ନୂଆଦିଲ୍ଲୀରେ ସାଂସଦମାନଙ୍କ ପାଇଁ ନବନିର୍ମିତ ଫ୍ଲାଟଗୁଡ଼ିକର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 11th, 11:00 am
କାର୍ଯ୍ୟକ୍ରମରେ ଉପସ୍ଥିତ ଶ୍ରୀ ଓମ ବିର୍ଲା ଜୀ, ମନୋହର ଲାଲ ଜୀ, କିରେନ ରିଜିଜୁ ଜୀ, ମହେଶ ଶର୍ମା ଜୀ, ସଂସଦରେ ସମସ୍ତ ସମ୍ମାନିତ ସାଂସଦଗଣ, ଲୋକସଭାର ମହାସଚିବ, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିମାନେ !ନୂଆଦିଲ୍ଲୀରେ ସାଂସଦଙ୍କ ପାଇଁ ନବନିର୍ମିତ ଫ୍ଲାଟଗୁଡିକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 11th, 10:30 am
ପ୍ରଧାନମନ୍ତ୍ରୀ ବାବା ଖରକ ସିଂହ ମାର୍ଗରେ ସାଂସଦମାନଙ୍କ ପାଇଁ ନବନିର୍ମିତ ୧୮୪ଟି ଟାଇପ୍ - ୭ ବହୁତଳ ବିଶିଷ୍ଟ ଫ୍ଲାଟ୍ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସେ କିଛି ଦିନ ତଳେ କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ ଭାବରେ ଜଣାଶୁଣା ସାଧାରଣ କେନ୍ଦ୍ରୀୟ ସଚିବାଳୟକୁ ଉଦଘାଟନ କରିଥିଲେ ଏବଂ ଆଜି ତାଙ୍କୁ ସାଂସଦମାନଙ୍କ ପାଇଁ ଏକ ନବନିର୍ମିତ ଆବାସିକ କମ୍ପ୍ଲେକ୍ସ ଉଦଘାଟନ କରିବାର ସୁଯୋଗ ମିଳିଛି। ଭାରତର ଚାରୋଟି ମହାନ ନଦୀର ନାମ, ଯଥା : କୃଷ୍ଣା, ଗୋଦାବରୀ, କୋଶୀ ଏବଂ ହୁଗଳି ନାମରେ ନାମିତ ହୋଇଥିବା ଏହି କମ୍ପ୍ଲେକ୍ସର ଚାରୋଟି ଟାୱାର ସମ୍ପର୍କରେ ସେ ଉଲ୍ଲେଖ କରି କହିଥିଲେ ଯେ ଲକ୍ଷ ଲକ୍ଷ ଲୋକଙ୍କୁ ଜୀବନ ଦେଉଥିବା ଏହି ନଦୀଗୁଡ଼ିକ ଏବେ ଜନପ୍ରତିନିଧିଙ୍କ ଜୀବନରେ ଆନନ୍ଦର ଏକ ନୂତନ ଧାରା ପ୍ରବାହିତ କରିବ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ନଦୀକୁ ନେଇ ନାମକରଣ ପରମ୍ପରା ଦେଶକୁ ଏକତାର ସୂତ୍ରରେ ବାନ୍ଧିଥାଏ। ନୂତନ କମ୍ପ୍ଲେକ୍ସ ଦିଲ୍ଲୀରେ ସାଂସଦମାନଙ୍କ ପାଇଁ ଜୀବନଧାରଣର ସହଜତା ବୃଦ୍ଧି କରିବ ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ । ସେ କହିଥିଲେ ଯେ, ଦିଲ୍ଲୀରେ ସାଂସଦମାନଙ୍କ ପାଇଁ ସରକାରୀ ବାସଗୃହର ଉପଲବ୍ଧତା ଏବେ ବୃଦ୍ଧି ପାଇବ। ପ୍ରଧାନମନ୍ତ୍ରୀ ସମସ୍ତ ସାଂସଦଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଫ୍ଲାଟ ନିର୍ମାଣରେ ସାମିଲ ହୋଇଥିବା ଯନ୍ତ୍ରୀ ଏବଂ ଶ୍ରମଜୀବୀଙ୍କୁ ପ୍ରକଳ୍ପ ସମାପ୍ତ କରିବାରେ ସେମାନଙ୍କର ଉତ୍ସର୍ଗୀକୃତ ମନୋଭାବ ଏବଂ କଠିନ ପରିଶ୍ରମକୁ ପ୍ରଶଂସା କରିଥିଲେ।ଆମ ପାଇଁ ଭଲ ରାଜନୀତିର ମାନେ ହେଉଛି ବିକାଶ ଏବଂ ସୁଶାସନ :କଟକରେ ପ୍ରଧାନମନ୍ତ୍ରୀ ମୋଦୀ
May 26th, 06:16 pm
ଏନଡିଏ ସରକାରଙ୍କ ଚାରି ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର କଟକରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ କହିଲେ ,ଗତ ଚାରି ବର୍ଷରେ ବିଜେପି ଏକ ଦଳ ,ଯିଏ ପଂଚାୟତରୁ ସଂସଦ ପର୍ଯ୍ୟନ୍ତ ଉପସ୍ଥିତ ଥିଲା । ପ୍ରଧାନମନ୍ତ୍ରୀ ଉଲ୍ଲେଖ କରି କହିଲେ ଯେ 'ସାଫ ନିୟତ ,ସହି ବିକାଶ' ର ସହିତ ଦେଶ ବିକାଶ ମାର୍ଗରେ ଆଗକୁ ବଢ଼ିବା ଜାରି ରହିବ ।ଆମ ପାଇଁ ଭଲ ରାଜନୀତିର ମାନେ ହେଉଛି ବିକାଶ ଏବଂ ସୁଶାସନ :କଟକରେ ପ୍ରଧାନମନ୍ତ୍ରୀ ମୋଦୀ
May 26th, 06:15 pm
ଏନଡିଏ ସରକାରଙ୍କ ଚାରି ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର କଟକରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ କହିଲେ ,ଗତ ଚାରି ବର୍ଷରେ ବିଜେପି ଏକ ଦଳ ,ଯିଏ ପଂଚାୟତରୁ ସଂସଦ ପର୍ଯ୍ୟନ୍ତ ଉପସ୍ଥିତ ଥିଲା । ପ୍ରଧାନମନ୍ତ୍ରୀ ଉଲ୍ଲେଖ କରି କହିଲେ ଯେ 'ସାଫ ନିୟତ ,ସହି ବିକାଶ' ର ସହିତ ଦେଶ ବିକାଶ ମାର୍ଗରେ ଆଗକୁ ବଢ଼ିବା ଜାରି ରହିବ ।Congress does not care about ‘dil’, they only care about ‘deals’: PM Modi
May 06th, 11:55 am
Addressing a massive rally at Bangarapet, PM Modi said these elections were not about who would win or lose, but, fulfilling aspirations of people. He accused the Karnataka Congress leaders for patronising courtiers who only bowed to Congress leaders in Delhi not the aspirations of the people.କଂଗ୍ରେସ ପାଇଁ ବିଦାୟ ନିଲାମ କରନ୍ତୁ ,କାରଣ କର୍ଣ୍ଣାଟକର ଲୋକମାନଙ୍କ କଲ୍ୟାଣ ବିଷୟରେ କଂଗ୍ରେସ ଧ୍ୟାନ କେନ୍ଦ୍ରିତ କରିପାରିବ ନାହିଁ :ପ୍ରଧାନମନ୍ତ୍ରୀ ମୋଦୀ
May 06th, 11:46 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର କର୍ଣ୍ଣାଟକରେ ଚାରୋଟି ଚିତ୍ରଦୁର୍ଗ ,ରାୟଚୁର ,ବାଗଲକୋଟ ଏବଂ ହୁବଳୀ ଜନସଭାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ କଂଗ୍ରେସକୁ ସମାଲୋଚନା କରି କହିଲେ ,କଂଗ୍ରେସ ବିଭାଜନକାରୀ ରାଜନୀତି କରୁଛି ଏବଂ ସେମାନେ କର୍ଣ୍ଣାଟକର କୃଷକମାନଙ୍କ କଲ୍ୟାଣ ଉପରେ ଧ୍ୟାନ କେନ୍ଦ୍ରିତ କରୁନାହାନ୍ତି । ସେ କର୍ଣ୍ଣାଟକର ଲୋକମାନଙ୍କୁ ସେମାନଙ୍କ କଲ୍ୟାଣ ଦିଗରେ ବିଚାର କରି କଂଗ୍ରେସର ବିଦାୟ ନିଲାମ କରିବାକୁ କହିଛନ୍ତି ।କ୍ରିଷ୍ଣା ନଦୀ ଡଙ୍ଗାବୁଡି ଘଟଣାରେ ଜୀବନ ହାନି ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ଶୋକ
November 13th, 10:01 am
କ୍ରିଷ୍ଣା ନଦୀରେ ଡଙ୍ଗାବୁଡି ଘଟଣାରେ ମୃତ ବ୍ୟକ୍ତିମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକପ୍ରକାଶ କରିଛନ୍ତି ।