ଏପ୍ରିଲ ୧ ତାରିଖରେ ଭୋପାଳ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

March 30th, 11:34 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧ ଏପ୍ରିଲ, ୨୦୨୩ ରେ ଭୋପାଳ ଗସ୍ତରେ ଯିବେ । ପୂର୍ବାହ୍ନ ପ୍ରାୟ ୧୦ ଟା ସମୟରେ ଭୋପାଳର କୁଶାଭୁ ଥାକରେ ହଲରେ ପ୍ରଧାନମନ୍ତ୍ରୀ ମିଳିତ କମାଣ୍ଡର ସମ୍ମିଳନୀ -୨୦୨୩ ରେ ଯୋଗଦେବେ । ଏହା ପରେ ଅପରାହ୍ନ ପ୍ରାୟ ୩.୧୫ ସମୟରେ ପ୍ରଧାନମନ୍ତ୍ରୀ ଭୋପାଳ ଏବଂ ନୂଆଦିଲ୍ଲୀ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଚଳାଚଳକୁ ଭୋପାଳର ରାଣୀ କମଳାପତି ରେଳ ଷ୍ଟେସନରେ ପତାକା ଦେଖାଇ ଶୁଭାରମ୍ଭ କରିବେ ।

ଆମର ସଭ୍ୟତା ,ସଂସ୍କୃତି ଏବଂ ଭାଷାଗୁଡ଼ିକ ସାରା ବିଶ୍ୱରେ ଅନେକତାରେ ଏକତାର ସନ୍ଦେଶ ଦେଉଛି : 'ମନ କି ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

November 24th, 11:30 am

ଆପଣମାନେ ଜାଣନ୍ତି ନା? ନଭେମ୍ବର ମାସ ଚତୁର୍ଥ ରବିବାରକୁ ପ୍ରତିବର୍ଷ ‘ଏନସିସି ଦିବସ’ ରୂପେ ପାଳନ କରାଯାଇଥାଏ । ସାଧାରଣତଃ ଆମର ଯୁବପିଢ଼ିଙ୍କୁ ‘ଫ୍ରେଣ୍ଡସିପ ଡେ’ ଭଲଭାବେ ମନେଥାଏ, କିନ୍ତୁ ଅନେକ ଲୋକ ଅଛନ୍ତି ଯେଉଁମାନଙ୍କୁ ‘ଏନସିସି ଦିବସ’ ମଧ୍ୟ ସେତିକି ମନେଥାଏ । ତେବେ ଆସନ୍ତୁ, ଆଜି ‘ଏନସିସି ଦିବସ’ ବିଷୟରେ କିଛି କଥା ହେବା । ମୋତେ ମଧ୍ୟ କିଛି ସ୍ମୃତିକୁ ସତେଜ କରିବାର ସୁଯୋଗ ମିଳିଯିବ । ସର୍ବପ୍ରଥମେ ମୁଁ ଏନସିସିର ସମସ୍ତ ପୂର୍ବତନ ଏବଂ ବର୍ତ୍ତମାନର କ୍ୟାଡେଟମାନଙ୍କୁ ‘ଏନସିସି ଦିବସ’ର ଅନେକ ଅନେକ ଶୁଭେଚ୍ଛା ଜଣାଉଛି । କାରଣ ମୁଁ ବି ଆପଣମାନଙ୍କ ଭଳି କ୍ୟାଡେଟ୍ ଥିଲି ଏବଂ ମନରେ ଆଜି ବି ନିଜକୁ କ୍ୟାଡେଟ୍ ବୋଲି ଗ୍ରହଣ କରେ । ଏକଥା ତ ଆମେ ସମସ୍ତେ ଜାଣିଛୁ ଯେ ଏନସିସି ଅର୍ଥାତ୍ ନ୍ୟାସନାଲ କ୍ୟାଡେଟ କ୍ରପ୍ସ ।

Prime Minister lays wreath at the War Memorial, IMA in Dehradun

January 21st, 10:14 pm

Prime Minister Narendra Modi laid a wreath at the War Memorial, IMA in Dehradun today.