Congress opposes abrogation of Article 370 and CAA to enable divisive politics: PM Modi in Junagadh

May 02nd, 11:30 am

Addressing a rally in Junagadh and attacking the Congress’s intent of pisive politics, PM Modi said, “Congress opposes abrogation of Article 370 and CAA to enable pisive politics.” He added that Congress aims to pide India into North and South. He said that Congress aims to keep India insecure to play its power politics.

ଆଈ ଶ୍ରୀ ସୋନାଲ ମାତାଙ୍କ ଜନ୍ମ ଶତବାର୍ଷିକୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା

January 13th, 12:00 pm

ଜନ୍ମଶତବାର୍ଷିକୀର ଏହି ତିନି ଦିନିଆ ଉତ୍ସବ ମଧ୍ୟରେ ଶ୍ରୀ ସୋନାଲ ମା'ଙ୍କ ସ୍ମୃତି ଆମ ସହିତ ରହିଛି। ଭଗବତୀ ସ୍ୱରୂପ ସୋନାଲ ମା' ଏହି କଥାର ଏକ ଜୀବନ୍ତ ଉଦାହରଣ ଥିଲେ ଯେ ଭାରତ ମାଟି କୌଣସି ଯୁଗରେ ଅବତାର ଆତ୍ମାମାନଙ୍କ ଠାରୁ ଖାଲି ରହୁନାହିଁ। ଗୁଜରାଟ ଏବଂ ସୌରାଷ୍ଟ୍ରର ଏହି ଭୂମି ମହାନ ସନ୍ଥ ଏବଂ ବ୍ୟକ୍ତିତ୍ୱଙ୍କ ଭୂମି, ବିଶେଷ କରି । ଅନେକ ସାଧୁ ସନ୍ଥ ଓ ମହାନ ଆତ୍ମା ଏହି ଅଞ୍ଚଳର ସମଗ୍ର ମାନବଜାତିକୁ ନିଜର ଆଲୋକ ବିସ୍ତାର କରିଛନ୍ତି। ପବିତ୍ର ଗିର୍ନାର ଭଗବାନ ଦତ୍ତାତ୍ରେୟ ଏବଂ ଅଗଣିତ ସନ୍ଥଙ୍କ ବାସସ୍ଥଳୀ ଅଟେ । ସୌରାଷ୍ଟ୍ରର ଏହି ଅନନ୍ତ ସନ୍ଥ ପରମ୍ପରାରେ ଶ୍ରୀ ସୋନାଲ ମା ଆଧୁନିକ ଯୁଗ ପାଇଁ ଆଲୋକ ପରି ଥିଲେ । ତାଙ୍କର ଆଧ୍ୟାତ୍ମିକ ଶକ୍ତି, ମାନବିକ ଶିକ୍ଷା, ତପସ୍ୟା, ଏହା ତାଙ୍କ ବ୍ୟକ୍ତିତ୍ୱରେ ଏକ ଚମତ୍କାର ଦିବ୍ୟ ଆକର୍ଷଣ ସୃଷ୍ଟି କରିଥିଲା । ଏହା ଆଜି ମଧ୍ୟ ଜୁନାଗଡ଼ ଏବଂ ମଢ଼ଡ଼ାର ସୋନାଲ ଧାମରେ କରାଯାଇ ପାରିବ।

ଭିଡିଓ ବାର୍ତ୍ତା ଜରିଆରେ ଆଈ ଶ୍ରୀ ସୋନାଲ ମାତାଙ୍କ ଜନ୍ମ ଶତବାର୍ଷିକୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

January 13th, 11:30 am

ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ପବିତ୍ର ପୌଷ ମାସରେ ଆଈ ଶ୍ରୀ ସୋନାଲ ମା'ଙ୍କ ଜନ୍ମ ଶତବାର୍ଷିକୀ ପାଳନ କରାଯାଉଛି ଏବଂ ସେ ସୋନାଲ ମାତାଙ୍କ ଆଶୀର୍ବାଦ ପାଇଁ କୃତଜ୍ଞତା ଜ୍ଞାପନ କରିବା ସହିତ ଏହି ପବିତ୍ର କାର୍ଯ୍ୟକ୍ରମ ସହିତ ଜଡିତ ହେବା ଏକ ସୌଭାଗ୍ୟର ବିଷୟ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ସମଗ୍ର ଚରଣ ସମାଜ ଏବଂ ସମସ୍ତ ପ୍ରଶାସକଙ୍କୁ ଅଭିନନ୍ଦନ ଜଣାଇବା ସହ କହିଥିଲେ, ମାଧବ ଧାମ ଚରଣ ସମ୍ପ୍ରଦାୟ ପାଇଁ ଶ୍ରଦ୍ଧା, ଶକ୍ତି, ରୀତିନୀତି ଏବଂ ପରମ୍ପରାର କେନ୍ଦ୍ର। ମୁଁ ଶ୍ରୀ ଆଇଙ୍କ ପାଦ ଆଗରେ ପ୍ରଣାମ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

Double-engine government has brought double speed in development works: PM Modi in Junagadh

October 19th, 03:05 pm

PM Modi laid the foundation stone of various development projects worth around Rs 3580 crore in Junagadh, Gujarat. The PM termed the area comprising Junagadh, Gir Somnath and Porbandar as the tourism capital of Gujarat. He said the projects that projects being launched will create huge opportunities for employment and self-employment.

PM lays foundation stone of various development projects worth around Rs 3580 crore in Junagadh, Gujarat

October 19th, 03:04 pm

PM Modi laid the foundation stone of various development projects worth around Rs 3580 crore in Junagadh, Gujarat. The PM termed the area comprising Junagadh, Gir Somnath and Porbandar as the tourism capital of Gujarat. He said the projects that projects being launched will create huge opportunities for employment and self-employment.

Prime Minister Narendra Modi to Visit Gujarat

October 18th, 11:25 am

Prime Minister Narendra Modi will visit Gujarat on 19-20 October and dedicate and lay the foundation stone of projects worth around Rs 15,670 crore. He will inaugurate the DefExpo22 in Gandhinagar, launch the Mission Schools of Excellence at Adalaj, inaugurate India Urban Housing Conclave 2022 at Rajkot. The PM will also launch Mission LiFE from Kevadia and later take part in an event at Vyara.

ଗୁଜରାଟର ଜୁନାଗଡ଼ରେ ଓମିୟା ମାତାଙ୍କ ମନ୍ଦିରର ୧୪ତମ ସ୍ଥାପନା ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାର ଓଡ଼ିଆ ରୂପାନ୍ତରଣ

April 10th, 01:01 pm

ଗୁଜରାଟର ଲୋକପ୍ରିୟ ସରଳ ତଥା ନିଷ୍ଠାପର ମୁଖ୍ୟମନ୍ତ୍ରୀ, ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଭାଇ ପୁରୁଷୋତ୍ତମ ରୂପାଲା, ରାଜ୍ୟ ସରକାରଙ୍କ ସମସ୍ତ ମନ୍ତ୍ରୀଗଣ, ସଂସଦରେ ମୋର ସହକର୍ମୀ, ଅନ୍ୟ ସମସ୍ତ ବିଧାୟକଗଣ, ସମସ୍ତ ପଞ୍ଚାୟତ, ପୌର ସଂସ୍ଥାଗୁଡ଼ିକର ସମସ୍ତ ନବନିର୍ବାଚିତ ଜନପ୍ରତିନିଧି, ଉମା ଧାମ୍ ଘାଟିଲାର ଅଧ୍ୟକ୍ଷ ବାଲାଜୀଭାଇ ଫାଲଡୁ, ଅନ୍ୟାନ୍ୟ ଅଧିକାରୀଗଣ ତଥା ସମାଜର ଦୂର ଦୂରାନ୍ତରୁ ଆସିଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ବହୁ ସଂଖ୍ୟାରେ ଉପସ୍ଥିତ ଥିବା ମା ଏବଂ ଭଉଣୀମାନେ- ଯାହାଙ୍କୁ ମୁଁ ମା’ଓମିୟାଙ୍କର ୧୪ତମ ପାଠୋତ୍ସବ ଅବସରରେ ଆଜି ବିଶେଷ ପ୍ରଣାମ କରୁଛି । ଆପଣ ସମସ୍ତଙ୍କୁ ଏହି ଶୁଭ ଅବସରରେ ଅନେକ ଅନେକ ଶୁଭକାମନା, ଅନେକ ଅଭିନନ୍ଦନ ।

ରାମନବମୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଜୁନାଗଡର ଗାଥିଲାଠାରେ ଉମିଆମାତା ମନ୍ଦିରର ଚତୁର୍ଦ୍ଦଶ ପ୍ରତିଷ୍ଠା ଦିବସ ଅବସରେ ଅଭିଭାଷଣ

April 10th, 01:00 pm

ରାମନବମୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୦.୦୪.୨୦୨୨)ଗୁଜରାଟର ଜୁନାଗଡ ଅନ୍ତର୍ଗତ ଗାଥିଲା ଠାରେ ଥିବା ଉମିଆମାତା ମନ୍ଦିରର ଚତୁର୍ଦ୍ଧଶ ପ୍ରତିଷ୍ଠା ଦିବସ ସମାରୋହରେ ଦୃଶ୍ୟଶ୍ରାବ୍ୟ ଜରିଆରେ ଉଦ୍‌ବୋଧନ ଦେଇଛନ୍ତି । ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପୁରୁଷୋତ୍ତମ ରୂପାଲା ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ ।

ରାମ ନବମୀ ଅବସରରେ ଜୁନାଗଡର ଗାଥିଲା ଠାରେ ଉମିୟା ମାତା ମନ୍ଦିରର ୧୪ ତମ ପ୍ରତିଷ୍ଠା ଦିବସ ପାଳନକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

April 09th, 04:33 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାମ ନବମୀ ଅବସରରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୦ ଏପ୍ରିଲ, ୨୦୨୨ ରେ ଗୁଜରାଟର ଜୁନାଗଡର ଗାଥିଲା ସ୍ଥିତ ଉମିୟା ମାତା ମନ୍ଦିରର ୧୪ ତମ ପ୍ରତିଷ୍ଠା ଦିବସ ପାଳନକୁ ସମ୍ବୋଧିତ କରିବେ ।

Tuglak Road Chunavi Ghotala is the latest scam from Congress' stable: PM Modi

April 10th, 10:31 am

Prime Minister Narendra Modi addressed a major public meeting in Junagadh, Gujarat today. Lashing out at the Congress for the ‘Tughlaq Road Chunaavi Ghotala’ in which huge amounts of illicit cash has been discovered by the Income Tax officers during their recent raids in Madhya Pradesh Congress aides, PM Modi said, “People have seen how huge amounts of cash have been discovered from senior Congress people.

Congress is anti-Gujarat: PM Modi in Gujarat

April 10th, 10:30 am

Prime Minister Narendra Modi addressed a major public meeting in Junagadh, Gujarat today. Lashing out at the Congress for the ‘Tughlaq Road Chunaavi Ghotala’ in which huge amounts of illicit cash has been discovered by the Income Tax officers during their recent raids in Madhya Pradesh Congress aides, PM Modi said, “People have seen how huge amounts of cash have been discovered from senior Congress people.

ଜୁନାଗଡ଼ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ

August 23rd, 02:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜୁନାଗଡ଼ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ କରିଥିଲେ । ଏଥିମଧ୍ୟରେ ରହିଛି ଏକ ସରକାରୀ ସାଧାରଣ ଡାକ୍ତରଖାନା, ଏକ ଦୁଗ୍ଧ ପ୍ରକ୍ରିୟାକରଣ କାରଖାନା ଏବଂ ଜୁନାଗଡ଼ କୃଷି ବିଶ୍ୱବିଦ୍ୟାଳୟର କେତୋଟି ଅଟ୍ଟାଳିକା ।

125 crore Indians are our high command, says PM Narendra Modi

December 04th, 08:05 pm

Prime Minister Narendra Modi today attacked the Congress party for defaming Gujarat. He said that Congress cannot tolerate or accept leaders from Gujarat and hence always displayed displeasure towards them and the people of the state.

Shri Modi speaks at Parab Dham, lauds contribution of Saints and Seers in serving society

July 10th, 10:00 am

Shri Modi speaks at Parab Dham, lauds contribution of Saints and Seers in serving society

Chief Minister addresses Sorath Sakhimandal at Junagadh - Vivekanand youth convention

August 14th, 06:22 pm

Chief Minister addresses Sorath Sakhimandal at Junagadh - Vivekanand youth convention

સ્વર્ણિમ કૃષિ મહોત્સવ અન્વયે જૂનાગઢમાં કૃષિ મેળાનું ઉદ્ઘાટન કરતા મુખ્યમંત્રીશ્રી

May 27th, 05:40 am

સ્વર્ણિમ કૃષિ મહોત્સવ અન્વયે જૂનાગઢમાં કૃષિ મેળાનું ઉદ્ઘાટન કરતા મુખ્યમંત્રીશ્રી