ଓଡ଼ିଶା ପର୍ବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 24th, 08:48 pm
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଓଡ଼ିଆ ସମାଜ ଅନୁଷ୍ଠାନର ସଭାପତି ଶ୍ରୀ ସିଦ୍ଧାର୍ଥ ପ୍ରଧାନ ଜୀ, ଓଡ଼ିଆ ସମାଜର ଅନ୍ୟ କର୍ମକର୍ତ୍ତା, ଓଡିଶାର ସମସ୍ତ କଳାକାର, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିଗଣ ।‘ଓଡ଼ିଶା ପର୍ବ ୨୦୨୪’ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 24th, 08:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜବାହରଲାଲ ନେହରୁ ଷ୍ଟାଡିୟମରେ ‘ଓଡ଼ିଶା ପର୍ବ ୨୦୨୪’ ସମାରୋହରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଓଡ଼ିଶାର ସମସ୍ତ ଭାଇ ଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ କରାଯିବା ସମ୍ପର୍କରେ ଉଲ୍ଲେଖ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭକ୍ତ ଦାସିଆ ବାଉରି, ଭକ୍ତ ସାଲବେଗ ଏବଂ ଓଡ଼ିଆ ଭାଗବତର ଲେଖକ ଶ୍ରୀଜଗନ୍ନାଥ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।We will ensure that the rights of SC/ST/OBC communities are protected at all costs: PM Modi in Bargarh
May 11th, 10:55 am
In his third rally of the day in Bargah, Odisha, PM Modi empathized with the farmers’ situations and remarked, “Modi is tirelessly working to improve the lives of villagers and farmers. Remember the struggles farmers faced for urea ten years ago? Today, there are no such issues. Thanks to the BJP government, many fertilizer factories, including Talcher, have been reopened. Work is progressing rapidly in Talcher. The same urea bag that costs Rs 3,000 worldwide is now available to you for less than Rs 300.”Odisha BJP has pledged to ensure that paddy farmers receive a MSP of Rs 3100: PM Modi in Balangir
May 11th, 10:50 am
Addressing the second rally of the day in Balangir, Odisha, PM Modi reflected, It was our government that approved the Paika Sangram Memorial, symbolizing Odia bravery. We also issued a coin and postage stamp in honor of Paika Sangram. Under the BJP government, a tribal daughter became the President of the country for the first time. Today, a daughter of Odisha holds the highest position in the nation.PM Modi delivers stirring addresses to mammoth gatherings in Kandhamal, Balangir & Bargarh, Odisha
May 11th, 10:30 am
Kandhamal, Balangir & Bargarh, Odisha, witnessed grand celebrations with the arrival of Prime Minister Narendra Modi. Affectionately addressing the audience ahead of Lok Sabha as well as assembly elections in the state, the PM expressed immense pride in the state of Odisha and its invaluable contribution to the nation.Our government truly prioritizes the well-being of the Janjatiyas: PM Modi
February 03rd, 03:30 pm
Prime Minister Narendra Modi launched various infra projects in Sambalpur, Orissa. Referring to the invaluable contributions of Advani Ji, PM Modi said, “The government has decided to honour Advani ji with the Bharat Ratna for his invaluable contributions and service to India.” His personality exemplifies the true philosophy of ‘Nation First’, he said. He added that Advani Ji has guided India against the dynastic politics and towards the politics of development.PM Modi addresses a public meeting in Sambalpur
February 03rd, 03:15 pm
After launching various infra projects in Sambalpur, Odisha PM Modi addressed a dynamic public meeting. “The last 10 years have been dedicated to the development of India and the state of Odisha has been a central focus of the same,” PM Modi said.ଉତ୍ତରପ୍ରଦେଶର ବାରଣାସୀରେ ସ୍ୱରଭେଦ ମନ୍ଦିର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 18th, 12:00 pm
ଉତ୍ତର ପ୍ରଦେଶର ମାନ୍ୟବର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ମହେନ୍ଦ୍ର ନାଥ ପାଣ୍ଡେଜୀ, ଉତ୍ତର ପ୍ରଦେଶ ସରକାରଙ୍କ ମନ୍ତ୍ରୀ ଅନୀଲ ଜୀ, ସଦଗୁରୁ ଆଚାର୍ଯ୍ୟ ପୂଜ୍ୟ ଶ୍ରୀ ସ୍ୱାଧୀନ ଦେବ ଜୀ ମହାରାଜ, ପୂଜ୍ୟ ଶ୍ରୀ ବିଜ୍ଞାନ ଦେବ ଜୀ ମହାରାଜ, ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି, ଦେଶବ୍ୟାପୀ ଏକାଠି ହୋଇଥିବା ସମସ୍ତ ଭକ୍ତଗଣ ଏବଂ ମୋ ପରିବାର ସଦସ୍ୟମାନେ!ଉତ୍ତର ପ୍ରଦେଶର ବାରାଣାସୀରେ ସ୍ୱରଭେଦ ମହାମନ୍ଦିର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ
December 18th, 11:30 am
ଉତ୍ତର ପ୍ରଦେଶର ବାରାଣାସୀର ଉମରାହ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୮-୧୨-୨୦୨୩) ସ୍ୱରଭେଦ ମହାମନ୍ଦିରର ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି ଅବସରରେ ମହର୍ଷି ସଦାଫଲ ଦେବଜୀ ମହାରାଜଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ମନ୍ଦିର ପରିସର ଚତୁଃପାଶ୍ୱର୍ ବୁଲି ଦେଖିଥିଲେ ।