Taxpayer is respected only when projects are completed in stipulated time: PM Modi
June 23rd, 01:05 pm
PM Modi inaugurated 'Vanijya Bhawan' and launched the NIRYAT portal in Delhi. Referring to the new infrastructure of the Ministry, the Prime Minister said that this is also time to renew the pledge of ease of doing business and through that ‘ease of living’ too. Ease of access, he said, is the link between the two.PM inaugurates 'Vanijya Bhawan' and launches NIRYAT portal
June 23rd, 10:30 am
PM Modi inaugurated 'Vanijya Bhawan' and launched the NIRYAT portal in Delhi. Referring to the new infrastructure of the Ministry, the Prime Minister said that this is also time to renew the pledge of ease of doing business and through that ‘ease of living’ too. Ease of access, he said, is the link between the two.ଉତରପ୍ରଦେଶର ଜେୱରଠାରେ ଅବସ୍ଥିତ ନୋଏଡା ଆନ୍ତର୍ଜାତିକ ବିମାନବନ୍ଦରର ଭିତିପ୍ରସ୍ତର ସ୍ଥାପନ ନିମନ୍ତେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 01:06 pm
ଉତରପ୍ରଦେଶର ଲୋକପ୍ରିୟ କର୍ମଯୋଗୀ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଏଠାକାର କର୍ମଠ ଉପ-ମୁଖ୍ୟମନ୍ତ୍ରୀ ତଥା ଆମର ପୂର୍ବତନ ସହଯୋଗୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଜେନେରାଲ୍ ଭି. କେ. ସିଂହ ଜୀ, ସଞ୍ଜୀବ୍ ବାଲ୍ୟାନ୍ ଜୀ, ଏସ୍. ପି. ସିଂହ ବାଘେଲ୍ ଜୀ, ବି. ଏଲ୍ ବର୍ମା ଜୀ, ଉତରପ୍ରଦେଶ ସରକାରରେ ମନ୍ତ୍ରୀ ଥିବା ଶ୍ରୀ ଲକ୍ଷ୍ମୀ ନାରାୟଣ ଚୌଧୁରୀ ଜୀ, ଶ୍ରୀ ଜୟ ପ୍ରତାପ ସିଂହ ଜୀ, ଶ୍ରୀକାନ୍ତ ଶର୍ମା ଜୀ, ଭୂପେନ୍ଦ୍ର ଚୌଧୁରୀ ଜୀ, ଶ୍ରୀ ନନ୍ଦଗୋପାଳ ଗୁପ୍ତା ଜୀ, ଅନିଲ ଶର୍ମା ଜୀ, ଧର୍ମ ସିଂହ ସାଇନି ଜୀ, ଅଶୋକ କଟାରିଆ ଜୀ, ଶ୍ରୀ ଜି. ଏସ୍.ଧର୍ମେଶ ଜୀ, ସଂସଦରେ ମୋର ସହଯୋଗୀ ଡକ୍ଟର ମହେଶ ଶର୍ମା ଜୀ, ଶ୍ରୀ ସୁରେନ୍ଦ୍ର ସିଂହ ନାଗର ଜୀ, ଶ୍ରୀ ଭୋଲା ସିଂହ ଜୀ, ସ୍ଥାନୀୟ ବିଧାୟକ ଶୀ ଧୀରେନ୍ଦ୍ର ସିଂହ ଜୀ, ମଂଚରେ ଉପରେ ଉପସ୍ଥିତ ଅନ୍ୟ ସମସ୍ତ ଲୋକପ୍ରତିନିଧିଗଣ ଏବଂ ବିପୁଳ ସଂଖ୍ୟାରେ ଆମ ସମସ୍ତଙ୍କୁ ଆଶୀର୍ବାଦ ଦେବାକୁ ଏଠାକୁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ଉତ୍ତର ପ୍ରଦେଶର ନୋଏଡା ଅନ୍ତର୍ଜାତୀୟ ବିମାନ ବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ
November 25th, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶରେ ନୋଏଡା ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି । ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଜେନେରାଲ ଭିକେ ସିଂ, ଶ୍ରୀ ସଞ୍ଜିବ ବାଲିୟାଁ, ଶ୍ରୀ ଏସପି ସିଂ ବାଘେଲ ଏବଂ ଶ୍ରୀ ବିଏଲ ବର୍ମା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ ।ନଭେମ୍ବର 25 ତାରିଖରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ
November 23rd, 09:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗରସ୍ଥିତ ଜେୱର ଠାରେ ୨୫ ନଭେମ୍ବର, ୨୦୨୧ରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର (ଏନଆଇଏ) ନିର୍ମାଣ ପାଇଁ ଶିଳାନ୍ୟାସ କରିବେ। ଏହି ବିମାନ ବନ୍ଦର ନିର୍ମାଣ ପରେ ଉତ୍ତର ପ୍ରଦେଶ ହେବ ପାଞ୍ଚଟି ଅନ୍ତର୍ଜାତୀୟ ବିମାନ ବନ୍ଦର ଥିବା ଦେଶର ଏକମାତ୍ର ରାଜ୍ୟ ।ମାରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୧ର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 02nd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାମୁଦ୍ରିକ ଭାରତ-୨୦୨୧ ଶିଖର ସମ୍ମିଳନୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିଛନ୍ତି । ଡେନମାର୍କ ପରିବହନ ମନ୍ତ୍ରୀ ବେନି ଏଙ୍ଗେଲବେଚ, ଗୁଜରାଟ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମନସୁଖ ଲାଲ ମାଣ୍ଡଭିୟ ଏହି ଅବସରରେ ଉପସ୍ଥିତ ଥିଲେ ।ଭାରତ ସାମୁଦ୍ରିକ ଶିଖର ସମ୍ମିଳନୀ-୨୦୨୧ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ?
March 02nd, 10:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାମୁଦ୍ରିକ ଭାରତ-୨୦୨୧ ଶିଖର ସମ୍ମିଳନୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିଛନ୍ତି । ଡେନମାର୍କ ପରିବହନ ମନ୍ତ୍ରୀ ବେନି ଏଙ୍ଗେଲବେଚ, ଗୁଜରାଟ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମନସୁଖ ଲାଲ ମାଣ୍ଡଭିୟ ଏହି ଅବସରରେ ଉପସ୍ଥିତ ଥିଲେ ।ଆଇଆଇଏମ ସମ୍ବଲପୁର, ଓଡ଼ିଶାର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
January 02nd, 11:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ସମାରୋହରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ରମେଶ ପୋଖରିୟାଲ ‘ନିଶଙ୍କ’, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଉପସ୍ଥିତ ଥିଲେ ।ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ର
January 02nd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ସମାରୋହରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ରମେଶ ପୋଖରିୟାଲ ‘ନିଶଙ୍କ’, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଉପସ୍ଥିତ ଥିଲେ ।Global investment sentiment has shifted from ‘Why India’ to 'Why not India': PM Modi
December 19th, 10:27 am
PM Modi delivered the keynote address at ASSOCHAM Foundation Week 2020, today via video conferencing. Addressing the gathering the PM commended the business community for their contribution to nation-building. He said now the industry has complete freedom to touch the sky and urged them to take full advantage of it.PM Modi's keynote address at ASSOCHAM Foundation Week
December 19th, 10:26 am
PM Modi delivered the keynote address at ASSOCHAM Foundation Week 2020, today via video conferencing. Addressing the gathering the PM commended the business community for their contribution to nation-building. He said now the industry has complete freedom to touch the sky and urged them to take full advantage of it.Biofuels can power India’s growth in 21st century: PM Modi
August 10th, 11:10 am
The Prime Minister, Shri Narendra Modi, today addressed an event to mark World Biofuel Day in New Delhi. He addressed a perse gathering, consisting of farmers, scientists, entrepreneurs, students, government officials, and legislators.ବିଶ୍ୱ ଜୈବ ଇନ୍ଧନ ଦିବସରେ ଆୟୋଜିତ ଉତ୍ସବକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 10th, 11:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ବିଶ୍ୱ ଜୈବ ଇନ୍ଧନ ଦିବସ ପାଳନ ଅବସରରେ ଆୟୋଜିତ ଉତ୍ସବକୁ ସମ୍ବୋଧିତ କରିଛନ୍ତି । ସେ ବିବିଧ ବର୍ଗଙ୍କ ଏକ ସମ୍ମିଳନୀରେ କୃଷକ, ବୈଜ୍ଞାନିକ, ଉଦ୍ୟୋଗୀ, ଛାତ୍ର, ସରକାରୀ କର୍ମଚାରୀ ଏବଂ ବିଧାୟକମାନଙ୍କୁ ସମ୍ବୋଧିତ କରିଥିଲେ ।ଯେଉଁଭଳି ଭାବେ ଅତିଶୀଘ୍ର ମାତ୍ର ପାଞ୍ଚମାସ ମଧ୍ୟରେ ଏହିସବୁ ପ୍ରକଳ୍ପଗୁଡ଼ିକ କାର୍ଯ୍ୟାନ୍ୱୟନ କରାଯାଇଛି ତାହା ଅତୀବ ପ୍ରଶଂସନୀୟ :ପ୍ରଧାନମନ୍ତ୍ରୀ
July 29th, 02:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି । ଏହି ଅବସରରେ ଉତ୍ତର ପ୍ରଦେଶର 81ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଶୁଭାରମ୍ଭ ଉତ୍ସବରେ ସେ ଯୋଗଦାନ କରିଛନ୍ତି । ଏହିସବୁ ପ୍ରକଳ୍ପରେ ମୋଟ 60,000 କୋଟିରୁ ଅଧିକ ଟଙ୍କା ବ୍ୟୟ କରାଯିବ ।ଉତ୍ତର ପ୍ରଦେଶରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
July 29th, 02:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି । ଏହି ଅବସରରେ ଉତ୍ତର ପ୍ରଦେଶର 81ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଶୁଭାରମ୍ଭ ଉତ୍ସବରେ ସେ ଯୋଗଦାନ କରିଛନ୍ତି । ଏହିସବୁ ପ୍ରକଳ୍ପରେ ମୋଟ 60,000 କୋଟିରୁ ଅଧିକ ଟଙ୍କା ବ୍ୟୟ କରାଯିବ ।ହିଂସା ଏବଂ କ୍ରୁରତାରୁ କେବେ କୌଣସି ସମସ୍ୟାର ସମାଧାନ କରାଯାଇପାରିବ ନାହିଁ :ମନ କି ବାତରେ ପ୍ରଧାନମନ୍ତ୍ରୀ ମୋଦୀ
June 24th, 11:30 am
ନିଜର ମନ କି ବାତ କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଉଲ୍ଲେଖ କରିଛନ୍ତି । ସେ ଭାରତ-ଆଫଗାନିସ୍ଥାନ ଟେଷ୍ଟ ମ୍ୟାଚରୁ ଆରମ୍ଭ କରି କବିର ଦାସ ଏବଂ ଗୁରୁ ନାନକ ଦେବଙ୍କ ଶିକ୍ଷାଗୁଡ଼ିକୁ ସ୍ମରଣ କରିଛନ୍ତି ଏବଂ କହିଛନ୍ତି ଯେ କିଭଳି ଯୋଗ ବିଶ୍ୱକୁ ଏକଜୁଟ କରିଛି । ତା'ସହିତ ଡ଼ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ବହୁମୂଲ୍ୟ ଯୋଗଦାନକୁ ସ୍ମରଣ କରିଛନ୍ତି ଏବଂ ଜାଲିୟାନାବାଗ ହତ୍ୟାକାଣ୍ଡରେ ସହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ମଧ୍ୟ ଅର୍ପଣ କରିଛନ୍ତି । ସେ ଜିଏସଟିର ଗୋଟିଏ ବର୍ଷ ପୂର୍ତ୍ତି ହେବା ଉପରେ ମଧ୍ୟ ଉଲ୍ଲେଖ କରିଛନ୍ତି ଏବଂ ଏହାକୁ ସହକାରୀ ସଂଘବାଦର ଏକ ପ୍ରମୁଖ ଉଦାହରଣ ବୋଲି କହିଛନ୍ତି ।PM Modi meets leading Belgian Indologists in Brussels
March 30th, 03:45 pm