ଭାରତର ପ୍ରଧାନମନ୍ତ୍ରୀଙ୍କ ୟୁକ୍ରେନ ଗସ୍ତ ଅବସରରେ ଭାରତ-ୟୁକ୍ରେନ ମିଳିତ ବକ୍ତବ୍ୟ
August 23rd, 07:00 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଭୋଲୋଦିମିର ଜେଲେନସ୍କିଙ୍କ ନିମନ୍ତ୍ରଣକ୍ରମେ ୨୩ ଅଗଷ୍ଟ ୨୦୨୪ରେ ୟୁକ୍ରେନ ଗସ୍ତ କରିଥିଲେ । ୧୯୯୨ ମସିହାରେ ଦୁଇ ଦେଶ ମଧ୍ୟରେ ରାଜନୈତିକ ସମ୍ପର୍କ ସ୍ଥାପିତ ହେବା ପରେ ଏହା କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ୟୁକ୍ରେନ ଗସ୍ତ ଥିଲା ।ପ୍ରଧାନମନ୍ତ୍ରୀଙ୍କ ୟୁକ୍ରେନ ଗସ୍ତ ସମୟରେ ସ୍ୱାକ୍ଷରିତ ଦସ୍ତାବିଜର ତାଲିକା (ଅଗଷ୍ଟ ୨୩, ୨୦୨୪)
August 23rd, 06:45 pm
କୃଷି ଏବଂ ଖାଦ୍ୟ ଉଦ୍ୟୋଗ କ୍ଷେତ୍ରରେ ସହଯୋଗ ପାଇଁ ଭାରତ ସରକାର ଏବଂ ୟୁକ୍ରେନ୍ ସରକାରଙ୍କ ମଧ୍ୟରେ ବୁଝାମଣାୟୁକ୍ରେନ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
August 23rd, 06:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କିଭ୍ ଠାରେ ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଶ୍ରୀ ଭୋଲୋଦିମିର ଜେଲେନସ୍କିଙ୍କୁ ସାକ୍ଷାତ କରିଛନ୍ତି । ମେରିନସ୍କି ପ୍ୟାଲେସରେ ପହଞ୍ଚିବା ପରେ ରାଷ୍ଟ୍ରପତି ଜେଲେନସ୍କି ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ ।ହିନ୍ଦୀ ଶିଖୁଥିବା ୟୁକ୍ରେନ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
August 23rd, 06:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କିଭ୍ ସ୍ଥିତ ସ୍କୁଲ ଅଫ୍ ଓରିଏଣ୍ଟାଲ ଷ୍ଟଡିଜ୍ ରେ ହିନ୍ଦୀ ଭାଷା ଶିଖୁଥିବା ୟୁକ୍ରେନର ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି ।PM Modi pays homage at Gandhi statue in Kyiv
August 23rd, 03:25 pm
Prime Minister Modi paid homage to Mahatma Gandhi in Kyiv. The PM underscored the timeless relevance of Mahatma Gandhi’s message of peace in building a harmonious society. He noted that the path shown by him offered solutions to present day global challenges.ଶହୀଦ ପିଲାମାନଙ୍କ ଉଦ୍ଦେଶ୍ୟରେ ଆୟୋଜିତ ପ୍ରଦର୍ଶନୀ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
August 23rd, 03:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନର କିବ୍ରେ ଥିବା ଜାତୀୟ ଇତିହାସ ସଂଗ୍ରହାଳୟରେ ଶହୀଦ ପିଲାମାନଙ୍କ ସ୍ମୃତିରେ ଆୟୋଜିତ ମଲ୍ଟିମିଡିଆ ଶହୀଦ ବିଶେଷଜ୍ଞ ପ୍ରଦର୍ଶନୀ ପରିଦର୍ଶନ କରିଥିଲେ । ତାଙ୍କ ସହ ୟୁକ୍ରେନ୍ର ରାଷ୍ଟ୍ରପତି ଶ୍ରୀ ଭୋଲୋଡିମିର୍ ଜେଲେନସ୍କି ମଧ୍ୟ ରହିଥିଲେ ।ୟୁକ୍ରେନର କିଭ୍ ରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
August 23rd, 02:14 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନର କିଭରେ ପହଞ୍ଚିଛନ୍ତି । ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ସ୍ଥାପନ ହେବା ପରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ହେଉଛି ପ୍ରଥମ ୟୁକ୍ରେନ ଗସ୍ତ ।