Our connectivity initiatives emerged as a lifeline during the COVID Pandemic: PM Modi

November 01st, 11:00 am

PM Modi and President Sheikh Hasina of Bangladesh jointly inaugurated three projects in Bangladesh. We have prioritized the strengthening of India-Bangladesh Relations by enabling robust connectivity and creating a Smart Bangladesh, PM Modi said.

ନଭେମ୍ବର ୧ ରେ ଭାରତ ଓ ବାଂଲାଦେଶର ପ୍ରଧାନମନ୍ତ୍ରୀ ମିଳିତ ଭାବେ ୩ ଟି ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିବେ

October 31st, 05:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶର ପ୍ରଧାନମନ୍ତ୍ରୀମହାମହିମ ଶେଖ ହସିନା ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧ ନଭେମ୍ବର ୨୦୨୩ପୂର୍ବାହ୍ନ ପ୍ରାୟ ୧୧ଟା ରେ ମିଳିତ ଭାବେ ତିନୋଟି ଭାରତ ଦ୍ବାରା ସହାୟତା କରାଯାଇଥିବା ବିକାଶ ପ୍ରକଳ୍ପର ଉଦଘାଟନ କରିବେ । ଏହି ତିନୋଟି ପ୍ରକଳ୍ପ ହେଉଛିଆଖାଉରା - ଅଗରତାଲା ସୀମାପାର ରେଳ ସଂଯୋଗ; ଖୁଲନା - ମୋଙ୍ଗଲା ବନ୍ଦରରେଳ ଲାଇନ; ଏବଂ ମୈତ୍ରୀ ସୁପର ଥର୍ମାଲ ପାୱାର ପ୍ଲାଣ୍ଟର ୟୁନିଟ୍ - ୨ ।

ଭାରତ-ବାଂଲାଦେଶ ସଂଯୋଗୀକରଣ ପ୍ରକଳ୍ପକୁ ମିଳିତ ଭାବେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

November 09th, 11:28 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା ବାନାର୍ଜୀ ଆଜି ଦୁଇ ଦେଶ ମଧ୍ୟରେ ଏକାଧିକ ଯୋଗାଯୋଗ ପ୍ରକଳ୍ପକୁ ମିଳିତ ଭାବେ ଲୋକାର୍ପଣ କରିଛନ୍ତି ।