![ଆବୁ ଧାବି, ସଂଯୁକ୍ତ ଆରବ ଏମିରେଟସ୍ରେ ଅହଲାନ ମୋଦୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଆବୁ ଧାବି, ସଂଯୁକ୍ତ ଆରବ ଏମିରେଟସ୍ରେ ଅହଲାନ ମୋଦୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ](https://cdn.narendramodi.in/cmsuploads/0.55583200_1707846847_636x400-text-of-prime-minister-narendra-modi-s-address-at-the-ahlan-modi-event-in-abu-dhabi-uae.jpg)
ଆବୁ ଧାବି, ସଂଯୁକ୍ତ ଆରବ ଏମିରେଟସ୍ରେ ଅହଲାନ ମୋଦୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 13th, 11:19 pm
ଆଜି ଆବୁ ଧାବିରେ ଆପଣମାନେ ଏକ ନୂତନ ଇତିହାସ ସୃଷ୍ଟି କରି ଦେଇଛନ୍ତି । ଆପଣମାନେ ସମସ୍ତେ ୟୁଏଇର କୋଣ ଅନୁକୋଣରୁ ଆସିଛନ୍ତି ଏବଂ ଭାରତର ଭିନ୍ନ ଭିନ୍ନ ରାଜ୍ୟରୁ ଆସିଛନ୍ତି, କିନ୍ତୁ ଆପଣ ସମସ୍ତଙ୍କ ହୃଦୟ ଯୋଡି ହୋଇଛି । ଏହି ଐତିହାସିକ ଷ୍ଟାଡିୟମ୍ରେ ପ୍ରତିଟି ସ୍ପନ୍ଦନ କହୁଛି – ଭାରତ- ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ! ପ୍ରତିଟି ନିଶ୍ୱାସ କହୁଛି – ଭାରତ- ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ । ପ୍ରତିଟି ଧ୍ୱନୀ କହୁଛି ଭାରତ-ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ ! ହଁ... ଏହି କ୍ଷଣକୁ ବଂଚିଯିବାର ଅଛି... ମନ ଭରି ଅନୁଭବ କରିନେବାର ଅଛି । ଆଜି ସେହି ସ୍ମୃତିଗୁଡିକୁ ସାଉଁଟି ନେବାର ଅଛି, ଯାହା ସାରା ଜୀବନ ଆପଣଙ୍କ ସହ ରହିବାକୁ ଯାଉଛି । ଯେଉଁ ସ୍ମୃତି ସାରା ଜୀବନ ମୋ ସହିତ ମଧ୍ୟ ରହିବ ।![ୟୁଏଇରେ ଭାରତୀୟମାନଙ୍କ କାର୍ଯ୍ୟକ୍ରମ - ୟୁଏଇରେ ଭାରତୀୟମାନଙ୍କ କାର୍ଯ୍ୟକ୍ରମ -](https://cdn.narendramodi.in/cmsuploads/0.06273000_1707845226_636x400.jpg)
ୟୁଏଇରେ ଭାରତୀୟମାନଙ୍କ କାର୍ଯ୍ୟକ୍ରମ -"ଅହଲାନ ମୋଦୀ"ରେ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
February 13th, 08:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁଏଇରେ ଥିବା ଭାରତୀୟ ସମ୍ପ୍ରଦାୟ ଦ୍ୱାରା ତାଙ୍କ ସମ୍ମାନରେ ଆୟୋଜିତ ଏକ କାର୍ଯ୍ୟକ୍ରମ 'ଅହଲନ ମୋଦୀ'ରେ ୟୁଏଇରେ ଥିବା ଭାରତୀୟମାନଙ୍କୁ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ୭ଟି ଏମିରେଟ୍ସରୁ ପ୍ରବାସୀ ଭାରତୀୟମାନେ ଅଂଶଗ୍ରହଣ କରିଥିଲେ ଏବଂ ଏଥିରେ ସମସ୍ତ ସମ୍ପ୍ରଦାୟର ଭାରତୀୟମାନେ ସାମିଲ ହୋଇଥିଲେ। ଦର୍ଶକଙ୍କ ମଧ୍ୟରେ ଏମିରାଟିସ୍ ମଧ୍ୟ ସାମିଲ ଥିଲେ।![Prime Minister’s meeting with President of the UAE Prime Minister’s meeting with President of the UAE](https://cdn.narendramodi.in/cmsuploads/0.57990100_1707827030_remark.jpg)
Prime Minister’s meeting with President of the UAE
February 13th, 05:33 pm
Prime Minister Narendra Modi arrived in Abu Dhabi on an official visit to the UAE. In a special and warm gesture, he was received at the airport by the President of the UAE His Highness Sheikh Mohamed bin Zayed Al Nahyan, and thereafter, accorded a ceremonial welcome. The two leaders held one-on-one and delegation level talks. They reviewed the bilateral partnership and discussed new areas of cooperation.