ରିପବ୍ଲିକ୍ ଟିଭିର କନକ୍ଲେଭରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଓଡ଼ିଆ ଅନୁବାଦ
April 26th, 08:01 pm
ଅର୍ଣ୍ଣବ ଗୋସ୍ୱାମୀ ଜୀ, ରିପବ୍ଲିକ୍ ମିଡିଆ ନେଟୱାର୍କର ସମସ୍ତ ସହକର୍ମୀ, ଦେଶ ତଥା ବିଦେଶରେ ରିପବ୍ଲିକ୍ ଟିଭିର ସମସ୍ତ ଦର୍ଶକ, ମହିଳା ଏବଂ ସଜ୍ଜନମଣ୍ଡଳୀ! ମୁଁ କିଛି କହିବା ପୂର୍ବରୁ, ମୁଁ ଆପଣମାନଙ୍କୁ ଏକ ମଜା କଥା କହିବାକୁ ଚାହେଁ ଯାହା ମୁଁ ମୋର ପିଲାଦିନରେ ଶୁଣିଥିଲି । ସେଠାରେ ଜଣେ ପ୍ରଫେସର ଥିଲେ ଏବଂ ତାଙ୍କ ଝିଅ ଆତ୍ମହତ୍ୟା କରି ଏକ ନୋଟ୍ ଛାଡି କହିଥିଲେ ଯେ ସେ ତାଙ୍କ ଜୀବନ ସଂଘର୍ଷରେ ଥକି ଯାଇଛନ୍ତି ଏବଂ ଆଉ ବଞ୍ଚିବାକୁ ଚାହୁଁ ନାହାଁନ୍ତି। ସେ ଲେଖିଛନ୍ତି ଯେ ସେ କଙ୍କରିଆ ନଦୀରେ ଡେଇଁ ମରିଯିବେ। ପରଦିନ ସକାଳେ ପ୍ରଫେସର ଜାଣିବାକୁ ପାଇଲେ ଯେ ତାଙ୍କ ଝିଅ ଘରେ ନାହାଁନ୍ତି। ତାଙ୍କ ବାପା ତାଙ୍କ କୋଠରୀକୁ ଯାଇ ଏକ ଚିଠି ପାଇଲେ। ସେ ଚିଠି ପାଇବା ପରେ ବହୁତ ରାଗି ଯାଇଥିଲେ। ସେ କହିଲେ, ‘ମୁଁ ପ୍ରଫେସର, ମୁଁ ଏତେ ବର୍ଷ ଧରି କଠିନ ପରିଶ୍ରମ କଲି ଏବଂ ତଥାପି ତାଙ୍କ ଆତ୍ମହତ୍ୟା ପତ୍ରରେ କଙ୍କରିଆର ବନାନ ଭୁଲ ଭାବେ ଲେଖାଯାଇଛି।’ମୁଁ ଖୁସି ଯେ ଅର୍ଣ୍ଣବ ଭଲ ହିନ୍ଦୀ କହିବା ଆରମ୍ଭ କରିଛନ୍ତି। ସେ କଣ କହିଛନ୍ତି ମୁଁ ଶୁଣି ନାହିଁ, କିନ୍ତୁ ମୁଁ ତାଙ୍କ ହିନ୍ଦୀ ସଠିକ୍ କି ନୁହେଁ ତାହା ଉପରେ ଧ୍ୟାନ ଦେଉଥିଲି । ବୋଧହୁଏ, ମୁମ୍ବାଇରେ ରହିବା ପରେ ଆପଣ ହିନ୍ଦୀ ଭଲ ଭାବରେ ଶିଖି ଯାଇଛନ୍ତି।ନୂଆଦିଲ୍ଲୀ ଠାରେ ଗଣତନ୍ତ୍ର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
April 26th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ତାଜ ପ୍ୟାଲେସରେ ହୋଟେଲରେ ଗଣତନ୍ତ୍ର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ।Our policy-making is based on the pulse of the people: PM Modi
July 08th, 06:31 pm
PM Modi addressed the first ‘Arun Jaitley Memorial Lecture’ in New Delhi. In his remarks, PM Modi said, We adopted the way of growth through inclusivity and tried for everyone’s inclusion. The PM listed measures like providing gas connections to more than 9 crore women, more than 10 crore toilets for the poor, more than 45 crore Jan Dhan accounts, 3 crore pucca houses to the poor.PM Modi addresses the first "Arun Jaitley Memorial Lecture" in New Delhi
July 08th, 06:30 pm
PM Modi addressed the first ‘Arun Jaitley Memorial Lecture’ in New Delhi. In his remarks, PM Modi said, We adopted the way of growth through inclusivity and tried for everyone’s inclusion. The PM listed measures like providing gas connections to more than 9 crore women, more than 10 crore toilets for the poor, more than 45 crore Jan Dhan accounts, 3 crore pucca houses to the poor.ଛତିଶଗଡର ରାୟପୁରରେ ବିଶେଷ ଗୁଣସମ୍ପନ୍ନ ୩୫ କିସମ ଫସଲର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 28th, 11:01 am
କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମାର ମହୋଦୟ, ଛତିଶଗଡର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ମହୋଦୟ, ମନ୍ତ୍ରୀମଣ୍ଡଳରେ ମୋର ଅନ୍ୟ ସହକର୍ମୀ ଶ୍ରୀ ପୁରୁଷୋତମ ରୁପାଲା ମହୋଦୟ, ଶ୍ରୀ କୈଳାଶ ଚୌଧୁରୀ ମହୋଦୟ, ଭଉଣୀ ଶୋଭା, ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ ମହୋଦୟ, ବିରୋଧୀ ଦଳ ନେତା ଶ୍ରୀ ଧର୍ମ ଲାଲ କୌଶିକ ମହୋଦୟ, କୃଷି ଶିକ୍ଷା ସହ ଜଡିତ ସମସ୍ତ କୂଳପତି, ନିର୍ଦ୍ଦେଶକ, ବୈଜ୍ଞାନିକ ସାଥୀ ଏବଂ ମୋର ପ୍ରିୟ କୃଷକ ଭାଇ ଓ ଭଉଣୀମାନେ!ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ପ୍ରଜାତିର ଶସ୍ୟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
September 28th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ଟି ବିଭିନ୍ନ ପ୍ରଜାତିର ଶସ୍ୟକୁ ଆଜି ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ସମାରୋହରେ ଶ୍ରୀ ମୋଦୀ ନବନିର୍ମିତ ରାୟପୁର ସ୍ଥିତ ଜାତୀୟ ବାୟୋଟିକ ଷ୍ଟ୍ରେସ ମ୍ୟାନେଜମେଂଟ ପ୍ରତିଷ୍ଠାନକୁ ମଧ୍ୟ ଦେଶ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କୃଷି ବିଶ୍ୱବିଦ୍ୟାଳୟ ଗୁଡିକୁ ଗ୍ରୀନ୍ କ୍ୟାମ୍ପସ ସମ୍ମାନ ମଧ୍ୟ ପ୍ରଦାନ କରିଥିଲେ । ନୂଆ ନୂଆ ପଦ୍ଧତି ଅନୁସରଣ କରୁଥିବା ଚାଷୀମାନଙ୍କ ସହ ମତ ବିନିମୟ କରିବା ଲାଗି ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍ବୋଧନ ଦେଇଥିଲେ ।ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 27th, 11:01 am
କାର୍ଯ୍ୟକ୍ରମରେ ଉପସ୍ଥିତ ମନ୍ତ୍ରୀପରିଷଦରେ ମୋର ସାଥୀ ସ୍ୱାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡଭ୍ୟ ମହାଶୟ, ମନ୍ତ୍ରିମଣ୍ଡଳରେ ମୋର ଅନ୍ୟ ସମସ୍ତ ସହଯୋଗୀ, ବରିଷ୍ଠ ଅଧିକାରୀଗଣ, ସାରା ଦେଶରୁ ସାମିଲ ହୋଇଥିବା ସରକାରୀ ଏବଂ ବେସରକାରୀ ଡାକ୍ତରଖାନାର ଡାକ୍ତର, ସ୍ୱାସ୍ଥ୍ୟ ପରିଚାଳନା ସହ ଜଡିତ ବ୍ୟକ୍ତି, କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଅନ୍ୟ ସମସ୍ତ ମହାନୁଭବ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
September 27th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ଶୁଭାରମ୍ଭ କରିଛନ୍ତି।ସେପ୍ଟେମ୍ବର ୨୭ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ ହେବ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ
September 26th, 02:42 pm
ଏକ ଐତିହାସିକ ଉଦ୍ୟମକ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି (୨୭ସେପ୍ଟେମ୍ବର)ଦିନ ୧୧ଟା ସମୟରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ଶୁଭାରମ୍ଭ କରିବେ । ଏହା ପରେ ସେ ଏଥିରେ ଉଦ୍ବୋଧନ ଦେବେ ।Ideology should never be put before national interest: PM Modi
November 12th, 06:31 pm
PM Narendra Modi unveiled a statue of Swami Vivekananda in JNU Campus, New Delhi through video conferencing. Addressing the programme, the Prime Minister said it is natural to be proud of one’s ideology but on the subjects of national interest, our ideology should be seen standing with the nation not against it.PM unveils statue of Swami Vivekananda at JNU Campus
November 12th, 06:30 pm
PM Narendra Modi unveiled a statue of Swami Vivekananda in JNU Campus, New Delhi through video conferencing. Addressing the programme, the Prime Minister said it is natural to be proud of one’s ideology but on the subjects of national interest, our ideology should be seen standing with the nation not against it.Address by the President of India Shri Ram Nath Kovind to the joint sitting of Two Houses of Parliament
January 31st, 01:59 pm
In his remarks ahead of the Budget Session of Parliament, PM Modi said, Let this session focus upon maximum possible economic issues and the way by which India can take advantage of the global economic scenario.ମହାଲେଖାକାର ଓ ଉପ-ମହାଲେଖାକାର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 21st, 04:31 pm
ମହାଲେଖାକାରରେ ମୋତେ ପୁଣି ଥରେ ଆସିବାର ସୁଯୋଗ ମିଳିଛି । ଅଧିକ ସୁଯୋଗ ତ ମୋତେ ମିଳୁ ନାହିଁ କଥାବାର୍ତ୍ତା କରିବା ପାଇଁ କିନ୍ତୁ କିଛି ସମୟରେ ହିଁ କିଛି ଅନୁଭବ ହୋଇ ଯାଇଥାଏ । ଗାନ୍ଧିଜୀଙ୍କର 150ତମ ଜନ୍ମ ଜୟନ୍ତୀ ବର୍ଷରେ ଏହି କାର୍ଯ୍ୟକ୍ରମ ହେବା, ଏହା ମଧ୍ୟ ହେଉଛି ନିଜକୁ ନିଜ ମଧ୍ୟରେ ଏକ ସୁଖଦ ଅନୁଭବ । ଆଉ ଗାନ୍ଧିଜୀ କହୁଥିଲେ କି ଯେଉଁଭଳି ଭାବେ ବ୍ୟକ୍ତି ନିଜର ପିଠିକୁ ଦେଖିପାରେ ନାହିଁ, ନିଜର ପଛ ଦେଖିପାରେ ନାହିଁ, ସେହିଭଳି ଭାବେ ବ୍ୟକ୍ତି ପାଇଁ ନିଜର ତ୍ରୁଟିଗୁଡ଼ିକୁ ଦେଖିବା ମଧ୍ୟ ବଡ଼ କଷ୍ଟକର ହୋଇଥାଏ ।ଦେଶରେ ସମୟୋପଯୋଗୀ ଓ ପରିଣାମ ଆଧାରିତ କାର୍ଯ୍ୟ ପ୍ରଣାଳୀ ବିକଶିତ କରିବାରେ ସିଏଜିଙ୍କର ବୃହତ ଭୂମିକା ରହିଛି – ପ୍ରଧାନମନ୍ତ୍ରୀ
November 21st, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ମହାଲେଖାକାର ଓ ଉପ-ମହାଲେଖାକାର ସମ୍ମେଳନକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଦେଶରେ ସମୟୋପଯୋଗୀ ଓ ପରିଣାମ ଆଧାରିତ କାର୍ଯ୍ୟ ପ୍ରଣାଳୀ ବିକଶିତ କରିବାରେ ସିଏଜିର ମହତ୍ଵପୂର୍ଣ୍ଣ ଭୂମିକା ରହିଛି ।Congress has given a free pass to hooligans and anti-social elements: PM Modi
May 12th, 04:42 pm
At a rally in Indore, PM Modi alleged that the Congress has given a free pass to hooligans and anti-social elements. He said it is due to Congress’ mis-governance that crime is rapidly increasing in Madhya Pradesh.With our mantra of ‘Sabka Saath, Sabka Vikas’ we continuously worked towards enhancing the quality of life of our citizens: PM Modi
May 12th, 04:36 pm
Addressing a rally in Khnadwa, PM Modi said, “With our mantra of ‘Sabka Saath, Sabka Vikas’ we continuously worked towards enhancing the quality of life of our citizens. While we have served the people of this country tirelessly, the ‘Mahamilawati’ leaders have nothing but their falsehood campaigns to rely on.”PM Modi addresses rallies in Khandwa and Indore in Madhya Pradesh
May 12th, 04:35 pm
Prime Minister Narendra Modi addressed two massive public rallies in the parliamentary constituencies of Khandwa and Indore in Madhya Pradesh this evening. The rallies saw PM Modi talk about numerous problems faced by the people in M.P. under the Congress government as well as a host of other national issues.PM Modi delivers keynote address at TV9 Bharatvarsh Conclave
March 31st, 10:29 am
PM Modi today delivered the keynote address at the TV9 Bharatvarsh Conclave. Speaking at the event, PM Modi highlighted the transformative measures undertaken by the BJP-led NDA government at Centre in the last five years. Criticising the Congress-led UPA, PM Modi said that it was due to their misgovernance which led to vast corruption and hampered India's growth.କଲବୁର୍ଗୀ ଓ କାଞ୍ଚୀପୁରମଠାରେ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ
March 06th, 07:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର କଲବୁର୍ଗୀ ଏବଂ ତାମିଲନାଡ଼ୁର କାଞ୍ଚୀପୁରମଠାରେ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡ଼ିକର ଲୋକାର୍ପଣ କରିଛନ୍ତି ।PM Modi addresses public meeting in Kalaburagi, Karnataka
March 06th, 12:15 pm
Prime Minister Narendra Modi addressed a huge public meeting in Kalaburagi, Karnataka today. Addressing the large crowd of supporters, PM Modi listed out key infrastructure projects that were inaugurated in Kalaburagi as well as those that were initiated all over in Karnataka since 2014. He said, “The health infrastructural projects inaugurated and initiated today will go a long way in considerably improving ease of living for the people of Karnataka as well as provide them with the latest treatment services.”