ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୋଶ ହଶନାହ ଅବସରରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁଙ୍କୁ ଶୁଭକାମନା ଜଣାଇଲେ
October 02nd, 05:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୋଶ ହଶନାହ ଅବସରରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁଙ୍କୁ ଶୁଭକାମନା ଜଣାଇଛନ୍ତି । ସେ ଇସ୍ରାଏଲର ଜନସାଧାରଣ ଓ ବିଶ୍ୱବ୍ୟାପୀ ଥିବା ଇହୁଦୀମାନଙ୍କୁ ମଧ୍ୟ ନବ ବର୍ଷର ଶୁଭକାମନା ଜଣାଇଛନ୍ତି ।ଇସ୍ରାଏଲ୍ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 30th, 08:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇସ୍ରାଏଲ୍ର ପ୍ରଧାନମନ୍ତ୍ରୀ ଶ୍ରୀ ବେଞ୍ଜାମିନ୍ ନେତନ୍ୟାହୁଙ୍କ ସହ ଟେଲିଫୋନ୍ରେ କଥା ହୋଇଛନ୍ତି ।ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହ କଥାବାର୍ତ୍ତା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 16th, 05:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇସ୍ରାଏଲର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଠାରୁ ଟେଲିଫୋନ୍ କଲ୍ ପାଇଥିଲେ ।ପୁର୍ନବାର ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ଇସ୍ରାଏଲ୍ର ପ୍ରଧାନମନ୍ତ୍ରୀ
June 06th, 08:58 pm
ଇସ୍ରାଏଲ୍ର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ନିର୍ବାଚନରେ ପୁନଃ ନିର୍ବାଚିତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଜି ଫୋନ୍ ମାଧ୍ୟମରେ ଅଭିନନ୍ଦନ ଜଣାଇଛନ୍ତି ।ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
December 19th, 06:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହିତ ଟେଲିଫୋନ ମାଧ୍ୟମରେ ଆଲୋଚନା କରିଛନ୍ତି ।ହନୁକ୍କା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
December 07th, 07:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତ ତଥା ବିଶ୍ୱରେ ରହୁଥିବା ଇହୁଦୀ ଲୋକଙ୍କୁ ହନୁକ୍କା ଶୁଭେଚ୍ଛା ଜଣାଇଛନ୍ତି । ସେ ତାଙ୍କ ପୋଷ୍ଟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କୁ ଟ୍ୟାଗ୍ କରିଛନ୍ତି ।ଇସ୍ରାଏଲ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
December 01st, 06:44 pm
ପ୍ରଭାବିତ ଲୋକମାନଙ୍କ ପାଇଁ ମାନବିକ ସହାୟତା ନିରନ୍ତର ଏବଂ ସୁରକ୍ଷିତ ଭାବେ ପ୍ରଦାନ କରିବାର ଆବଶ୍ୟକତା ଉପରେ ପ୍ରଧାନମନ୍ତ୍ରୀ ଦୋହରାଇଥିଲେ । ଆଲୋଚନା ଓ କୂଟନୀତି ମାଧ୍ୟମରେ ଇସ୍ରାଏଲ ପାଲେଷ୍ଟାଇନ ସମସ୍ୟାର ଶୀଘ୍ର ଏବଂ ସ୍ଥାୟୀ ସମାଧାନ ପାଇଁ ଭାରତର ସମର୍ଥନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ ।G-20 ଭର୍ଚୁଆଲ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦଯାପନୀ ବକ୍ତବ୍ୟ (ନଭେମ୍ବର ୨୨, ୨୦୨୩)
November 22nd, 09:39 pm
ମୁଁ ପୁଣି ଥରେ ଆପଣ ସମସ୍ତଙ୍କ ମୂଲ୍ୟବାନ ମତାମତକୁ ପ୍ରଶଂସା କରୁଛି । ଆପଣମାନେ ଖୋଲା ମନରେ ଯେଉଁ କଥା ହୋଇଛନ୍ତି ସେଥିପାଇଁ ମୁଁ ଆପଣ ସମସ୍ତଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି ।G-20 ଭର୍ଚୁଆଲ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ବକ୍ତବ୍ୟ
November 22nd, 06:37 pm
ମୋର ନିମନ୍ତ୍ରଣକୁ ସ୍ୱୀକାର କରି ଆଜି ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିବାରୁ ମୁଁ ଆପଣ ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି । 140 କୋଟି ଭାରତୀୟଙ୍କ ତରଫରୁ ଆପଣ ସମସ୍ତଙ୍କୁ ହାର୍ଦ୍ଦିକ ସ୍ୱାଗତ ।ଇଜିପ୍ଟ ରାଷ୍ଟ୍ରପତିଙ୍କ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
October 28th, 08:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଜିପ୍ଟର ରାଷ୍ଟ୍ରପତି ମହାମହିମ ଶ୍ରୀ ଅବଦେଲ୍ ଫତ୍ତାହ ଏଲ-ସିସି ଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି ।ଗୋଆରେ ୩୭ତମ ଜାତୀୟ କ୍ରୀଡ଼ାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 26th, 10:59 pm
ଗୋଆର ରାଜ୍ୟପାଳ ଶ୍ରୀ ପିଏସ୍ ଶ୍ରୀଧରନ ପିଲ୍ଲାଇ ଜୀ, ଲୋକପ୍ରିୟ ଏବଂ ଗତିଶୀଳ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ଜୀ, କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର, କେନ୍ଦ୍ର କ୍ୟାବିନେଟର ମୋର ଅନ୍ୟ ସହଯୋଗୀ, ମଞ୍ଚରେ ଉପସ୍ଥିତ ପ୍ରତିନିଧି, ଭାରତୀୟ ଅଲିମ୍ପିକ୍ ସଂଘର ସଭାପତି ପି.ଟି.ଉଷାଜୀ, ଦେଶର କୋଣ ଅନୁକୋଣରୁ ଆସିଥିବା ସମସ୍ତ ଖେଳାଳିମାନେ, ସହାୟକ କର୍ମଚାରୀ, ଅନ୍ୟ ଅଧିକାରୀ ଏବଂ ଯୁବ ବନ୍ଧୁମାନେ, ଭାରତୀୟ କ୍ରୀଡ଼ା ମହାକୁମ୍ଭର ଭବ୍ୟ ଯାତ୍ରା ଏବେ ଗୋଆରେ ଆସି ପହଞ୍ଚିଛି। ଚାରିଆଡ଼େ ରଙ୍ଗ ଅଛି... ତରଙ୍ଗ ଅଛି... ଓ ଉତ୍ସାହ ଦେଖିବାକୁ ମିଳୁଛି। ଗୋଆର ପବନରେ କଥା କିଛି ଅଲଗା ଦେଖିବାକୁ ମିଳିଥାଏ। ୩୭ତମ ଜାତୀୟ କ୍ରୀଡ଼ା ପାଇଁ ଆପଣ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା, ଅନେକ ଅନେକ ଅଭିନନ୍ଦନ ।ଗୋଆରେ ୩୭ତମ ଜାତୀୟ କ୍ରୀଡ଼ାକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
October 26th, 05:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୋଆର ମଡ଼ଗାଓ ସ୍ଥିତ ପଣ୍ଡିତ ଜବାହରଲାଲ ନେହରୁ ଷ୍ଟାଡିୟମରେ ୩୭ତମ ଜାତୀୟ କ୍ରୀଡ଼ାକୁ ଉଦଘାଟନ କରିଛନ୍ତି । ଅକ୍ଟୋବର ୨୬ରୁ ନଭେମ୍ବର ୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି କ୍ରୀଡ଼ାରେ ଦେଶର ୧୦,୦୦୦ରୁ ଅଧିକ କ୍ରୀଡ଼ାବିତ୍ ଅଂଶଗ୍ରହଣ କରିବେ, ଯେଉଁମାନେ ୨୮ଟି କ୍ରୀଡ଼ାଙ୍ଗନରେ ୪୩ରୁ ଅଧିକ କ୍ରୀଡ଼ା ବର୍ଗରେ ଭାଗ ନେବେ।ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
October 19th, 08:14 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପାଲେଷ୍ଟାଇନ୍ ରାଷ୍ଟ୍ରପତି ମହାମହିମ ମିଃ ମହମ୍ମଦ ଆବ୍ବାସଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି।ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
October 10th, 05:00 pm
ଇସ୍ରାଏଲରେ ଆତଙ୍କବାଦୀ ଆକ୍ରମଣ କାରଣରୁ ମୃତ୍ୟୁବରଣ କରିଥିବା ଏବଂ ଆହତ ହୋଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶୋକ ଓ ସମବେଦନା ପ୍ରକଟ କରିଛନ୍ତି । ସେ ଆଶ୍ୱାସନା ଦେଇ କହିଛନ୍ତି, ଏହି କଷ୍ଟକର ସମୟରେ ଭାରତବାସୀ ଇସ୍ରାଏଲର ଲୋକଙ୍କ ସହ ଛିଡ଼ା ହୋଇଛନ୍ତି। ଭାରତ ଆତଙ୍କବାଦର ସମସ୍ତ ସ୍ୱରୂପ ଏବଂ ଅଭିବ୍ୟକ୍ତିକୁ ଦୃଢ଼ ଭାବେ ଏବଂ ସ୍ପଷ୍ଟ ରୂପରେ ନିନ୍ଦା କରିଥାଏ ବୋଲି ସେ ଦୋହରାଇଥିଲେ।ଏହି କଠିନ ପରିସ୍ଥିତିରେ ଭାରତର ଲୋକେ ଇସ୍ରାଏଲ ସହ ଦୃଢ଼ତାର ସହ ଛିଡ଼ା ହୋଇଛନ୍ତି: ପ୍ରଧାନମନ୍ତ୍ରୀ
October 10th, 04:07 pm
ସମ୍ପ୍ରତି ଇସ୍ରାଏଲରେ ଜାରି ଥିବା ସ୍ଥିତି ବାବଦରେ ଅବଗତ କରାଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଇସ୍ରାଏଲ ପ୍ରତିପକ୍ଷ ବେଞ୍ଜାମିନ୍ ନେତନ୍ୟାହୁଙ୍କୁ ଧନ୍ୟବାଦ ଦେଇଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଜରାଏଲରେ ଆତଙ୍କବାଦୀଙ୍କ ଆକ୍ରମଣ ଖବର ଉପରେ ଦୁଃଖ ପ୍ରକାଶ କରିଛନ୍ତି
October 07th, 05:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଜରାଏଲରେ ଆତଙ୍କବାଦୀ ଆକ୍ରମଣ ଖବର ଉପରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଭାରତ ଏହି କଠିନ ସମୟରେ ଇଜରାଏଲ୍ ସହିତ ସମ୍ପୂର୍ଣ୍ଣ ଭାବରେ ରହିଛି। ସେ କହିଛନ୍ତି ଯେ ନିର୍ଦ୍ଦେଷ ପୀଡ଼ିତ ଓ ତାଙ୍କର ପରିବାର ପ୍ରତି ମୁଁ ସମବେଦନ ଜଣାଉଛି।Prime Minister extends greetings to Jewish people around the world on Rosh Hashanah
September 15th, 02:47 pm
The Prime Minister, Shri Narendra Modi has extended his warmest greetings to the Prime Minister of Israel, Benjamin Netanyahu, the friendly people of Israel, and the Jewish people around the world on the occasion of Rosh Hashanah.PM praises Embassy of Israel for celebrating Hindi Diwas with dialogues from Hindi films
September 14th, 11:05 pm
The Prime Minister, Shri Narendra Modi has lauded Embassy of Israel's celebrations of Hindi Diwas through famous dialogues from Hindi films. The Prime Minister said that the effort of the Embassy is overwhelming.ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 24th, 09:47 pm
ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରଯାନ-୩ର ସଫଳ ଅବତରଣ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ଫୋନ କରି ଅଭିନନ୍ଦନ ଜଣାଇଛନ୍ତି ।ଇସ୍ରାଏଲ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଓ ଇସ୍ରାଏଲବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
April 26th, 06:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଇସ୍ରାଏଲ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଓ ଇସ୍ରାଏଲବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।