୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 15th, 03:04 pm
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୁଖ୍ୟାଂଶଗୁଡ଼ିକ ନିମ୍ନରେ ଦିଆଗଲା :୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
August 15th, 01:09 pm
ଆଜି ହେଉଛି ସେହି ଶୁଭ ମୁହୂର୍ତ୍ତ, ଯେତେବେଳେ ଆମେ ଦେଶ ପାଇଁ ଜୀବନ ଦେଇଥିବା, ଦେଶର ସ୍ୱାଧୀନତା ପାଇଁ ନିଜକୁ ସମର୍ପଣ କରିଦେଇଥିବା, ଆଜୀବନ ସଂଘର୍ଷ କରିଥିବା, ଫାଶୀର ଖୁଣ୍ଟରେ ଭାରତ ମା’ କୀ ଜୟର ସ୍ଳୋଗାନ ଦେଇ ଅଗଣିତ ସ୍ୱାଧୀନତା ସଂଗ୍ରାମୀ ସାହାସୀକତାର ସହ ଫାଶୀକୁ ଆଲିଙ୍ଗନ କରିଥିଲେ । ଆଜି ସେମାନଙ୍କୁ ସ୍ମରଣ କରିବାର ଏକ ପର୍ବ । ସ୍ୱାଧୀନତା ସଂଗ୍ରାମୀମାନେ ଆଜି ଆମକୁ ସ୍ୱାଧୀନତାର ଏହି ପର୍ବରେ ସ୍ୱତନ୍ତ୍ରତାର ନିଶ୍ୱାସ ନେବାର ସୌଭାଗ୍ୟ ପ୍ରଦାନ କରିଛନ୍ତି । ଦେଶ ସେମାନଙ୍କ ନିକଟରେ ଋଣୀ । ଏଭଳି ପ୍ରତ୍ୟେକ ମହାପୁରୁଷଙ୍କ ପ୍ରତି ଆମେ ଆମର ଶ୍ରଦ୍ଧା ଭାବ ପ୍ରକାଶ କରୁଛୁ ।78ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 07:30 am
78ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣରେ ଭାରତର ଭବିଷ୍ୟତ ପାଇଁ ଏକ ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ। 2036 ଅଲିମ୍ପିକ୍ସ ଆୟୋଜନ ଠାରୁ ଆରମ୍ଭ କରି ଧର୍ମନିରପେକ୍ଷ ନାଗରିକ ସଂହିତାକୁ ପ୍ରୋତ୍ସାହିତ କରିବା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ମୋଦୀ ଭାରତର ସାମୂହିକ ପ୍ରଗତି ଏବଂ ପ୍ରତ୍ୟେକ ନାଗରିକଙ୍କ ସଶକ୍ତୀକରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଦୁର୍ନୀତି ବିରୋଧରେ ଲଢ଼େଇ କୁ ନୂଆ ଉତ୍ସାହ ସହ ଜାରି ରଖିବାକୁ ସେ କହିଥିଲେ। ଉଦ୍ଭାବନ, ଶିକ୍ଷା ଏବଂ ବିଶ୍ୱ ନେତୃତ୍ୱ ଉପରେ ଗୁରୁତ୍ୱ ଦେଇ ସେ ଦୋହରାଇଥିଲେ ଯେ 2047 ସୁଦ୍ଧା ଭାରତକୁ ଏକ ବିକଶିତ ଭାରତ ହେବାରୁ କେହି ଅଟକାଇ ପାରିବେ ନାହିଁ ।କେରଳର ବିକ୍ରମ ସାରାଭାଇ ମହାକାଶ କେନ୍ଦ୍ରର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନୀ ଉତ୍ସବରେ ପ୍ରାଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 27th, 12:24 pm
କେରଳର ରାଜ୍ୟପାଳ ଶ୍ରୀ ଆରିଫ୍ ମହମ୍ମଦ ଖାନ୍, ମୁଖ୍ୟମନ୍ତ୍ରୀ ଶ୍ରୀମାନ୍ ପିନାରାଇ ବିଜୟନ ଜୀ, ରାଷ୍ଟ୍ରମନ୍ତ୍ରୀ ତଥା ମୋର ସାଥୀ ଶ୍ରୀ ବି. ମୁରଲୀଧରନ ଜୀ, ଇସ୍ରୋ ପରିବାରର ସମସ୍ତ ସଦସ୍ୟଗଣ, ନମସ୍କାର ! ସାହସୀ ସାଥୀମାନଙ୍କ ସମ୍ମାନରେ ଆମେ ସମସ୍ତେ ଠିଆ ହୋଇ ଅଭ୍ୟର୍ଥନା ଦେଇ କରତାଳି ସହ ସେମାନଙ୍କୁ ସମ୍ମାନିତ କରିବା । ଭାରତ ମାତା କି – ଜୟ !କେରଳର ଥିରୁଅନନ୍ତପୁରମରେ ବିକ୍ରମ ସାରାଭାଇ ସ୍ପେସ ସେଣ୍ଟର (ଭିଏସ୍ଏସସି) ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ
February 27th, 12:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ଥିରୁଅନନ୍ତପୁରମଠାରେ ବିକ୍ରମ ସାରାଭାଇ ସ୍ପେସ ସେଣ୍ଟର (ଭିଏସ୍ଏସସି) ପରିଦର୍ଶନ କରି ପ୍ରାୟ ୧୮୦୦ କୋଟି ଟଙ୍କାର ତିନୋଟି ଗୁରୁତ୍ୱପୂର୍ଣ୍ଣ ମହାକାଶ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ ସେଣ୍ଟରର ଏସଏଲଭି ଇଣ୍ଟିଗ୍ରେସନ୍ ଫାସିଲିଟି (ପିଆଇଏଫ୍), ମହେନ୍ଦ୍ରଗିରିସ୍ଥିତ ଇସ୍ରୋ ପ୍ରୋପଲସନ୍ କମ୍ପ୍ଲେକ୍ସରେ ନୂତନ 'ସେମି-କ୍ରାୟୋଜେନିକ୍ସ ଇଣ୍ଟିଗ୍ରେଟେଡ୍ ଇଞ୍ଜିନ୍ ଆଣ୍ଡ ଷ୍ଟେଜ୍ ଟେଷ୍ଟ୍ ଫାସିଲିଟି'; ଏବଂ ଥିରୁଅନନ୍ତପୁରମର ଭିଏସ୍ଏସସି ଠାରେ 'ଟ୍ରାଇସୋନିକ୍ ୱିଣ୍ଡ ଟନେଲ୍' ଅନ୍ତର୍ଭୁକ୍ତ। ଶ୍ରୀ ମୋଦୀ ଗଗନଯାନ ମିଶନର ଅଗ୍ରଗତି ସମୀକ୍ଷା କରିଥିଲେ ଏବଂ ୪ ଜଣ ମହାକାଶଚାରୀଙ୍କୁ 'ମହାକାଶଚାରୀ ୱିଙ୍ଗ୍ ' ପ୍ରଦାନ କରିଥିଲେ। ଏଥିରେ ଗ୍ରୁପ୍ କ୍ୟାପଟେନ୍ ପ୍ରଶାନ୍ତ ବାଲକ୍ରିଷ୍ଣନ ନାୟାର, ଗ୍ରୁପ୍ କ୍ୟାପଟେନ୍ ଅଜିତ କ୍ରିଷ୍ଣନ୍, ଗ୍ରୁପ୍ କ୍ୟାପ୍ଟେନ୍ ଅଙ୍ଗଦ ପ୍ରତାପ ଓ ୱିଙ୍ଗ୍ କମାଣ୍ଡର ଶୁଭାଂଶୁ ଶୁକ୍ଳା ରହିଛନ୍ତି।ଗଗନଯାନ ମିଶନ ପ୍ରସ୍ତୁତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
October 17th, 01:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ଗଗନଯାନ ମିଶନର ଅଗ୍ରଗତି ଆକଳନ କରିବା ଏବଂ ଭାରତର ମହାକାଶ ଅନୁସନ୍ଧାନ ପ୍ରୟାସର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ପାଇଁ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।If the world praises India it's because of your vote which elected a majority government in the Centre: PM Modi in Mudbidri
May 03rd, 11:01 am
Continuing his election campaigning spree, Prime Minister Narendra Modi today addressed a mega public meeting in Karnataka’s Mudbidri. May 10th, the day of the polls, is fast approaching. The BJP is determined to make Karnataka the top state and BJP's resolve is to make Karnataka a manufacturing super power. This is our roadmap for the coming years,” stated PM Modi.PM Modi addresses public meetings in Karnataka’s Mudbidri, Ankola and Bailhongal
May 03rd, 11:00 am
Continuing his election campaigning spree, Prime Minister Narendra Modi today addressed a mega public meeting in Karnataka’s Mudbidri. May 10th, the day of the polls, is fast approaching. The BJP is determined to make Karnataka the top state and BJP's resolve is to make Karnataka a manufacturing super power. This is our roadmap for the coming years,” stated PM Modi.ଏଲଭିଏମ୍୩ ର ସଫଳ ଉତକ୍ଷେପଣ ପାଇଁ ପ୍ରଧାନମନ୍ତ୍ରୀ ଏନଏଚଆଇଏଲ, ଇନ୍-ସ୍ପେଶ୍ ଏବଂ ଇସ୍ରୋ କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
March 26th, 07:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏଲଭିଏମ୍୩ ର ସଫଳ ଉତକ୍ଷେପଣ ପାଇଁ ଏନଏସଆଇଏଲ, ଇନ୍-ସ୍ପେଶ୍ ଏବଂ ଇସ୍ରୋକୁ ଅଭିନନ୍ଦନ ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'ର ଓଡ଼ିଆ ଭାଷାନ୍ତର
October 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ଆମେ ପବିତ୍ର ଛଠ୍ ପର୍ବ ବିଷୟରେ ଆଲୋଚନା କଲୁ । ଭଗବାନ ସୂର୍ଯ୍ୟଙ୍କ ଉପାସନା ବିଷୟରେ ଆଲୋଚନା କଲୁ । ତେବେ ସୂର୍ଯ୍ୟ ଉପାସନା ସହ ଆଜି ତାଙ୍କ ବରଦାନ ସମ୍ପର୍କରେ ମଧ୍ୟ କାହିଁକି ଆଲୋଚନା ନ କରିବା? ସୌରଶକ୍ତି ହେଉଛି ସୂର୍ଯ୍ୟଦେବଙ୍କ ବରଦାନ । ସୌରଶକ୍ତି ଏଭଳି ଗୋଟିଏ ବିଷୟ ଯେଉଁଥିରେ ସମଗ୍ର ବିଶ୍ୱ ଆଜି ନିଜର ଭବିଷ୍ୟତକୁ ଦେଖୁଛି । ଆଉ ଭାରତ ପାଇଁ ତ ସୂର୍ଯ୍ୟଦେବ ଶହ ଶହ ବର୍ଷ ଧରି କେବଳ ଉପାସନା ନୁହେଁ ବରଂ ଜୀବନ ପ୍ରଣାଳୀର କେନ୍ଦ୍ରସ୍ଥଳରେ ରହିଆସିଛନ୍ତି । ଭାରତ ଆଜି ନିଜର ପାରମ୍ପରିକ ଅନୁଭୂତିକୁ ଆଧୁନିକ ବିଜ୍ଞାନ ସହ ଯୋଡ଼ୁଛି । ସେଥିପାଇଁ ଆଜି ଆମେ ସୌରଶକ୍ତିରୁ ବିଜୁଳି ଉତ୍ପାଦନ କରିବାରେ ସବୁଠାରୁ ବଡ଼ ଦେଶମାନଙ୍କ ମଧ୍ୟରେ ସାମିଲ ହୋଇପାରିଛୁ । ସୌରଶକ୍ତିରୁ କିଭଳି ଆମ ଦେଶର ଗରିବ ଓ ମଧ୍ୟବିତ ଶ୍ରେଣୀର ଲୋକଙ୍କ ଜୀବନରେ ପରବର୍ତ୍ତନ ଘଟୁଛି, ତାହା ମଧ୍ୟ ଏକ ଅଧ୍ୟୟନର ବିଷୟ ।ପିଏମ- କିଷାନ ଯୋଜନା ଅଧୀନରେ ୧୦ମ କିସ୍ତିର ଅର୍ଥିକ ସହାୟତା ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 01st, 12:31 pm
ଉପସ୍ଥିତ ସମସ୍ତ ଆଦରଣୀୟ ମହାନୁଭବ, ସର୍ବପ୍ରଥମେ ମୁଁ ମାତା ବୈଷ୍ଣୋଦେବୀ ପରିସରରେ ହୋଇଥିବା ଦୁଃଖଦ ଘଟଣା ଉପରେ ଶୋକ ବ୍ୟକ୍ତ କରୁଛି । ଯେଉଁ ଲୋକମାନେ ଦଳାଚକଟାରେ, ନିଜର ଲୋକମାନଙ୍କୁ ହରାଇଛନ୍ତି, ଯେଉଁ ଲୋକମାନେ ଆହତ ହୋଇଛନ୍ତି, ମୋର ସମବେଦନା ସେମାନଙ୍କ ସହିତ ରହିଛି । କେନ୍ଦ୍ର ସରକାର, ମୁଁ ଜମ୍ମୁ- କଶ୍ମୀର ପ୍ରଶାସନର ସମ୍ପର୍କରେ କ୍ରମାଗତ ଭାବେ ରହିଛି। ଉପ-ରାଜ୍ୟପାଳ ମନୋଜ ସିହ୍ନା ମହାଶୟଙ୍କ ସହିତ ମଧ୍ୟ କଥା ହୋଇଥିଲି। ଉଦ୍ଧାର କାର୍ଯ୍ୟର, ଆହତମାନଙ୍କର ସମ୍ପୂର୍ଣ୍ଣ ଭାବେ ଧ୍ୟାନ ରଖା ଯାଉଛି।ପିଏମ୍ କିଷାନ ଯୋଜନାରେ ଦଶମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
January 01st, 12:30 pm
ନିଜର ଅଙ୍ଗୀକାରବଦ୍ଧତା ଓ ସଂକଳ୍ପକୁ ବଜାୟ ରଖି କୃଷକମାନଙ୍କୁ ତୃଣମୂଳ ସ୍ତରରେ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୧.୦୧.୨୦୨୨) ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି(ପି.ଏମ୍-କିଷାନ) ଯୋଜନା ଅଧୀନରେ ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଦଶମ କିସ୍ତି ପ୍ରଦାନ କରିଛନ୍ତି । ଏହାଦ୍ୱାରା ଦଶକୋଟିରୁ ଅଧିକ ହିତାଧିକାରୀ ଚାଷୀ ପରିବାରଙ୍କୁ ୨୦ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ପହଂଚିବ । କାର୍ଯ୍ୟକ୍ରମ କାଳରେ ପ୍ରଧାନମନ୍ତ୍ରୀ ୩୫୧ଟି କୃଷକ ଉତ୍ପାଦନ ସଂଗଠନ (ଏଫପିଓ)କୁ ୧୪କୋଟି ଟଙ୍କାର ଅଂଶଧନ ବାବଦ ଅର୍ଥ ମଧ୍ୟ ପ୍ରଦାନ କରିଥିଲେ । ଏଥିପାଇଁ ୧. ୨୪ ଲକ୍ଷ କୃଷକ ଉପକୃତ ହେବେ । ଏହି ଅବରସରେ ପ୍ରଧାନମନ୍ତ୍ରୀ କୃଷକ ସଂଗଠନମାନଙ୍କ ସହ ମତ ବିନିମୟ କରିଥିଲେ । କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମାର ଏବଂ ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ, କେତେକ ରାଜ୍ୟର କୃଷିମନ୍ତ୍ରୀ ଓ କୃଷକମାନେ ମଧ୍ୟ ଏହି କାର୍ଯ୍ୟକ୍ରମ ସହ ଯୋଡି ହୋଇଥିଲେ ।ଇଣ୍ଡିଆନ ସ୍ପେଶ ଆସୋସିଏସନ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
October 11th, 11:19 am
ଦେଶର ଦୁଇ ମହାନ ସୁପୁତ୍ର, ଭାରତ ରତ୍ନ ଶ୍ରୀ ଜୟପ୍ରକାଶ ନାରାୟଣ ଜୀ ଏବଂ ଭାରତ ରତ୍ନ ଶ୍ରୀ ନାନାଜି ଦେଶମୁଖଙ୍କର ଆଜି ଜନ୍ମ ଜୟନ୍ତୀ ମଧ୍ୟ ଅଛି । ସ୍ୱାଧୀନତା ପରେ ଭାରତକୁ ମାର୍ଗ ଦେଖାଇବାରେ ଏହି ଦୁଇ ମହାନ ବ୍ୟକ୍ତିତ୍ୱଙ୍କର ବହୁତ ବଡ଼ ଭୂମିକା ରହିଛି । ସମସ୍ତଙ୍କୁ ସାଥୀରେ ନେଇ, ସମସ୍ତଙ୍କ ପ୍ରୟାସ ଦ୍ୱାରା, ଦେଶରେ କିପରି ବଡ଼-ବଡ଼ ପରିବର୍ତ୍ତନ ଆସିଥାଏ, ଏମାନଙ୍କର ଜୀବନ ଦର୍ଶନ ଆମକୁ ଆଜି ମଧ୍ୟ ଏହାର ପ୍ରେରଣା ଦେଇଥାଏ । ମୁଁ ଜୟପ୍ରକାଶ ନାରାୟଣ ଜୀ ଏବଂ ନାନାଜୀ ଦେଶମୁଖ ଜୀଙ୍କୁ ପ୍ରଣାମ କରୁଛି, ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଭାରତୀୟ ମହାକାଶ ସଂଘ ଉଦ୍ଘାଟିତ
October 11th, 11:18 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଭାରତୀୟ ମହାକାଶ ସଂଘ (ଇସ୍ପା)କୁ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ମହାକାଶ ଉଦ୍ୟୋଗର ପ୍ରତିନିଧିମାନଙ୍କ ସହ ସେ ମଧ୍ୟ ମତବିନିମୟ କରି ବିଭିନ୍ନ କଥା ପଚାରି ବୁଝିଛନ୍ତି ।ପ୍ରଧାନମନ୍ତ୍ରୀ ଅକ୍ଟୋବର ୧୧ ତାରିଖରେ ଭାରତୀୟ ମହାକାଶ ସଂଘର ଶୁଭାରମ୍ଭ କରିବେ
October 09th, 03:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ଅକ୍ଟୋବର, ୨୦୨୧ ପୂର୍ବାହ୍ନ ୧୧ ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତୀୟ ମହାକାଶ ସଂଘ (ଆଇଏସ୍ପିଏ) ର ଶୁଭାରମ୍ଭ କରିବେ । ଏହି ଅବସରରେ ସେ ମହକାଶ ଶିଳ୍ପ ପ୍ରତିନିଧୀମାନଙ୍କ ସହ ମଧ୍ୟ ଆଲୋଚନା କରିବେ ।