କାବୁଲର କାରଟେ ପାରୱାନ ଗୁରୁଦ୍ୱାରରେ ଭୀରୁ ଆତଙ୍କବାଦୀଙ୍କ ଆକ୍ରମଣକୁ ନିନ୍ଦା କରିଛନ୍ତି ପ୍ରଧାନମନ୍ତ୍ରୀ

June 18th, 10:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଫଗାନିସ୍ତାନର କାବୁଲରେ କାରଟେ ପାରୱାନ ଗୁରୁଦ୍ୱାରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିଛନ୍ତି । ସେ ମଧ୍ୟ ଭକ୍ତଙ୍କ ସୁରକ୍ଷା ଏବଂ ମଙ୍ଗଳ ପାଇଁ ପ୍ରାର୍ଥନା କରିଥିଲେ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ୟୁରୋପୀୟ ପରିଷଦର ସଭାପତି ଚାର୍ଲ୍ସ ମିଚେଲଙ୍କ ମଧ୍ୟରେ ଟେଲିଫୋନ୍ ବାର୍ତ୍ତାଳାପ

August 31st, 08:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟେଲିଫୋନ୍‍ ଯୋଗେ ୟୁରୋପୀୟ ପରିଷଦର ସଭାପତି ମହା ମହିମ ଚାର୍ଲ୍ସ ମିଚେଲଙ୍କ ସହିତ କଥା ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟେଲିଫୋନ୍‍ ଯୋଗେ ଇଟାଲୀର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ମାରିଓ ଦ୍ରାଘିଙ୍କ ସହ କଥା ହୋଇଛନ୍ତି

August 27th, 10:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଟାଲୀର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ମାରିଓ ଦ୍ରାଘିଙ୍କ ସହିତ ଟେଲିଫୋନ୍‍ ଯୋଗେ କଥା ହୋଇଛନ୍ତି ।

ଆଫଗାନିସ୍ତାନରେ ଲାଲନ୍ଦର “ଶତୁତ” ଡ୍ୟାମ ନିର୍ମାଣ ପାଇଁ ବୁଝାମଣା ସ୍ଵାକ୍ଷରିତ

February 09th, 03:38 pm

ଆଫଗାନିସ୍ତାନରେ ଲାଲନ୍ଦର (ଶତୁତ) ଡ୍ୟାମ ନିର୍ମାଣ ପାଇଁ ବୁଝାମଣା (ଏମଓୟୁ) ସ୍ଵାକ୍ଷରିତ ସମାରୋହ ଫେବୃଆରୀ 09, 2021ରେ ଭିଟିସି ମାଧ୍ୟମରେ ସମ୍ପନ୍ନ ହୋଇଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଆଫଗାନିସ୍ତାନ ରାଷ୍ଟ୍ରପତି ମହାମହିମ ଡଃ ମହମ୍ମଦ ଅଶରଫ ଘନିଙ୍କ ଉପସ୍ଥିତିରେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଜୟଶଙ୍କର ଏବଂ ଆଫଗାନିସ୍ତାନର ବୈଦେଶିକ ମନ୍ତ୍ରୀ ମିଷ୍ଟର ହନିଫ ଆତ୍ମର ଏହି ବୁଝାମଣାରେ ସ୍ଵାକ୍ଷର କରିଥିଲେ ।

ଶହତୁତ୍ ଡ୍ୟାମ ନିର୍ମାଣ ପାଇଁ ବୁଝାମଣା ସ୍ୱାକ୍ଷର ଅବସରରେ ଆଫଗାନିସ୍ତାନ ରାଷ୍ଟ୍ରପତିଙ୍କ ସହ ଭର୍ଚୁଆଲ୍ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ

February 09th, 02:27 pm

ଆଫଗାନିସ୍ତାନରେ ଲାଲନ୍ଦର (ଶତୁତ) ଡ୍ୟାମ ନିର୍ମାଣ ପାଇଁ ବୁଝାମଣା (ଏମଓୟୁ) ସ୍ଵାକ୍ଷରିତ ସମାରୋହ ଫେବୃଆରୀ 09, 2021ରେ ଭିଟିସି ମାଧ୍ୟମରେ ସମ୍ପନ୍ନ ହୋଇଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଆଫଗାନିସ୍ତାନ ରାଷ୍ଟ୍ରପତି ମହାମହିମ ଡଃ ମହମ୍ମଦ ଅଶରଫ ଘନିଙ୍କ ଉପସ୍ଥିତିରେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଜୟଶଙ୍କର ଏବଂ ଆଫଗାନିସ୍ତାନର ବୈଦେଶିକ ମନ୍ତ୍ରୀ ମିଷ୍ଟର ହନିଫ ଆତ୍ମର ଏହି ବୁଝାମଣାରେ ସ୍ଵାକ୍ଷର କରିଥିଲେ ।

କାବୁଲ ବିଶ୍ଵବିଦ୍ୟାଳୟରେ ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ଦୃଢ ନିନ୍ଦା

November 02nd, 11:01 pm

କାବୁଲ ବିଶ୍ଵବିଦ୍ୟାଳୟରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୃଢଭାବେ ନିନ୍ଦା କରିଛନ୍ତି ।

Prime Minister's video conference with the Heads of Indian Missions

March 30th, 07:32 pm

Prime Minister Shri Narendra Modi held a videoconference with the Heads of all of India’s Embassies and High Commissions worldwide at 1700 hrs today. This conference—the first such event for Indian Missions worldwide—was convened to discuss responses to the global COVID-19 pandemic.

କାବୁଲରେ ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ଦୃଢ ନିନ୍ଦା

July 24th, 04:19 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କାବୁଲରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ ଭାବେ ନିନ୍ଦା କରିଛନ୍ତି । ଆତଙ୍କବାଦ ବିରୁଦ୍ଧରେ ଆଫଗାନିସ୍ତାନ ସରକାର ଚଳାଇଥିବା ସଂଗ୍ରାମ ଏବଂ ସେଠାକାର ଜନସାଧାରଣଙ୍କ ସହ ଭାରତର ଦୃଢ ସମର୍ଥନ ଓ ସଂହତି ରହିଥିବା ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

ଭାରତ-ଆଫଗାନିସ୍ତାନ ମଧ୍ୟରେ ବିମାନ ମାଲ ପରିବହନ ସେବାକୁ ସ୍ଵାଗତ, ରାଷ୍ଟ୍ରପତି ଆଶରଫ ଘନୀଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

June 19th, 07:58 pm

କାବୁଲରୁ ଭାରତକୁ ଆରମ୍ଭ ହୋଇଥିବା ବିମାନ ମାଲ ପରିବହନ ସେବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ଵାଗତ କରିଛନ୍ତି । ଏହି ସେବା ଲାଗି ଆଫଗାନିସ୍ତାନ ରାଷ୍ଟ୍ରପତି ଆଶରାଫ ଘାନୀଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି ।

କାବୁଲରେ ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ନିନ୍ଦା

May 31st, 12:48 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଫଗାନିସ୍ତାନର କାବୁଲଠାରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ ଭାବେ ନିନ୍ଦା କରିଛନ୍ତି ।“କାବୁଲରେ ଆତଙ୍କବାଦୀଙ୍କ ବିସ୍ଫୋରଣକୁ ଆମେ ଦୃଢ ଭାବେ ନିନ୍ଦା କରୁଛୁ । ଘଟଣାରେ ମୃତ ବ୍ୟକ୍ତିଙ୍କ ପରିବାରଜନଙ୍କ ପ୍ରତି ଗଭୀର ସମବେଦନା ରହିଛି ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛୁ ।

କାବୁଲରେ ଆତଙ୍କବାଦୀ ହାମଲାକୁ ପ୍ରଧାନମନ୍ତ୍ରୀଙ୍କ ନିନ୍ଦା, ମୃତକଙ୍କ ପ୍ରତି ଶୋକ ପ୍ରକଟ

January 10th, 11:27 pm

PM Narendra Modi condemned the terror attack in Kabul. Strongly condemn the terror attack in Kabul and condole loss of innocent lives. India stands with Afghanistan in its fight against terrorism, the Prime Minsiter said.

Afghanistan is a close friend. Our societies and people have had age old ties and links: PM Modi

August 22nd, 11:00 am

PM Narendra Modi and Afghanistan President Dr. Ashraf Ghani today jointly inaugurated the Stor Palace in Kabul. Shri Modi said that Afghanistan was a close friend of India and both societies and people have had age old ties and links. PM Modi added that inauguration of Stor palace was an entirely different, yet in many ways more fundamental, dimension of India-Afghanistan engagement. “To those who cannot see beyond shadows of violence in Afghanistan, the restored Stor palace is a reminder of the glory of Afghanistan's rich traditions”, said the PM.

PM condemns terrorist attack near Kabul

June 30th, 04:28 pm



PM Narendra Modi meets Afghanistan President Ashraf Ghani in Tehran

May 23rd, 04:30 pm



PM condemns the attack in Kabul; extends condolences to the bereaved families

April 19th, 03:36 pm



PM Narendra Modi arrives in Kabul, meets Afghanistan President Ashraf Ghani

December 25th, 10:20 am