ଡିସେମ୍ବର ୧୧ ରେ ସ୍ମାର୍ଟ ଇଣ୍ଡିଆ ହାକାଥନ ୨୦୨୪ର ଅଂଶଗ୍ରହଣକାରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
December 09th, 07:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ଡିସେମ୍ବର ୨୦୨୩ ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଗ୍ରାଣ୍ଡ ଫାଇନାଲରେ ଯୁବ ଉଦ୍ଭାବକମାନଙ୍କ ସହ ଆଲୋଚନା କରିବେ । ଗ୍ରାଣ୍ଡ ଫାଇନାଲରେ ୧୩୦୦ରୁ ଅଧିକ ଛାତ୍ର ଦଳ ଅଂଶଗ୍ରହଣ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ।ମିଳିତ ତଥ୍ୟ ପତ୍ର: ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଭାରତ ମଧ୍ୟରେ ବ୍ୟାପକ ଏବଂ ବୈଶ୍ୱିକ ରଣନୈତିକ ଭାଗିଦାରୀକୁ ବିସ୍ତାର ଉପକ୍ରମ ଜାରି ରଖିବ ଆମେରିକା
September 22nd, 12:00 pm
ଆଜି ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଯୋଶେଫ୍ ଆର ବାଇଡେନ୍ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୃଢ଼ୋକ୍ତି ବ୍ୟକ୍ତ କରି କହିଛନ୍ତି ଯେ ଏକବିଂଶ ଶତାବ୍ଦୀର ନିର୍ଣ୍ଣାୟକ ଭାଗିଦାରୀ, ଆମେରିକା ଏବଂ ଭାରତ ମଧ୍ୟରେ ବ୍ୟାପକ ବୈଶ୍ୱିକ ଏବଂ ରଣନୈତିକ ଭାଗିଦାରୀ ନିର୍ଣ୍ଣାୟକ ଭାବରେ ବିଶ୍ୱ ସ୍ୱାର୍ଥରକ୍ଷା ନିମନ୍ତେ ଥିବା ଏକ ମହତ୍ତ୍ୱାକାଂକ୍ଷୀ କାର୍ଯ୍ୟସୂଚୀକୁ ପୂରଣ କରୁଛି । ଉଭୟ ନେତା ସେହି ଐତିହାସିକ କାଳଖଣ୍ଡ ସମ୍ପର୍କରେ ପ୍ରତିଫଳିତ କରିଥିଲେ ଯେତେବେଳେ ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଭାରତ ମଧ୍ୟରେ ବିଶ୍ୱାସ ଏବଂ ସହଯୋଗର ଏକ ଅଭୂତପୂର୍ବ ପର୍ଯ୍ୟାୟରେ ରହିଥିଲା । ଗଣତନ୍ତ୍ର, ସ୍ୱାଧୀନତା, ଆଇନର ଶାସନ, ମାନବିକ ଅଧିକାର, ବିବିଧତା ଏବଂ ସମସ୍ତଙ୍କ ପାଇଁ ସମାନ ସୁଯୋଗ ବଜାୟ ରଖିବା ଦିଗରେ ଆମେରିକା ଏବଂ ଭାରତ ଭାଗିଦାରୀ ପ୍ରୟାସକୁ ଗୁରୁତ୍ୱ ଦେବା ଉଚିତ ବୋଲି ଉଭୟ ନେତା ପ୍ରତିବଦ୍ଧତା ପ୍ରକଟ କରିଛନ୍ତି । ଉଭୟ ନେତା ଆମେରିକା-ଭାରତ ପ୍ରମୁଖ ପ୍ରତିରକ୍ଷା ସହଭାଗୀତାକୁ ବିଶ୍ୱ ନିରାପତ୍ତା ଏବଂ ଶାନ୍ତିର ସ୍ତମ୍ଭରେ ପରିଣତ କରିଥିବା ଅଗ୍ରଗତିକୁ ଭୂୟସୀ ପ୍ରଶଂସା କରିଥିଲେ ଏବଂ ପ୍ରତିରକ୍ଷା ଶିଳ୍ପରେ ପରିଚାଳନା ସମନ୍ୱୟ, ସୂଚନା ଆଦାନ ପ୍ରଦାନ ଏବଂ ନବସୃଜନ ବୃଦ୍ଧିର ଲାଭ ଉପରେ ଆଲୋକପାତ କରିଥିଲେ । ରାଷ୍ଟ୍ରପତି ଯୋଶେଫ ଆର ବାଇଡେନ୍ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଶା ଓ ଦୃଢ଼ ବିଶ୍ୱାସ ବ୍ୟକ୍ତ କରି କହିଛନ୍ତି ଯେ ଆମର ଜନସାଧାରଣ, ଆମର ବେସାମରିକ ଏବଂ ବେସରକାରୀ କ୍ଷେତ୍ର ଏବଂ ଆମ ସରକାରଙ୍କ ନିବିଡ଼ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଅକ୍ଳାନ୍ତ ପ୍ରୟାସ ଆଗାମୀ ଦଶନ୍ଧିରେ ଆମେରିକା-ଭାରତ ଭାଗିଦାରୀକୁ ଆହୁରି ଅଧିକ ଉଚ୍ଚତାକୁ ନେଇଯିବ ।ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ (ବିଏଏସ୍): ୨୦୨୮ରେ ପ୍ରଥମ ମଡ୍ୟୁଲ୍ ଉତକ୍ଷେପଣ ସହିତ ବୈଜ୍ଞାନିକ ଗବେଷଣା ପାଇଁ ପ୍ରତିଷ୍ଠା ହେବ ଆମର ନିଜସ୍ୱ ମହାକାଶ କେନ୍ଦ୍ର
September 18th, 04:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଗଗନଯାନ କାର୍ଯ୍ୟକ୍ରମର ପରିସରକୁ ବିସ୍ତାର କରି ଭାରତୀୟ ଅନ୍ତରୀକ୍ଷ ଷ୍ଟେସନର ପ୍ରଥମ ୟୁନିଟ୍ ନିର୍ମାଣ କୁ ମଞ୍ଜୁରୀ ମିଳିଛି । ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ (ବିଏଏସ-୧)ର ପ୍ରଥମ ମଡ୍ୟୁଲର ବିକାଶ ଏବଂ ବିଏଏସ ନିର୍ମାଣ ଓ ପରିଚାଳନା ପାଇଁ ବିଭିନ୍ନ ଜ୍ଞାନକୌଶଳ ପ୍ରଦର୍ଶନ ଓ ପ୍ରମାଣିତ କରିବା ପାଇଁ ମିଶନ ହାତକୁ ନେବା ପାଇଁ ମଧ୍ୟ କ୍ୟାବିନେଟ ମଞ୍ଜୁରି ଦେଇଛି । ଗଗନଯାନ କାର୍ଯ୍ୟକ୍ରମର ପରିସର ଓ ପାଣ୍ଠି ବିନିଯୋଗରେ ସଂଶୋଧନ କରି ବିଏଏସ୍ ଓ ପୂର୍ବଅଭିଯାନ ଅଭିଯାନ ନିମନ୍ତେ ନୂତନ ବିକାଶ ଏବଂ ବର୍ତ୍ତମାନର ଗଗନଯାନ କାର୍ଯ୍ୟକ୍ରମ ପୂରଣ ପାଇଁ ଅତିରିକ୍ତ ଆବଶ୍ୟକତା ଅନ୍ତର୍ଭୁକ୍ତ କରିବା ପ୍ରସ୍ତାବକୁ ମଧ୍ୟ ଅନୁମୋଦନ କରାଯାଇଛି ।ପୁନର୍ବାର ଭାରତର ଚନ୍ଦ୍ର ଅଭିଯାନ : ଏଥର ଚନ୍ଦ୍ରରେ ଅବତରଣ କରି ପୃଥିବୀକୁ ଫେରିବ
September 18th, 04:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଚନ୍ଦ୍ରରେ ସଫଳତାର ସହ ଅବତରଣ କରିବା ପରେ ପୃଥିବୀକୁ ଫେରିବା ପାଇଁ ଜ୍ଞାନକୌଶଳ ବିକଶିତ ଓ ପ୍ରଦର୍ଶନ କରିବା ଏବଂ ଚନ୍ଦ୍ରରୁ ନମୁନା ସଂଗ୍ରହ କରି ପୃଥିବୀରେ ଏହାର ବିଶ୍ଳେଷଣ କରିବା ଉଦ୍ଦେଶ୍ୟରେ ଚନ୍ଦ୍ରଯାନ-୪ ନାମକ ଚନ୍ଦ୍ର ଅଭିଯାନକୁ ଅନୁମୋଦନ ମିଳିଛି । ଚନ୍ଦ୍ରଯାନ-୪ ଅଭିଯାନ ଶେଷରେ ଚନ୍ଦ୍ରରେ ଭାରତୀୟ ଅବତରଣ (୨୦୪୦ ମସିହା ସୁଦ୍ଧା ଯୋଜନା) ଏବଂ ସୁରକ୍ଷିତ ଭାବରେ ପୃଥିବୀକୁ ଫେରିବା ପାଇଁ ମୌଳିକ ଜ୍ଞାନକୌଶଳ କ୍ଷମତା ହାସଲ କରିବ । ଡକିଂ/ଅନଷ୍ଟୋକିଂ, ଅବତରଣ, ପୃଥିବୀକୁ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ଏବଂ ଚନ୍ଦ୍ର ନମୁନା ସଂଗ୍ରହ ଓ ବିଶ୍ଳେଷଣ ପାଇଁ ଆବଶ୍ୟକ ପ୍ରମୁଖ ଜ୍ଞାନକୌଶଳ ପ୍ରଦର୍ଶନ କରାଯିବ।New Re-usable Low-cost launch vehicle for Bharat
September 18th, 04:27 pm
The Union Cabinet chaired by the Prime Minister Shri Narendra Modi has approved the development of Next Generation Launch Vehicle (NGLV), that will be a significant step towards the Government’s vision of establishing & operating the Bharatiya Antariksh Station and towards developing capability for Indian Crewed Landing on the Moon by 2040. NGLV will have 3 times the present payload capability with 1.5 times the cost compared to LVM3, and will also have reusability resulting in low-cost access to space and modular green propulsion systems.ଅଗଷ୍ଟ ୩୦ତାରିଖରେ ମହାରାଷ୍ଟ୍ର ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
August 29th, 04:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୩୦, ୨୦୨୪ରେ ମହାରାଷ୍ଟ୍ରର ମୁମ୍ବାଇ ଏବଂ ପାଲଘର ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ମୁମ୍ବାଇର ଜିଓ ୱାର୍ଲ୍ଡ କନଭେନ୍ସନ୍ ସେଣ୍ଟରରେ ଗ୍ଲୋବାଲ ଫିନଟେକ୍ ଫେଷ୍ଟ (ଜିଏଫ୍ଏଫ୍) ୨୦୨୪କୁ ସମ୍ବୋଧିତ କରିବେ। ଏହାପରେ ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ପ୍ରଧାନମନ୍ତ୍ରୀ ପାଲଘରସ୍ଥିତ ସିଡକୋ ପଡ଼ିଆରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ ଘାଟନ ଓ ଶିଳାନ୍ୟାସ କରିବେ।India has made remarkable strides in the world of space: Prime Minister
August 23rd, 12:00 pm
The Prime Minister, Shri Narendra Modi has highlighted the remarkable strides made by India in the world of space.ଏସଏସଏଲଭି-ଡି୩ ର ସଫଳ ଉତକ୍ଷେପଣ ପାଇଁ ଇସ୍ରୋକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
August 16th, 01:48 pm
ନୂତନ ସାଟେଲାଇଟ ଲଞ୍ଚ୍ ଭେଇକିଲ୍ (ଏସଏସଏଲଭି)-ଡି୩ ର ଆଜି ସଫଳ ଉତକ୍ଷେପଣ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।This election is to free country from mentality of 1000 years of slavery: PM in Aonla
April 25th, 01:07 pm
In the Aonla rally, PM Modi continued to criticize the opposition, whether it be the Congress or the Samajwadi Party, stating that they only think about their own families. He said, “For these people, their family is everything, and they do not care about anyone else. In Uttar Pradesh, the Samajwadi Party did not find a single Yadav outside their family to whom they could give a ticket. Whether it's Badaun, Mainpuri, Kannauj, Azamgarh, Firozabad, everywhere, tickets have been given only to members of the same family. Such people will always prioritize the welfare of their own family, and for them, anyone outside their family holds no significance.”We are ending 'Tushtikaran' and working for 'Santushtikaran': PM Modi in Agra
April 25th, 12:59 pm
In anticipation of the 2024 Lok Sabha Elections, Prime Minister Narendra Modi delivered a stirring address to a massive crowd in Agra, Uttar Pradesh. Amidst an outpouring of affection and respect, PM Modi unveiled a transparent vision for a Viksit Uttar Pradesh and a Viksit Bharat. The PM exposed the harsh realities of the Opposition’s trickery and their “loot system”.PM Modi captivates massive audiences at vibrant public gatherings in Agra, Aonla & Shahjahanpur, Uttar Pradesh
April 25th, 12:45 pm
In anticipation of the 2024 Lok Sabha Elections, Prime Minister Narendra Modi delivered stirring addresses to massive crowds in Agra, Aonla and Shahjahanpur in Uttar Pradesh. Amidst an outpouring of affection and respect, PM Modi unveiled a transparent vision for a Viksit Uttar Pradesh and a Viksit Bharat. The PM exposed the harsh realities of the Opposition’s trickery and their “loot system”.Only BJP can provide the pace of development needed for the country: PM Modi in Ajmer
April 06th, 03:00 pm
Prime Minister Narendra Modi addressed a public gathering in Ajmer, Rajasthan, highlighting the rich cultural heritage and significant strides towards development in the region of Ajmer-Nagaur. Speaking on the auspicious occasion of the Sthapana Diwas of the BJP, PM Modi emphasized the spiritual significance and valorous history of the region, paying homage to revered figures like Veer Tejaji Maharaj, Meera Bai, and Prithviraj Chauhan.Prime Minister Narendra Modi addresses a public meeting in Ajmer, Rajasthan
April 06th, 02:30 pm
Prime Minister Narendra Modi addressed a public gathering in Ajmer, Rajasthan, highlighting the rich cultural heritage and significant strides towards development in the region of Ajmer-Nagaur. Speaking on the auspicious occasion of the Sthapana Diwas of the BJP, PM Modi emphasized the spiritual significance and valorous history of the region, paying homage to revered figures like Veer Tejaji Maharaj, Meera Bai, and Prithviraj Chauhan.Prime Minister conferred with the Order of the Druk Gyalpo
March 22nd, 03:39 pm
Prime Minister Narendra Modi was conferred the Order of the Druk Gyalpo, Bhutan’s highest civilian decoration, by His Majesty the King of Bhutan in a public ceremony at the Tendrelthang, Thimphu. Prime Minister Modi is the first foreign leader to be given this prestigious award. His Majesty the King of Bhutan had announced the conferment of the award during Bhutan’s 114th National Day celebrations held at the Tashichhodzong, Thimphu in December 2021.କେରଳର ବିକ୍ରମ ସାରାଭାଇ ମହାକାଶ କେନ୍ଦ୍ରର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନୀ ଉତ୍ସବରେ ପ୍ରାଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 27th, 12:24 pm
କେରଳର ରାଜ୍ୟପାଳ ଶ୍ରୀ ଆରିଫ୍ ମହମ୍ମଦ ଖାନ୍, ମୁଖ୍ୟମନ୍ତ୍ରୀ ଶ୍ରୀମାନ୍ ପିନାରାଇ ବିଜୟନ ଜୀ, ରାଷ୍ଟ୍ରମନ୍ତ୍ରୀ ତଥା ମୋର ସାଥୀ ଶ୍ରୀ ବି. ମୁରଲୀଧରନ ଜୀ, ଇସ୍ରୋ ପରିବାରର ସମସ୍ତ ସଦସ୍ୟଗଣ, ନମସ୍କାର ! ସାହସୀ ସାଥୀମାନଙ୍କ ସମ୍ମାନରେ ଆମେ ସମସ୍ତେ ଠିଆ ହୋଇ ଅଭ୍ୟର୍ଥନା ଦେଇ କରତାଳି ସହ ସେମାନଙ୍କୁ ସମ୍ମାନିତ କରିବା । ଭାରତ ମାତା କି – ଜୟ !କେରଳର ଥିରୁଅନନ୍ତପୁରମରେ ବିକ୍ରମ ସାରାଭାଇ ସ୍ପେସ ସେଣ୍ଟର (ଭିଏସ୍ଏସସି) ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ
February 27th, 12:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ଥିରୁଅନନ୍ତପୁରମଠାରେ ବିକ୍ରମ ସାରାଭାଇ ସ୍ପେସ ସେଣ୍ଟର (ଭିଏସ୍ଏସସି) ପରିଦର୍ଶନ କରି ପ୍ରାୟ ୧୮୦୦ କୋଟି ଟଙ୍କାର ତିନୋଟି ଗୁରୁତ୍ୱପୂର୍ଣ୍ଣ ମହାକାଶ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ ସେଣ୍ଟରର ଏସଏଲଭି ଇଣ୍ଟିଗ୍ରେସନ୍ ଫାସିଲିଟି (ପିଆଇଏଫ୍), ମହେନ୍ଦ୍ରଗିରିସ୍ଥିତ ଇସ୍ରୋ ପ୍ରୋପଲସନ୍ କମ୍ପ୍ଲେକ୍ସରେ ନୂତନ 'ସେମି-କ୍ରାୟୋଜେନିକ୍ସ ଇଣ୍ଟିଗ୍ରେଟେଡ୍ ଇଞ୍ଜିନ୍ ଆଣ୍ଡ ଷ୍ଟେଜ୍ ଟେଷ୍ଟ୍ ଫାସିଲିଟି'; ଏବଂ ଥିରୁଅନନ୍ତପୁରମର ଭିଏସ୍ଏସସି ଠାରେ 'ଟ୍ରାଇସୋନିକ୍ ୱିଣ୍ଡ ଟନେଲ୍' ଅନ୍ତର୍ଭୁକ୍ତ। ଶ୍ରୀ ମୋଦୀ ଗଗନଯାନ ମିଶନର ଅଗ୍ରଗତି ସମୀକ୍ଷା କରିଥିଲେ ଏବଂ ୪ ଜଣ ମହାକାଶଚାରୀଙ୍କୁ 'ମହାକାଶଚାରୀ ୱିଙ୍ଗ୍ ' ପ୍ରଦାନ କରିଥିଲେ। ଏଥିରେ ଗ୍ରୁପ୍ କ୍ୟାପଟେନ୍ ପ୍ରଶାନ୍ତ ବାଲକ୍ରିଷ୍ଣନ ନାୟାର, ଗ୍ରୁପ୍ କ୍ୟାପଟେନ୍ ଅଜିତ କ୍ରିଷ୍ଣନ୍, ଗ୍ରୁପ୍ କ୍ୟାପ୍ଟେନ୍ ଅଙ୍ଗଦ ପ୍ରତାପ ଓ ୱିଙ୍ଗ୍ କମାଣ୍ଡର ଶୁଭାଂଶୁ ଶୁକ୍ଳା ରହିଛନ୍ତି।ପ୍ରଧାନମନ୍ତ୍ରୀ ଫେବୃଆରୀ ୨୭ – ୨୮ ରେ କେରଳ, ତାମିଲନାଡୁ ଏବଂ ମହାରାଷ୍ଟ୍ର ଗସ୍ତ କରିବେ
February 26th, 02:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୭ - ୨୮ ଫେବୃଆରୀ, ୨୦୨୪ରେ କେରଳ, ତାମିଲନାଡୁ ଏବଂ ମହାରାଷ୍ଟ୍ର ଗସ୍ତ କରିବେ ।Cabinet approves amendment in the Foreign Direct Investment (FDI) policy on Space Sector
February 21st, 11:06 pm
The Union Cabinet chaired by Prime Minister Shri Narendra Modi approved the amendment in Foreign Direct Investment (FDI) policy on space sector. Now, the satellites sub-sector has been pided into three different activities with defined limits for foreign investment in each such sector.PM congratulates Japan for soft Moon landing
January 20th, 11:00 pm
The Prime Minister, Shri Narendra Modi, congratulated Japan Prime Minister Fumio Kishida for JAXA's first soft Moon landing.ଆଦିତ୍ୟ – ଏଲ୍ ୧ ଗନ୍ତବ୍ୟ ସ୍ଥଳରେ ପହଂଚିବା ନେଇ ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
January 06th, 05:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ପ୍ରଥମ ସୌର ଅନୁସନ୍ଧାନ ଉପଗ୍ରହ ଆଦିତ୍ୟ - ଏଲ୍ ୧ ଗନ୍ତବ୍ୟ ସ୍ଥଳରେ ପହଞ୍ଚିଥିବାରୁ ଆନନ୍ଦ ପ୍ରକାଶ କରିଛନ୍ତି ।