ପୋଲିସ ମହାନିର୍ଦ୍ଦେଶକ/ ପୋଲିସ ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

January 07th, 08:34 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୬ ଏବଂ ୭, ୨୦୨୪ ରେ ଜୟପୁରସ୍ଥିତ ରାଜସ୍ଥାନ ଅନ୍ତର୍ଜାତୀୟ କେନ୍ଦ୍ରରେ ପୋଲିସ ମହାନିର୍ଦ୍ଦେଶକ / ଇନ୍ସପେକ୍ଟର ଜେନେରାଲମାନଙ୍କର ୫୮ତମ ସର୍ବଭାରତୀୟ ସମ୍ମିଳନୀରେ ଯୋଗ ଦେଇଥିଲେ ।

ପ୍ରଧାନମନ୍ତ୍ରୀ ନଭେମ୍ବର ୨୦ ଓ ୨୧ରେ ଲକ୍ଷ୍ନୌରେ ଆୟୋଜିତ ୫୬ତମ ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗଦେବେ

November 18th, 02:34 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଚଳିତମାସ ୨୦ ଓ ୨୧ ତାରିଖରେ ଲକ୍ଷ୍ନୌରେ ଅନୁଷ୍ଠିତ ପୁଲିସ ମହାନିର୍ଦ୍ଦେଶକଙ୍କ ୫୬ତମ ସମ୍ମିଳନୀରେ ଯୋଗଦେବେ । ଏହି ସମ୍ମିଳନୀ ଲକ୍ଷ୍ନୌର ପୁଲିସ ସଦର କାର୍ଯ୍ୟାଳୟରେ ଅନୁଷ୍ଠିତ ହେଉଛି । ଏଥିରେ ବିଭିନ୍ନ ପୁଲିସ ବାହିନୀର ଡିଜିପି ସହିତ ଆଇଜିପି(ଇନ୍ସପେକ୍ଟର ଜେନେରାଲ) ମାନେ ଭାଗ ନେବେ ।

ଜାତୀୟ ସଂହତି ପାଇଁ ସର୍ଦ୍ଦାର ପଟେଲ ପୁରସ୍କାର ଘୋଷଣା କଲେ ପ୍ରଧାନମନ୍ତ୍ରୀ

December 23rd, 05:08 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି କେବାଡିଆଠାରେ ଅନୁଷ୍ଠିତ ଡିଜିପି/ଆଇଜିପି ସମ୍ମିଳନୀରେ ଜାତୀୟ ସଂହତି ପାଇଁ ପ୍ରତିବର୍ଷ ସର୍ଦ୍ଦାର ପଟେଲ ପୁରସ୍କାର ପ୍ରଦାନ କରାଯିବା ନେଇ ଘୋଷଣା କରିଛନ୍ତି । ଜାତୀୟ ସଂହତିକୁ ସୁଦୃଢ଼ କରିବା ଦିଗରେ ଅସାଧାରଣ ଓ ଉଲ୍ଲେଖନୀୟ ପ୍ରୟାସ ନିମନ୍ତେ ଏହି ପୁରସ୍କାର ପ୍ରଦାନ କରାଯିବ ।

"କେଭାଡିଆଠାରେ ଡିଜିପି/ଆଇଜିପି ସମ୍ମିଳନୀର ବିଦାୟକାଳୀନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ "

December 22nd, 09:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆଠାରେ ଅନୁଷ୍ଠିତ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଏବଂ ମହାନିରୀକ୍ଷକ (ଆଇଜିପି)ମାନଙ୍କ ସମ୍ମିଳନୀର ବିଦାୟକାଳୀନ ସମାରୋହରେ ଉଦ୍ବୋଧନ ଦେଇଛନ୍ତି ।

PM arrives at Kevadiya, attends Conference of DGsP and IGsP

December 21st, 09:57 pm

The Prime Minister, Shri Narendra Modi today arrived at Kevadiya in Gujarat, for the Conference of Director Generals of Police and Inspector Generals of Police.

ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଓ ମହାନିରୀକ୍ଷକମାନଙ୍କ ସମ୍ମିଳନୀର ଊଦ୍ଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ;

January 08th, 05:22 pm

ଆଜି ତେକାନପୁରସ୍ଥିତ ବିଏସଏଫ ଏକାଡେମୀଠାରେ ଅନୁଷ୍ଠିତ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଏବଂ ମହାନିରୀକ୍ଷକ (ଆଇଜିପି)ମାନଙ୍କ ସମ୍ମିଳନୀର ବିଦାୟକାଳୀନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦ୍ବୋଧନ ଦେଇଥିଲେ ।

ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 7, 2018

January 07th, 07:09 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ତେକାନପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ପୁଲିସ ମହାନିର୍ଦ୍ଦେଶକ ଓ ନିରୀକ୍ଷକଙ୍କ ସମ୍ମିଳନୀରେ ଯୋଗଦେଲେ

January 07th, 06:17 pm

ପୁଲିସ ମହାନିର୍ଦ୍ଦେଶକ ଏବଂ ନିରୀକ୍ଷକମାନଙ୍କ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ତେକାନପୁରସ୍ଥିତ ବିଏସଏଫ ଏକାଡେମୀରେ ପହଞ୍ଚିଛନ୍ତି ।

ତେକାନପୁର ବିଏସଏଫ ଏକାଡେମୀଠାରେ ପୁଲିସ ମହାନିର୍ଦ୍ଦେଶକମାନଙ୍କ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ

January 06th, 01:09 pm

ରାଜ୍ୟଗୁଡିକର ପୁଲିସ ମହାନିର୍ଦ୍ଦେଶକ ଏବଂ ମହାନିରୀକ୍ଷକମାନଙ୍କ ସମ୍ମିଳନୀ ଜାନୁୟାରୀ 7 ଓ 8 ତାରିଖ ଦୁଇଦିନ ଧରି ମଧ୍ୟପ୍ରଦେଶର ତେକାନପୁରର ବିଏସଏଫ ଏକାଡେମୀଠାରେ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ସୋସିଆଲ ମିଡିଆ କର୍ଣ୍ଣର 27 ନଭେମ୍ବର 2016

November 27th, 07:12 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟ ର ପ୍ରତିଦିନ ଡୋଜ । ଗଭରନାନ୍ସ ରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।