Joint Statement: Official visit of Shri Narendra Modi, Prime Minister of India to Kuwait (December 21-22, 2024)
December 22nd, 07:46 pm
PM Modi paid an official visit to Kuwait, at the invitation of His Highness the Amir of the State of Kuwait, Sheikh Meshal Al-Ahmad Al-Jaber Al-Sabah. During his first visit to the country, PM Modi attended the opening ceremony of the 26th Arabian Gulf Cup as the 'Guest of Honour' and held comprehensive talks to deepen bilateral ties.PM Modi meets Prime Minister of Kuwait
December 22nd, 06:38 pm
PM Modi held talks with His Highness Sheikh Ahmad Al-Abdullah Al-Ahmad Al-Sabah, PM of the State of Kuwait. The two leaders discussed a roadmap to strengthen the strategic partnership in areas including political, trade, investment, energy, defence, security, health, education, technology, cultural, and people-to-people ties.List of Outcomes: Visit of Prime Minister to Kuwait (December 21-22, 2024)
December 22nd, 06:03 pm
During his visit to Kuwait, PM Modi oversaw significant outcomes to strengthen bilateral ties. A Defence Cooperation MoU was signed, a Cultural Exchange Programme (2025-2029) was established and additionally, a Sports Cooperation Programme (2025-2028) was launched. Notably, Kuwait joined the International Solar Alliance, paving the way for collaborative solar energy deployment and low-carbon growth initiatives.ଗୁୟାନାରେ ଭାରତୀୟ ସମୁଦାୟଙ୍କୁ ଉଦବୋଧନ କଲେ ପ୍ରଧାନମନ୍ତ୍ରୀ
November 22nd, 03:02 am
ଆଜି ମୁଁ ଆପଣମାନଙ୍କ ସହ ଥିବାରୁ ବହୁତ ଖୁସି । ପ୍ରଥମତ ଆମ ସହ ଯୋଗ ଦେଇଥିବାରୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ । ମୁଁ ଆସିବା ଦିନରୁ ମିଳୁଥିବା ଭଲପାଇବା ଓ ସ୍ନେହରେ ମୁଁ ଅଭିଭୂତ । ରାଷ୍ଟ୍ରପତି ଅଲ୍ଲୀ ତାଙ୍କର ଘରର ଦ୍ୱାର ମୋ ପାଇଁ ଖୋଲିଥିବାରୁ ଧନ୍ୟବାଦ । ଦୟାଳୁ ଭାବନା ଓ ଉତ୍ସାହ ପାଇଁ ତାଙ୍କ ପରିବାରଙ୍କୁ ଧନ୍ୟବାଦ । ଆତିଥେୟତାର ଆତ୍ମା ଆମ ସଂସ୍କୃତିର ହୃଦୟରେ ରହିଛି । ବିଗତ ଦୁଇ ଦିନ ଧରି ମୁଁ ତାହା ଅନୁଭବ କରିପାରୁଛି । ରାଷ୍ଟ୍ରପତି ଅଲ୍ଲୀ ଏବଂ ତାଙ୍କ ଜେଜେ ମା’ଙ୍କ ସହ ଆମେ ଏକ ବୃକ୍ଷରୋପଣ କରିଛୁ । ଏହା ‘ଏକ ପେଡ଼୍ ମା କେ ନାମ୍’ ତଥା ‘ମାଆଙ୍କ ନାମରେ ଗୋଟିଏ ଗଛ’ ଅଭିଯାନର ଅଂଶବିଶେଷ । ଏହା ଏକ ଆବେଗିକ ମୁହୂର୍ତ୍ତ ଥିଲା ଯାହା କି ସର୍ବଦା ମୋର ମନେ ରହିବ ।ଗୁୟାନାରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 22nd, 03:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ଜର୍ଜଟାଉନ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଗୁୟାନାର ରାଷ୍ଟ୍ରପତି ଡ. ଇରଫାନ୍ ଅଲି, ପ୍ରଧାନମନ୍ତ୍ରୀ ମାର୍କ ଫିଲିପ୍ସ, ଉପରାଷ୍ଟ୍ରପତି ଭାରତ ଜଗଦେବ, ପୂର୍ବ ରାଷ୍ଟ୍ରପତି ଡୋନାଲ୍ଡ ରାମୋତାରଙ୍କ ସହିତ ଅନ୍ୟାନ୍ୟ ଗଣମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଏହି ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ଆଗମନରେ ବିଶେଷ ଉତ୍ସାହ ସହ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିବାରୁ ଖୁସି ବ୍ୟକ୍ତ କରିଥିଲେ । ସେ ଆହୁରି ମଧ୍ୟ ରାଷ୍ଟ୍ରପତି ଏବଂ ତାଙ୍କ ପରିବାରକୁ ସେମାନଙ୍କର ଆତିଥ୍ୟ ଏବଂ ସହୃଦୟତା ପାଇଁ ଧନ୍ୟବାଦ ଦେଇଥିଲେ । ଶ୍ରୀ ମୋଦୀ କହିଛନ୍ତି ଯେ, ଆତିଥ୍ୟର ଭାବନା ଆମ ସଂସ୍କୃତିର ଆତ୍ମାରେ ରହିଛି । ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ସେ ଭାରତ ସରକାରଙ୍କର ‘ଏକ୍ ପେଡ୍ ମାଁ କେ ନାମ୍’ (ଗୋଟିଏ ଗଛ ମାଆଙ୍କ ନାମରେ) ଅଭିଯାନର ଅଂଶ ଭାବରେ ରାଷ୍ଟ୍ରପତି ଏବଂ ତାଙ୍କର ଜେଜେମାଆଙ୍କ ସହ ଏକ ବୃକ୍ଷ ରୋପଣ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ଏକ ଭାବପ୍ରମଣ ମୁହୂର୍ତ୍ତ, ଯାହାକୁ ସେ ସବୁଦିନ ପାଇଁ ମନେ ରଖିବେ ।ଦ୍ଵିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 21st, 02:15 am
ମୋର ବନ୍ଧୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀ ଏବଂ ପ୍ରଧାନମନ୍ତ୍ରୀ ଡ଼ିଙ୍କନ ମିଚେଲଙ୍କ ସହ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀର ଆୟୋଜନ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ମୁଁ କାରିକମ୍ ପରିବାରର ସମସ୍ତ ସଦସ୍ୟଙ୍କୁ ହୃଦୟରୁ ସ୍ୱାଗତ କରୁଛି ଏବଂ ଏହି ଶିଖର ସମ୍ମିଳନୀର ଉତ୍ତମ ଆୟୋଜନ ପାଇଁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ବିଶେଷ ଭାବରେ ଧନ୍ୟବାଦ ଜଣାଉଛି ।ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ
November 21st, 02:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଗ୍ରେନାଡା ର ପ୍ରଧାନମନ୍ତ୍ରୀ, ବର୍ତ୍ତମାନର କାରିକମ୍ ଅଧ୍ୟକ୍ଷ ମହାମହିମ ଶ୍ରୀ ଡିକନ୍ ମିଚେଲ, 20 ନଭେମ୍ବର 2024 ରେ ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ । ଏହି ଶିଖର ସମ୍ମିଳନୀର ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ଗୁୟାନା ରାଷ୍ଟ୍ରପତି ମହାମହିମ ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ ଜଣାଇଥିଲେ । ୨୦୧୯ରେ ନ୍ୟୁୟର୍କରେ ପ୍ରଥମ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଗୁୟାନା ରାଷ୍ଟ୍ରପତି ଏବଂ ଗ୍ରେନାଡା ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ -ଦୀର୍ଘସ୍ଥାୟୀ ବିକାଶ ଏବଂ ଶକ୍ତି ସଂକ୍ରମଣ ଉପରେ ଜି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
November 20th, 01:40 am
ଆଜି ଅଧିବେଶନର ପ୍ରସଙ୍ଗ ବହୁତ ପ୍ରାସଙ୍ଗିକ, ଆମର ଭାବୀ ପିଢ଼ିର ଭବିଷ୍ୟତ ସହ ଯୋଡ଼ି ହୋଇ ରହିଛି । ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀରେ ଏସଡିଜିକୁ ଗତି ଦେବା ପାଇଁ ଆମେ ବାରାଣସୀ କାର୍ଯ୍ୟକାରିତା ଯୋଜନାକୁ ଆଦରିଥିଲୁ ।ଦୀର୍ଘସ୍ଥାୟୀ ବିକାଶ ଓ ଇନ୍ଧନ ପରିବର୍ତ୍ତନ ଉପରେ ଜି-୨୦ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 20th, 01:34 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି-୨୦ ଶିଖର ସମ୍ମିଳନୀରେ ‘ଦୀର୍ଘସ୍ଥାୟୀ ବିକାଶ ଓ ଇନ୍ଧନ ପରିବର୍ତ୍ତନ’ ପ୍ରସଙ୍ଗରେ ଉଦବୋଧନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ, ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀରେ ୨୦୩୦ ସୁଦ୍ଧା ଅକ୍ଷୟ ଶକ୍ତି କ୍ଷମତାକୁ ତିନି ଗୁଣ ଏବଂ ଶକ୍ତି ଦକ୍ଷତା ହାରକୁ ଦୁଇ ଗୁଣ କରିବାକୁ ନିଷ୍ପତ୍ତି ହୋଇଥିଲା । ଏହି ଦୀର୍ଘସ୍ଥାୟୀ ବିକାଶକୁ ଅଗ୍ରାଧିକାର ଦେବାକୁ ବ୍ରାଜିଲର ନିଷ୍ପତ୍ତିକୁ ସେ ସ୍ୱାଗତ କରିଥିଲେ ।ନାଇଜେରିଆ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
November 17th, 06:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭-୧୮ ନଭେମ୍ବର ୨୦୨୪ ନାଇଜେରିଆ ଗସ୍ତରେ ଅଛନ୍ତି । ସେ ଆଜି ଆବୁଜାରେ ନାଇଜେରିଆ ରାଷ୍ଟ୍ରପତି ମହାମହିମ ବୋଲା ଅହମ୍ମଦ ତିନୁବୁଙ୍କ ସହ ଆନୁଷ୍ଠାନିକ ଆଲୋଚନା କରିଛନ୍ତି। ଷ୍ଟେଟ ହାଉସରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ୨୧ ତୋପ ସଲାମି ଦେଇ ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା ।ଷୋଡ଼ଶ ବ୍ରିକ୍ସ ଶିଖର ସମ୍ମିଳନୀର ପୂର୍ଣ୍ଣ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
October 23rd, 05:22 pm
ଷୋଡ଼ଶ ବ୍ରିକ୍ସ ଶିଖର ସମ୍ମିଳନୀର ଭବ୍ୟ ଆୟୋଜନ ପାଇଁ ରାଷ୍ଟ୍ରପତି ପୁତିନଙ୍କୁ ଅଭିନନ୍ଦନ ।୧୬ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ
October 23rd, 03:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାଜାନଠାରେ ଋଷ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୬ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ ।PM Modi meets Prime Minister of Nepal
September 23rd, 06:25 am
PM Modi met PM K.P. Sharma Oli of Nepal in New York. The two leaders reviewed the unique and close bilateral relationship between India and Nepal, and expressed satisfaction at the progress made in perse sectors including development partnership, hydropower cooperation, people-to-people ties, and enhancing connectivity – physical, digital and in the domain of energy.ଆମେରିକାର ନ୍ୟୁୟର୍କରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 22nd, 10:00 pm
ନମସ୍କାର ଆମେରିକା ! ବର୍ତ୍ତମାନ ମୋର ‘ନମସ୍ତେ’ ମଧ୍ୟ ବିଶ୍ୱସ୍ତରୀୟ ହୋଇଯାଇଛି, ସ୍ଥାନୀୟ ଠାରୁ ଆରମ୍ଭ କରି ବିଶ୍ୱସ୍ତରରେ ପରିଣତ ହୋଇଯାଇଛି, ଏବଂ ଏସବୁ ଆପଣମାନେ କରିଛନ୍ତି । ଭାରତକୁ ନିଜ ହୃଦୟରେ ସ୍ଥାନ ଦେଇଥିବା ପ୍ରତ୍ୟେକ ଭାରତୀୟ ଏହା କରିଛନ୍ତି।ନ୍ୟୁୟର୍କରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ
September 22nd, 09:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନ୍ୟୁୟର୍କର ଲଙ୍ଗ ଆଇଲ୍ୟାଣ୍ଡରେ ଆୟୋଜିତ କାର୍ଯ୍ୟକ୍ରମରେ ଏକ ବିଶାଳ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ୧୫ ହଜାରରୁ ଅଧିକ ଲୋକ ଯୋଗ ଦେଇଥିଲେ।Roadmap For U.S.-India Initiative to Build Safe and Secure Global Clean Energy Supply Chains
September 22nd, 11:44 am
The United States and India are deepening their collaboration on clean energy, focusing on expanding manufacturing capacity for solar, wind, battery, and energy-efficient technologies. They plan to unlock $1 billion in multilateral finance, mobilize additional funds, and work on pilot projects in Africa. This partnership aims to boost both countries' clean energy supply chains and set a global example for sustainable economic development.ଗୁଜରାଟର ଗାନ୍ଧୀନଗରରେ ପୁନଃନିବେଶ ୨୦୨୪ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 16th, 11:30 am
ଗୁଜୁରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଜୀ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ ଜୀ, ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଜୀ ମଧ୍ୟ ଏଠାରେ ଦେଖୁଛି, ଗୋଆରେ ମୁଖ୍ୟମନ୍ତ୍ରୀ ମଧ୍ୟ ଦେଖାଯାଉଛନ୍ତି ଏବଂ ମୁଁ ଅନେକ ରାଜ୍ୟର ଶକ୍ତି ମନ୍ତ୍ରୀମାନଙ୍କୁ ମଧ୍ୟ ଦେଖୁଛି । ସେହିଭଳି ବିଦେଶରୁ ଆସିଥିବା ଅତିଥି, ଜର୍ମାନୀର ଅର୍ଥନୈତିକ ସହଯୋଗ ମନ୍ତ୍ରୀ, ଡେନମାର୍କର ଶିଳ୍ପ ବ୍ୟବସାୟ ମନ୍ତ୍ରୀମଣ୍ଡଳର ମୋର ସହଯୋଗୀ ପ୍ରହ୍ଲାଦ ଯୋଶୀଜୀ, ଶ୍ରୀପଦ ନାଏକ, ଏବଂ ବିଶ୍ୱର ବିଭିନ୍ନ ଦେଶର ସମସ୍ତ ପ୍ରତିନିଧି, ମହିଳା ଓ ଭଦ୍ରବ୍ୟକ୍ତି ମାନେ!ଗୁଜରାଟର ଗାନ୍ଧୀନଗରଠାରେ ଚତୁର୍ଥ ବିଶ୍ଵ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 16th, 11:11 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ଚତୁର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀକୁ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି । ୩ ଦିନ ଧରି ଚାଲିବାକୁ ଥିବା ଏହି ଶିଖର ସମ୍ମିଳନୀରେ ୨୦୦ ଗିଗାୱାଟ୍ ରୁ ଅଧିକ ଅଣ-ଜୀବାଶ୍ମ ଇନ୍ଧନ କ୍ଷମତା ହାସଲ କରିବାରେ ଭାରତର ଉଲ୍ଲେଖନୀୟ ଅବଦାନକୁ ସମ୍ମାନିତ କରାଯାଇଛି। ଏହି ପ୍ରଦର୍ଶନୀରେ ସରକାରୀ ଓ ବେସରକାରୀ କମ୍ପାନି, ଷ୍ଟାର୍ଟଅପ୍ ଏବଂ ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକର ଅତ୍ୟାଧୁନିକ ଉଦ୍ଭାବନକୁ ପ୍ରଦର୍ଶିତ କରାଯାଇଥିଲା।ପ୍ରଥମ ଅନ୍ତରାଷ୍ଟ୍ରୀୟ ସୌର ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତା
September 05th, 11:00 am
ସମ୍ମାନାସ୍ପଦ ପ୍ରତିନିଧିବୃନ୍ଦ, ବିଶିଷ୍ଟ ଅତିଥିଗଣ ଏବଂ ମୋର ପ୍ରିୟ ବନ୍ଧୁଗଣ, ଆପଣମାନଙ୍କୁ ସମସ୍ତଙ୍କୁ ମୁଁ ମୋର ଭବ୍ୟ ସ୍ୱାଗତ ଜ୍ଞାପନ କରୁଛି । ମୁଁ ଆପଣମାନଙ୍କ ପ୍ରଥମ ଅନ୍ତରାଷ୍ଟ୍ରୀୟ ସୌର ଉତ୍ସବକୁ ସ୍ୱାଗତ କରିବା ଅବସରରେ ଖୁବ୍ ଆନନ୍ଦ ଅନୁଭବ କରୁଛି । ଏଭଳି ଏକ ଅଭିନବ ଉପକ୍ରମ ନିମନ୍ତେ ମୁଁ ଅନ୍ତରାଷ୍ଟ୍ରୀୟ ସୌର ସଂଗଠନକୁ ମଧ୍ୟ ଅଭିନନ୍ଦନ ଜଣାଉଛି ।ଭାରତ-ମାଲେସିଆ ବ୍ୟାପକ ରଣନୈତିକ ଭାଗିଦାରୀ ଉପରେ ମିଳିତ ବିବୃତି
August 20th, 08:39 pm
୨୦ ଅଗଷ୍ଟ ୨୦୨୪ରେ ମାଲେସିଆର ପ୍ରଧାନମନ୍ତ୍ରୀ ଡାଟୋ ସେରି ଅନୱର ଇବ୍ରାହିମ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣକୁ ଗ୍ରହଣ କରି ଭାରତ ଗସ୍ତରେ ଆସିଥିଲେ । ମାଲେସିଆ ପ୍ରଧାନମନ୍ତ୍ରୀଙ୍କର ଏହା ପ୍ରଥମ ଦକ୍ଷିଣ ଏସୀୟ ଅଞ୍ଚଳ ଗସ୍ତ ଏବଂ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ପ୍ରଥମ ବୈଠକ ଥିଲା, ଯାହା ସେମାନଙ୍କୁ ବର୍ଦ୍ଧିତ ରଣନୈତିକ ସମ୍ପର୍କର ସମୀକ୍ଷା କରିବାକୁ ଅନୁମତି ଦେଇଥିଲା । ଭାରତ-ମାଲେସିଆ ସମ୍ପର୍କକୁ ବହୁସ୍ତରୀୟ ଓ ବହୁମୁଖୀ କରିବା ପାଇଁ ବିସ୍ତୃତ ଆଲୋଚନା ହୋଇଥିଲା।