ଓଡ଼ିଶାର ଯାଜପୁରରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
March 05th, 05:30 pm
ଓଡିଶାର ରାଜ୍ୟପାଳ ରଘୁବର ଦାସ ଜୀ, ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜୀ, କ୍ୟାବିନେଟରେ ମୋର ସହଯୋଗୀ ଧର୍ମେନ୍ଦ୍ର ପ୍ରଧାନ ଜୀ, ବିଶ୍ୱେଶ୍ୱର ଟୁଡୁ ଜୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ !My duty is to work for the empowerment of all, and all the people of Odisha are Modi ka Parivar: PM Modi
March 05th, 04:55 pm
On his visit to Odisha, PM Modi addressed a jubilant crowd in Jajpur and paid his tributes to former CM Biju Pattnaik on his birth anniversary. He said, The presence of innumerable people here is a testimony to 400+ seats for the N.D.A. in 2024. He added, The vision for 400+ seats for N.D.A. will enable India to become the 3rd largest economy on the back of strong decision-making & robust policy implementation.PM Modi addresses a jubilant crowd at Jajpur, Odisha
March 05th, 04:00 pm
On his visit to Odisha, PM Modi addressed a jubilant crowd in Jajpur and paid his tributes to former CM Biju Pattnaik on his birth anniversary. He said, The presence of innumerable people here is a testimony to 400+ seats for the N.D.A. in 2024. He added, The vision for 400+ seats for N.D.A. will enable India to become the 3rd largest economy on the back of strong decision-making & robust policy implementation.ଚଣ୍ଡିଖୋଲ ଠାରେ ୧୯,୬୦୦ କୋଟିରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ
March 05th, 01:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଚଣ୍ଡିଖୋଲଠାରେ ୧୯,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି । ଏସବୁ ପ୍ରକଳ୍ପ ତୈଳ ଓ ଗ୍ୟାସ୍, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ପରମାଣୁ ଶକ୍ତି କ୍ଷେତ୍ର ସହ ଜଡ଼ିତ ।