ନୂଆଦିଲ୍ଲୀରେ ପ୍ରଥମ ବୋଡୋଲ୍ୟାଣ୍ଡ ମହୋତ୍ସବ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 15th, 06:32 pm
ଆଜି କାର୍ତ୍ତିକ ପୂର୍ଣ୍ଣିମାର ପବିତ୍ର ଅବସର । ଆଜି ଦେବ ଦୀପାବଳି ପାଳନ କରାଯାଉଛି। ମୁଁ ଦେଶବାସୀଙ୍କୁ ଏହି ପର୍ବର ଶୁଭେଚ୍ଛା ଜଣାଉଛି । ଆଜି ହେଉଛି ଗୁରୁ ନାନକ ଦେବଜୀଙ୍କର ୫୮୮ତମ ପ୍ରକାଶ ପର୍ବ ମଧ୍ୟ ଅଟେ। ଏହି ଅବସରରେ ମୁଁ ସମଗ୍ର ଦେଶକୁ, ବିଶେଷ କରି ବିଶ୍ୱର ଶିଖ୍ ଭାଇ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଉଛି । ଆଜି ସମଗ୍ର ଦେଶ ଜନଜାତୀୟ ଗୌରବ ଦିବସ ପାଳନ କରୁଛି। ଆଜି ସକାଳେ ମୁଁ ବିହାରର ଜମୁଇଠାରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଉତ୍ସବରେ ଯୋଗ ଦେଇଥିଲି ଏବଂ ବର୍ତ୍ତମାନ ସନ୍ଧ୍ୟାରେ ଏଠାରେ ପ୍ରଥମ ବୋଡୋ ମହୋତ୍ସବ ଆରମ୍ଭ ହେବ । ପ୍ରଥମ ବୋଡୋଲ୍ୟାଣ୍ଡ ଫେଷ୍ଟିଭାଲରେ ଆସାମ ସମେତ ଦେଶର ବିଭିନ୍ନ ରାଜ୍ୟରୁ ବୋଡ଼ୋ ସମ୍ପ୍ରଦାୟର ଲୋକ ଆସିଛନ୍ତି। ଶାନ୍ତି, ସଂସ୍କୃତି ଏବଂ ସମୃଦ୍ଧିର ନୂତନ ଭବିଷ୍ୟତ କୁ ପାଳନ କରିବା ପାଇଁ ଏଠାରେ ଏକାଠି ହୋଇଥିବା ସମସ୍ତ ବୋଡ଼ୋ ବନ୍ଧୁମାନଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପ୍ରଥମ ବୋଡ଼ୋଲ୍ୟାଣ୍ଡ ମହୋତ୍ସବକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦୁଇ ଦିନିଆ ପ୍ରଥମ ବୋଡ଼ୋଲ୍ୟାଣ୍ଡ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଭାଷା, ସାହିତ୍ୟ ଓ ସଂସ୍କୃତି ଉପରେ ଆଧାରିତ ଏହି ଉତ୍ସବ ଏକ ଉତ୍ସାହୀ ବୋଡ଼ୋ ସମାଜ ଗଠନ ସହ ଶାନ୍ତିି ପ୍ରତିଷ୍ଠା ପାଇଁ ଉଦ୍ଦିଷ୍ଟ ।PM Modi extends warm greetings on occasion of Kartik Purnima and Dev Deepawali
November 15th, 04:55 pm
The Prime Minister Shri Narendra Modi today greeted the nation on occasion of Kartik Purnima and Dev Deepawali.Tribal society is the one that led the fight for centuries to protect India's culture and independence: PM Modi
November 15th, 11:20 am
PM Modi addressed Janjatiya Gaurav Diwas, emphasizing India's efforts to empower tribal communities, preserve their rich heritage, and acknowledge their vital role in nation-building.ଜନଜାତୀୟ ଗୌରବ ଦିବସ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 11:00 am
ଭାରତର ବିଭିନ୍ନ ଜିଲ୍ଲାରେ ଆଦିବାସୀ ଦିବସ ସମାରୋହରେ ଅଂଶଗ୍ରହଣ କରୁଥିବା ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ସ୍ୱାଗତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମଗ୍ର ଭାରତବର୍ଷରୁ ଅଭାସୀ ମାଧ୍ୟମରେ ଯୋଗ ଦେଇଥିବା ଅଗଣିତ ଆଦିବାସୀ ଭାଇ ଭଉଣୀଙ୍କୁ ସେ ସ୍ୱାଗତ କରିଥିଲେ । କାର୍ତ୍ତିକ ପୂର୍ଣ୍ଣମୀ, ଦେବ ଦୀପାବଳି ଏବଂ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୫ତମ ଜୟନ୍ତୀ ପାଳନ କରାଯାଉଛି ବୋଲି ଶ୍ରୀ ମୋଦୀ ଆଜିର ଦିନକୁ ଅତ୍ୟନ୍ତ ପବିତ୍ର ଦିନ ବୋଲି ବର୍ଣ୍ଣନା କରିବା ସହ ଏଥିପାଇଁ ଭାରତବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଥିବାରୁ ଆଜି ନାଗରିକଙ୍କ ପାଇଁ ଏକ ଐତିହାସିକ ଦିନ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଭାରତର ନାଗରିକ ଏବଂ ବିଶେଷ କରି ଆଦିବାସୀ ଭାଇ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଆଜିର ଜନଜାତୀୟ ଗୌରବ ଦିବସର ପୂର୍ବସୂଚୀ ଭାବରେ ଜାମୁଇରେ ଗତ ୩ ଦିନ ମଧ୍ୟରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଥିଲା ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ । ସ୍ୱଚ୍ଛତା ଅଭିଯାନ ପାଇଁ ସେ ପ୍ରଶାସନ, ଜାମୁଇର ନାଗରିକ ଏବଂ ବିଶେଷ କରି ମହିଳା ମାନଙ୍କ ଭଳି ବିଭିନ୍ନ ଅଂଶୀଦାରଙ୍କୁ ଅଭିନନ୍ଦନ ଜଣାଇଥିଲେ ।PM Modi attends Koti Deepotsavam in Hyderabad
November 27th, 08:18 pm
Prime Minister Narendra Modi attended and addressed the Koti Deepotsavam in Hyderabad, Telangana. Prime Minister Narendra Modi said, “Even at the critical time of the COVID Pandemic, we lit diyas to overcome all associated problems and challenges.” He remarked that when people believe and manifest ‘vocal for local’ they burn the diya for the empowerment of millions of Indians. He also prayed for the well-being of the various Shramiks who have been stuck in the tunnel in Uttarakhand.କାର୍ତ୍ତିକ ପୂର୍ଣ୍ଣିମା ଏବଂ ଦେବ ଦୀପାବଳିରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
November 27th, 07:57 am
କାର୍ତ୍ତିକ ପୂର୍ଣ୍ଣିମା ଏବଂ ଦେବ ଦୀପାବଳି ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।