ଫଳାଫଳ ତାଲିକା: ସପ୍ତମ ଆନ୍ତଃସରକାରୀ ପରାମର୍ଶ ପାଇଁ ଜର୍ମାନୀର ଚାନ୍ସେଲରଙ୍କ ଭାରତ ଗସ୍ତ
October 25th, 04:50 pm
ଅପରାଧିକ ମାମଲାରେ ପାରସ୍ପରିକ ଆଇନଗତ ସହାୟତା ଚୁକ୍ତି (ଏମଏଲଏଟି)ଜର୍ମାନ ବ୍ୟବସାୟସମୂହର ୧୮ତମ ଏସିଆ - ପ୍ରଶାନ୍ତ ମହାସାଗରୀୟ ସମ୍ମିଳନୀ (ଏପିକେ ୨୦୨୪)ରେ ପ୍ରଧାନମନ୍ତ୍ରୀ
October 25th, 11:20 am
ମେୟର ଥିବା ସମୟରେ ତାଙ୍କର ପ୍ରଥମ ଭାରତ ଗସ୍ତ ଥିଲା ଏବଂ ପରବର୍ତ୍ତୀ ତିନି ଥର ଚାନସେଲର ଭାବରେ ତାଙ୍କ କାର୍ଯ୍ୟକାଳ ସମୟରେ ସେ ଆସିଛନ୍ତି, ଯାହା ଭାରତ-ଜର୍ମାନୀ ସମ୍ପର୍କ ଉପରେ ତାଙ୍କର ଗୁରୁତ୍ଵକୁ ଦର୍ଶାଏ ।ଜର୍ମାନୀ ବାଣିଜ୍ୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ(ମେ 30,2017)
May 30th, 06:17 pm
ଉଭୟ ଦ୍ୱିପାକ୍ଷିକ ଓ ଆନ୍ତର୍ଜାତିକ ପରିଦୃଶ୍ୟରେ ଭାରତର ପ୍ରମୁଖ ଭାଗିଦାର ରାଷ୍ଟ୍ର ତାଲିକାରେ ଜର୍ମାନୀ ରହିଛି । ଭାରତର ଅଭିବୃଦ୍ଧି କାହାଣୀରେ ଜର୍ମାନୀ କମ୍ପାନୀଗୁଡ଼ିକର ଭଗିଦାରୀରେ ମୁଁ ଅତ୍ୟନ୍ତ ଖୁସି । ଭାରତୀୟ କମ୍ପାନୀଗୁଡ଼ିକ ମଧ୍ୟ ଜର୍ମାନୀରେ ନିଜର ଉପସ୍ଥିତି ବଜାୟ ରଖିଥିବା ଦେଖି ମଧ୍ୟ ସେତିକି ଉତ୍ସାହିତ । ଭାରତରେ ବିଦେଶୀ ପୁଞ୍ଜିନିବେଶ କ୍ଷେତ୍ରରେ ଜର୍ମାନୀର ମାନ୍ୟତା ସପ୍ତମ ସ୍ଥାନରେ ରହିଛି । ଜର୍ମାନୀରୁ ପ୍ରତ୍ୟକ୍ଷ ପୁଞ୍ଜି ନିବେଶର ପ୍ରବାହକୁ ଆକର୍ଷିତ କରୁଥିବା ପ୍ରମୁଖ କ୍ଷେତ୍ରଗୁଡ଼ିକ ହେଉଛି ଇଞ୍ଜିନିୟରିଂ, କେମିକାଲସ୍ ଓ ସେବା ।