ଭାରତୀୟ ପାଣିପାଗ ବିଭାଗ ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 10:45 am

କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ଡବ୍ଲୁଏମଓ ର ମହାସଚିବ ପ୍ରଫେସର ସେଲେସ୍ତେ ସାଓଲୋ ଜୀ, ବିଦେଶରୁ ଆସିଥିବା ଆମର ଅତିଥିବୃନ୍ଦ, ଆର୍ଥ ସାଇନ୍ସ ମନ୍ତ୍ରଣାଳୟର ସଚିବ ଡକ୍ଟର ଏମ୍ ରବିଚନ୍ଦ୍ରନ୍ ଜୀ, ଆଇଏମଡିର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଜୀ, ଅନ୍ୟ ମହାନୁଭବ, ସମସ୍ତ ବୈଜ୍ଞାନିକ ଓ ବିଭିନ୍ନ ବିଭାଗ ଏବଂ ସଂସ୍ଥାନର ଅଧିକାରୀ, ସଜ୍ଜନ ମଣ୍ଡଳୀ …

ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 10:30 am

ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ । ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର ଶହେତମ ବର୍ଷ ପୂର୍ତି ଉପଲକ୍ଷେ ଆଇଏମଡିର ଭବିଷ୍ୟତ ରୂପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ ।

ବର୍ତ୍ତମାନ ରଣ୍ ଉତ୍ସବ ଜାରି ଥିବାରୁ କଛର ପ୍ରାଚୀନ ଧଳା ରଣର ଅନୁଭବ ନେବାକୁ ଏବଂ ଏହାର ସମୃଦ୍ଧ ସଂସ୍କୃତି ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆତିଥ୍ୟର ଆନନ୍ଦ ଉଠାଇବାକୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ

December 21st, 10:08 am

୨୦୨୫ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବାକୁ ଥିବା ରଣ୍ ଉତ୍ସବକୁ ସମସ୍ତଙ୍କୁ ନିମନ୍ତ୍ରଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ଏହି ଉତ୍ସବରେ ଅଭୁଲା ଅନୁଭୂତି ମିଳିବ ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ।

Our Jawans have proved their mettle on every challenging occasion: PM Modi in Kutch

October 31st, 07:05 pm

PM Modi celebrated Diwali with the personnel of the BSF, Army, Navy and Air Force near the Indo-Pak border, at Lakki Nala in Sir Creek area in Gujarat's Kutch. The Prime Minister conveyed his deep appreciation for the soldiers' service to the nation, acknowledging the sacrifices they make in challenging environments.

PM Modi celebrates Diwali with security personnel in Kutch,Gujarat

October 31st, 07:00 pm

PM Modi celebrated Diwali with the personnel of the BSF, Army, Navy and Air Force near the Indo-Pak border, at Lakki Nala in Sir Creek area in Gujarat's Kutch. The Prime Minister conveyed his deep appreciation for the soldiers' service to the nation, acknowledging the sacrifices they make in challenging environments.

PM Modi expresses heartfelt gratitude on completion of 23 years as head of government

October 07th, 09:06 pm

The Prime Minister, Shri Narendra Modi has expressed his heartfelt gratitude for completing 23 years as the head of a government. Shri Modi recalled his time as the Chief Minister of Gujarat and said that Gujarat emerged as a shining example of ‘Sabka Saath, Sabka Vikas,’ ensuring prosperity for all sections of society.

ପ୍ରିକ୍ସ ଭର୍ସେଲ୍ସ ମ୍ୟୁଜିଅମ୍ ୨୦୨୪ ବିଶ୍ୱ ଚୟନରେ ସ୍ମୃତିବନ ସ୍ଥାନ ପାଇଥିବାରୁ ଆନନ୍ଦ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

June 15th, 06:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରିକ୍ସ ଭର୍ସେଲ୍ସ ମ୍ୟୁଜିଅମ୍ ୨୦୨୪ ପାଇଁ ବିଶ୍ୱ ସ୍ତରୀୟ ଚୟନରେ, ୨୦୦୧ ରେ ହୋଇଥିବା ଦୁଖଃଦ ଭୂମିକମ୍ପରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳିର ପ୍ରତୀକ କଚ୍ଛର ସ୍ମୃତିବନକୁ ସାମିଲ୍ କରାଯାଇଥିବା ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ।

Congress's mindset is against the rural development of border villages: PM Modi in Barmer

April 12th, 02:30 pm

Ahead of the upcoming Lok Sabha elections, PM Modi was accorded a bustling welcome by Barmer as he addressed an election rally in Rajasthan. He said, Rajasthan represents valour and courage along with a resolve to enable a 'Viksit Bharat.' He added that looking at the popular support, the people are determined for '4 June 400 Paar, Fir ek Baar Modi Sarkar.'

Barmer's bustling welcome for PM Modi as he addresses an election rally in Rajasthan

April 12th, 02:15 pm

Ahead of the upcoming Lok Sabha elections, PM Modi was accorded a bustling welcome by Barmer as he addressed an election rally in Rajasthan. He said, Rajasthan represents valour and courage along with a resolve to enable a 'Viksit Bharat.' He added that looking at the popular support, the people are determined for '4 June 400 Paar, Fir ek Baar Modi Sarkar.'

ଆଈ ଶ୍ରୀ ସୋନାଲ ମାତାଙ୍କ ଜନ୍ମ ଶତବାର୍ଷିକୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା

January 13th, 12:00 pm

ଜନ୍ମଶତବାର୍ଷିକୀର ଏହି ତିନି ଦିନିଆ ଉତ୍ସବ ମଧ୍ୟରେ ଶ୍ରୀ ସୋନାଲ ମା'ଙ୍କ ସ୍ମୃତି ଆମ ସହିତ ରହିଛି। ଭଗବତୀ ସ୍ୱରୂପ ସୋନାଲ ମା' ଏହି କଥାର ଏକ ଜୀବନ୍ତ ଉଦାହରଣ ଥିଲେ ଯେ ଭାରତ ମାଟି କୌଣସି ଯୁଗରେ ଅବତାର ଆତ୍ମାମାନଙ୍କ ଠାରୁ ଖାଲି ରହୁନାହିଁ। ଗୁଜରାଟ ଏବଂ ସୌରାଷ୍ଟ୍ରର ଏହି ଭୂମି ମହାନ ସନ୍ଥ ଏବଂ ବ୍ୟକ୍ତିତ୍ୱଙ୍କ ଭୂମି, ବିଶେଷ କରି । ଅନେକ ସାଧୁ ସନ୍ଥ ଓ ମହାନ ଆତ୍ମା ଏହି ଅଞ୍ଚଳର ସମଗ୍ର ମାନବଜାତିକୁ ନିଜର ଆଲୋକ ବିସ୍ତାର କରିଛନ୍ତି। ପବିତ୍ର ଗିର୍ନାର ଭଗବାନ ଦତ୍ତାତ୍ରେୟ ଏବଂ ଅଗଣିତ ସନ୍ଥଙ୍କ ବାସସ୍ଥଳୀ ଅଟେ । ସୌରାଷ୍ଟ୍ରର ଏହି ଅନନ୍ତ ସନ୍ଥ ପରମ୍ପରାରେ ଶ୍ରୀ ସୋନାଲ ମା ଆଧୁନିକ ଯୁଗ ପାଇଁ ଆଲୋକ ପରି ଥିଲେ । ତାଙ୍କର ଆଧ୍ୟାତ୍ମିକ ଶକ୍ତି, ମାନବିକ ଶିକ୍ଷା, ତପସ୍ୟା, ଏହା ତାଙ୍କ ବ୍ୟକ୍ତିତ୍ୱରେ ଏକ ଚମତ୍କାର ଦିବ୍ୟ ଆକର୍ଷଣ ସୃଷ୍ଟି କରିଥିଲା । ଏହା ଆଜି ମଧ୍ୟ ଜୁନାଗଡ଼ ଏବଂ ମଢ଼ଡ଼ାର ସୋନାଲ ଧାମରେ କରାଯାଇ ପାରିବ।

ଭିଡିଓ ବାର୍ତ୍ତା ଜରିଆରେ ଆଈ ଶ୍ରୀ ସୋନାଲ ମାତାଙ୍କ ଜନ୍ମ ଶତବାର୍ଷିକୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

January 13th, 11:30 am

ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ପବିତ୍ର ପୌଷ ମାସରେ ଆଈ ଶ୍ରୀ ସୋନାଲ ମା'ଙ୍କ ଜନ୍ମ ଶତବାର୍ଷିକୀ ପାଳନ କରାଯାଉଛି ଏବଂ ସେ ସୋନାଲ ମାତାଙ୍କ ଆଶୀର୍ବାଦ ପାଇଁ କୃତଜ୍ଞତା ଜ୍ଞାପନ କରିବା ସହିତ ଏହି ପବିତ୍ର କାର୍ଯ୍ୟକ୍ରମ ସହିତ ଜଡିତ ହେବା ଏକ ସୌଭାଗ୍ୟର ବିଷୟ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ସମଗ୍ର ଚରଣ ସମାଜ ଏବଂ ସମସ୍ତ ପ୍ରଶାସକଙ୍କୁ ଅଭିନନ୍ଦନ ଜଣାଇବା ସହ କହିଥିଲେ, ମାଧବ ଧାମ ଚରଣ ସମ୍ପ୍ରଦାୟ ପାଇଁ ଶ୍ରଦ୍ଧା, ଶକ୍ତି, ରୀତିନୀତି ଏବଂ ପରମ୍ପରାର କେନ୍ଦ୍ର। ମୁଁ ଶ୍ରୀ ଆଇଙ୍କ ପାଦ ଆଗରେ ପ୍ରଣାମ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

Narendra Modi: The Go-To Man in Times of Crises

November 29th, 09:56 pm

“I salute the determination of all those involved in this rescue campaign. Their courage and resolve have given a new life to our fellow workers. Everyone involved in this mission has set a remarkable example of humanity and teamwork,” PM Modi said in a telephonic conversation with the rescued workers who were successfully pulled out of a collapsed tunnel in Uttarakhand.

ଗୁଜରାଟର ମେହେସାଣାରେ ବିଭିନ୍ନ ବିକାଶମୂଳକ ପଦକ୍ଷେପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

October 30th, 09:11 pm

କିପରି ଅଛି ମୋର ଖାଖରିଆ ଟପ୍ପା, ପ୍ରଥମେ ତ’ ମୁଁ ଗୁଜରାଟର ମୁଖ୍ୟମନ୍ତ୍ରୀ ମହାଶୟ ଏବଂ ସରକାରଙ୍କ ନିକଟରେ କୃତଜ୍ଞତା ଜଣାଉଛି ଯେ, ମୋତେ ଆପଣମାନଙ୍କ ଗହଣକୁ ଆସି ଦର୍ଶନ କରିବା ପାଇଁ ଏଠାରେ ସୁଯୋଗ ମିଳିଛି । ସ୍କୁଲ ସମୟର କେତେ ହିଁ ସାଙ୍ଗମାନଙ୍କର ଚେହେରା ମୋତେ ଦିଶୁଥିଲା, ମୋ ପାଇଁ ଏହା ସୌଭାଗ୍ୟର ମୁହୂର୍ତ ଥିଲା । ଆପଣ ସମସ୍ତଙ୍କ ନିକଟକୁ ଆସି ଆପଣ ସମସ୍ତଙ୍କ ଦର୍ଶନ କରିବା, ଘର ଅଗଣାକୁ ଆସିଥିବାରୁ ମୋର ସବୁକିଛି ପୁରୁଣା କଥା ସ୍ମରଣ ଆସୁଛି ଏବଂ ପୁରୁଣା ଅନୁଭୂତି ସତେଜ ହୋଇ ଉଠୁଛି, ଯେଉଁ ମାଟି ଏବଂ ଯେଉଁ ଲୋକମାନେ ମୋତେ ସୃଷ୍ଟି କରିଛନ୍ତି, ସେମାନଙ୍କ ଋଣ ସ୍ୱୀକାର କରିବା ପାଇଁ ଯେତେବେଳେ ମଧ୍ୟ ମୋତେ ସୁଯୋଗ ମିଳିଥାଏ, ମନକୁ ସନ୍ତୋଷ ମିଳିଥାଏ । ଏଥିପାଇଁ ଏକ ପ୍ରକାରରେ ଆଜି ଏହା ମୋର ସାକ୍ଷାତ ଋଣ ସ୍ୱୀକାର କରିବା ପାଇଁ ମୋ ପାଇଁ ହେଉଛି ଏକ ସୁଯୋଗ । ଆଜି ୩୦ ଅକ୍ଟୋବର ଏବଂ ଆସନ୍ତା କାଲି ୩୧ ଅକ୍ଟୋବର, ଏହି ଦୁଇଟି ଦିନ ଆମ ସମସ୍ତଙ୍କ ପାଇଁ ହେଉଛି ବହୁତ ପ୍ରେରଣାର ଦିନ, ଆଜି ସ୍ୱାଧୀନତା ସଂଗ୍ରାମରେ ଆଦିବାସୀମାନଙ୍କୁ ଯିଏ ନେତୃତ୍ୱ ଦେଇଥିଲେ ଏବଂ ଯିଏ ଇଂରେଜ ସରକାରଙ୍କୁ ଉଚିତ ଜବାବ ଦେଇଥିଲେ, ହେଉଛି ଏଭଳି ସଂଗ୍ରାମୀ ଗୋବିନ୍ଦ ଗୁରୁଜୀଙ୍କର ପୁଣ୍ୟ ତିଥି । ଆଉ ଆସନ୍ତା କାଲି ହେଉଛି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ । ଆମର ପିଢ଼ୀ ବିଶ୍ୱର ସବୁଠାରୁ ବଡ଼ ପ୍ରତିମା ଷ୍ଟାଚ୍ୟୁ ଅଫ୍ ୟୁନିଟି ସର୍ଦ୍ଦାର ସାହେବଙ୍କୁ ଉଚିତ ଅର୍ଥରେ ହିଁ ଆମ୍ଭେମାନେ ବହୁତ ଉଚ୍ଚ ଶ୍ରଦ୍ଧା ବ୍ୟକ୍ତ କରିଛୁ । ଆଉ ଆଗାମୀ ପିଢ଼ୀ ମଧ୍ୟ ଯେତେବେଳେ ସର୍ଦ୍ଦାର ସାହେବଙ୍କ ମୂର୍ତି ଦେଖିବେ ତେବେ ଆପେ ଆପେ ସେମାନଙ୍କର ମୁଣ୍ଡ ନଇଁବ ନାହିଁ ବରଂ ସେମାନଙ୍କ ମୁଣ୍ଡ ଉପରକୁ ହୋଇଯିବ । ସର୍ଦ୍ଦାର ସାହେବଙ୍କ ପାଦ ତଳେ ଠିଆ ହୋଇଥିବା ପ୍ରତ୍ୟେକ ବ୍ୟକ୍ତି ମୁଣ୍ଡ ଉପରକୁ କରି ଠିଆ ହେବେ, ସେମାନେ ମୁଣ୍ଡ ନୁଆଁଇବେ ନାହିଁ, ଏପରି କାର୍ଯ୍ୟ ହୋଇଛି । ଗୁରୁ ଗୋବିନ୍ଦ ଜୀଙ୍କ ସମ୍ପୂର୍ଣ୍ଣ ଜୀବନ ମାଆ ଭାରତୀଙ୍କ ସ୍ୱାଧୀନତା ପାଇଁ ସଙ୍ଘର୍ଷରେ ଏବଂ ଆଦିବାସୀ ସମାଜର ସେବାରେ, ସେବା ଏବଂ ରାଷ୍ଟ୍ରଭକ୍ତି ଏତେ ତୀବ୍ର ଥିଲା ଯେ ବଳିଦାନୀମାନଙ୍କ ପାଇଁ ପରମ୍ପରା ସୃଷ୍ଟି କରିଦେଲା । ଆଉ ସେ ସ୍ୱୟଂ ନିଜେ ବଳିଦାନୀମାନଙ୍କର ପ୍ରତୀକ ପାଲଟିଗଲେ, ମୁଁ ଆନନ୍ଦିତ ଯେ ମୋ ସରକାର ବିଗତ ବର୍ଷମାନଙ୍କରେ ଗୁରୁ ଗୋବିନ୍ଦ ଜୀଙ୍କ ସ୍ମୃତିରେ ମାନଘର ଧାମ ଯାହା ମଧ୍ୟପ୍ରଦେଶ- ଗୁଜରାଟର ଆଦିବାସୀ ବହୁଳ କ୍ଷେତ୍ରରେ ଅଛି, ତାକୁ ରାଷ୍ଟ୍ରୀୟ ସ୍ତରରେ ସ୍ଥାପିତ କରି ତାହାକୁ ବହୁତ ବଡ଼ ସୁଯୋଗ ଭାବେ ପାଳନ କରୁଛନ୍ତି ।

PM inaugurates, dedicates to the nation and lays foundation stone for projects worth around Rs 5800 crores in Mehsana, Gujarat

October 30th, 04:06 pm

PM Modi inaugurated, dedicated to the nation and laid the foundation stone for projects worth around Rs 5800 crores in Mehsana, Gujarat. Addressing the gathering, the PM remarked that the two dates of 30th and 31st October are a source of great inspiration for everyone, as the former is the death anniversary of Govind Guru ji and the latter is the birth anniversary of Sardar Patel ji. “Our generation has expressed its reverence for Sardar Saheb by building the world's largest statue, the Statue of Unity”, PM Modi said.

ୟୁଏନଡବ୍ଲୁଟିଓ ଦ୍ୱାରା ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ଭାବରେ ପୁରସ୍କୃତ ହୋଇଥିବା ଗୁଜୁରାଟର ଧୋର୍ଡୋକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

October 20th, 03:34 pm

ଜାତିସଂଘର ବିଶ୍ୱ ପର୍ଯ୍ୟଟନ ସଂଗଠନ (ୟୁଏନଡବ୍ଲୁଟିଓ) ଦ୍ୱାରା ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ଭାବରେ ପୁରସ୍କୃତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜୁରାଟ କୁଚ୍ ଜିଲ୍ଲାର ଧୋର୍ଡୋ ଗ୍ରାମକୁ ଶୁଭେଚ୍ଛା ଜଣାଇଛନ୍ତି।

ଆକାଂକ୍ଷୀ ଜିଲ୍ଲାଗୁଡ଼ିକ ପାଇଁ ‘ସଙ୍କଳ୍ପ ଶପଥ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

September 30th, 10:31 am

କାର୍ଯ୍ୟକ୍ରମରେ ଉପସ୍ଥିତ କେନ୍ଦ୍ର କ୍ୟାବିନେଟର ମୋର ସମସ୍ତ ସାଥୀ, ସରକାରଙ୍କ ଅଧିକାରୀ ଗଣ, ନୀତି ଆୟୋଗର ସମସ୍ତ ସାଥୀ ଆଉ ଏହି କାର୍ଯ୍ୟକ୍ରମରେ ଦେଶର ଭିନ୍ନ- ଭିନ୍ନ ଅଂଚଳରୁ, ଭିନ୍ନ-ସଂଖ୍ୟାରେ ଜନପ୍ରତିନିଧି ମଧ୍ୟ ଆଜି ଏହି କାର୍ଯ୍ୟକ୍ରମରେ ଯୋଡ଼ି ହୋଇଛନ୍ତି ଆଉ ଏହି ବିଷୟରେ ରୁଚି ରଖୁଥିବା ଲୋକମାନେ ମଧ୍ୟ ଆଜି ଆମ ସହିତ ଭିନ୍ନ- ଭିନ୍ନ ମାଧ୍ୟମରେ ଯୋଡ଼ି ହୋଇଛନ୍ତି, ମୁଁ ଆପଣ ସମସ୍ତଙ୍କୁ ସ୍ୱାଗତ ଜଣାଉଛି । ଆଉ ଏହି କାର୍ଯ୍ୟକ୍ରମ ପାଇଁ ଆପଣ ସମସ୍ତଙ୍କୁ, ବିଶେଷ କରି ନୀତି ଆୟୋଗଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଉଛି ଆଉ ଆପଣ ସମସ୍ତଙ୍କୁ ଶୁଭକାମନା ମଧ୍ୟ ଜଣାଉଛି ।

ଆକାଂକ୍ଷୀ ବ୍ଲକ୍ ଗୁଡିକ ପାଇଁ ଏକ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମ 'ସଂକଳ୍ପ ସପ୍ତାହ'ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

September 30th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଦେଶର ଆକାଂକ୍ଷୀ ବ୍ଲକମାନଙ୍କ ପାଇଁ 'ସଂକଳ୍ପ ସପ୍ତାହ' ନାମକ ଏକ ଅନନ୍ୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆକାଂକ୍ଷୀ ବ୍ଲକ ପ୍ରୋଗ୍ରାମ ପୋର୍ଟାଲର ଶୁଭାରମ୍ଭ କରିବା ସହ ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ସେ ଉଦ୍‌ଘାଟନ କରିଥିଲେ ।

ସ୍ମୃତି ଭ୍ୟାନ ଉଦଘାଟନୀ ଦିବସକୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ

August 29th, 08:32 pm

୨୦୦୧ ଗୁଜରାଟ ଭୂକମ୍ପରେ ନିଖୋଜଙ୍କ ଉଦ୍ଦେଶ୍ୟରେ ସ୍ମୃତି ଭ୍ୟାନ୍ ଉଦଘାଟନୀ ଦିବସକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ମରଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍‌'

June 18th, 11:30 am

ନମସ୍କାର । ‘ମନ୍ କି ବାତ୍‌’ ରେ ପୁଣି ଥରେ ଆପଣମାନଙ୍କୁ ସ୍ୱାଗତ । ‘ମନ୍ କି ବାତ୍‌’ ପ୍ରାୟତଃ ପ୍ରତି ମାସର ଶେଷ ରବିବାର ଦିନ ହୋଇଥାଏ, କିନ୍ତୁ ଏଥର ଗୋଟିଏ ସପ୍ତାହ ପୂର୍ବରୁ ହେଉଛି । ଆପଣମାନେ ତ ଜାଣିଛନ୍ତି, ଆସନ୍ତା ସପ୍ତାହରେ ମୁଁ ଆମେରିକାରେ ଥିବି ଆଉ ସେଠାରେ ଅନେକ କାର୍ଯ୍ୟବ୍ୟସ୍ତତା ମଧ୍ୟ ରହିବ । ତେଣୁ, ମୁଁ ଭାବିଲି ଯେ ସେଠାକୁ ଯିବା ଆଗରୁ ହିଁ ଆପଣମାନଙ୍କ ସହିତ କଥା ହେବି, ତା’ଠୁ ଭଲ ଆଉ କ’ଣ ହୋଇପାରେ? ଜନତା ଜନାର୍ଦ୍ଦନଙ୍କ ଆଶୀର୍ବାଦ, ଆପଣଙ୍କ ପ୍ରେରଣା ଯୋଗୁଁ ମୋ’ର ଶକ୍ତି ମଧ୍ୟ ବୃଦ୍ଧି ପାଇଚାଲିବ।

ବାତ୍ୟା “ବିପର୍ଯ୍ୟୟ”ର ମୁକାବିଲା ପ୍ରସ୍ତୁତି ସଂକ୍ରାନ୍ତ ଉଚ୍ଚସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

June 12th, 04:23 pm

ଆରବ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ର୍ରିକ ବାତ୍ୟା ଭୀଷଣ ଆକାର ଧାରଣ କରି ଗୁଜରାଟ ଉପକୂଳ ଆଡେ ମୁହାଁଇଛି । ‘ବିପର୍ଯ୍ୟୟ’ ନାମକ ଏହି ସାମୁଦ୍ରିକ ବାତ୍ୟାର ମୁକାବିଲା କରି କ୍ଷୟକ୍ଷତିକୁ କିପରି ଯଥା ସାଧ୍ୟ କମ୍ କରାଯାଇପାରିବ ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଆଜି ଏଠାରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ସ୍ୱରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅମିତ ଶାହା, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, କ୍ୟାବିନେଟ ସଚିବ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଓ କର୍ମକର୍ତ୍ତା ଯୋଗ ଦେଇଥିଲେ ।