ଏକକ ଯୋଗ୍ୟତା ପରୀକ୍ଷା (ସିଇଟି) ଆୟୋଜନ ନିମନ୍ତେ ଜାତୀୟ ନିଯୁକ୍ତି ସଂସ୍ଥା (ଏନଆରଏ) ଗଠନ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି

August 19th, 04:36 pm

କେନ୍ଦ୍ର ସରକାରଙ୍କ ଚାକିରି ଲାଗି ନିଯୁକ୍ତି ପ୍ରକ୍ରିୟାରେ ବ୍ୟାପକ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ଜାତୀୟ ନିଯୁକ୍ତି ସଂସ୍ଥା (ଏନଆରଏ) ଗଠନ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି ମିଳିଛି।