୧୮ତମ ପୂର୍ବ ଏସିଆ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

September 07th, 01:28 pm

'ପୂର୍ବ ଏସିଆ ଶିଖର ସମ୍ମିଳନୀ’ରେ ପୁଣି ଥରେ ଅଂଶଗ୍ରହଣ କରି ମୁଁ ଆନନ୍ଦିତ। ମୁଁ ରାଷ୍ଟ୍ରପତି ୱିଡୋଡୋଙ୍କୁ ତାଙ୍କର ଉଲ୍ଲେଖନୀୟ ନେତୃତ୍ୱ ପାଇଁ ଆନ୍ତରିକ ଅଭିନନ୍ଦନ ଜଣାଉଛି । ଏହାବ୍ୟତୀତ ଏହି ବୈଠକରେ ମୁଁ ତିମୋର-ଲେଷ୍ଟର ପ୍ରଧାନମନ୍ତ୍ରୀ ମହାମହିମ ଜାନାନା ଗୁସ୍ମାଓଙ୍କୁ ପର୍ଯ୍ୟବେକ୍ଷକ ଭାବରେ ସ୍ୱାଗତ କରୁଛି ।

୨୦ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ଏବଂ ୧୮ତମ ପୂର୍ବ ଏସିଆ ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ

September 07th, 11:47 am

ପ୍ରଧାନମନ୍ତ୍ରୀ ୭ ସେପ୍ଟେମ୍ବର ୨୦୨୩ରେ ଜାକର୍ତ୍ତାଠାରେ ୨୦ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ଏବଂ ୧୮ତମ ପୂର୍ବ ଏସିଆ ସମ୍ମିଳନୀ (ଇଏଏସ୍ )ରେ ଯୋଗ ଦେଇଥିଲେ ।

୨୦ତମ ଏସିଆନ - ଭାରତ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ଘାଟନୀ ଭାଷଣ

September 07th, 10:39 am

ଏହି ପରିପ୍ରେକ୍ଷୀରେ , ଭାରତ - ଏସିଆନ୍ ଶିଖର ସମ୍ମିଳନୀର ସହ - ଅଧ୍ୟକ୍ଷତା କରିବା ମୋତେ ଅତ୍ୟନ୍ତ ଆନନ୍ଦ ପ୍ରଦାନ କରୁଛି ।

ଇଣ୍ଡୋନେସିଆର ଜାକାର୍ତ୍ତା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

September 06th, 06:26 pm

ମୋର ପ୍ରଥମ କାର୍ଯ୍ୟକ୍ରମ ହେବ ୨୦ତମ ଆସିଆନ-ଭାରତ ଶିଖର ସମ୍ମିଳନୀ । ବର୍ତ୍ତମାନ ଚତୁର୍ଥ ଦଶନ୍ଧିରେ ପ୍ରବେଶ କରିଥିବା ଆମର ଭାଗିଦାରୀର ଭବିଷ୍ୟତ ରୂପରେଖ ବିଷୟରେ ମୁଁ ଆସିଆନ୍ ନେତାମାନଙ୍କ ସହ ଆଲୋଚନା କରିବାକୁ ଆଗ୍ରହୀ । ଆସିଆନ ସହ ସମ୍ପର୍କ ଭାରତର ଆକ୍ଟ ଇଷ୍ଟ ନୀତିର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ । ଗତ ବର୍ଷ ହୋଇଥିବା ବ୍ୟାପକ ରଣନୈତିକ ଭାଗିଦାରୀ ଆମ ସମ୍ପର୍କରେ ନୂତନ ଗତିଶୀଳତା ସୃଷ୍ଟି କରିଛି ।

ସେପ୍ଟେମ୍ବର ୦୬-୦୭, ୨୦୨୩ ରେ ଇଣ୍ଡୋନେସିଆର ଜାକର୍ତ୍ତା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

September 02nd, 07:59 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଣ୍ଡୋନେସିଆର ରାଷ୍ଟ୍ରପତି ମହାମହିମ ଶ୍ରୀ ଜୋକୋ ୱିଡୋଡୋଙ୍କ ନିମନ୍ତ୍ରଣକ୍ରମେ ସେପ୍ଟେମ୍ବର ୦୬-୦୭, ୨୦୨୩ରେ ଇଣ୍ଡୋନେସିଆର ଜାକର୍ତ୍ତା ଗସ୍ତ କରିବେ ।

ବାଲି ଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଓ ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 15th, 10:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାଲି ଠାରେ ଜି-୨୦ ନେତୃବୃନ୍ଦଙ୍କ ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ମହାମହିମ ଶ୍ରୀ ଜୋସେଫ ଆର. ବାଇଡେନ ଓ ଇଣ୍ଡୋନେସିଆ ରାଷ୍ଟ୍ରପତି ମହାମହିମ ଶ୍ରୀଯୁକ୍ତ ଜୋକୋ ୱିଦୋଦୋଙ୍କୁ ଭେଟିଛନ୍ତି ।

Vision of self-reliant India embodies the spirit of global good: PM Modi in Indonesia

November 15th, 04:01 pm

PM Modi interacted with members of Indian diaspora and Friends of India in Bali, Indonesia. He highlighted the close cultural and civilizational linkages between India and Indonesia. He referred to the age old tradition of Bali Jatra” to highlight the enduring cultural and trade connect between the two countries.

ଇଣ୍ଡୋନେସିଆର ବାଲି ଠାରେ ଭାରତୀୟ ସମୁଦାୟଙ୍କ ସହିତ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ

November 15th, 04:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୫ ନଭେମ୍ବର ୨୦୨୨ରେ ଇଣ୍ଡୋନେସିଆର ବାଲି ଠାରେ ୮୦୦ରୁ ଊର୍ଦ୍ଧ୍ବ ଭାରତୀୟ ସମୁଦାୟ ଏବଂ ବନ୍ଧୁମାନଙ୍କୁ ଉଦବୋଧନ ଦେବା ସହିତ ସେମାନଙ୍କ ସହିତ ମତ ବିନିମୟ କରିଛନ୍ତି । ସମଗ୍ର ଇଣ୍ଡୋନେସିଆରୁ ବିଭିନ୍ନ ବର୍ଗର ସକ୍ରିୟ ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସମବେତ ହୋଇଥିଲେ ।

ଜି -୭ ଶିଖର ସମ୍ମିଳନୀ ଅବସରରେ ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

June 27th, 09:22 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍‍ ୨୭, ୨୦୨୨ ରେ ଜର୍ମାନୀର ସ୍ଲୋସ୍‍ ଏଲାମୁ ଠାରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଇଣ୍ଡୋନେସିଆର ରାଷ୍ଟ୍ରପତି ମାନ୍ୟବର ଶ୍ରୀ ଜୋକୋ ୱିଡୋଡୋଙ୍କୁ ଭେଟିଛନ୍ତି ।

Meeting between PM Modi and President Joko Widodo of Indonesia

October 31st, 10:09 pm

PM Narendra Modi met President Joko Widodo in Rome. Strong relations with Indonesia is a key part of India’s ‘Act East’ policy and ‘SAGAR’ vision. Ways to improve economic linkages and cultural cooperation figured prominently during the talks.

Prime Minister Shri Narendra Modi spoke on phone today with H.E. Joko Widodo, President of Indonesia.

April 28th, 03:42 pm

PM Narendra Modi spoke to Joko Widodo, President of Indonesia. The two leaders exchanged thoughts about the spread of the COVID-19 pandemic in the region and the world.

PM Modi's meetings on the sidelines of ASEAN Summit in Thailand

November 04th, 11:38 am

On the sidelines of the ongoing ASEAN Summit in Thailand, PM Modi held bilateral meetings with world leaders.

ଇଣ୍ଡୋନେସିଆର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

November 03rd, 06:17 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ୟାଙ୍କକଠାରେ ଆସିଆନ/ଇଏଏସ ସମ୍ବନ୍ଧିତ ବୈଠକ ସମୟରେ ନଭେମ୍ବର 3, 2019ରେ ଇଣ୍ଡୋନେସିଆର ରାଷ୍ଟ୍ରପତି ମହାମହିମ ଜୋକୋ ୱିଡୋଡୋଙ୍କୁ ଭେଟିଥିଲେ ।

ଇଣ୍ଡୋନେସିଆ ରାଷ୍ଟ୍ରପତି ଭାବେ ପୁନଃ ନିର୍ବାଚିତ ଶ୍ରୀ ଜୋକୋ ୱିଡୋଡୋଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 21st, 06:01 pm

ଇଣ୍ଡୋନେସିଆର ରାଷ୍ଟ୍ରପତି ଭାବେ ପୁନଃ ନିର୍ବାଚିତ ହୋଇଥିବାରୁ ଶ୍ରୀ ଜୋକୋ ୱିଡୋଡୋଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । “ଆମର ନିବିଡ଼ ସାମୁଦ୍ରିକ ପଡ଼ୋଶୀ ରାଷ୍ଟ୍ର ଇଣ୍ଡୋନେସିଆରେ ନିଜର ଦ୍ୱିତୀୟ ରାଷ୍ଟ୍ରପତି କାର୍ଯ୍ୟକାଳ ଆରମ୍ଭ କରିଥିବାରୁ ରାଷ୍ଟ୍ରପତି ଜୋକୋ ୱିଡୋଡୋଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ମୋର ଦୃଢ଼ ବିଶ୍ୱାସ ଯେ ତାଙ୍କର ଉତ୍ସାହୀ ନେତୃତ୍ୱରେ ଆମର ବନ୍ଧୁତା ଏବଂ ବିସ୍ତୃତ ରଣନୈତିକ ଭାଗିଦାରୀ ଆହୁରି ଗଭୀର ହେବ” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ଇଣ୍ଡୋନେସିଆ ରାଷ୍ଟ୍ରପତି ଜୋକୋ ୱିଡୋଡୋଙ୍କ ମଧ୍ୟରେ ଟେଲିଫୋନ କଥାବାର୍ତ୍ତା

October 01st, 08:29 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟେଲିଫୋନ ଯୋଗେ ଇଣ୍ଡୋନେସିଆ ରାଷ୍ଟ୍ରପତି ମହାମହିମ ଜୋକୋ ୱିଡୋଡୋଙ୍କ ସହ କଥାବାର୍ତ୍ତା କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀ ,ଇଣ୍ଡୋନେସିଆ ରାଷ୍ଟ୍ରପତି ଜୋକୋ ୱିଡୋଡୋ ଏକ ଅନନ୍ୟ ଗୁଡ଼ି ପ୍ରଦର୍ଶନୀର ଉଦ୍ଘାଟନ କରିଛନ୍ତି

May 30th, 01:18 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଇଣ୍ଡୋନେସିଆ ରାଷ୍ଟ୍ରପତି ଜୋକୋ ୱିଡୋଡୋ ଜାକର୍ତ୍ତାରେ ଏକ ଅନନ୍ୟ ଗୁଡ଼ି ପ୍ରଦର୍ଶନୀର ଉଦ୍ଘାଟନ କରିଛନ୍ତି । ପ୍ରଦର୍ଶନୀରେ ଗୁଡ଼ିଗୁଡ଼ିକ ରାମାୟଣ ଏବଂ ମହାଭାରତ ଥିମ ଉପରେ ଥିଲା ।

ଇଣ୍ଡୋନେସିଆ, ମାଲେସିଆ, ସିଙ୍ଗାପୁର ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି

May 28th, 10:05 pm

ଇଣ୍ଡୋନେସିଆ, ମାଲେସିଆ ଓ ସିଙ୍ଗାପୁର ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତି ନିମ୍ନରେ ପ୍ରଦାନ କରାଗଲା ।

ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ଭାରତ ଓ ଇଣ୍ଡୋନେସିଆର ମିଳିତ ବିବୃତି

December 12th, 08:40 pm

PM Narendra Modi met President of Indonesia, Mr. Joko Widodo in New Delhi today. The leaders held wide ranging talks to enhance Partnership between India and Indonesia. Both the leaders agreed to pursue new opportunities to take the economic and cultural ties to new heights.

ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ (ଡିସେମ୍ବର ୧୨, ୨୦୧୬) ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ ବିବୃତି

December 12th, 02:18 pm

Prime Minister Shri Narendra Modi held extensive talks with the President of Indonesia, Mr. Joko Widodo in New Delhi today. The leaders deliberated upon several issues and discussed ways to strengthen ties between both countries. Both the countries agreed to enhance cooperation on several sectors.