ମିଥ୍ୟା ପ୍ରତିଶୃତି ଦେବା କଂଗ୍ରେସର ଏକ ପୁରୁଣା ଚାଲ୍ : ହିମାଚଳ ପ୍ରଦେଶର ସୁନ୍ଦର ନଗରରେ ପ୍ରଧାନମନ୍ତ୍ରୀ ମୋଦୀ
November 05th, 05:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି; ହିମାଚଳ ପ୍ରଦେଶର ସୁନ୍ଦର ନଗରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ମଣ୍ଡିର ଜନସାଧାରଣଙ୍କୁ ଦେଇଥିବା ପ୍ରତିଶୃତି ଉପରେ ଆଲୋକପାତ କରି ନିଜର ଅଭିଭାଷଣ ଆରମ୍ଭ କରିଥିଲେ ଯେ ସେ ମଣ୍ଡିରୁ ପ୍ରଥମ ନିର୍ବାଚନ ରାଲିକୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ପାଗ ଅତ୍ୟନ୍ତ ଖରାପ ଥିବାରୁ ସେ ପୂର୍ବରୁ ବ୍ୟକ୍ତିଗତ ଭାବେ ମଣ୍ଡିବାସୀଙ୍କୁ ଭେଟି ପାରିନଥିଲେ ।ପ୍ରଧାନମନ୍ତ୍ରୀ ମୋଦୀ ହିମାଚଳ ପ୍ରଦେଶର ସୁନ୍ଦର ନଗର ଏବଂ ସୋଲନରେ ଜନସଭାକୁ ସମ୍ବୋଧିତ କରିଛନ୍ତି
November 05th, 04:57 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି; ହିମାଚଳ ପ୍ରଦେଶର ସୁନ୍ଦର ନଗର ଏବଂ ସୋଲାନରେ ଜନସଭାକୁ ସମ୍ବୋଧିତ କରିଥିଲେ। ଡବଲ୍ ଇଞ୍ଜିନ୍ ସରକାରଙ୍କ ଅଧୀନରେ ହିମାଚଳ କିପରି ଅଗ୍ରଗତି କରିଛି ସେ ବିଷୟରେ ପ୍ରଧାନମନ୍ତ୍ରୀ କହିଥିଲେ ।ହିମାଚଳ ପ୍ରଦେଶର ଚମ୍ବାରେ ବିକାଶମୂଳକ ପଦକ୍ଷେପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
October 13th, 05:23 pm
ସର୍ବପ୍ରଥମେ ମୁଁ ଚମ୍ବାବାସୀଙ୍କୁ କ୍ଷମା ମାଗୁଛି କାରଣ ଏଥର ମୋତେ ଏଠାକୁ ଆସିବାରେ ବହୁତ ବିଳମ୍ବ ହୋଇଗଲା, କିଛି ବର୍ଷ ଏହା ମଧ୍ୟ ବତିଯାଇଛି । କିନ୍ତୁ ମୋର ସୌଭାଗ୍ୟ ଯେ ପୁଣି ଆଜି ସମସ୍ତଙ୍କ ମଧ୍ୟକୁ ଆସି ଆପଣ ସମସ୍ତଙ୍କର ଦର୍ଶନ କରିବାର, ଆପଣଙ୍କର ଆଶୀର୍ବାଦ ପ୍ରାପ୍ତ କରିବାର ମୋତେ ଅବସର ମିଳିଲା ।PM lays foundation stone of two hydropower projects in Chamba, Himachal Pradesh
October 13th, 12:57 pm
PM Modi laid the foundation stone of two hydropower projects and launched Pradhan Mantri Gram Sadak Yojana -III in Chamba. India’s Azadi ka Amrit Kaal has begun during which we have to accomplish the goal of making, he added.New India is overcoming challenges of the past and growing rapidly: PM Modi in Una, Himachal Pradesh
October 13th, 10:18 am
PM Modi laid foundation stone of Bulk Drug Park and dedicated IIIT Una to the nation. He also flagged off inaugural run of Vande Bharat Express from Amb Andaura, Una to New Delhi. “New India is overcoming challenges of the past and growing rapidly. Amenities that should have reached the people in the last century are being made available now, he said.PM lays foundation stone of Bulk Drug Park in Una, Himachal Pradesh
October 13th, 10:16 am
PM Modi laid foundation stone of Bulk Drug Park and dedicated IIIT Una to the nation. He also flagged off inaugural run of Vande Bharat Express from Amb Andaura, Una to New Delhi. “New India is overcoming challenges of the past and growing rapidly. Amenities that should have reached the people in the last century are being made available now, he said.ଅକ୍ଟୋବର ୧୩ ତାରିଖରେ ହିମାଚଳ ପ୍ରଦେଶର ଉନା ଏବଂ ଚାମ୍ବା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
October 12th, 03:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୩ ତାରିଖରେ ହିମାଚଳ ପ୍ରଦେଶ ଗସ୍ତ କରିବେ । ଉନାରେ ପ୍ରଧାନମନ୍ତ୍ରୀ ଉନା ହିମାଚଳ ରେଳ ଷ୍ଟେସନରୁ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇବେ ଶୁଭାରମ୍ଭ କରିବେ । ଏହା ପରେ ଏକ ସାଧାରଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଆଇଆଇଆଇଟି ଉନାକୁ ଦେଶ ପାଇଁ ଉତ୍ସର୍ଗ କରିବେ ଏବଂ ଉନାରେ ଏକାଧିକ ଔଷଧ ପାର୍କର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହା ପରେ, ଚାମ୍ବା ଠାରେ ଏକ ସାଧାରଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଦୁଇଟି ଜଳ ବିଦ୍ୟୁତ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ହିମାଚଳ ପ୍ରଦେଶରେ ପ୍ରଧାନ ମନ୍ତ୍ରୀ ଗ୍ରାମ ସଡକ ଯୋଜନା (ପିଏମ୍ଜିଏସ୍ୱାଇ) -୩ର ଆରମ୍ଭ କରିବେ ।ହିମାଚଳ ପ୍ରଦେଶର ବିଳାସପୁର ଠାରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
October 05th, 01:23 pm
ହିମାଚଳର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, ହିମାଚଳର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଜୟରାମ ଠାକୁର ଜୀ, ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ, ମୁଁ ସମସ୍ତଙ୍କ ମାର୍ଗଦର୍ଶକ ଏବଂ ଏହି ଧରିତ୍ରୀର ସନ୍ତାନ, ଶ୍ରୀମାନ ଜେପି ନଡ୍ଡା ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଏବଂ ଆମର ସାଂସଦ ଶ୍ରୀ ଅନୁରାଗ ଠାକୁର ଜୀ, ହିମାଚଳ ଭାଜପାର ଅଧ୍ୟକ୍ଷ ଏବଂ ସଂସଦରେ ମୋର ସହଯୋଗୀ ସୁରେଶ କଶ୍ୟପ ଜୀ, ସଂସଦରେ ମୋର ସାଥି କିଶନ କପୁର ଜୀ, ଭଉଣୀ ଇନ୍ଦୁ ଗୋସ୍ୱାମୀ ଜୀ, ଡକ୍ଟର ସିକନ୍ଦର କୁମାର ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ ଏବଂ ବହୁ ସଂଖ୍ୟାରେ ମୋତେ ଏବଂ ଆମ ସମସ୍ତଙ୍କୁ ଆଶୀର୍ବାଦ ଦେବା ପାଇଁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ! ଆପଣ ସମସ୍ତଙ୍କୁ, ସମ୍ପୂର୍ଣ୍ଣ ଦେଶବାସୀଙ୍କୁ ବିଜୟା ଦଶମୀ ଅବସରରେ ବହୁତ ବହୁତ ଶୁଭକାମନା ।PM Modi launches development initiatives at Bilaspur, Himachal Pradesh
October 05th, 01:22 pm
PM Modi launched various development projects pertaining to healthcare infrastructure, education and roadways in Himachal Pradesh's Bilaspur. Remarking on the developments that have happened over the past years in Himachal Pradesh, the PM said it is the vote of the people which are solely responsible for all the developments.ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ
May 11th, 10:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀ ଠାରେ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ସାକ୍ଷାତ କରିଛନ୍ତି ।କୋଭିଡ ଟିକାର ଦ୍ୱିତୀୟ ଡୋଜ ଦେବା କ୍ଷେତ୍ରରେ ଦେଶରେ ପ୍ରଥମ ସ୍ଥାନ ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି
December 06th, 02:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ଯୋଗ୍ୟ ନାଗରିକଙ୍କୁ କୋଭିଡ ଟିକାର ଦ୍ୱିତୀୟ ଡୋଜ ଦେଇ ଦେଶରେ ପ୍ରଥମ ସ୍ଥାନ ହାସଲ କରିଥିବାରୁ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 27, 2017
December 27th, 07:52 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।PM Modi attends swearing in ceremony of Council of Ministers of Himachal Pradesh Government
December 27th, 12:15 pm
Prime Minister Narendra Modi today attended the swearing in ceremony of Council of Ministers of Himachal Pradesh Government. Congratulating Shri Jairam Thakur and all those who took oath today, the PM expressed confidence that the team would work tirelessly and serve the people of Himachal Pradesh with exceptional diligence.