ତୃତୀୟ କୌଟିଲ୍ୟ ଅର୍ଥନୀତି ସମ୍ମିଳନୀ ୨୦୨୪ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 07:45 pm
ଯେତେବେଳେ ବିଶ୍ୱର ଦୁଇଟି ପ୍ରମୁଖ ଅଞ୍ଚଳ ଯୁଦ୍ଧ ସ୍ଥିତିରେ ଅଛି । ଚଳିତ ଥର ଏହି କନ୍କ୍ଲେଭ୍ ଏମିତି ସମୟରେ ଆୟୋଜନ କରାଯାଉଛି, ଏହି ଦୁଇଟି ଅଞ୍ଚଳ ବିଶ୍ୱ ଅର୍ଥନୀତି ପାଇଁ ବିଶେଷ ଶକ୍ତି ନିରାପତ୍ତା ଦୃଷ୍ଟିରୁ ବହୁତ ଗୁରୁତ୍ୱପୂର୍ଣ୍ଣ । ଏଭଳି ଗୁରୁତ୍ୱପୂର୍ଣ୍ଣ ବୈଶ୍ୱିକ ଅନିଶ୍ଚିତତା ମଧ୍ୟରେ ଆମେ ଏଠାରେ ‘ଭାରତୀୟ ଯୁଗ' ବିଷୟରେ ଆଲୋଚନା କରିବା ପାଇଁ ଏକାଠି ହୋଇଛୁ । ଏହା ଦର୍ଶାଉଛି ଯେ ଆଜି ଭାରତ ଉପରେ ବିଶ୍ୱାସ କିଛି ଅଲଗା ରହିଛି.... ଏହା ଦର୍ଶାଉଛି ଯେ ଆଜି ଭାରତର ଆତ୍ମବିଶ୍ୱାସ କିଛି ବିଶେଷ ଅଛି ।ନୂଆଦିଲ୍ଲୀରେ କୌଟିଲ୍ୟ ଇକୋନୋମିକ୍ କନକ୍ଲେଭର ତୃତୀୟ ସଂସ୍କରଣକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 04th, 07:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ କୌଟିଲ୍ୟ ଇକୋନୋମିକ୍ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ସହ ଭାଗିଦାରୀରେ ଇନଷ୍ଟିଚ୍ୟୁଟ୍ ଅଫ୍ ଇକୋନୋମିକ୍ ଗ୍ରୋଥ୍ ପକ୍ଷରୁ ଆୟୋଜିତ ଏହି କୌଟିଲ୍ୟ ଇକୋନୋମିକ୍ କନକ୍ଲେଭ୍ ସବୁଜ ପରିବର୍ତ୍ତନ, ଭୂ-ଅର୍ଥନୈତିକ ବିଭାଜନ ଏବଂ ଅଭିବୃଦ୍ଧି ଉପରେ ପ୍ରଭାବ ଏବଂ ସ୍ଥିରତା ବଜାୟ ରଖିବା ପାଇଁ ନୀତିଗତ କାର୍ଯ୍ୟର ବିଷୟବସ୍ତୁ ଉପରେ ଗୁରୁତ୍ୱ ଦେବ।ଅକ୍ଟୋବର ୪ ତାରିଖରେ କୌଟିଲ୍ୟ ଆର୍ଥିକ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ
October 03rd, 10:50 am
ନୂଆଦିଲ୍ଲୀର ତାଜ ହୋଟେଲରେ ଅକ୍ଟୋବର ୪ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ୩୦ ମିନିଟରେ ହେବାକୁ ଥିବା କୌଟିଲ୍ୟ ଆର୍ଥିକ ସମାବେଶରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ । ଏହି ଅବସରରେ ସେ ସମାବେଶକୁ ଉଦବୋଧନ ମଧ୍ୟ କରିବେ ।