ନୂଆଦିଲ୍ଲୀରେ ଅଷ୍ଟଲକ୍ଷ୍ମୀ ମହୋତ୍ସବର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 06th, 02:10 pm
ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱା ଶର୍ମା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ସିକ୍କିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତ ମଜୁମଦାର ଜୀ, ଅରୁଣାଚଳ ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ, ମିଜୋରାମ ଏବଂ ନାଗାଲାଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧି, ଉତ୍ତର ପୂର୍ବର ସମସ୍ତ ଭାଇ ଭଉଣୀମାନେ। ଭଦ୍ର ମହିଳା ଓ ପୁରୁଷ ମାନେ।ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 06th, 02:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ବାବା ସାହେବ ଡ. ବି ଆର ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ। ବାବାସାହେବ ଆମ୍ବେଦକରଙ୍କ ଦ୍ୱାରା ପ୍ରସ୍ତୁତ ସମ୍ବିଧାନକୁ ୭୫ ବର୍ଷ ପୂରିଛି, ଏହା ସମସ୍ତ ନାଗରିକଙ୍କ ପାଇଁ ଏକ ବଡ଼ ପ୍ରେରଣା ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଭାରତର ସମସ୍ତ ନାଗରିକଙ୍କ ତରଫରୁ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ଉତ୍ତର ପ୍ରଦେଶରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
July 29th, 02:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି । ଏହି ଅବସରରେ ଉତ୍ତର ପ୍ରଦେଶର 81ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଶୁଭାରମ୍ଭ ଉତ୍ସବରେ ସେ ଯୋଗଦାନ କରିଛନ୍ତି । ଏହିସବୁ ପ୍ରକଳ୍ପରେ ମୋଟ 60,000 କୋଟିରୁ ଅଧିକ ଟଙ୍କା ବ୍ୟୟ କରାଯିବ ।ଯେଉଁଭଳି ଭାବେ ଅତିଶୀଘ୍ର ମାତ୍ର ପାଞ୍ଚମାସ ମଧ୍ୟରେ ଏହିସବୁ ପ୍ରକଳ୍ପଗୁଡ଼ିକ କାର୍ଯ୍ୟାନ୍ୱୟନ କରାଯାଇଛି ତାହା ଅତୀବ ପ୍ରଶଂସନୀୟ :ପ୍ରଧାନମନ୍ତ୍ରୀ
July 29th, 02:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି । ଏହି ଅବସରରେ ଉତ୍ତର ପ୍ରଦେଶର 81ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଶୁଭାରମ୍ଭ ଉତ୍ସବରେ ସେ ଯୋଗଦାନ କରିଛନ୍ତି । ଏହିସବୁ ପ୍ରକଳ୍ପରେ ମୋଟ 60,000 କୋଟିରୁ ଅଧିକ ଟଙ୍କା ବ୍ୟୟ କରାଯିବ ।India is a Bahuratna Vasundhara: PM Narendra Modi
September 21st, 11:30 am
PM Modi addressed birth centenary celebration of Shri Laxman Madhav Rao Inamdar. The PM spoke about the role of cooperatives. He said, “Cooperative movements are not only about systems. There is a spirit that brings people together to do something good.”ଲକ୍ଷ୍ମଣରାଓ ଇନାମଦାରଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଅନୁଷ୍ଠିତ ସହକାର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
September 21st, 11:29 am
ଶ୍ରୀ ଲକ୍ଷ୍ମଣରାଓ ଇନାମଦାରଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ସହକାର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୋଗଦାନ କରିଛନ୍ତି । ସମ୍ମିଳନୀକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଲେ ଯେ, ଆମ ଦେଶ ଏକ “ବହୁରତ୍ନା ବସୁନ୍ଧରା” ଯେଉଁଠାରେ କି ବିଭିନ୍ନ ବ୍ୟକ୍ତିଙ୍କର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ସମୟରେ ମହାନ ଅବଦାନ ରହିଛି ।