BJP's resolution is to bring Chhattisgarh among top states in country and protect interests of poor, tribals and backward: PM Modi

November 02nd, 03:30 pm

Addressing the ‘Vijay Sankalp Maharally’ in Chhattisgarh’s Kanker today, Prime Minister Narendra Modi said, “BJP's resolve is to strengthen Chhattisgarh identity. BJP's resolve is to protect the interests of every poor, tribal and backward people. BJP's resolve is to bring Chhattisgarh among the top states of the country. Development cannot take place wherever there is Congress.”

PM Modi addresses a public meeting in Kanker, Chhattisgarh

November 02nd, 03:00 pm

Addressing the ‘Vijay Sankalp Maharally’ in Chhattisgarh’s Kanker today, Prime Minister Narendra Modi said, “BJP's resolve is to strengthen Chhattisgarh identity. BJP's resolve is to protect the interests of every poor, tribal and backward people. BJP's resolve is to bring Chhattisgarh among the top states of the country. Development cannot take place wherever there is Congress.”

Congress is now being run by people who are in league with anti-national forces: PM Modi

October 03rd, 12:46 pm

PM Modi addressed the 'Parivartan Sankalp Yatra' in Jagdalpur, Chhattisgarh. He said everyone is saddened by the misdeeds done by Congress MLAs and ministers here. Corruption is prevalent everywhere. Crime is at its peak in Chhattisgarh. Chhattisgarh has reached among the leading states in terms of murders. Development in Chhattisgarh is visible either in posters and banners, or in the coffers of Congress leaders.” “Congress has given Chhattisgarh false propaganda, corruption and a scandalous government.

PM Modi address 'Parivartan Sankalp Yatra' at Jagdalpur in Chhattisgarh

October 03rd, 12:45 pm

PM Modi addressed the 'Parivartan Sankalp Yatra' in Jagdalpur, Chhattisgarh. He said everyone is saddened by the misdeeds done by Congress MLAs and ministers here. Corruption is prevalent everywhere. Crime is at its peak in Chhattisgarh. Chhattisgarh has reached among the leading states in terms of murders. Development in Chhattisgarh is visible either in posters and banners, or in the coffers of Congress leaders.” “Congress has given Chhattisgarh false propaganda, corruption and a scandalous government.

ଛତିଶଗଡ଼ର ଜଗଦଲପୁରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଇଂରାଜୀ ଉପସ୍ଥାପନା

October 03rd, 11:30 am

ଛତିଶଗଡ଼ ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ, ସଂସଦର ମୋର ଦୁଇ ଲୋକପ୍ରିୟ ସହଯୋଗୀ ଏବଂ ରାଜ୍ୟ ବିଧାନସଭାର ପ୍ରତିନିଧି, ସାଂସଦ, ଜିଲ୍ଲା ପରିଷଦ, ତାଲୁକା ପରିଷଦ ଏବଂ ମହିଳା ଓ ଭଦ୍ରବ୍ୟକ୍ତିମାନେ,

ପ୍ରଧାନମନ୍ତ୍ରୀ ଛତିଶଗଡ଼ର ଜଗଦଲପୁର, ବସ୍ତର ଠାରେ ପାଖାପାଖି ୨୭,୦୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଓ ସେଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି

October 03rd, 11:12 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡର ବସ୍ତରର ଜଗଦଲପୁର ଠାରେ ପାଖାପାଖି ୨୭,୦୦୦ କୋଟି ଟଙ୍କାର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ବସ୍ତର ଜିଲ୍ଲାର ନାଗରନାର ଠାରେ ଏନ୍‌ଏମ୍‌ଡିସି ଷ୍ଟିଲ ଲିମିଟେଡ୍‌ର ୨୩,୮୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଇସ୍ପାତ କାରଖାନାର ଲୋକାର୍ପଣ ସହ ଏକାଧିକ ରେଳ ଓ ସଡ଼କ କ୍ଷେତ୍ର ପ୍ରକଳ୍ପ ଗୁଡିକୁ ଲୋକାର୍ପଣ କରିବା ଇତ୍ୟାଦି ରହିଛି । ସେ ତାରୋକି - ରାୟପୁର ଡେମୁ ଟ୍ରେନ୍ ସେବାକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।

7-8 ଜୁଲାଇରେ 4 ଟି ରାଜ୍ୟକୁ ପରିଦର୍ଶନ କରିବେ ଏବଂ ପ୍ରାୟ 50,000 କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

July 05th, 11:48 am

7 ଜୁଲାଇ ଦିନ ପ୍ରାୟ 10:45 ସମୟରେ ପ୍ରଧାନମନ୍ତ୍ରୀ ରାୟପୁରରେ ଏକ ସାଧାରଣ କାର୍ଯ୍ୟକ୍ରମରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ଏବଂ ଦେଶକୁ ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ଉତ୍ସର୍ଗ କରିବେ। ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ଗୋରଖପୁରରେ ପହଞ୍ଚିବେ, ପ୍ରାୟ ଦିନ ଦୁଇଟା ତିରିଶରେ ସେ ଗୀତା ପ୍ରେସ ଗୋରଖପୁରର ଶତବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିବେ ଏବଂ ଗୋରଖପୁର ରେଳ ଷ୍ଟେସନରେ ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହା ପରେ, ପ୍ରାୟ 5 ଟା ସମୟରେ ପ୍ରଧାନମନ୍ତ୍ରୀ ବାରାଣାସୀରେ ପହଞ୍ଚିବେ, ଯେଉଁଠାରେ ସେ ଏକ ସାଧାରଣ କାର୍ଯ୍ୟକ୍ରମରେ ଯୋଗଦେବେ, ଯେଉଁଠାରେ ସେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବେ, ଦେଶ ନିମନ୍ତେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିବେ।

Congress must answer people why it spoke in defence of urban Maoists: PM Modi

November 09th, 02:02 pm

Prime Minister Narendra Modi today addressed a huge public meeting at Jagdalpur in Chhattisgarh, where he spoke at length about the multiple development initiatives of the Centre and steps taken by the Government to enhance quality of life for the citizens. The PM also lambasted the Congress party for spreading lies ignoring welfare of Chhattisgarh.

"ପ୍ରଧାନମନ୍ତ୍ରୀ ମୋଦୀ ଛତିଶଗଡ଼ ଜଗଦଲପୁରରେ ଜନସଭାକୁ ସମ୍ବୋଧିତ କରିଛନ୍ତି "

November 09th, 02:00 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡ଼ ଜଗଦଲପୁରରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି ,ଯେଉଁଠି ପ୍ରଧାନମନ୍ତ୍ରୀ କେନ୍ଦ୍ରର ବିଭିନ୍ନ ବିକାଶ ପଦକ୍ଷେପ ଏବଂ ନାଗରିକମାନଙ୍କ ପାଇଁ ଜୀବନର ଗୁଣବତା ବଢ଼ାଇବା ପାଇଁ ସରକାରଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ପଦକ୍ଷେପ ବିଷୟରେ ବର୍ଣ୍ଣନା କରିଛନ୍ତି । ପ୍ରଧାନମନ୍ତ୍ରୀ ଛତିଶଗଡ଼ର କଲ୍ୟାଣକୁ ଅଣଦେଖା କରି ମିଥ୍ୟା ପ୍ରଚାର କରୁଥିବା ନେଇ କଂଗ୍ରେସ ଦଳର ସମାଲୋଚନା କରିଛନ୍ତି ।

ଜଗଦଳପୁର-ଭୁବନେଶ୍ଵର ଏକ୍ସପ୍ରେସ ଟ୍ରେନ ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ଶୋକ

January 22nd, 11:29 am

“My thoughts are with those who lost their loved ones due to the derailment of Jagdalpur-Bhubaneswar Express. The tragedy is saddening. I pray for a speedy recovery of all those injured due to the train accident. The Railway Ministry is monitoring the situation very closely and is working to ensure quick rescue and relief operations, the Prime Minister said.