ଆମର ଛୋଟ ଛୋଟ କଥା, ଯାହା ପରସ୍ପରଙ୍କୁ, କିଛି ଶିଖାଇଯାଏ, ଜୀବନର ତିକ୍ତ–ମଧୁର ଅନୁଭୂତି ଯାହା, ଜୀବନକୁ ମନଭରି ଉପଭୋଗ କରିବାର ପ୍ରେରଣା ଯୋଗାଇଦିଏ – ତାହା ହିଁ ତ ହେଉଛି – ମନର କଥା ।
January 31st, 10:39 am
ଏହି ମାସରେ କ୍ରିକେଟ ପିଚ୍ରୁ ବି ଖୁବ ଭଲ ଖବର ମିଳିଲା । ପ୍ରାରମ୍ଭିକ ଅସୁବିଧା ପରେ ଆମ କ୍ରିକେଟ ଟିମ୍ ପୁଣିଥରେ ଖୁବ ସୁନ୍ଦର ପ୍ରଦର୍ଶନ ସହ ଅଷ୍ଟ୍ରେଲିଆରେ ସିରିଜ ଜିତିଲା । ଆମ ଖେଳାଳିମାନଙ୍କ କଠିନ ପରିଶ୍ରମ ଏବଂ ଟିମ୍ୱାର୍କ ପ୍ରେରଣାଦାୟୀ । ଏଇସବୁ ଭିତରେ ଦିଲ୍ଲୀରେ ଜାନୁଆରୀ 26 ଦିନ ତ୍ରିରଙ୍ଗାର ଅପମାନ ଦେଖି ଦେଶ ବହୁତ ଦୁଃଖ ମଧ୍ୟ ଅନୁଭବ କଲା । ଆଗାମୀ ସମୟକୁ ଆମକୁ ନୂତନ ଆଶା ଏବଂ ଉଦ୍ଦୀପନା ସହ ପୂରଣ କରିବାକୁ ହେବ । ଗତବର୍ଷ ଆମେ ଅସାଧାରଣ ସଂଯମ ଓ ସାହସର ପରିଚୟ ଦେଇଥିଲୁ । ଏ ବର୍ଷ ମଧ୍ୟ ଆମକୁ କଠିନ ପରିଶ୍ରମ କରି ଆମର ସଂକଳ୍ପଗୁଡ଼ିକୁ ସାକାର କରିବାକୁ ହେବ । ଆମ ଦେଶକୁ ଆହୁରି ତୀବ୍ର ଗତିରେ ଆଗେଇ ନେବାକୁ ହେବ ।ରାଜନୀତିରେ ନିଃସ୍ୱାର୍ଥପର ଏବଂ ଗଠନମୂଳକ ଅବଦାନ ରଖିବାକୁ ଯୁବ ସମାଜକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
January 12th, 03:31 pm
ରାଜନୀତିରେ ଗଠନମୂଳକ ଓ ନିଃସ୍ୱାର୍ଥପର ଅବଦାନ ରଖିବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁବ ସମାଜକୁ ଆହ୍ୱାନ ଜଣାଇଛନ୍ତି । ଆଜି ଦ୍ୱିତୀୟ ଯୁବ ପାର୍ଲାମେଣ୍ଟ ଉତ୍ସବର ସମାବର୍ତ୍ତନ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଯଥାର୍ଥ ପରିବର୍ତ୍ତନ ଆଣିବା ପାଇଁ ରାଜନୀତି ଏକ ବଡ଼ ମାଧ୍ୟମ । ଅନ୍ୟ ସମସ୍ତ କ୍ଷେତ୍ର ଭଳି ରାଜନୀତିରେ ମଧ୍ୟ ଯୁବକଯୁବତୀମାନଙ୍କର ଉପସ୍ଥିତି ଗୁରୁତ୍ୱପୂର୍ଣ୍ଣ । ଯୁବ ସମାଜକୁ ପ୍ରତିଶ୍ରୁତି ଦେଇ ସେ କହିଛନ୍ତି ଯେ ଆଜି ରାଜନୀତି କ୍ଷେତ୍ର ଆଉ ତଥାକଥିତ ଦଗାବାଜ ଓ ଭ୍ରଷ୍ଟଙ୍କ କ୍ରୀଡାଭୂମି ହୋଇ ରହିନାହିଁ । ସେ ପୁରୁଣା ବିଚାର ବଦଳିଯାଇଛି । ସାଧୁ ସଚ୍ଚୋଟ ଲୋକମାନେ ଜନସାଧାରଣଙ୍କ ସେବା କରିବା ପାଇଁ ସୁଯୋଗ ପାଉଛନ୍ତି । ଏବେ ସାଧୁତା, ସଚ୍ଚୋଟତା ଓ ପ୍ରଦର୍ଶନ ସମୟର ଆବଶ୍ୟକତା ପାଲଟିଛି ।ଯୁବ ସମାଜକୁ ପ୍ରଧାନମନ୍ତ୍ରୀ ବୁଝାଇଲେ ସ୍ୱାମୀ ବିବେକାନନ୍ଦଙ୍କ ନେତୃତ୍ୱ ମନ୍ତ୍ର
January 12th, 03:28 pm
ସ୍ୱାମୀ ବିବେକାନନ୍ଦଙ୍କ ନେତୃତ୍ୱ ମନ୍ତ୍ର ବା ପରାମର୍ଶକୁ ଅନୁସରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁବ ସମାଜକୁ ଆହ୍ୱାନ ଜଣାଇଛନ୍ତି । ବ୍ୟକ୍ତି ଓ ଅନୁଷ୍ଠାନ ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସେ ମଧ୍ୟ ଏହି ମହାନ୍ ସନ୍ଥଙ୍କ ଅବଦାନକୁ ଉଚ୍ଚ ପ୍ରଶଂସା କରିଛନ୍ତି ।ଦ୍ୱିତୀୟ ରାଷ୍ଟ୍ରୀୟ ଯୁବ ସଂସଦ ମହୋତ୍ସବର ଉଦଯାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 12th, 10:36 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଦ୍ୱିତୀୟ ଜାତୀୟ ଯୁବ ପାର୍ଲାମେଣ୍ଟ ଉତ୍ସବର ସମାବର୍ତ୍ତନ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇଛନ୍ତି । ସଂସଦର କେନ୍ଦ୍ରୀୟ କକ୍ଷରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଉତ୍ସବର ୩ ଜଣ ଯୁବ ଜାତୀୟ ବିଜେତାଙ୍କ ମତାମତ ଶୁଣିଥିଲେ । ଏହି କାର୍ଯ୍ୟକ୍ରମରେ ଲୋକସଭା ବାଚସ୍ପତି, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏବଂ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଉପସ୍ଥିତ ଥିଲେ । ସ୍ୱାମୀ ବିବେକାନନ୍ଦଙ୍କୁ ତାଙ୍କ ଜୟନ୍ତୀରେ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମୟର ପ୍ରବାହ ସତ୍ତ୍ୱେ ଆମର ଜାତୀୟ ଜୀବନରେ ସ୍ୱାମୀ ବିବେକାନନ୍ଦଙ୍କ ପ୍ରଭାବ ଓ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିଛି । ଜାତୀୟତା ଓ ରାଷ୍ଟ୍ର ନିର୍ମାଣରେ ତାଙ୍କର ଦୃଷ୍ଟିକୋଣ ତଥା ଜନସାଧାରଣ ଓ ସମଗ୍ର ବିଶ୍ୱର ସେବା କରିବା ପାଇଁ ତାଙ୍କ ବାଣୀ ଏବେ ମଧ୍ୟ ଆମକୁ ଅନୁପ୍ରାଣିତ କରୁଛି । ବ୍ୟକ୍ତି ଓ ଅନୁଷ୍ଠାନ ପ୍ରତି ସ୍ୱାମୀଜୀଙ୍କ ଅବଦାନ ସଂପର୍କରେ ଆଲୋକପାତ କରି ପ୍ରଧାନମନ୍ତୀ କହିଥିଲେ ଯେ ଯେଉଁ ବ୍ୟକ୍ତିବିଶେଷ ସ୍ୱାମୀ ବିବେକାନନ୍ଦଙ୍କ ସଂସ୍ପର୍ଶରେ ଆସି ଅନୁଷ୍ଠାନମାନ ନିର୍ମାଣ କରିଥିଲେ ସେମାନେ ପରବର୍ତ୍ତୀ କାଳରେ ନୂଆ ଅନୁଷ୍ଠାନ ନିର୍ମାତାମାନଙ୍କୁ ସୃଷ୍ଟି କରିଥିଲେ । ଏହାଦ୍ୱାରା ଏକ ସଦ୍ଚକ୍ର ସୃଷ୍ଟି ହୋଇଥିଲା ; ଯେଉଁଥିରେ ବ୍ୟକ୍ତିକୁ ନେଇ ଅନୁଷ୍ଠାନ ଗଠିତ ହୋଇଥିଲା ଏବଂ ଅନୁଷ୍ଠାନ ଉତ୍ତମ ବ୍ୟକ୍ତି ନିର୍ମାଣ କରୁଥିଲା । ଏହା ଭାରତର ଏକ ବିରାଟ ବଳ । ଏ ବେକାର ଭାରତରେ ଉତ୍ତମ କଂପାନୀ ନିର୍ମାଣ ଏବଂ ସେହି କଂପାନୀ ମାଧ୍ୟମରେ କିପରି ଉତ୍ତମ ବ୍ୟକ୍ତିବିଶେଷ ତିଆରି ହେଉଛନ୍ତି ତାହାର ଉଦାହରଣ ଦେଇ ସେ ଏହି ସଦ୍ଚକ୍ରର ବ୍ୟାଖ୍ୟା କରିଥିଲେ । ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ନୂଆ ଶିକ୍ଷାନୀତିରୁ ଯୁବ ସମାଜ ନମନୀୟତା, ଅଭିନବତା ଓ ନବସୃଜନକାରୀ ଶିକ୍ଷା ଢାଞ୍ଚା ଶିଖିବାର ସୁଯୋଗ ନେବା ଉଚିତ । ଆମେ ଦେଶରେ ଏପରି ଏକ ପରିବେଶ ସୃଷ୍ଟି କରିବାକୁ ଚେଷ୍ଟିତ; ଯଦ୍ଦ୍ୱାରା କୌଣସି ଯୁବକଯୁବତୀ ବିଦେଶମୁହାଁ ହେବେ ନାହିଁ ।ଦ୍ୱିତୀୟ ଜାତୀୟ ଯୁବ ପାର୍ଲାମେଣ୍ଟ ଉତ୍ସବର ସମାବର୍ତ୍ତନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
January 12th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଦ୍ୱିତୀୟ ଜାତୀୟ ଯୁବ ପାର୍ଲାମେଣ୍ଟ ଉତ୍ସବର ସମାବର୍ତ୍ତନ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇଛନ୍ତି । ସଂସଦର କେନ୍ଦ୍ରୀୟ କକ୍ଷରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଉତ୍ସବର ୩ ଜଣ ଯୁବ ଜାତୀୟ ବିଜେତାଙ୍କ ମତାମତ ଶୁଣିଥିଲେ । ଏହି କାର୍ଯ୍ୟକ୍ରମରେ ଲୋକସଭା ବାଚସ୍ପତି, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏବଂ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଉପସ୍ଥିତ ଥିଲେ । ସ୍ୱାମୀ ବିବେକାନନ୍ଦଙ୍କୁ ତାଙ୍କ ଜୟନ୍ତୀରେ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମୟର ପ୍ରବାହ ସତ୍ତ୍ୱେ ଆମର ଜାତୀୟ ଜୀବନରେ ସ୍ୱାମୀ ବିବେକାନନ୍ଦଙ୍କ ପ୍ରଭାବ ଓ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିଛି । ଜାତୀୟତା ଓ ରାଷ୍ଟ୍ର ନିର୍ମାଣରେ ତାଙ୍କର ଦୃଷ୍ଟିକୋଣ ତଥା ଜନସାଧାରଣ ଓ ସମଗ୍ର ବିଶ୍ୱର ସେବା କରିବା ପାଇଁ ତାଙ୍କ ବାଣୀ ଏବେ ମଧ୍ୟ ଆମକୁ ଅନୁପ୍ରାଣିତ କରୁଛି । ବ୍ୟକ୍ତି ଓ ଅନୁଷ୍ଠାନ ପ୍ରତି ସ୍ୱାମୀଜୀଙ୍କ ଅବଦାନ ସଂପର୍କରେ ଆଲୋକପାତ କରି ପ୍ରଧାନମନ୍ତୀ କହିଥିଲେ ଯେ ଯେଉଁ ବ୍ୟକ୍ତିବିଶେଷ ସ୍ୱାମୀ ବିବେକାନନ୍ଦଙ୍କ ସଂସ୍ପର୍ଶରେ ଆସି ଅନୁଷ୍ଠାନମାନ ନିର୍ମାଣ କରିଥିଲେ ସେମାନେ ପରବର୍ତ୍ତୀ କାଳରେ ନୂଆ ଅନୁଷ୍ଠାନ ନିର୍ମାତାମାନଙ୍କୁ ସୃଷ୍ଟି କରିଥିଲେ । ଏହାଦ୍ୱାରା ଏକ ସଦ୍ଚକ୍ର ସୃଷ୍ଟି ହୋଇଥିଲା ; ଯେଉଁଥିରେ ବ୍ୟକ୍ତିକୁ ନେଇ ଅନୁଷ୍ଠାନ ଗଠିତ ହୋଇଥିଲା ଏବଂ ଅନୁଷ୍ଠାନ ଉତ୍ତମ ବ୍ୟକ୍ତି ନିର୍ମାଣ କରୁଥିଲା । ଏହା ଭାରତର ଏକ ବିରାଟ ବଳ । ଏ ବେକାର ଭାରତରେ ଉତ୍ତମ କଂପାନୀ ନିର୍ମାଣ ଏବଂ ସେହି କଂପାନୀ ମାଧ୍ୟମରେ କିପରି ଉତ୍ତମ ବ୍ୟକ୍ତିବିଶେଷ ତିଆରି ହେଉଛନ୍ତି ତାହାର ଉଦାହରଣ ଦେଇ ସେ ଏହି ସଦ୍ଚକ୍ରର ବ୍ୟାଖ୍ୟା କରିଥିଲେ । ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ନୂଆ ଶିକ୍ଷାନୀତିରୁ ଯୁବ ସମାଜ ନମନୀୟତା, ଅଭିନବତା ଓ ନବସୃଜନକାରୀ ଶିକ୍ଷା ଢାଞ୍ଚା ଶିଖିବାର ସୁଯୋଗ ନେବା ଉଚିତ । ଆମେ ଦେଶରେ ଏପରି ଏକ ପରିବେଶ ସୃଷ୍ଟି କରିବାକୁ ଚେଷ୍ଟିତ; ଯଦ୍ଦ୍ୱାରା କୌଣସି ଯୁବକଯୁବତୀ ବିଦେଶମୁହାଁ ହେବେ ନାହିଁ ।Indian economy is recovering at a swift pace and economic indicators are encouraging: PM Modi
December 12th, 11:01 am
PM Modi addressed 93rd Annual General Meeting of FICCI. In his remarks, PM Modi said the Indian economy is recovering at a swift pace and economic indicators are encouraging. He said the world's confidence in India has strengthened over the past months, record FDIs have been received. Further speaking about the farm reforms, he said, With new agricultural reforms, farmers will get new markets, new options.PM Modi delivers keynote address at 93rd Annual General Meeting of FICCI
December 12th, 11:00 am
PM Modi addressed 93rd Annual General Meeting of FICCI. In his remarks, PM Modi said the Indian economy is recovering at a swift pace and economic indicators are encouraging. He said the world's confidence in India has strengthened over the past months, record FDIs have been received. Further speaking about the farm reforms, he said, With new agricultural reforms, farmers will get new markets, new options.PM to address FICCI’s 93rd Annual General Meeting and Annual Convention on 12th December 2020
December 10th, 07:06 pm
Prime Minister Shri Narendra Modi will deliver the inaugural address at FICCI’s 93rd Annual General Meeting and Annual Convention on December 12, 2020 at 11.00 AM via video conferencing. The Prime Minister will also inaugurate the virtual FICCI Annual Expo 2020.