର କରି 'ଭାରତ ଶକ୍ତି' ଦେଶର ଦକ୍ଷତା ପ୍ରଦର୍ଶନ ପାଇଁ ବିଭିନ୍ନ ସ୍ୱଦେଶୀ ଅସ୍ତ୍ରଶସ୍ତ୍ର ପ୍ରଣାଳୀ ଏବଂ ପ୍ଲାଟଫର୍ମ ପ୍ରଦର୍ଶନ କରିବ ।