ଭିଡିଓ ବାର୍ତ୍ତା ମାଧ୍ୟମରେ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି ଉପରେ ଆନ୍ତର୍ଜାତିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟର ମୂଳ ପାଠ୍ୟ
April 04th, 09:46 am
ସମସ୍ତଙ୍କୁ ମୋର ଶୁଭେଚ୍ଛା । ଭାରତରେ ଆପଣ ସମସ୍ତଙ୍କୁ ସ୍ୱାଗତ! ସର୍ବପ୍ରଥମେ, ମୁଁ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି ପାଇଁ ମିଳିତ ମଂଚକୁ ଅଭିନନ୍ଦନ ଜଣାଉଛି । ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି, ଆଇସିଡିଆର୍ଆଇ - ୨୦୨୩ର ଆନ୍ତର୍ଜାତିକ ସମ୍ମିଳନୀର ୫ମ ସଂସ୍କରଣର ଅବସର ପ୍ରକୃତରେ ଏକ ବିଶେଷ ଅବସର ଅଟେ ।ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ସଂକ୍ରାନ୍ତ ପଞ୍ଚମ ଆନ୍ତର୍ଜାତିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 04th, 09:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୪.୨୦୨୩ ) ପଂଚମ ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ସଂକ୍ରାନ୍ତ ଆନ୍ତର୍ଜାତିକ ସମ୍ମିଳନୀ ଆଇସିଡିଆରଆଇ-୨୦୨୩କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି ।ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥିତିସ୍ଥାପକ ଭିତ୍ତିଭୂମି ନିର୍ମାଣ ସଂକ୍ରାନ୍ତ ଆନ୍ତର୍ଜାତିକ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
May 04th, 12:15 pm
ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥିତିସ୍ଥାପକ ଭିତ୍ତିଭୂମି ନିର୍ମାଣ ସଂକ୍ରାନ୍ତ ଚତୁର୍ଥ ଆନ୍ତର୍ଜାତିକ ସମ୍ମିଳନୀରେ ଆପଣମାନଙ୍କ ସହିତ ଯୋଗଦେଇ ମୁଁ ବିଶେଷ ଆନନ୍ଦିତ । ପ୍ରାରମ୍ଭରେ ଆମମାନଙ୍କୁ ସମସ୍ତଙ୍କୁ ସ୍ମରଣ କରିବାକୁ ପଡିବ ଯେ ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ପାଇଁ ଆମେ ଯେଉଁ ସଂକଳ୍ପ ନେଇଥିଲେ ତାହାର ପ୍ରଥମ କଥା ହେଲା, “କେହି ଯେପରି ପଛରେ ପଡି ନ ଯାଆନ୍ତି ।” ସେଥିପାଇଁ ଆମେ ଦରିଦ୍ରତମ ଉପେକ୍ଷିତ, ଅବହେଳିତ ଓ ସବୁଠୁ ଦୁର୍ବଳ ବ୍ୟକ୍ତିର ଆବଶ୍ୟକତା ପୂରଣ ପାଇଁ ଅଙ୍ଗୀକୃତ ହୋଇଥିଲେ ଓ ସେମାନଙ୍କ ଆଶା ଆକାଂକ୍ଷା ପୂରଣ କରିବାକୁ ପରବର୍ତ୍ତୀ ପିଢିର ଭିତ୍ତିଭୂମି ନିର୍ମାଣ କରିବାକୁ ସଂକଳ୍ପ ନେଇଥିଲେ । ଆହୁରି ମଧ୍ୟ ଭିତ୍ତିଭୂମି କେବଳ ପୁ୍ଞ୍ଜିଗତ ସମ୍ପତ୍ତି ନିର୍ମାଣ ଏବଂ ନିବେଶ ମାଧ୍ୟମରେ ଦୀର୍ଘ ମିଆଦି ଆୟ ବ୍ୟବସ୍ଥା ତିଆରି କରିବା ଏକମାତ୍ର ଲକ୍ଷ୍ୟ ନୁହେଁ ।ଆନ୍ତର୍ଜାତିକ ବିପର୍ଯ୍ୟୟ ନମନୀୟ ଭିତ୍ତିଭୂମି ସମ୍ମିଳନୀର ଚତୁର୍ଥ ସଂସ୍କରଣ ଉଦ୍ଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 04th, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ତର୍ଜାତିକ ବିପର୍ଯ୍ୟୟ ଭିତ୍ତିଭୂମି ସମ୍ମିଳନୀର ଚତୁର୍ଥ ସଂସ୍କରଣରେ ଉଦ୍ଘାଟନୀ ଅଧିବେଶନକୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧନ କରିଛନ୍ତି । ଏହି ଅଧିବେଶନକୁ ଅଷ୍ଟ୍ରେଲିୟା ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ୍, ଘାନା ରାଷ୍ଟ୍ରପତି ନାନା ଆଡୋ ଡାନକାୱା ଆକୁଫୋ -ଆଡୋ, ଜାପାନ ପ୍ରଧାନମନ୍ତ୍ରୀ ସମ୍ମାନନୀୟ ଫୁମିଓ କିସିଡା ଓ ମାଡାଗାସ୍କର ରାଷ୍ଟ୍ରପତି ମହମହିମ ଆଣ୍ଡ୍ରି ମିରିନା ରାଜୋଲିନା ମଧ୍ୟ ସମ୍ବୋଧନ କରିଛନ୍ତି ।ବିପର୍ଯ୍ୟୟ ଅଦମ୍ୟ ଭିତିଭୂମୀ ମେଂଟର ତୃତୀୟ ବାର୍ଷିକ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
March 17th, 02:36 pm
PM Modi addressed the opening ceremony of International Conference on Disaster Resilient Infrastructure. PM Modi called for fostering a global ecosystem that supports innovation in all parts of the world, and its transfer to places that are most in need.ବିପର୍ଯ୍ୟୟ ପ୍ରଶମନ ଭିତ୍ତିଭୂମି ଉପରେ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ର
March 17th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିପର୍ଯ୍ୟୟ ପ୍ରଶମନ ଭିତ୍ତିଭୂମି ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀର ଉଦଘାଟନୀ ସମାରୋହକୁ ଭିଡିଓ କନଫରେନ୍ସ ମାଧ୍ୟମରେ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଫିଜି, ଇଟାଲୀ, ବ୍ରିଟେନର ପ୍ରଧାନମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ। ଏହାଛଡ଼ା ବିଭିନ୍ନ ରାଷ୍ଟ୍ରର ସରକାରୀ ପ୍ରତିନିଧି, ଅନ୍ତର୍ଜାତୀୟ ସଂଗଠନ, ଶିକ୍ଷାନୁଷ୍ଠାନ ଓ ଘରୋଇ କ୍ଷେତ୍ରର ବିଶେଷଜ୍ଞମାନେ ମଧ୍ୟ ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ।