ଭାରତ ଓ ନର୍ଡିକ ରାଷ୍ଟ୍ରସମୂହର ଶିଖର ସମ୍ମିଳନୀରେ ମିଳିତ ପ୍ରେସ ବିବୃତି
April 18th, 12:57 pm
ଷ୍ଟକହୋମଠାରେ ଆଜି ସ୍ୱିଡେନ ପ୍ରଧାନମନ୍ତ୍ରୀ ଏବଂ ଭାରତର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ଏକ ଶିଖର ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଡେନମାର୍କର ପ୍ରଧାନମନ୍ତ୍ରୀ ଲାର୍ସ ଲୋକେ ରାସମୁସେନ, ଫିନଲାଣ୍ଡ ପ୍ରଧାନମନ୍ତ୍ରୀ ଜୁହା ସିପିଲା, ଆଇସଲାଣ୍ଡ ପ୍ରଧାନମନ୍ତ୍ରୀ କାଟ୍ରିନ ଜାକବ୍ସଡୋଟିର, ନରୱେ ପ୍ରଧାନମନ୍ତ୍ରୀ ଏର୍ଣ୍ଣା ସୋଲବର୍ଗ ଏବଂ ସ୍ୱିଡେନ ପ୍ରଧାନମନ୍ତ୍ରୀ ଷ୍ଟିଫାନ ଲୱେନ ଯୋଗ ଦେଇଥିଲେ ।Visit of Prime Minister of India to Sweden (16-17 April 2018)
April 17th, 11:12 pm
During PM Modi's visit, India and Sweden hosted an India-Nordic Summit, entitled ‘India-Nordic Summit : Shared Values, Mutual Prosperity’. Prime Ministers of Denmark, Finland, Iceland and Norway attended the Summit. India has substantial economic ties with Nordic countries. Annual India-Nordic trade is about $5.3 billion. The cumulative Nordic FDI into India has been $2.5 billion.ପ୍ରଧାନମନ୍ତ୍ରୀ ମୋଦୀ ସ୍ଵିଡେନର ମହାମାନ୍ୟ ରାଜା କାର୍ଲ XVI ଗୁସ୍ତାଫଙ୍କ ସହ ସାକ୍ଷାତ କରିଛନ୍ତି
April 17th, 03:05 pm
ପ୍ରଧାନମନ୍ତ୍ରୀ ମୋଦୀ ସ୍ଵିଡେନର ମହାମାନ୍ୟ ରାଜା କାର୍ଲ XVI ଗୁସ୍ତାଫଙ୍କ ସହ ସାକ୍ଷାତ କରିଛନ୍ତି । ଦୁଇ ନେତା ଭିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ମଜବୁତ କରିବା ଉପରେ ଆଲୋଚନା କରିଥିଲେ ।ସ୍ୱିଡେନ ଏବଂ ଯୁକ୍ତରାଜ୍ୟ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
April 15th, 08:51 pm
ସ୍ୱିଡେନ ଏବଂ ଯୁକ୍ତରାଜ୍ୟ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତି ନିମ୍ନରେ ଦିଆଗଲା ।