When the forces of good cooperate, the forces of crime cannot operate: PM Modi
October 18th, 01:40 pm
Prime Minister Modi addressed the INTERPOL General Assembly in New Delhi. He said, There are many harmful globalised threats that the world faces. Terrorism, corruption, drug trafficking, poaching and organised crime. The pace of change of these dangers is faster than earlier. When threats are global, the response cannot be just local! It is high time that the world comes together to defeat these threats.ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଆୟୋଜିତ ଇଣ୍ଟରପୋଲ୍ର ୯୦ତମ ସାଧାରଣ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 18th, 01:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଅନୁଷ୍ଠିତ ଇଣ୍ଟରପୋଲରେ ୯୦ ତମ ସାଧାରଣ ପରିଷଦ(ଜେନେରାଲ ଆସେମ୍ଲି)ରେ ଉଦ୍ବୋଧନ ଦେଇଛନ୍ତି । ସେ ତାଙ୍କ ଉଦ୍ବୋଧନ ଅବସରରେ ଏହି ସମାବେଶରେ ଭାଗ ନେଇଥିବା ସମସ୍ତ ପ୍ରତିନିଧି ଓ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।ଅକ୍ଟୋବର ୧୮ରେ ୯୦ତମ ଇଣ୍ଟରପୋଲ ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
October 17th, 03:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୮ ଅପରାହ୍ନ ୧.୪୫ରେ ନୂଆଦିଲ୍ଲୀର ପ୍ରଗତି ମଇଦାନ ଠାରେ ୯୦ତମ ଇଣ୍ଟରପୋଲ ସାଧାରଣ ସଭାକୁ ସମ୍ବୋଧିତ କରିବେ ।Our mission is to build a prosperous India. To achieve this, it is essential to fight relentlessly against corruption: PM Narendra Modi
November 18th, 11:36 am