"ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତରପ୍ରଦେଶରେ ଜନସଭାକୁ ସମ୍ବୋଧିତ କରିଛନ୍ତି "

May 01st, 11:00 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଆମ୍ବେଦକର ନଗର ଏବଂ କୋଶାମ୍ବିରେ ଦୁଇଟି ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି । ରାଲିରେ ଶକ୍ତି ଭରା ଭାଷଣ ଦେଇ ,ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ରାଷ୍ଟ୍ରୀୟ ସୁରକ୍ଷା ତାଙ୍କ ସରକାରଙ୍କ ପାଇଁ ସର୍ବୋଚ୍ଚ ପ୍ରାଥମିକତା ଏବଂ ତାଙ୍କ ସରକାର ଆତଙ୍କବାଦର ମୁକାବିଲା ପାଇଁ ସମର୍ପିତ ଅଛନ୍ତି ।

ଉଡୁପିରେ ସାର୍ବଜନିକ ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭାଷଣର ମୂଳପାଠ

ଉଡୁପିରେ ସାର୍ବଜନିକ ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭାଷଣର ମୂଳପାଠ

May 01st, 02:29 pm

କର୍ଣ୍ଣାଟକରେ ଆଜି ନିର୍ବାଚନ କରି ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସ ଦଳର ସମାଲୋଚନା କରି କହିଲେ ଯେ ବିଜେପି ରାଜ୍ୟର ନିର୍ବାଚନରେ ଭଲ ପ୍ରଦର୍ଶନ କରିବ । ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ଏହି ନିର୍ବାଚନ ବିଜେପିର ଲୋକମାନଙ୍କ ବିକାଶର ରାଜନୀତି ବନାମ କଂଗ୍ରେସର ପାରିବାରିକ ରାଜନୀତିକୁ ନେଇ ହେବ ।

ଚମରାଜନଗରରେ ଏକ ସାର୍ବଜନିକ ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭାଷଣର ମୂଳପାଠ

ଚମରାଜନଗରରେ ଏକ ସାର୍ବଜନିକ ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭାଷଣର ମୂଳପାଠ

May 01st, 01:49 pm

କର୍ଣ୍ଣାଟକରେ ଆଜି ନିର୍ବାଚନ ପ୍ରଚାର କରି ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସ ଦଳର ସମାଲୋଚନା କରି କହିଲେ ଯେ ବିଜେପି ରାଜ୍ୟର ନିର୍ବାଚନରେ ଉନ୍ନତ ପ୍ରଦର୍ଶନ କରିବ । ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ଏହି ନିର୍ବାଚନ ବିଜେପିର ଲୋକମାନଙ୍କ ବିକାଶର ରାଜନୀତି ବନାମ କଂଗ୍ରେସର ପାରିବାରିକ ରାଜନୀତିକୁ ନେଇ ହେବ ।

ଆମେ ସ୍ୱଚ୍ଛ ,ସୁନ୍ଦର ଏବଂ ସୁରକ୍ଷିତ କର୍ଣ୍ଣାଟକ ଚାହୁଁଛୁ :ପ୍ରଧାନମନ୍ତ୍ରୀ ମୋଦୀ

May 01st, 01:45 pm

କର୍ଣ୍ଣାଟକରେ ଆଜି ନିର୍ବାଚନ ପ୍ରଚାର କରିବା ସମୟରେ ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସ ଦଳର କଡ଼ା ସମାଲୋଚନା କରି କହିଲେ ଯେ ବିଜେପି ନିର୍ବାଚନରେ ଉନ୍ନତ ପ୍ରଦର୍ଶନ କରିବ । ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ଏହି ନିର୍ବାଚନ ବିଜେପିର ଲୋକମାନଙ୍କ ବିକାଶର ରାଜନୀତି ବନାମ କଂଗ୍ରେସର ପାରିବାରିକ ରାଜନୀତିକୁ ନେଇ ହେବ ।

ସୋସିଆଲ ମିଡିଆ କର୍ଣ୍ଣର ମେ 1 2017

May 01st, 08:44 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ଶ୍ରମିକ ଦିବସରେ ଶ୍ରମିକ ମାନଙ୍କୁ ଅଭିବାଦନ ଜଣାଇଲେ ପ୍ରଧାନମନ୍ତ୍ରୀ

May 01st, 09:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଶ୍ରମିକ ଦିବସ ବାର୍ତ୍ତାରେ, ଭାରତ ବିକାଶରେ ଏକ ବଡ ଭୂମିକା ତୁଲାଉଥିବା ଅଗଣିତ ଶ୍ରମିକ ମାନଙ୍କ କଠିନ ପରିଶ୍ରମ ଓ ପ୍ରତିଶ୍ରୁତିବଦ୍ଧତା କୁ ଅଭିବାଦନ ଜଣାଇଛନ୍ତି I

ସୋସିଆଲ ମିଡିଆ କର୍ଣ୍ଣର 30 ଏପ୍ରିଲ 2017

April 30th, 07:52 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'ର ଓଡ଼ିଆ ଭାଷାନ୍ତର

April 30th, 11:32 am

ପ୍ରତ୍ୟେକ ଥର ମନ କି ବାତ୍ ପୂର୍ବରୁ ଦେଶର କୋଣ ଅନୁକୋଣରୁ, ସବୁ ବୟସର ଲୋକମାନଙ୍କଠାରୁ, ମନ କି ବାତକୁ ନେଇ ଅନେକଗୁଡ଼ିଏ ପରାମର୍ଶ ଆସେ । ଆକାଶବାଣୀ ମାଧ୍ୟମରେ ଆସେ, Narendra Modi App ରେ ଆସେ, My Gov ଜରିଆରେ ଆସେ, ଫୋନ ଦ୍ୱାରା ଆସେ । Recorded Message ଦ୍ୱାରା ଆସେ ଏବଂ ଯେତେବେଳେ ସମୟ ବାହାର କରି ମୁଁ ସେଗୁଡ଼ିକୁ ଦେଖେ, ତାହା ମୋ ପାଇଁ ଗୋଟିଏ ସୁଖକର ଅନୁଭୂତି ହୋଇଥାଏ । ସେଥିରୁ ବିବିଧତା ପୂର୍ଣ୍ଣ ସୂଚନା ମିଳେ । ଦେଶର ପ୍ରତିଟି କୋଣରେ ଶକ୍ତିର ଭଣ୍ଡାର ରହିଛି । ଜଣେ ସାଧକ ଭଳି ସମାଜରେ ରହିଥିବା ଲୋକମାନଙ୍କର ବିପୁଳ ଯୋଗଦାନ, ଅନ୍ୟପକ୍ଷରେ ସମସ୍ୟାଗୁଡ଼ିକର ଭଣ୍ଡାର ମଧ୍ୟ ଦେଖିବାକୁ ମିଳେ ଯେଉଁ ଦିଗକୁ ହୁଏତ ସରକାରଙ୍କ ଦୃଷ୍ଟି ମଧ୍ୟ ଯାଏନି । ବୋଧହୁଏ ଶାସନ ବ୍ୟବସ୍ଥା ଏଥିସହିତ ଅଭ୍ୟସ୍ତ ହୋଇପଡ଼ିଛି, ଲୋକେ ମଧ୍ୟ ଅଭ୍ୟସ୍ତ ହୋଇପଡ଼ିଛନ୍ତି । ମୁଁ ଲକ୍ଷ୍ୟ କରିଛି ଯେ, ଏଥିରେ ପିଲାଙ୍କ ଜିଜ୍ଞାସା, ଯୁବଗୋଷ୍ଠୀର ମହତ୍ୱାଂକାଂକ୍ଷା, ବୟସ୍କମାନଙ୍କ ଅନୁଭୂତିର ସାରମର୍ମ, ଭଳିକି ଭଳି କଥା ସାମନାକୁ ଆସେ ।

Our Government is for the poor. Whatever we will do will be for welfare of the poor: PM Modi

May 01st, 12:06 pm



Marching Towards a Smoke-free Rural India: PM Modi launches Ujjwala Yojana in Ballia, Uttar Pradesh

May 01st, 12:05 pm



PM salutes the hardwork, determination and dedication of millions of Shramiks, on Labour Day

May 01st, 08:43 am