କିସ୍ତୱାର ଦୁର୍ଘଟଣାଜନିତ ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ
August 31st, 08:52 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କିସ୍ତୱାର ଠାରେ ହୋଇଥିବା ଦୁର୍ଘଟଣାଜନିତ ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।ଜାତୀୟ ପଞ୍ଚାୟତିରାଜ ଦିବସ ପାଳନରେ ଅଂଶ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଗସ୍ତ କରିବେ ଜମ୍ମୁ ଓ କଶ୍ମୀର
April 23rd, 11:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପଞ୍ଚାୟତିରାଜ ଦିବସ ସମାରୋହରେ ଅଂଶ ଗ୍ରହଣ କରିବା ନିମନ୍ତେ ଆସନ୍ତା କାଲି ଜମ୍ମୁ ଓ କଶ୍ମୀର ଗସ୍ତ କରି ସେଠାରେ ଦେଶବ୍ୟାପୀ ଗ୍ରାମସଭାଗୁଡିକୁ ସମ୍ବୋଧିତ କରିବେ । ସେ ଶମ୍ବା ଜିଲ୍ଲାର ପାଲୀ ପଞ୍ଚାୟତ ପରିଦର୍ଶନ କରିବେ । ପରିଦର୍ଶନ କାଳରେ ପ୍ରଧାନମନ୍ତ୍ରୀ ୨୦ ହଜାର କୋଟି ଟଙ୍କାରୁ ଅଧିକ ଅନେକ ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ସେ ଅମୃତ ସରୋବର କାର୍ଯ୍ୟ ମଧ୍ୟ ଆରମ୍ଭ କରିବେ । ପରେ ପରେ ଅପରାହ୍ନ ପ୍ରାୟ ୫ଟା ବେଳକୁ ପ୍ରଧାନମନ୍ତ୍ରୀ ମୁମ୍ବାଇରେ ମାଷ୍ଟର ଦୀନନାଥ ମଙ୍ଗେସକର ସମ୍ମାନ ସମାରୋହରେ ଯୋଗଦେବେ ଓ ସେଠାରେ ସେ ପ୍ରଥମ ଲତା ଦୀନନାଥ ମଙ୍ଗେସକର ସମ୍ମାନ ଗ୍ରହଣ କରିବେ ।କିସ୍ତିୱାରରେ ଏକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି
February 03rd, 08:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କିସ୍ତିୱାରରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତିକିସ୍ତଓ୍ୱାର ଓ କାରଗିଲରେ ଅଚାନକ ବର୍ଷା ପରର ସ୍ଥିତି ଉପରେ କେନ୍ଦ୍ର ସରକାର ତୀକ୍ଷ୍ମ ଦୃଷ୍ଟି ରଖିଛନ୍ତି: ପ୍ରଧାନମନ୍ତ୍ରୀ
July 28th, 12:38 pm
କିସ୍ତଓ୍ୱାର ଓ କାରଗିଲରେ ଅଚାନକ ବର୍ଷା ପରର ସ୍ଥିତି ଉପରେ କେନ୍ଦ୍ର ସରକାର ତୀକ୍ଷ୍ମ ଦୃଷ୍ଟି ରଖିଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।