ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ ବିବୃତ୍ତି
May 24th, 06:41 am
ଅଷ୍ଟ୍ରେଲିଆ ଗସ୍ତ ସମୟରେ ମୋତେ ଏବଂ ମୋର ପ୍ରତିନିଧିମାନଙ୍କୁ ଦିଆଯାଇଥିବା ଆତିଥ୍ୟ ଏବଂ ଆଦର-ସତ୍କାର ପାଇଁ ମୁଁ ଅଷ୍ଟ୍ରେଲିଆର ଲୋକମାନଙ୍କୁ ଏବଂ ପ୍ରଧାନମନ୍ତ୍ରୀ ଆଲବାନିଜଙ୍କୁ ହୃଦୟର ସହିତ ଧନ୍ୟବାଦ ଜଣାଉଛି । ମୋର ବନ୍ଧୁ ପ୍ରଧାନମନ୍ତ୍ରୀ ଆଲବାନିଜଙ୍କ ଭାରତ ଗସ୍ତର ଦୁଇ ମାସ ମଧ୍ୟରେ ମୁଁ ଏଠାକୁ ଆସିଛି । ଗତ ଏକ ବର୍ଷ ମଧ୍ୟରେ ଏହା ହେଉଛି ଆମର ଷଷ୍ଠ ସାକ୍ଷତ ବୈଠକ।ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ ବିବୃତ୍ତି
March 10th, 12:50 pm
ସର୍ବପ୍ରଥମେ, ମୁଁ ଭାରତ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ଆଲବାନିଜ୍ଙ୍କୁ ହାର୍ଦ୍ଦିକ ସ୍ୱାଗତ କରୁଛି । ଗତ ବର୍ଷ ଉଭୟ ଦେଶ ପ୍ରଧାନମନ୍ତ୍ରୀ ସ୍ତରରେ ବାର୍ଷିକ ସମ୍ମିଳନୀ କରିବାକୁ ନିଷ୍ପତ୍ତି ନେଇଥିଲେ । ପ୍ରଧାନମନ୍ତ୍ରୀ ଆଲବାନିଜ୍ଙ୍କ ଏହି ଗସ୍ତ ସହିତ ଏହି ପର୍ଯ୍ୟାୟର ଆରମ୍ଭ ହୋଇଛି । ସେ ହୋଲି ଦିନ ଭାରତରେ ପହଞ୍ଚିଥିଲେ ଏବଂ ଏହା ପରେ ଆମେ କ୍ରିକେଟ୍ ପଡ଼ିଆରେ ଏକାଠି କିଛି ସମୟ ବିତାଇଥିଲୁ । ରଙ୍ଗ, ସଂସ୍କୃତି ଏବଂ କ୍ରିକେଟର ଏହି ଉତ୍ସବ, ଏକ ପ୍ରକାରରେ, ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବନ୍ଧୁତ୍ୱର ଉତ୍ସାହ ଏବଂ ଆବେଗର ଏକ ପ୍ରତୀକ।ଇଟାଲୀର ପ୍ରଧାନମନ୍ତ୍ରୀଙ୍କ ସହିତ ମିଳିତ ପ୍ରେସ ବୈଠକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ଅନୁବାଦ
March 02nd, 01:01 pm
ଇଟାଲୀର ପ୍ରଧାନମନ୍ତ୍ରୀ ମେଲୋନିଙ୍କର ପ୍ରଥମ ଭାରତ ଗସ୍ତ ଅବସରରେ , ମୁଁ ତାଙ୍କୁ ଏବଂ ତାଙ୍କ ପ୍ରତିନିଧି ମଣ୍ଡଳୀକୁ ସ୍ୱାଗତ ଜଣାଉଛି । ଗତ ବର୍ଷ ସେଠାରେ ଅନୁଷ୍ଠିତ ହୋଇଥିବା ନିର୍ବାଚନରେ ଇଟାଲୀର ନାଗରିକମାନେ ତାଙ୍କୁ ପ୍ରଥମ ମହିଳା ଏବଂ ସର୍ବ କନିଷ୍ଠ ପ୍ରଧାନମନ୍ତ୍ରୀ ଭାବରେ ମନୋନୀତ କରିଥିଲେ । ଏହି ଐତିହାସିକ ସଫଳତା ପାଇଁ , ସମସ୍ତ ଭାରତୀୟଙ୍କ ପକ୍ଷରୁ ମୁଁ ତାଙ୍କୁ ବହୁତ ବହୁତ ଶୁଭେଚ୍ଛା ପ୍ରଦାନ କରୁଛି ଏବଂ ଅଭିନନ୍ଦନ ଜଣାଉଛି । ସେ କାର୍ଯ୍ୟଭାର ଗ୍ରହଣ କରିବାର କିଛି ଦିନ ପରେ ବାଲି ଠାରେ ଅନୁଷ୍ଠିତ ଜି -୨୦ ସମ୍ମିଳନୀରେ ଆମର ପ୍ରଥମ ସାକ୍ଷାତ ହୋଇଥିଲା ।New India is moving ahead with the mantra of Intent, Innovation & Implementation: PM at DefExpo 2022
October 19th, 10:05 am
PM Modi inaugurated the DefExpo22 at Mahatma Mandir Convention and Exhibition Centre in Gandhinagar, Gujarat. PM Modi acknowledged Gujarat’s identity with regard to development and industrial capabilities. “This Defence Expo is giving a new height to this identity”, he said. The PM further added that Gujarat will emerge as a major centre of the defence industry in the coming days.PM inaugurates DefExpo22 at Mahatma Mandir Convention and Exhibition Centre in Gandhinagar, Gujarat
October 19th, 09:58 am
PM Modi inaugurated the DefExpo22 at Mahatma Mandir Convention and Exhibition Centre in Gandhinagar, Gujarat. PM Modi acknowledged Gujarat’s identity with regard to development and industrial capabilities. “This Defence Expo is giving a new height to this identity”, he said. The PM further added that Gujarat will emerge as a major centre of the defence industry in the coming days.ଯୁକ୍ତ ରାଷ୍ଟ୍ର ଆମେରିକା ର ରାଷ୍ଟ୍ରପତିଙ୍କ ସହିତ ଦ୍ବିପାକ୍ଷୀୟ ବୈଠକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ବାରା ଉଦ୍ଘାଟନୀ ଭାଷଣ
May 24th, 05:29 pm
ଶ୍ରୀଯୁକ୍ତ ପ୍ରେସିଡେଣ୍ଟ, ଆପଣଙ୍କ ସହିତ ସାକ୍ଷାତ କରି ସବୁବେଳେ ବହୁତ ଖୁସି ଲାଗିଥାଏ। ଆଜି ଆମେ ଆଉ ଏକ ସକାରାତ୍ମକ ଏବଂ ଉପଯୋଗୀ କ୍ବାଡ ସମିଟ୍ ରେ ମଧ୍ୟ ମିଶି କରି ଭାଗ ନେଲୁ।ସମୃଦ୍ଧି ପାଇଁ ଭାରତ - ପ୍ରଶାନ୍ତ ମହାସାଗରୀୟ ଅର୍ଥନୈତିକ ସଂରଚନା (ଆଇପିଇଏଫ୍) କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
May 23rd, 02:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟୋକିଓ ଠାରେ ସମୃଦ୍ଧି ପାଇଁ ଭାରତ - ପ୍ରଶାନ୍ତ ମହାସାଗରୀୟ ଅର୍ଥନୈତିକ ସଂରଚନା (ଆଇପିଇଏଫ୍)ର ଶୁଭାରମ୍ଭ ନିମନ୍ତେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଆମେରିକାର ରାଷ୍ଟ୍ରପତି ମହାମହିମ ଶ୍ରୀ ଜୋଶେଫ୍ ଆର୍ ବାଇଡେନ୍ ଏବଂ ଜାପାନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଫୁମିଓ କିଶିଦା ମଧ୍ୟ ସାମିଲ୍ ହୋଇଥିଲେ । ଏହା ସହିତ ଅନ୍ୟ ଅଂଶୀଦାର ଦେଶ ଗୁଡିକ, ଯଥା- ଅଷ୍ଟ୍ରେଲିଆ, ବ୍ରୁନେଇ, ଇଣ୍ଡୋନେସିଆ, କୋରିଆ ସାଧାରଣତନ୍ତ୍ର, ମାଲେସିଆ, ନ୍ୟୁଜିଲ୍ୟାଣ୍ଡ, ଫିଲିପାଇନ୍ସ, ସିଙ୍ଗାପୁର, ଥାଇଲ୍ୟାଣ୍ଡ ଏବଂ ଭିଏତ୍ନାମର ନେତା ମାନେ ଆଭାସୀ (ଭର୍ଚୁଆଲ୍) ରୂପରେ ଉପସ୍ଥିତ ଥିଲେ ।