ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କଲା
June 21st, 02:26 pm
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଜି ସକାଳେ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିଛି । ଯୋଗ ଅଧିବେଶନରେ ପିଏମ୍ଓରେ ରାଜ୍ୟ ମନ୍ତ୍ରୀ ଡ.ଜିତେନ୍ଦ୍ର ସିଂ, ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ସଚିବ ଡ. ପି.କେ. ମିଶ୍ର, ବରିଷ୍ଠ ଅଧିକାରୀ ଏବଂ ଅନ୍ୟମାନେ ଅଂଶଗ୍ରହଣ କରିଥିଲେ ।ମଧ୍ୟପ୍ରଦେଶର ଗ୍ୱାଲିୟରଠାରେ ସ୍କିଣ୍ଡିଆ ସ୍କୁଲର ୧୨୫ତମ ସ୍ଥାପନା ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 21st, 11:04 pm
ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ ପଟେଲ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ, ସିନ୍ଧିୟା ସ୍କୁଲର ନିର୍ଦ୍ଦେଶକ ମଣ୍ଡଳର ଅଧ୍ୟକ୍ଷ ଏବଂ କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଶ୍ରୀ ନରେନ୍ଦ୍ର ସିଂହ ତୋମର, ଡକ୍ଟର ଜିତେନ୍ଦ୍ର ସିଂହ, ସ୍କୁଲ ମ୍ୟାଜେନମେଣ୍ଟର ସାଥି ଏବଂ ସମସ୍ତ କର୍ମଚାରୀ, ଅଧ୍ୟାପକ ଏବଂ ଅଭିଭାବକଗଣ ଏବଂ ମୋର ପ୍ରିୟ ଯୁବ ସାଥିମାନେ !ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ ଥିବା ସିନ୍ଧିଆ ସ୍କୁଲର ୧୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
October 21st, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ 'ଦି ସିନ୍ଧିଆ ସ୍କୁଲ୍' ର ୧୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ବିଦ୍ୟାଳୟରେ 'ବହୁମୁଖୀ କ୍ରୀଡ଼ା କପ୍ଳେକ୍ସ' ର ଶିଳାନ୍ୟାସ କରିବା ସହ ବିଶିଷ୍ଟ ପୂର୍ବତନ ଛାତ୍ରଛାତ୍ରୀ ଏବଂ ଶ୍ରେଷ୍ଠ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟର ବାର୍ଷିକ ପୁରସ୍କାର ପ୍ରଦାନ କରିଥିଲେ । ସିନ୍ଧିଆ ସ୍କୁଲ ୧୮୯୭ ମସିହାରେ ସ୍ଥାପିତ ହୋଇଥିଲା ଏବଂ ଏହା ଐତିହାସିକ ଗ୍ୱାଲିୟର ଦୁର୍ଗ ଉପରେ ରହିଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ସ୍ମାରକୀ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିଥିଲେ ।ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଭିଜିଲାନ୍ସ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
November 03rd, 01:29 pm
ଏହି ସତର୍କତା ସପ୍ତାହ ସର୍ଦ୍ଦାର ସାହେବଙ୍କ ଜନ୍ମ ଜୟନ୍ତୀରୁ ଆରମ୍ଭ ହୋଇଛି। ସର୍ଦ୍ଦାର ସାହେବଙ୍କ ସମ୍ପୂର୍ଣ୍ଣ ଜୀବନ ସଚ୍ଚୋଟତା, ପାରଦର୍ଶିତା ଏବଂ ଏଥିରୁ ପ୍ରେରିତ ସର୍ବସାଧାରଣ ସେବାର ନିର୍ମାଣ ପାଇଁ ସମର୍ପିତ ରହିଛି। ଏବଂ ଏହି କମିଟମେଣ୍ଟ ସହିତ ଆପଣ ସତର୍କତା କୁ ନେଇ ଜାଗୃତିର ଏହି ଅଭିଯାନ ଚଲାଇଛି। ଚଳିତ ଥର ଆପଣ ସମସ୍ତ ‘ବିକଶିତ ଭାରତ ପାଇଁ ଦୁର୍ନୀତି ମୁକ୍ତ ଭାରତ’, ଏହି ସଙ୍କଳ୍ପ ସିହତ ସତର୍କତା ସପ୍ତାହ ପାଳନ କରୁଛନ୍ତି। ଏହି ସଙ୍କଳ୍ପ ଆଜିର ସମୟର ଆବଶ୍ୟକତା ଅଟେ, ପ୍ରାସଙ୍ଗିକ ଅଟେ ଏବଂ ଦେଶବାସୀଙ୍କ ପାଇଁ ସେହିପରି ମହତ୍ତ୍ବପୂର୍ଣ୍ଣ ଅଟେ।PM addresses programme marking Vigilance Awareness Week in New Delhi
November 03rd, 01:18 pm
PM Modi addressed the programme marking Vigilance Awareness Week of Central Vigilance Commission. The Prime Minister stressed the need to bring in common citizens in the work of keeping a vigil over corruption. No matter how powerful the corrupt may be, they should not be saved under any circumstances, he said.ଖ୍ୱାଜା ମଇନୁଦ୍ଦିନ ଚିସ୍ତି ଦରଘାରେ ଅର୍ପଣ କରିବା ପାଇଁ ପ୍ରଧାନମନ୍ତ୍ରୀ ପଠାଇଲେ ଚଦର
March 24th, 01:49 pm
PM Narendra Modi today handed over 'Chaadar' to be offered at Dargah of Khwaja Moinuddin Chishti, Ajmer Sharif, to the Minister of State for Minority Affairs and Parliamentary Affairs, Shri Mukhtar Abbas Naqvi and MoS PMO, Shri Jitendra Singh.