ଜୁନ୍ ୩ ତାରିଖରେ ଗୋଆର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
June 02nd, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୋଆର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ମାଡଗାଓଁ ରେଳ ଷ୍ଟେସନରୁ ୩ ଜୁନ୍ ପୂର୍ବାହ୍ନ ୧୦:୩୦ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପତାକା ଦେଖାଇ ଶୁଭାରମ୍ଭ କରିବେ ।ଭିଡିଓ କନଫରେନ୍ସିଂ ମାଧ୍ୟମରେ ସିକନ୍ଦରାବାଦ-ବିଶାଖାପାଟଣା ସହିତ ସଂଯୋଗ କରୁଥିବା ବଂଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
January 15th, 10:30 am
ତେଲେଙ୍ଗାନାର ରାଜ୍ୟପାଳ ଡକ୍ଟର ତମିଲିସେ ସୌନ୍ଦର୍ଯ୍ୟରାଜନ ଜୀ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଜୀ. କିଶନ ରେଡ୍ଡି ଜୀ, ତେଲେଙ୍ଗାନାର ମନ୍ତ୍ରୀ ମହମ୍ମଦ ମହମୁଦ ଅଲୀ ଗାରୁ, କେ. ଲକ୍ଷ୍ମଣ ଗାରୁ, ଅନ୍ୟ ସମସ୍ତ ମହାନୁଭବ, ମହିଳାମାନେ ଏବଂ ଭଦ୍ରଲୋକମାନେ ।ଭିଡିଓ କନଫରେନ୍ସିଂ ଜରିଆରେ ସିକନ୍ଦରାବାଦକୁ ବିଶାଖାପାଟଣା ସହିତ ସଂଯୋଗ କରୁଥିବା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ
January 15th, 10:11 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ସିକନ୍ଦରାବାଦକୁ ବିଶାଖାପାଟଣା ସହିତ ସଂଯୋଗ କରୁଥିବା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍କୁ ସବୁଜ ପତାକା ଦେଖାଇ ଚାଲୁ କରିଛନ୍ତି । ଏହି ରେଳ ଭାରତୀୟ ରେଳ ଦ୍ୱାରା ଆରମ୍ଭ କରାଯାଇଥିବା ଅଷ୍ଟମ ବନ୍ଦେ ଭାରତ ଏକ୍ସପ୍ରେସ ଅଟେ ଏବଂ ଏହା ପ୍ରାୟ ୭୦୦ କିଲୋମିଟର ଦୂରତାକୁ ଅତିକ୍ରମ କରି ଦୁଇ ତେଲୁଗୁ ଭାଷାଭାଷୀ ରାଜ୍ୟ ତେଲଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶକୁ ସଂଯୋଗ କରୁଥିବା ପ୍ରଥମ ଟ୍ରେନ ହେବ । ଆନ୍ଧ୍ରପ୍ରଦେଶର ବିଶାଖାପାଟଣା, ରାଜମହେନ୍ଦ୍ରି ଏବଂ ବିଜୟୱାଡା ରେଳ ଷ୍ଟେସନରେ ଏବଂ ତେଲଙ୍ଗାନାର ଖମମ୍, ୱାରଙ୍ଗଲ୍ ଏବଂ ସିକନ୍ଦରାବାଦ ରେଳ ଷ୍ଟେସନରେ ଏହା ଅଟକିବ ।Big day for India of 21st century: PM Modi at launch of Vande Bharat Express and Ahmedabad Metro
September 30th, 12:11 pm
PM Modi inaugurated Phase-I of Ahmedabad Metro project. The Prime Minister remarked that India of the 21st century is going to get new momentum from the cities of the country. “With the changing times, it is necessary to continuously modernise our cities with the changing needs”, Shri Modi said.PM Modi inaugurates Vande Bharat Express & Ahmedabad Metro Rail Project phase I
September 30th, 12:10 pm
PM Modi inaugurated Phase-I of Ahmedabad Metro project. The Prime Minister remarked that India of the 21st century is going to get new momentum from the cities of the country. “With the changing times, it is necessary to continuously modernise our cities with the changing needs”, Shri Modi said.୨୯-୩୦ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ
September 27th, 12:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୯ଓ ୩୦ ତାରିଖ ଗୁଜରାଟ ଗସ୍ତ କରିବେ । ସେପ୍ଟେମ୍ବର ୨୯ଦିନ ପ୍ରାୟ ପୂର୍ବାହ୍ନ ୧୧ଟାବେଳେ ପ୍ରଧାନମନ୍ତ୍ରୀ ସୁରଟଠାରେ ୩୪୦୦ କୋଟି ଟଙ୍କାର ଅଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ । ପରେ ପରେ ପ୍ରଧାନମନ୍ତ୍ରୀ ଭାବନଗର ଗସ୍ତରେ ଯିବେ । ସେଠାରେ ଅପରାହ୍ନ ଦୁଇଟାବେଳେ ପ୍ରାୟ ୫୨୦୦କୋଟି ଟଙ୍କାରୁ ଅଧିକ କଲ୍ୟାଣକାରୀ ଯୋଜନାର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ । ପ୍ରାୟ ସନ୍ଧ୍ୟା ସାତଟାବେଳେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ନରେନ୍ଦ୍ର ମୋଦୀଷ୍ଟାଡ୍ୟିମରେ ୩୬ତମ ଜାତୀୟ କ୍ରୀଡାକୁ ଉଦ୍ଘାଟନ କରିବେ । ପ୍ରାୟ ରାତି ୯ଟା ବେଳକୁ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ଜିଏମଡିସି ପଡିଆରେ ନବରାତ୍ରୀ ଉତ୍ସବରେ ଯୋଗଦେବେ ।