PM Modi visits Tribal Haat in Jamui Bihar
November 15th, 05:45 pm
Prime Minister Shri Narendra Modi today visited a Tribal Haat in Jamui, Bihar. He remarked that it was a witness to our tribal traditions from all over the country, their amazing art and skills.Tribal society is the one that led the fight for centuries to protect India's culture and independence: PM Modi
November 15th, 11:20 am
PM Modi addressed Janjatiya Gaurav Diwas, emphasizing India's efforts to empower tribal communities, preserve their rich heritage, and acknowledge their vital role in nation-building.ଜନଜାତୀୟ ଗୌରବ ଦିବସ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 11:00 am
ଭାରତର ବିଭିନ୍ନ ଜିଲ୍ଲାରେ ଆଦିବାସୀ ଦିବସ ସମାରୋହରେ ଅଂଶଗ୍ରହଣ କରୁଥିବା ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ସ୍ୱାଗତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମଗ୍ର ଭାରତବର୍ଷରୁ ଅଭାସୀ ମାଧ୍ୟମରେ ଯୋଗ ଦେଇଥିବା ଅଗଣିତ ଆଦିବାସୀ ଭାଇ ଭଉଣୀଙ୍କୁ ସେ ସ୍ୱାଗତ କରିଥିଲେ । କାର୍ତ୍ତିକ ପୂର୍ଣ୍ଣମୀ, ଦେବ ଦୀପାବଳି ଏବଂ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୫ତମ ଜୟନ୍ତୀ ପାଳନ କରାଯାଉଛି ବୋଲି ଶ୍ରୀ ମୋଦୀ ଆଜିର ଦିନକୁ ଅତ୍ୟନ୍ତ ପବିତ୍ର ଦିନ ବୋଲି ବର୍ଣ୍ଣନା କରିବା ସହ ଏଥିପାଇଁ ଭାରତବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଥିବାରୁ ଆଜି ନାଗରିକଙ୍କ ପାଇଁ ଏକ ଐତିହାସିକ ଦିନ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଭାରତର ନାଗରିକ ଏବଂ ବିଶେଷ କରି ଆଦିବାସୀ ଭାଇ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଆଜିର ଜନଜାତୀୟ ଗୌରବ ଦିବସର ପୂର୍ବସୂଚୀ ଭାବରେ ଜାମୁଇରେ ଗତ ୩ ଦିନ ମଧ୍ୟରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଥିଲା ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ । ସ୍ୱଚ୍ଛତା ଅଭିଯାନ ପାଇଁ ସେ ପ୍ରଶାସନ, ଜାମୁଇର ନାଗରିକ ଏବଂ ବିଶେଷ କରି ମହିଳା ମାନଙ୍କ ଭଳି ବିଭିନ୍ନ ଅଂଶୀଦାରଙ୍କୁ ଅଭିନନ୍ଦନ ଜଣାଇଥିଲେ ।ଜନଜାତିୟ ଗୌରବ ଦିବସ ଅବସରରେ ନଭେମ୍ବର ୧୫ରେ ବିହାର ଗସ୍ତ କରିବେ ପ୍ରଧାନମନ୍ତ୍ରୀ
November 13th, 06:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୫ ରେ ଜନଜାତିୟ ଗୌରବ ଦିବସ ପାଳନ କରିବା ପାଇଁ ବିହାରର ଜାମୁଇ ଗସ୍ତ କରିବେ । ଧର୍ତି ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ପାଳନ ଆରମ୍ଭ ହୋଇଛି। ପୂର୍ବାହ୍ନ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ଭଗବାନ ବିର୍ସା ମୁଣ୍ଡାଙ୍କ ସମ୍ମାନରେ ଏକ ସ୍ମାରକୀ ମୁଦ୍ରା ଏବଂ ଡାକ ଟିକଟ ଉନ୍ମୋଚନ କରିବେ । ଏହି ଅଞ୍ଚଳର ଗ୍ରାମାଞ୍ଚଳ ଓ ଦୁର୍ଗମ ଅଞ୍ଚଳରେ ଆଦିବାସୀ ସଂପ୍ରଦାୟର ଉନ୍ନତି ଏବଂ ଭିତ୍ତିଭୂମିରେ ଉନ୍ନତି ଆଣିବା ଉଦ୍ଦେଶ୍ୟରେ ୬,୬୪୦ କୋଟି ରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ।Ghamandiya Alliance is only interested in destabilizing the future of the youth of Bihar: PM Modi in Jamui
April 04th, 12:01 pm
Ahead of the Lok Sabha elections 2024, PM Modi addressed a public rally in Jamui, Bihar. He said, Jamui's mood is reflective of 'Ab ki Baar 400 Paar' with all the 40 seats in N.D.A.'s favour in Bihar. He expressed his tribute to the contributions of the Late Ramvilas Paswan Ji, who was dedicated to the welfare of Bihar and its development.Jamui's grand welcome for PM Modi as he addresses a public rally
April 04th, 12:00 pm
Ahead of the Lok Sabha elections 2024, PM Modi addressed a public rally in Jamui, Bihar. He said, Jamui's mood is reflective of 'Ab ki Baar 400 Paar' with all the 40 seats in N.D.A.'s favour in Bihar. He expressed his tribute to the contributions of the Late Ramvilas Paswan Ji, who was dedicated to the welfare of Bihar and its development.