ପ୍ରଧାନମନ୍ତ୍ରୀଙ୍କ ସ୍ୱାଧୀନତା ଦିବସ ଭାଷଣ 2018- ମୁଖ୍ୟାଂଶ
August 15th, 09:33 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ 15 ରେ ଐତିହାସିକ ଲାଲକିଲ୍ଲାର ପ୍ରାଚୀର ଉପରୁ 72ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଦେଶବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି ।72 ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
August 15th, 09:30 am
72ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ଲାଲକିଲ୍ଲା ଦୁର୍ଗ ଉପରୁ ସମ୍ବୋଧନ କରିଛନ୍ତି । ଭାରତ ସମ୍ପ୍ରତି ଆତ୍ମବିଶ୍ୱାସରେ ଭରି ରହିଥିବା ନେଇ ଦୃଢ଼ୋକ୍ତି ପ୍ରକାଶ କରି ପ୍ରଧାନମନ୍ତ୍ରୀ 6 ଜଣ ଯୁବ ମହିଳା ନୌସେନା ପଦାଧିକାରୀଙ୍କ ସଫଳତା ଏବଂ ଗରିବ ପରିବାରରୁ ଆସିଥିବା ଭାରତୀୟ କ୍ରୀଡାବିତମାନଙ୍କ ସଫଳତା ସମ୍ବନ୍ଧରେ ପ୍ରକାଶ କରିଥିଲେ । ସେ ନୀଳଗିରି ପର୍ବତରେ ଫୁଟୁଥିବା ନୀଳକୁରୁଞ୍ଜି ଫୁଲ ସମ୍ବନ୍ଧରେ ପ୍ରକାଶ କରିଥିଲେ ଯାହାକି ଏପରି ଏକ ପ୍ରକ୍ରିୟା ଯାହା ପ୍ରତି 12 ବର୍ଷରେ ଥରେ ଘଟିଥାଏ । ସେ କହିଲେ ଯେ ସଂସଦର ସଦ୍ୟ ସମାପ୍ତ ଅଧିବେଶନ ସାମାଜିକ ନ୍ୟାୟ ପ୍ରତି ସମର୍ପିତ । ସେ କହିଲେ ଯେ ଭାରତ ହେଉଛି ସମ୍ପ୍ରତି ବିଶ୍ୱର ଷଷ୍ଠ ସର୍ବବୃହତ୍ ଗଣତନ୍ତ୍ର ।72ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 15th, 09:30 am
72ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ଲାଲକିଲ୍ଲା ଦୁର୍ଗ ଉପରୁ ସମ୍ବୋଧନ କରିଛନ୍ତି । ଭାରତ ସମ୍ପ୍ରତି ଆତ୍ମବିଶ୍ୱାସରେ ଭରି ରହିଥିବା ନେଇ ଦୃଢ଼ୋକ୍ତି ପ୍ରକାଶ କରି ପ୍ରଧାନମନ୍ତ୍ରୀ 6 ଜଣ ଯୁବ ମହିଳା ନୌସେନା ପଦାଧିକାରୀଙ୍କ ସଫଳତା ଏବଂ ଗରିବ ପରିବାରରୁ ଆସିଥିବା ଭାରତୀୟ କ୍ରୀଡାବିତମାନଙ୍କ ସଫଳତା ସମ୍ବନ୍ଧରେ ପ୍ରକାଶ କରିଥିଲେ । ସେ ନୀଳଗିରି ପର୍ବତରେ ଫୁଟୁଥିବା ନୀଳକୁରୁଞ୍ଜି ଫୁଲ ସମ୍ବନ୍ଧରେ ପ୍ରକାଶ କରିଥିଲେ ଯାହାକି ଏପରି ଏକ ପ୍ରକ୍ରିୟା ଯାହା ପ୍ରତି 12 ବର୍ଷରେ ଥରେ ଘଟିଥାଏ । ସେ କହିଲେ ଯେ ସଂସଦର ସଦ୍ୟ ସମାପ୍ତ ଅଧିବେଶନ ସାମାଜିକ ନ୍ୟାୟ ପ୍ରତି ସମର୍ପିତ । ସେ କହିଲେ ଯେ ଭାରତ ହେଉଛି ସମ୍ପ୍ରତି ବିଶ୍ୱର ଷଷ୍ଠ ସର୍ବବୃହତ୍ ଗଣତନ୍ତ୍ର ।ଇନ୍ଦୋରରେ ସହରାଂଚଳ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ସ୍ୱଚ୍ଛ ସର୍ବେକ୍ଷଣ ପୁରସ୍କାର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
June 23rd, 06:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ସହରାଂଚଳ ପ୍ରକଳ୍ପଗୁଡ଼ିକର ଉଦଘାଟନ କରିଥିଲେ । ଏଥିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ସହରୀ ପାନୀୟ ଜଳ ଯୋଗାଣ ଯୋଜନା, ସହରୀ କଠିନ ବର୍ଜବସ୍ତୁ ପରିଚାଳନା, ସହରାଂଚଳ ସ୍ୱଚ୍ଛତା, ସହରୀ ପରିବହନ ଏବଂ ସହରୀ ପରିଦୃଶ୍ୟ ପ୍ରକଳ୍ପ ସାମିଲ ରହିଛି ।ପାକଲ ଦୁଲ ଶକ୍ତି ପ୍ରକଳ୍ପର ଶିଳାନ୍ୟାସ ଓ ଜାମ୍ମୁରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 19th, 08:01 pm
ଆମ ଚମନଲାଲଙ୍କ ଭଳି ବେଶ ପୁରୁଣା ପରିଚିତ ଚେହେରା ମୁଁ ଦେଖିପାରୁଛି । ଜାମ୍ମୁ କାଶ୍ମୀର ପାଇଁ ଆଜିର ଏହି ଦିନ ବେଶ ଗୁରୁତ୍ୱପୂର୍ଣ୍ଣ । ରାଜ୍ୟରେ ଏହା ମୋର ଆଜି ଚତୁର୍ଥ କାର୍ଯ୍ୟକ୍ରମ ।ଜାମ୍ମୁରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
May 19th, 08:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜାମ୍ମୁରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ , ସରକାର ଦେଶର ବିକାଶକୁ ନେଇ ଏକ ନୂଆ ଆଭିମୁଖ୍ୟ ସହିତ ଲମ୍ବା ସମୟ ପର୍ଯ୍ୟନ୍ତ ଭିନ୍ନ କ୍ଷେତ୍ରରେ କାମ କରୁଛନ୍ତି । ଭିତ୍ତିଭୂମିର ବିକାଶକୁ ପ୍ରାଥମିକତା ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ସରକାରଙ୍କ ଧ୍ୟାନ ରାଜମାର୍ଗ ,ରେଳମାର୍ଗ ,ଜଳମାର୍ଗ ଏବଂ ଆଇୱେ ଏବଂ ରୋପୱେ ବିକାଶ କରିବା ।ଏନଡିଏ ସରକାର ଦେଶରେ କାର୍ଯ୍ୟ କରିବାର ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି : ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦୀ
February 07th, 01:41 pm
ଆଜି ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଲେ ,'' ଏନଡିଏ ସରକାର ଦେଶରେ କାର୍ଯ୍ୟ ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି । ପ୍ରକଳ୍ପକୁ କେବଳ ଭଲ ଭାବେ ବିଚାର କରାଯାଉନାହିଁ ବରଂ ସମୟରେ ମଧ୍ୟ କାର୍ଯ୍ୟାନ୍ୱୟନ କରାଯାଉଛି ।ରାଷ୍ଟ୍ରପତିଙ୍କ ଅଭିଭାଷଣ ସଂକ୍ରାନ୍ତ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ଶେଷରେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
February 07th, 01:40 pm
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକସଭାରେ କହିଲେ ,'' ଏନଡିଏ ସରକାର ଦେଶରେ କାର୍ଯ୍ୟ ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି । ପ୍ରକଳ୍ପକୁ କେବଳ ଭଲ ଭାବେ ବିଚାର କରାଯାଉନାହିଁ ବରଂ ସମୟରେ ମଧ୍ୟ କାର୍ଯ୍ୟାନ୍ୱୟନ କରାଯାଉଛି ।''PM Modi addresses a Public Rally in Bilaspur, Himachal Pradesh
October 03rd, 02:51 pm
Speaking at a public meeting in Himachal Pradesh’s Bilaspur, PM Narendra Modi spoke at length about several development projects being initiated in the state. The Prime Minister said, “Coming of AIIMS to Himachal Pradesh and in this part of the state has wide ranging benefits for people. It will not only benefit several people in this region but entire northern India as well.”ସୋସିଆଲ ମିଡିଆ କର୍ଣ୍ଣର 15 ଏପ୍ରିଲ 2017
April 15th, 07:24 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ସୋସିଆଲ ମିଡିଆ କର୍ଣ୍ଣର 14 ଏପ୍ରିଲ 2017
April 14th, 07:17 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ନାଗପୁରରେ ବିଭିନ୍ନ ସରକାରୀ ପ୍ରକଳ୍ପ ଓ ଯୋଜନାର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
April 14th, 02:31 pm
ଏହି ଦିକ୍ଷା ଭୂମି, ଡକ୍ଟର ବାବା ସାହେବ ଆମ୍ବେଦକରଙ୍କ ଏହି ଭୂମିକୁ ମୋର ପ୍ରଣାମ । କାଶୀ ହେଉଛି ପ୍ରାଚୀନ ଜ୍ଞାନ ନଗରୀ, ନାଗପୁର ହୋଇ ପାରିବ କି?ନାଗପୁର ଦୀକ୍ଷାଭୂମି ଗସ୍ତରେ ପ୍ରଧାନମନ୍ତ୍ରୀ
April 14th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନାଗପୁରର ଦୀକ୍ଷାଭୂମି ଗସ୍ତ କରିଛନ୍ତି । ସେଠାରେ ସେ ଡଃ ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ଜନ୍ମବାର୍ଷିକୀରେ ତାଙ୍କ ପ୍ରତିକୃତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।