Today's massive program underscores BJP's commitment to harnessing the power of women for India's development: PM
March 06th, 12:30 pm
Prime Minister Narendra Modi addressed the Barasat event, in West Bengal and greeted the audience with full vigour. The PM positively remarked, “Today's massive program underscores BJP's commitment to harnessing the power of women for India's development” and added that BJP has engaged thousands of women self-help groups nationwide. Today, in West Bengal, we witness a significant conference uniting sisters from these groups, furthering the cause of empowerment and progress.”PM Modi addressed at an enthusiasm-filled event in Barasat, West Bengal
March 06th, 12:09 pm
Prime Minister Narendra Modi addressed the Barasat event, in West Bengal and greeted the audience with full vigour. The PM positively remarked, “Today's massive program underscores BJP's commitment to harnessing the power of women for India's development” and added that BJP has engaged thousands of women self-help groups nationwide. Today, in West Bengal, we witness a significant conference uniting sisters from these groups, furthering the cause of empowerment and progress.”ତିରୁଅନନ୍ତପୁରମ ଠାରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦ୍ଘାଟନ ଏବଂ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ଅନୁବାଦ
April 25th, 11:50 am
କେରଳର ରାଜ୍ୟପାଳ ଶ୍ରୀ ଆରିଫ ମହମ୍ମଦ ଖାନ, ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାଇ ବିଜୟନ୍ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, କେରଳ ସରକାରଙ୍କ ମନ୍ତ୍ରୀଗଣ, ସ୍ଥାନୀୟ ସାଂସଦ ଶଶି ଥରୁର ଜୀ, ଏଠାରେ ଉପସ୍ଥିତ ଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମୋର କେରଳର ପ୍ରିୟ ଭାଇ ଓ ଭଉଣୀମାନେ । କିଛି ଦିନ ପୂର୍ବରୁ ମାଲାୟାଲମ୍ ନୂଆ ବର୍ଷ ଆରମ୍ଭ ହୋଇଥିଲା । ଆପଣମାନେ ବିଷ୍ଣୁ ପର୍ବକୁ ବହୁତ ଉତ୍ସାହରେ ପାଳନ କରିଛନ୍ତି । ମୁଁ ପୁଣି ଥରେ ଆପଣ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଉଛି । ମୁଁ ବହୁତ ଖୁସି ଯେ ଉଲ୍ଲାସର ଏହି ପରିବେଶରେ ମୋତେ କେରଳର ବିକାଶ ଉତ୍ସବରେ ଯୋଗ ଦେବାର ସୁଯୋଗ ମିଳିଛି । ଆଜି କେରଳକୁ ଏହାର ପ୍ରଥମ ବନ୍ଦେ ଭାରତ ଟ୍ରେନ୍ ମିଳିଛି । ଆଜି କୋଚିକୁ ୱାଟର (ଜଳ) ମେଟ୍ରୋ ଉପହାର ଆକାରରେ ମିଳିଛି, ରେଳ ସହିତ ଜଡିତ ଅନେକ ପ୍ରକଳ୍ପ ମିଳିଛି । ସଂଯୋଗୀକରଣ ସହିତ ଆଜି କେରଳର ବିକାଶ ସହ ଯୋଡି ହୋଇଥିବା ଅନେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି ଏବଂ ଉଦଘାଟନ ହୋଇଛି । ଏହି ସମସ୍ତ ବିକାଶମୂଳକ ପ୍ରକଳ୍ପ ପାଇଁ କେରଳବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କେରଳର ତିରୁବନ୍ତପୁରମ କେନ୍ଦ୍ରୀୟ ଷ୍ଟାଡିୟମରେ ୩୨୦୦କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ
April 25th, 11:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର ତିରୁବନ୍ତପୁରମ ସ୍ଥିତ କେନ୍ଦ୍ରୀୟ ଷ୍ଟାଡିୟମଠାରେ ୩୨୦୦କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପ ଆଜି (୨୫.୪୨୦୨୩) ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏହି ପ୍ରକଳ୍ପଗୁଡିକ ମଧ୍ୟରେ କୋଚି ୱାଟର ମେଟ୍ରୋର ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ , ତିରୁବନ୍ତପୁରମଠାରେ ବିଭିନ୍ନ ରେଳ ପ୍ରକଳ୍ପ ଓ ଡିଜିଟାଲ ବିଜ୍ଞାନ ଉଦ୍ୟାନ ଶିଳାନ୍ୟାସ ଅନ୍ତର୍ଭୁକ୍ତ । ପୂର୍ବରୁ ପ୍ରଧାନମନ୍ତ୍ରୀ ତିରୁବନ୍ତପୁରମ ଓ କାଶରଗଡ ମଧ୍ୟରେ କେରଳର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଯାତ୍ରାରମ୍ଭ କରାଇଥିଲେ ।Our motto is to unlock the potential of the youth of our country: PM Modi
April 24th, 06:42 pm
PM Modi addressed the Yuvam conclave and acknowledged that for the vibrancy of any mission, the vibrancy of youth is of utmost importance. He stated that India has transformed from being the fragile five to being the fifth largest economy. He mentioned that the BJP and the youth of this country have a similar wavelength. We bring reforms and the youth brings results enabling a successful youth-led partnership and changePM Modi addresses ‘Yuvam’ Conclave in Kerala
April 24th, 06:00 pm
PM Modi addressed the Yuvam conclave and acknowledged that for the vibrancy of any mission, the vibrancy of youth is of utmost importance. He stated that India has transformed from being the fragile five to being the fifth largest economy. He mentioned that the BJP and the youth of this country have a similar wavelength. We bring reforms and the youth brings results enabling a successful youth-led partnership and change24 ଏବଂ 25 ଏପ୍ରିଲରେ ମଧ୍ୟପ୍ରଦେଶ, କେରଳ, ଦାଦ୍ରା ଏବଂ ନାଗର ହାଭେଳି ଏବଂ ଡାମନ ଓ ଡିୟୁକୁ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ
April 21st, 03:02 pm
24 ଏପ୍ରିଲ ଦିନ ପ୍ରାୟ 11:30 ସମୟରେ ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର ରେୱା ଠାରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳନ ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ, ଯେଉଁଠାରେ ସେ ପ୍ରାୟ 17,000 କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରି ଦେଶ ପାଇଁ ଉତ୍ସର୍ଗ କରିବେ।କେରଳର କୋଚି ଠାରେ ମେଟ୍ରୋ ଏବଂ ରେଳବାଇ ସମ୍ବଦ୍ଧୀୟ ପଦକ୍ଷେପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 01st, 09:34 pm
କେରଳର ରାଜ୍ୟପାଳ ଶ୍ରୀମାନ ଆରିଫ ମହମ୍ମଦ ଖାନ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ପିନାରାଇ ବିଜୟନ ମହାଶୟ, କେରଳ ସରକାରଙ୍କର ମନ୍ତ୍ରୀଗଣ, ଅନ୍ୟ ମହାନୁଭବ, କୋଚିର ମୋର ଭାଇ ଓ ଭଉଣୀମାନେ !ପ୍ରଧାନମନ୍ତ୍ରୀ କୋଚି ଠାରେ ୪୫୦୦ କୋଟିରୁ ଅଧିକ ଟଙ୍କାର କୋଚି ମେଟ୍ରୋ ଓ ଭାରତୀୟ ରେଳବାଇର ବହୁ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ଜାତି ଉଦ୍ଦେଶ୍ୟରେ ସମର୍ପିତ କଲେ
September 01st, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ଆଜି କୋଚି ଠାରେ ୪୫୦୦ କୋଟି ଟଙ୍କାର କୋଚି ମେଟ୍ରୋ ଓ ଭାରତୀୟ ରେଳବାଇର ବହୁ ପ୍ରକଳ୍ପ ଶିଳାନ୍ୟାସ କରିବା ସହ ଜାତି ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି । ଏହାପୂର୍ବରୁ ପ୍ରଧାନମନ୍ତ୍ରୀ କୋଚିର କାଲାଡି ଗାଁରେ ଥିବା ଶ୍ରୀ ଆଦି ଶଙ୍କର ଜନ୍ମଭୂମି କ୍ଷେତ୍ର ପରିଦର୍ଶନ କରିଥିଲେ ।କେରଳର ଲୋକମାନେ ବର୍ତ୍ତମାନ ବିଜେପିକୁ ଏକ ନୂତନ ଆଶା ଭାବରେ ଦେଖୁଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ
September 01st, 04:31 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଓନାମ ଅବସରରେ କେରଳର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ ଅଭିଭାଷଣ ଆରମ୍ଭ କରି କହିଥିଲେ, ଏହା ମୋ ପାଇଁ ସୌଭାଗ୍ୟର ବିଷୟ ଯେ ମୁଁ ଓନାମର ସ୍ୱତନ୍ତ୍ର ଅବସରରେ କେରଳ ଆସିଛି । ଆପଣ ସମସ୍ତଙ୍କୁ ଓନାମର ବହୁତ ଖୁସି କାମନା କରୁଛି।ପ୍ରଧାନମନ୍ତ୍ରୀ ମୋଦୀ କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି
September 01st, 04:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଓନାମ ଅବସରରେ କେରଳର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ ଅଭିଭାଷଣ ଆରମ୍ଭ କରି କହିଥିଲେ, ଏହା ମୋ ପାଇଁ ସୌଭାଗ୍ୟର ବିଷୟ ଯେ ମୁଁ ଓନାମର ସ୍ୱତନ୍ତ୍ର ଅବସରରେ କେରଳ ଆସିଛି । ଆପଣ ସମସ୍ତଙ୍କୁ ଓନାମର ବହୁତ ଖୁସି କାମନା କରୁଛି।PM Modi campaigns in Kerala’s Pathanamthitta and Thiruvananthapuram
April 02nd, 01:45 pm
Ahead of Kerala assembly polls, PM Modi addressed rallies in Pathanamthitta and Thiruvananthapuram. He said, “The LDF first tried to distort the image of Kerala and tried to show Kerala culture as backward. Then they tried to destabilize sacred places by using agents to carry out mischief. The devotees of Swami Ayyappa who should've been welcomed with flowers, were welcomed with lathis.” In Kerala, PM Modi hit out at the UDF and LDF saying they had committed seven sins.କେରଳରେ ଏକ ପୂର୍ଣ୍ଣାଙ୍ଗ ଅନ୍ତରାଷ୍ଟ୍ରୀୟ କ୍ରୁଜ ଟର୍ମିନାଲ ଉଦ୍ଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଭାଷଣ
February 14th, 04:40 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚି ଠାରେ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବା ସହିତ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। କେରଳ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭିୟ, ଶ୍ରୀ ଭି. ମୁରଲୀଧରନ୍ ଏହି ଅବସରରେ ଉପସ୍ଥିତ ଥିଲେ।କେରଳର କୋଚିରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସହ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
February 14th, 04:39 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚି ଠାରେ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବା ସହିତ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। କେରଳ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭିୟ, ଶ୍ରୀ ଭି. ମୁରଲୀଧରନ୍ ଏହି ଅବସରରେ ଉପସ୍ଥିତ ଥିଲେ।ସରକାର ଦେଶର ଭିତ୍ତିଭୂମିର ସମଗ୍ର ବିକାଶ ଉପରେ ଧ୍ୟାନ ଦେଇଛନ୍ତି :ପ୍ରଧାନମନ୍ତ୍ରୀ ମୋଦୀ
June 17th, 12:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କୋଚି ମେଟ୍ରୋ ସେବାର ଉଦ୍ଘାଟନ କଲେ ଏବଂ କିଛି ଦୂର ପର୍ଯ୍ୟନ୍ତ ନୂଆ ମେଟ୍ରୋରେ ଯାତ୍ରା ମଧ୍ୟ କଲେ । ଶ୍ରୀ ମୋଦୀ ଏହି ଅବସରରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି କହିଲେ ଯେ,ଦେଶର ଭିତ୍ତିଭୂମିର ସମଗ୍ର ବିକାଶ ଉପରେ ସରକାର ଧ୍ୟାନ ଦେଇଛନ୍ତି ।"ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କେରଳ କୋଚିର ପ୍ରଥମ ମେଟ୍ରୋ ରେଳରେ ଯାତ୍ରା କଲେ "
June 17th, 11:24 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କେରଳର କୋଚିର ପ୍ରଥମ ମେଟ୍ରୋ ରେଳରେ ଯାତ୍ରା କଲେ । ପ୍ରଧାନମନ୍ତ୍ରୀ ପଲାରିଭତ୍ତମ ଷ୍ଟେସନଠାରେ ଉଦ୍ଘାଟନ କରିବା ପରେ ମେଟ୍ରୋ ରେଳରେ ଯାତ୍ରା କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ସହିତ କେରଳର ଗଭର୍ଣ୍ଣର ପି.ସଥସିଭମ, ମୁଖ୍ୟମନ୍ତ୍ରୀ ପି.ବିଜୟନ, ଇ.ଶ୍ରୀଧରନ୍ନ ଏବଂ କେନ୍ଦ୍ର ମନ୍ତ୍ରୀ ଭେଙ୍କେୟା ନାଇଡୁ ପ୍ରମୁଖ ଉପସ୍ଥିତ ଥିଲେ ।