୨୦୨୪-୨୫ ବିପଣନ ଋତୁ ପାଇଁ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ କ୍ୟାବିନେଟ୍ ମଞ୍ଜୁରି
June 19th, 09:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୨୦୨୪-୨୫ ବିପଣନ ଋତୁ ପାଇଁ ସମସ୍ତ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ ଅନୁମୋଦନ କରାଯାଇଛି ।ଖରିଫ ଋତୁ, ୨୦୨୪ (୦୧.୦୪.୨୦୨୪ରୁ ୩୦.୦୯.୨୦୨୪ ପର୍ଯ୍ୟନ୍ତ) ପାଇଁ ଫସଫେଟିକ୍ ଏବଂ ପୋଟାସିକ୍ (ପିଆଣ୍ଡକେ) ସାର ଉପରେ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି (ଏନବିଏସ) ଦର ଏବଂ ଏନବିଏସ ଯୋଜନା ଅଧୀନରେ ୩ଟି ନୂତନ ସାର ଗ୍ରେଡ୍ ଅନ୍ତର୍ଭୁକ୍ତ କରିବାକୁ କ୍ୟାବିନେଟ୍ ମଞ୍ଜୁରୀ
February 29th, 04:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଖରିଫ ଋତୁ, ୨୦୨୪ (୦୧.୦୪.୨୦୨୪ରୁ ୩୦.୦୯.୨୦୨୪) ପାଇଁ ଫସଫେଟିକ୍ ଏବଂ ପୋଟାସିକ୍ (ପି ଆଣ୍ଡ କେ) ସାର ଉପରେ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି (ଏନବିଏସ) ହାର ନିର୍ଦ୍ଧାରଣ ଏବଂ ଏନବିଏସ ଯୋଜନା ଅଧୀନରେ ୩ଟି ନୂତନ ସାର ଗ୍ରେଡ୍ ଅନ୍ତର୍ଭୁକ୍ତ କରିବା ପାଇଁ ସାର ବିଭାଗର ପ୍ରସ୍ତାବକୁ ମଞ୍ଜୁର କରାଯାଇଛି । ଖରିଫ ଋତୁ ୨୦୨୪ ପାଇଁ ଅସ୍ଥାୟୀ ବଜେଟ୍ ଆବଶ୍ୟକତା ପ୍ରାୟ ୨୪,୪୨୦ କୋଟି ଟଙ୍କା ।ଏମଏସପି ବୃଦ୍ଧିକୁ କୃଷକମାନେ ସ୍ୱାଗତ କରିବା ନେଇ ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
June 09th, 08:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, କୃଷକଙ୍କ ଖୁସି ହିଁ ସରକାରଙ୍କୁ ନୂଆ ଉତ୍ସାହ ସହ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଉଛି ।୨୦୨୩-୨୪ ବିପଣନ ଋତୁ ପାଇଁ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
June 07th, 05:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ବୈଠକରେ ବିଭିନ୍ନ ଫସଲ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି । ୨୦୨୩-୨୪ ଖରିଫ ବିପଣନ ଋତୁ ପାଇଁ ଫସଲଗୁଡ଼ିକର ବାଧ୍ୟତାମୂଳକ ଏମଏସପି ଦରକୁ କ୍ୟାବିନେଟ ମଞ୍ଜୁରି ମିଳିଛି।ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ବୈଶ୍ୱିକ ନିବେଶକ ସମ୍ମିଳନୀ-୨୦୨୩ରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 10th, 11:01 am
ଉତ୍ତର ପ୍ରଦେଶର ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ, ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ମହାଶୟ, ବ୍ରଜେଶ ପାଠକ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଏହି ଲକ୍ଷ୍ନୌର ପ୍ରତିନିଧି ଶ୍ରୀମାନ ରାଜନାଥ ସିଂହ ମହାଶୟ, ବିଭିନ୍ନ ଦେଶରୁ ଆସିଥିବା ସମସ୍ତ ବରିଷ୍ଠ ମହାନୁଭବ, ୟୁପିର ସମସ୍ତ ମନ୍ତ୍ରୀଗଣ ଏବଂ ବୈଶ୍ୱିକ ନିବେଶକ ସମ୍ମିଳନୀକୁ ଆସିଥିବା ଉଦ୍ୟୋଗ ଜଗତର ସମ୍ମାନୀୟ ସଦସ୍ୟ, ବୈଶ୍ୱିକ ନିବେଶ ଜଗତର ସମୁଦାୟ, ନୀତି ନିର୍ଦ୍ଧାରକ, କର୍ପୋରେଟ ନେତୃବୃନ୍ଦ, ଭଦ୍ରମହିଳା ଓ ଭଦ୍ରବ୍ୟକ୍ତିଗଣ!ଲକ୍ଷ୍ନୌ ଠାରେ ଉତ୍ତର ପ୍ରଦେଶ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ୍ ୨୦୨୩ ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
February 10th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲକ୍ଷ୍ନୌ ଠାରେ ଉତ୍ତର ପ୍ରଦେଶ ଗ୍ଲୋବାଲ ଇନଭେଷ୍ଟର୍ସ ସମ୍ମିଟ୍ ୨୦୨୩ ର ଉଦଘାଟନ କରିଛନ୍ତି । ସେ ବିଶ୍ୱ ବାଣିଜ୍ୟ ପ୍ରଦର୍ଶନୀର ଉଦଘାଟନ କରିଥିଲେ ଏବଂ ଏହି କାର୍ଯ୍ୟକ୍ରମ ସମୟରେ ଇନଭେଷ୍ଟ ୟୁପି ୨.୦ ର ଶୁଭାରମ୍ଭ କରିଥିଲେ । ଉତ୍ତରପ୍ରଦେଶ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ୍ ୨୦୨୩ ହେଉଛି ଉତ୍ତରପ୍ରଦେଶ ସରକାରଙ୍କ ଫ୍ଲାଗସିପ୍ ନିବେଶ ସମ୍ମିଳନୀ ଯାହା ନୀତି ର୍ନିମାତା, ଶିଳ୍ପପତି, ଶିକ୍ଷାବିତ୍, ଚିନ୍ତକ ଏବଂ ନେତାମାନଙ୍କୁ ଏକତ୍ରିତ କରି ବ୍ୟବସାୟିକ ସୁଯୋଗ ଏବଂ ସହଭାଗୀତା ସୃଷ୍ଟି କରିବ । ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ମଧ୍ୟ ବୁଲି ଦେଖିଥିଲେ ।କେନ୍ଦ୍ର କ୍ୟାବିନେଟ ମଞ୍ଜୁରି : ୨୦୨୨-୨୩ ବିପଣନ ଋତୁ ପାଇଁ ବଢ଼ିଲା ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)
June 08th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ବୈଠକରେ ୨୦୨୨-୨୩ ବିପଣନ ଋତୁ ପାଇଁ ସମସ୍ତ ଅଧିସୂଚିତ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରି ମିଳିଛି ।ଛତିଶଗଡର ରାୟପୁରରେ ବିଶେଷ ଗୁଣସମ୍ପନ୍ନ ୩୫ କିସମ ଫସଲର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 28th, 11:01 am
କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମାର ମହୋଦୟ, ଛତିଶଗଡର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ମହୋଦୟ, ମନ୍ତ୍ରୀମଣ୍ଡଳରେ ମୋର ଅନ୍ୟ ସହକର୍ମୀ ଶ୍ରୀ ପୁରୁଷୋତମ ରୁପାଲା ମହୋଦୟ, ଶ୍ରୀ କୈଳାଶ ଚୌଧୁରୀ ମହୋଦୟ, ଭଉଣୀ ଶୋଭା, ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ ମହୋଦୟ, ବିରୋଧୀ ଦଳ ନେତା ଶ୍ରୀ ଧର୍ମ ଲାଲ କୌଶିକ ମହୋଦୟ, କୃଷି ଶିକ୍ଷା ସହ ଜଡିତ ସମସ୍ତ କୂଳପତି, ନିର୍ଦ୍ଦେଶକ, ବୈଜ୍ଞାନିକ ସାଥୀ ଏବଂ ମୋର ପ୍ରିୟ କୃଷକ ଭାଇ ଓ ଭଉଣୀମାନେ!ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ପ୍ରଜାତିର ଶସ୍ୟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
September 28th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ଟି ବିଭିନ୍ନ ପ୍ରଜାତିର ଶସ୍ୟକୁ ଆଜି ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ସମାରୋହରେ ଶ୍ରୀ ମୋଦୀ ନବନିର୍ମିତ ରାୟପୁର ସ୍ଥିତ ଜାତୀୟ ବାୟୋଟିକ ଷ୍ଟ୍ରେସ ମ୍ୟାନେଜମେଂଟ ପ୍ରତିଷ୍ଠାନକୁ ମଧ୍ୟ ଦେଶ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କୃଷି ବିଶ୍ୱବିଦ୍ୟାଳୟ ଗୁଡିକୁ ଗ୍ରୀନ୍ କ୍ୟାମ୍ପସ ସମ୍ମାନ ମଧ୍ୟ ପ୍ରଦାନ କରିଥିଲେ । ନୂଆ ନୂଆ ପଦ୍ଧତି ଅନୁସରଣ କରୁଥିବା ଚାଷୀମାନଙ୍କ ସହ ମତ ବିନିମୟ କରିବା ଲାଗି ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍ବୋଧନ ଦେଇଥିଲେ ।