ଶ୍ରୀନଗରଠାରେ କୃଷ୍ଣଗଙ୍ଗା ଜଳ ବିଦ୍ୟୁତ ପ୍ରକଳ୍ପକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
May 19th, 03:01 pm
ମଞ୍ଚ ଉପରେ ଉପସ୍ଥିତ ଜାମ୍ମୁ-କାଶ୍ମୀରର ରାଜ୍ୟପାଳ ଶ୍ରୀମାନ ଏନ୍. ଏନ୍. ଭୋରା ମହାଶୟ, ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍ତି ମହାଶୟା, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଶ୍ରୀମାନ ନିତିନ ଗଡ଼କରୀ ମହାଶୟ, ଡକ୍ଟର ଜିତେନ୍ଦ୍ର ସିଂହ ମହାଶୟ, ଆର୍. କେ. ସିଂହ ମହାଶୟ, ଜାମ୍ମୁ-କାଶ୍ମୀରର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମାନ କବିନ୍ଦ୍ର ଗୁପ୍ତା ମହାଶୟ, ରାଜ୍ୟର ଶକ୍ତି ମନ୍ତ୍ରୀ ଶ୍ରୀମାନ ସୁନୀଲ କୁମାର ଶର୍ମା ମହାଶୟ, ବିଧାନସଭାର ଉପ-ବାଚସ୍ପତି ଶ୍ରୀ ନଜିର ଅହମଦ ଖାନ୍ ମହାଶୟ, ସାଂସଦ ଏବଂ ଦେଶର ବରିଷ୍ଠ ନେତା ଆଦରଣୀୟ ଡକ୍ଟର ଫାରୁକ୍ ଅବଦୁଲ୍ଲା ମହାଶୟ, ସାଂସଦ ଶ୍ରୀମାନ ମୁଜାଫର ହୁସେନ ବେଗ୍ ମହାଶୟ, ଏବଂ ଏଠାରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ ଓ ଜାମ୍ମୁ-କାଶ୍ମୀରର ମୋର ପ୍ରିୟ ଭାଇ ଓ ଭଉଣୀ ମାନେ ।ଶ୍ରୀନଗରରେ ପ୍ରଧାନମନ୍ତ୍ରୀ: ରାଷ୍ଟ୍ରକୁ ସମର୍ପିଲେ କୃଷ୍ଣଗଙ୍ଗା ଜଳବିଦ୍ୟୁତ ପ୍ରକଳ୍ପ
May 19th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀନଗରଠାରେ ଏକ ସମାରୋହରେ କୃଷ୍ଣଗଙ୍ଗା ଜଳବିଦ୍ୟୁତ ପ୍ରକଳ୍ପ ରାଷ୍ଟ୍ରକୁ ସମର୍ପିତ କରିଛନ୍ତି ।ଲେହରେ ପ୍ରଧାନମନ୍ତ୍ରୀ: ଉନବିଂଶ କୁଶୋକ ବକୁଲା ରିନପୋଚେଙ୍କ ଜନ୍ମଶତବାର୍ଷିକୀ ସମାରୋହର ଉଦ୍ଯାପନୀ ଉତ୍ସବରେ ଯୋଗଦାନ; ଜୋଜିଲା ସୁଡ଼ଙ୍ଗ ନିର୍ମାଣ କାମର କଲେ ଶୁଭାରମ୍ଭ
May 19th, 12:21 pm
ଆଜି ଦିନିକିଆ ଜାମ୍ମୁ-କଶ୍ମୀର ଗସ୍ତର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲେହଠାରେ ପହଂଚିଥିଲେ ।ପ୍ରଧାନମନ୍ତ୍ରୀଙ୍କ ଆସନ୍ତାକାଲି ଜାମ୍ମୁ ଓ କାଶ୍ମୀର ଗସ୍ତ
May 18th, 05:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି (ମେ’ 19, 2018) ଦିନିକିଆ ଜାମ୍ମୁ-କାଶ୍ମୀର ଗସ୍ତରେ ଯିବେ ।