୧୯୧୯ ମସିହା ଆଜିର ଦିନରେ ଯେଉଁମାନେ ଜାଲିଆନାୱାଲା ବାଗରେ ସହିଦ ହୋଇଥିଲେ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
April 13th, 10:41 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୯୧୯ ମସିହା ଆଜିର ଦିନରେ ଜାଲିଆନାୱାଲା ବାଗରେ ଯେଉଁମାନେ ସହିଦ ହୋଇଥିଲେ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା ସୌଧର ଉଦଘାଟନୀ ଉତ୍ସବରେ ଦେଇଥିବା ତାଙ୍କ ଅଭିଭାଷଣକୁ ସେୟାର କରିଛନ୍ତି ।କୋଲକାତାର ଭିକ୍ଟୋରିଆ ମେମୋରିଆଲ ହଲରେ ବିପ୍ଳବୀ ଭଗତ ଗ୍ୟାଲେରୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 23rd, 06:05 pm
ପଶ୍ଚିମ ବଙ୍ଗର ରାଜ୍ୟପାଳ ଶ୍ରୀମାନ ଜଗଦୀପ ଧନଖଡ ମହାଶୟ, କେନ୍ଦ୍ର ସଂସ୍କୃତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ କିଶନ ରେଡ୍ଡୀ ମହାଶୟ, ଭିକ୍ଟୋରିଆ ମେମୋରିଆଲ ହଲ୍ ସହିତ ଯୋଡ଼ି ହୋଇଥିବା ସମସ୍ତ ମହାନୁଭବ, ବିଶ୍ୱବିଦ୍ୟାଳୟର ଉପ କୁଳପତି, କଳା ଏବଂ ସଂସ୍କୃତି ଜଗତର ପ୍ରତିଷ୍ଠିତ ବ୍ୟକ୍ତିଗଣ, ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ସହିଦ ଦିବସ ଅବସରରେ କୋଲକାତାସ୍ଥିତ ଭିକ୍ଟୋରିଆ ମେମୋରିଆଲ୍ ହଲ୍ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିପ୍ଲବୀ ଭାରତ ଗ୍ୟାଲେରୀ ଉଦ୍ଘାଟିତ
March 23rd, 06:00 pm
ଆଜି ସହିଦ ଦିବସ ଅବସରରେ, ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନସିଂ ଦ୍ୱାରା କୋଲକାତାର ଭିକ୍ଟୋରିଆ ମେମୋରିଆଲ୍ ହଲ୍ ଠାରେ ବିପ୍ଲୋବୀ ଭାରତ ଗ୍ୟାଲେରୀକୁ ଉଦ୍ଘାଟନ କରିଛନ୍ତି । ପଶ୍ଚିମବଙ୍ଗର ରାଜ୍ୟପାଳ ଶ୍ରୀ ଜଗଦୀପ ଧନକର ଏବଂ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜି. କିଷାନ ରେଡ୍ଡୀ ମଧ୍ୟ ଏହି ଅବସରରେ ମଧ୍ୟ ଉପସ୍ଥିତ ଥିଲେ ।କୌଣସି ଦେଶ ଏହାର ଅତୀତର ଭୟାବହତାକୁ ଅଣଦେଖା କରିବା ଠିକ୍ ନୁହେଁ: ପ୍ରଧାନମନ୍ତ୍ରୀ ମୋଦୀ
August 28th, 08:48 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନବୀକରଣ ହୋଇଥିବା ଜାଲିଆନାୱାଲା ବାଗ ସ୍ମାରାକ କମ୍ପ୍ଲେକ୍ସକୁ ଦେଶକୁ ଉତ୍ସର୍ଗ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଜାଲିଆନାୱାଲା ବାଗ ହେଉଛି ସେହି ସ୍ଥାନ ଯାହା ସର୍ଦ୍ଦାର ଉଧମ ସିଂ ଏବଂ ଭଗତ ସିଂଙ୍କ ପରି ଅଗଣିତ କ୍ରାନ୍ତିବୀରଙ୍କୁ ଦେଶର ସ୍ୱାଧୀନତା ପାଇଁ ନିଜ ଜୀବନ ବଳିଦାନ ଦେବାକୁ ସାହସ ଦେଇଥିଲା ।ଆଗକୁ ସେ ଆହୁରି କହିଛନ୍ତି, 13 ଏପ୍ରିଲ , 1919 ର ସେହି 10 ମିନିଟ୍ ଆମର ସ୍ୱାଧୀନତା ସଂଗ୍ରାମର ଅମର କାହାଣୀ ହୋଇଗଲା, ଯେଉଁଥିପାଇଁ ଆମେ ଆଜି ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରିବାକୁ ସକ୍ଷମ ହୋଇଛୁ।ପ୍ରଧାନମନ୍ତ୍ରୀ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି
August 28th, 08:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଜଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସେ ସ୍ମାରକ ଠାରେ ସଂଗ୍ରହାଳୟ ଗ୍ୟାଲେରୀର ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ କଂପ୍ଲେକ୍ସର ନବୀକରଣ ପାଇଁ ସରକାର ନେଇଥିବା ଏକାଧିକ ବିକାଶମୂଳକ ପଦକ୍ଷେପ ପ୍ରଦର୍ଶନ କରାଯାଇଥିଲା ।ନବୀକରଣ ହୋଇଥିବା ଜାଲିଆନାୱାଲା ବାଗ ସ୍ମାରକର ଝଲକ
August 27th, 07:38 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ 28 ତାରିଖ ଶନିବାର ଦିନ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କମ୍ପ୍ଲେକ୍ସକୁ ଦେଶକୁ ଉତ୍ସର୍ଗ କରିବେ । ସେ ସ୍ମାରକରେ ବିକଶିତ ସଂଗ୍ରହାଳୟ ଗ୍ୟାଲେରୀକୁ ଉଦଘାଟନ କରିବେ । ଏହି କାର୍ଯ୍ୟକ୍ରମରେ କମ୍ପ୍ଲେକ୍ସକୁ ଉନ୍ନତ କରିବା ପାଇଁ ସରକାରଙ୍କ ଦ୍ୱାରା ନିଆଯାଇଥିବା ଏକାଧିକ ବିକାଶ ପଦକ୍ଷେପକୁ ମଧ୍ୟ ପ୍ରଦର୍ଶନ କରାଯିବ ।ଅଗଷ୍ଟ ୨୮ରେ ପ୍ରଧାନମନ୍ତ୍ରୀ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସ ଦେଶକୁ ଉତ୍ସର୍ଗ କରିବେ
August 26th, 06:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା କଂପ୍ଲେକ୍ସକୁ ୨୮ ଅଗଷ୍ଟ ୨୦୨୧ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶକୁ ଉତ୍ସର୍ଗ କରିବେ । ସେ ଆହୁରି ମଧ୍ୟ ସ୍ମାରକୀରେ ବିକଶିତ ସଂଗ୍ରହାଳୟ ଗ୍ୟାଲେରୀର ଉଦଘାଟନ କରିବେ । ଏହି କାର୍ଯ୍ୟକ୍ରମରେ କଂପ୍ଲେକ୍ସ ର ନବୀକରଣ ପାଇଁ ସରକାର ନେଇଥିବା ଏକାଧିକ ବିକାଶମୂଳକ ପଦକ୍ଷେପ ମଧ୍ୟ ପ୍ରଦର୍ଶିତ ହେବ ।