Swachhata is a lifelong commitment: PM Modi

October 02nd, 04:45 pm

On Gandhi Jayanti, Prime Minister Narendra Modi joined the nation's youth in the Swachhta Abhiyan, encouraging citizens to engage in cleanliness activities and reinforce the Swachh Bharat Mission.

ସ୍ୱଚ୍ଛ ଭାରତ ଅଭିଯାନର ୧୦ ବର୍ଷ ପୂର୍ତ୍ତୀ ଅବସରରେ ଯୁବପିଢ଼ୀ ସହ ସ୍ୱଚ୍ଛତା ଅଭିଯାନରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 02nd, 04:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ଛୋଟ ସ୍କୁଲ ପିଲାମାନଙ୍କ ସହ ସ୍ୱଚ୍ଛତା ଅଭିଯାନରେ ଅଂଶଗ୍ରହଣ କରିଥିଲେ ଏବଂ ସ୍ୱଚ୍ଛ ଭାରତ ଅଭିଯାନର ୧୦ ବର୍ଷ ପୂର୍ତ୍ତୀ ଅବସରରେ ସେମାନଙ୍କ ସହ କଥା ହୋଇଥିଲେ ।

Prime Minister pays tributes to Shri Lal Bahadur Shastri on his birth anniversary

October 02nd, 09:08 am

The Prime Minister Shri Narendra Modi today paid tribute to former Prime Minister Shri Lal Bahadur Shastri on his birth anniversary.

ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀରେ ବିଜୟଘାଟରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

October 02nd, 03:38 pm

ଆଜି ବିଜୟଘାଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ତାଙ୍କ ଜୟନ୍ତୀରେ ମନେ ପକାଇଲେ ପ୍ରଧାନମନ୍ତ୍ରୀ

October 02nd, 08:53 am

ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ତାଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

21st century is about fulfilling every Indian's aspirations: PM Modi in Lok Sabha

August 10th, 04:30 pm

PM Modi replied to the Motion of No Confidence in Lok Sabha. PM Modi said that it would have been better if the opposition had participated with due seriousness since the beginning of the session. He mentioned that important legislations were passed in the past few days and they should have been discussed by the opposition who gave preference to politics over these key legislations.

ଲୋକସଭାରେ ଅନାସ୍ଥା ପ୍ରସ୍ତାବର ଉତ୍ତର ଦେଲେ ପ୍ରଧାନମନ୍ତ୍ରୀ

August 10th, 04:00 pm

ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବାରମ୍ବାର ସରକାରଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ସେ ଭାରତର ପ୍ରତ୍ୟେକ ନାଗରିକଙ୍କ ପ୍ରତି ଅତ୍ୟନ୍ତ କୃତଜ୍ଞତା ଜ୍ଞାପନ କରିବାକୁ ଆସିଛନ୍ତି । ପୂର୍ବ ଥରର ଅନାସ୍ଥା ପ୍ରସ୍ତାବ ବିଷୟରେ ସ୍ମରଣ କରାଇ ସେ କହିଥିଲେ, ଏହା ସରକାରଙ୍କ ପାଇଁ ଫ୍ଲୋର ଟେଷ୍ଟ ନୁହେଁ ବରଂ ୨୦୧୮ରେ ଅନାସ୍ଥା ପ୍ରସ୍ତାବ ଆଣିଥିବା ବିରୋଧୀଙ୍କ ପାଇଁ ଏକ ଫ୍ଲୋର ଟେଷ୍ଟ । ଉଭୟ ଏନଡିଏ ଓ ବିଜେପି ଅଧିକ ଆସନରେ ବିଜୟୀ ହୋଇଛନ୍ତି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ, ଯେତେବେଳେ ଆମେ ୨୦୧୯ରେ ନିର୍ବାଚନ ଲଢ଼ିଥିଲୁ, ଲୋକମାନେ ସେମାନଙ୍କ ଉପରେ ଅଧିକ ଦୃଢ଼ତାର ସହିତ ଆସ୍ଥା ପ୍ରକଟ କରିଥିଲେ। ଏକ ପ୍ରକାରରେ ବିରୋଧୀ ଆଣିଥିବା ଅନାସ୍ଥା ପ୍ରସ୍ତାବ ସରକାରଙ୍କ ପାଇଁ ଶୁଭ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଲୋକଙ୍କ ଆଶୀର୍ବାଦ ରେ ଏନଡିଏ ଓ ବିଜେପି ୨୦୨୪ରେ ସମସ୍ତ ରେକର୍ଡ ଭାଙ୍ଗି ବିଜୟୀ ହେବେ ବୋଲି ସେ ବିଶ୍ୱାସ ବ୍ୟକ୍ତ କରିଥିଲେ ।

'ମନ୍ କୀ ବାତ୍' ପାଇଁ ଲୋକମାନେ ଯେଉଁ ସ୍ନେହ ଦେଖାଇଛନ୍ତି ତାହା ଅଭୂତପୂର୍ବ: ପ୍ରଧାନମନ୍ତ୍ରୀ ମୋଦୀ

May 28th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍‌’ରେ ପୁଣି ଥରେ ଆପଣ ସମସ୍ତଙ୍କୁ ବହୁତ ବହୁତ ସ୍ୱାଗତ । ଏଥର ‘ମନ୍ କି ବାତ୍‌’ର ଏହି ଅଧ୍ୟାୟ, ଦ୍ୱିତୀୟ ଶତକର ଶୁଭାରମ୍ଭ । ଗତ ମାସରେ ଆମେ ସମସ୍ତେ ଏହାର ସ୍ୱତନ୍ତ୍ର ଶତକକୁ ଆନନ୍ଦରେ ପାଳନ କଲୁ । ଆପଣମାନଙ୍କ ଅଂଶଗ୍ରହଣ ହିଁ ଏହି କାର୍ଯ୍ୟକ୍ରମର ସବୁଠାରୁ ବଡ଼ ଶକ୍ତି । ୧୦୦ତମ ଅଧ୍ୟାୟର ପ୍ରସାରଣ ସମୟରେ ସାରା ଦେଶ ଏକ ପ୍ରକାର ଗୋଟିଏ ସୂତ୍ରରେ ବାନ୍ଧି ହୋଇଯାଇଥିଲା । ସଫେଇ କାର୍ଯ୍ୟରେ ଲିପ୍ତ ଆମ ଭାଇଭଉଣୀ ହୁଅନ୍ତୁ କିମ୍ବା ଭିନ୍ନ ଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ ମହାରଥିମାନେ, ‘ମନ୍ କି ବାତ୍‌’ ସମସ୍ତଙ୍କୁ ଏକାଠି କରିପାରିଛି । ଆପଣମାନେ ସମସ୍ତେ ‘ମନ୍ କି ବାତ୍‌’ ପ୍ରତି ଯେଉଁ ଆତ୍ମୀୟତା ଏବଂ ସ୍ନେହଭାବ ପ୍ରଦର୍ଶିତ କରିଛନ୍ତି, ତାହା ଅଭୁତପୂର୍ବ ଏବଂ ଭାବବିହ୍ୱଳକାରୀ । ଯେତେବେଳେ ‘ମନ୍ କି ବାତ୍‌’ର ପ୍ରସାରଣ ହେଲା, ସେତେବେଳେ ବିଶ୍ୱର ଭିନ୍ନ ଭିନ୍ନ ଦେଶରେ ଅଲଗା ଅଲଗା ଟାଇମ୍ ଜୋନ୍ ଥିଲା, କେଉଁଠି ସଞ୍ଜ ନଇଁ ଆସୁଥିଲା, ତ କେଉଁଠି ଥିଲା ରାତ୍ରିର ବିଳମ୍ବିତ ପ୍ରହର । ଏହାସତ୍ୱେ ଲୋକେ ୧୦୦ତମ ଅଧ୍ୟାୟଟି ଶୁଣିବାକୁ ସମୟ ବାହାର କଲେ । ମୁଁ ହଜାର ହଜାର ମାଇଲ ଦୂରରେ ଥିବା ନ୍ୟୁଜିଲାଣ୍ଡର ସେହି ଭିଡିଓଟି ଦେଖିଲି, ଯେଉଁଥିରେ ଜଣେ ଶତାୟୂ ମାତା ତାଙ୍କ ଆଶୀର୍ବାଦ ପ୍ରଦାନ କରୁଥାନ୍ତି । ‘ମନ୍ କି ବାତ୍‌’କୁ ନେଇ ଦେଶବିଦେଶର ଲୋକେ ସେମାନଙ୍କ ମତ ଉପସ୍ଥାପିତ କରିଛନ୍ତି । ଅନେକ ଲୋକେ ଏହାର ଗଠନମୂଳକ ବିଶ୍ଲେଷଣ ମଧ୍ୟ କରିଛନ୍ତି । ‘ମନ୍ କି ବାତ୍‌’ରେ ଦେଶ ଏବଂ ଦେଶବାସୀଙ୍କ ଉପଲବ୍ଧି ବିଷୟରେ ହେଉଥିବା ଆଲୋଚନାକୁ ଲୋକେ ପସନ୍ଦ କରିଛନ୍ତି । ଆପଣମାନଙ୍କର ଏହି ଆଶୀର୍ବାଦ ପାଇଁ ମୁଁ ପୁଣିଥରେ ଆପଣମାନଙ୍କୁ ସାଦର ଧନ୍ୟବାଦ ଅର୍ପଣ କରୁଛି ।

ସଂସଦରେ ଲାଲ ବାହାଦୂର ଶାସ୍ତ୍ରୀ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

October 02nd, 05:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦ ଭବନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀ ଅବସରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

ବିଜୟ ଘାଟରେ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ତାଙ୍କ ଜୟନ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

October 02nd, 10:07 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଜୟ ଘାଟରେ ତାଙ୍କ ଜୟନ୍ତୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଜୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।

ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

October 02nd, 09:15 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଜୀଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ବିଷୟରେ ତାଙ୍କ ଚିନ୍ତାଧାରାର ଏକ ଭିଡିଓ ମଧ୍ୟ ସେୟାର କରିଛନ୍ତି । ଶ୍ରୀ ମୋଦୀ ଦିଲ୍ଲୀର ପ୍ରଧାନମନ୍ତ୍ରୀ ସଂଗ୍ରହାଳୟରେ ଥିବା ଲାଲ ବାହାଦୂର ଶାସ୍ତ୍ରୀଙ୍କ ଗ୍ୟାଲେରୀରୁ କିଛି ଝଲକ ମଧ୍ୟ ସେୟାର କରିଛନ୍ତି ।

ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨ଠ୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟର ମୂଳପାଠ

August 13th, 11:31 am

ଚାଲନ୍ତୁ, ଏମିତି ଭାବେ ସମସ୍ତଙ୍କ ସହିତ କଥାବାର୍ତ୍ତା କରିବା ମୋ ପାଇଁ ବହୁତ ପ୍ରେରଣାଦାୟକ ଅଟେ, କିନ୍ତୁ ସମସ୍ତଙ୍କ ସହିତ ବୋଧହୁଏ କଥାବାର୍ତ୍ତା କରିବା ସମ୍ଭବ ହୋଇନଥାଏ, କିନ୍ତୁ ଭିନ୍ନ ଭିନ୍ନ ସମୟରେ ଆପଣଙ୍କ ମଧ୍ୟରେ କେତେକଙ୍କ ସହିତ କୌଣସି ନା କୌଣସି ଭାବରେ ମୋତେ ସମ୍ପର୍କରେ ରହିବାର ସୁଯୋଗ ମିଳିଥାଏ, କଥାବାର୍ତ୍ତା ହେବାର ଅବସର ମିଳିଛି, କିନ୍ତୁ ମୋ ପାଇଁ ଖୁସି ଯେ ଆପଣ ସମୟ ବାହାର କରି ମୋର ଘରକୁ ଆସିଲେ ଏବଂ ପରିବାରର ଜଣେ ସଦସ୍ୟ ଭାବରେ ଆସିଛନ୍ତି । ତେବେ ଆପଣଙ୍କ ସିଦ୍ଧିର ଯଶ ଆପଣଙ୍କ ସହିତ ଯୋଡ଼ି ହୋଇ ଯେମିତି ପ୍ରତ୍ୟେକ ଭାରତୀୟ ଗର୍ବ କରୁଛନ୍ତି, ମୁଁ ମଧ୍ୟ ଗର୍ବ କରୁଛି । ଆପଣ ସମସ୍ତଙ୍କୁ ମୋର ଏହି ସ୍ଥାନକୁ ବହୁତ ବହୁତ ସ୍ୱାଗତ ।

ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ର ଭାରତୀୟ ଖେଳାଳୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

August 13th, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟଗୋଷ୍ଠୀ କ୍ରୀଡା-୨୦୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତମାନଙ୍କୁ ନୂଆଦିଲ୍ଲୀଠାର ସମ୍ବର୍ଦ୍ଧିତ କରିଛନ୍ତି । ଏଥିରେ ଉଭୟ ଖେଳାଳୀ ଓ ସେମାନଙ୍କ ପ୍ରଶିକ୍ଷକ ମାନେ ଯୋଗ ଦେଇଥିଲେ । କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡା ଓ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଓ କ୍ରୀଡା, ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିଶୀଥ ପ୍ରାମାଣିକ ମଧ୍ୟ ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ ।

ଛୋଟ ଅନଲାଇନ୍ ପେମେଣ୍ଟ ବଡ଼ ଡିଜିଟାଲ୍ ଅର୍ଥନୀତି ନିର୍ମାଣ କରୁଛି: ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

April 24th, 11:30 am

ନୂଆ ବିଷୟ ସହ, ନୂଆ ପ୍ରେରଣାଦାୟକ ଉଦାହରଣ ସହ, ନୂଆ ନୂଆ ସନ୍ଦେଶକୁ ଏକାଠି କରି ପୁଣିଥରେ ମୁଁ ଆପଣଙ୍କ ସଂଗେ ‘ମନ୍ କୀ ବାତ୍’ କରିବାକୁ ଆସିଛି । ଜାଣିଛନ୍ତି, ଏଥର ମୋତେ ସବୁଠୁ ବେଶୀ ଚିଠି ଓ ବାର୍ତ୍ତା କେଉଁ ବିଷୟକୁ ନେଇ ମିଳିଛି ? ଏହି ବିଷୟ ଏପରି ଯେ ତାହା ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ତିନୋଟି ସହ ସଂପୃକ୍ତ । ମୁଁ କହୁଛି ଦେଶକୁ ମିଳିଥିବା ନୂଆ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ କଥା । ଏଇ ୧୪ ଏପ୍ରିଲରେ ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟର ଲୋକାର୍ପଣ ହୋଇଛି ।

ଭାରତର ବିକାଶ କାହାଣୀର ଏହା ହେଉଛି ଟର୍ଣ୍ଣିଙ୍ଗ ପଏଣ୍ଟ : ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ

November 28th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଆମେ ପୁଣି ଥରେ ‘ମନ୍ କି ବାତ୍‌’ ପାଇଁ ଏକାଠି ହୋଇଛୁ । ଦୁଇ ଦିନ ପରେ ଡିସେମ୍ବର ମାସଟି ମଧ୍ୟ ଆରମ୍ଭ ହେବାକୁ ଯାଉଛି, ଆଉ ଡିସେମ୍ବର ମାସ ଆସିଲା ମାନେ ଆମକୁ ମନସ୍ତାତ୍ୱିକ ସ୍ତରରେ ଲାଗେ ଯେ, ଯାହାହେଉ, ବର୍ଷଟି ସରିଗଲା । ଇଏ ବର୍ଷର ଶେଷ ମାସ । ଆମେ ନୂଆବର୍ଷ ପାଇଁ ଯୋଜନା ପ୍ରସ୍ତୁତ କରିବାରେ ଲାଗିପଡ଼ୁ । ଏହି ମାସରେ ଦେଶ ପାଳନ କରେ ‘ନୌବାହିନୀ ଦିବସ’ ଏବଂ ‘ସଶସ୍ତ୍ର ବାହିନୀ ପତାକା ଦିବସ’ । ଆମ ସମସ୍ତେ ଜାଣୁ, ଯେ, ଡିସେମ୍ବର ୧୬ ତାରିଖ ଦିନ ଦେଶ ୧୯୭୧ରେ ହୋଇଥିବା ଯୁଦ୍ଧର ସୁବର୍ଣ୍ଣ ଜୟନ୍ତୀ ମଧ୍ୟ ପାଳନ କରିବ । ଏହି ସମସ୍ତ ଅବସରରେ ମୁଁ ଦେଶର ପ୍ରତିରକ୍ଷା ବାହିନୀକୁ ସ୍ମରଣ କରୁଛି, ଆମର ବୀରମାନଙ୍କୁ ସ୍ମରଣ କରୁଛି ଏବଂ ବିଶେଷ ଭାବେ ଏଭଳି ବୀରମାନଙ୍କୁ ଜନ୍ମ ଦେଇଥିବା ମା’ମାନଙ୍କୁ ସ୍ମରଣ କରୁଛି । ପ୍ରତିଥର ପରି ଏଥର ମଧ୍ୟ ମୋତେ ନମୋ ଆପ୍‌, ମାଇ ଗଭ୍‌ରେ ଆପଣମାନଙ୍କର ଅନେକ ପ୍ରସ୍ତାବ ମିଳିଛି । ଆପଣମାନେ ମୋତେ ନିଜ ପରିବାରର ଏକ ଅଂଶ ଭାବି ନିଜ ଜୀବନର ସୁଖ-ଦୁଃଖ ମଧ୍ୟ ବାଣ୍ଟିଛନ୍ତି । ଏଥିରେ ଅନେକ ଯୁବବର୍ଗର ହୋଇଥିବାବେଳେ ଅନେକ ଛାତ୍ରଛାତ୍ରୀ ମଧ୍ୟ ରହିଛନ୍ତି । ମୋତେ ପ୍ରକୃତରେ ଭଲ ଲାଗୁଛି ଯେ, ଆମର ଏହି ‘ମନ୍ କି ବାତ୍‌’ର ପରିବାର ନିରନ୍ତର ବିସ୍ତୃତ ହୋଇଚାଲିଛି, ମନ ସହ ମନର ସମ୍ପର୍କ ଦୃଢ଼ ହୋଇଚାଲିଛି, ଉଦ୍ଦେଶ୍ୟ ମଧ୍ୟ ଏକ ହୋଇଚାଲିଛି । ନିବିଡ଼ ହେଉଥିବା ଆମ ସମ୍ପର୍କ ସହ ଆମ ଅନ୍ତରରେ ନିରନ୍ତର ସକାରାତ୍ମକତାର ଗୋଟିଏ ପ୍ରବାହ ପ୍ରବାହିତ ହେଉଛି ।

ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

October 02nd, 10:09 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଜୀଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଛୋଟ ପ୍ରୟାସ ବଡ଼ ପରିବର୍ତ୍ତନ ଆଣିଥାଏ: ପ୍ରଧାନମନ୍ତ୍ରୀ ମୋଦୀ

September 26th, 11:30 am

ଆପଣମାନେ ଜାଣନ୍ତି ଯେ, ମାଘ ମାସ ଆସିଲେ ଆମ ଦେଶରେ ବହୁତ ଲୋକ ଗଙ୍ଗାମାତା କିମ୍ବା କୌଣସି ଅନ୍ୟ ନଦୀତଟରେ କଳ୍ପବାସ କରିଥାନ୍ତି । ଏବେ ତ ଆଉ ଏହି ପରମ୍ପରା ନାହିଁ, କିନ୍ତୁ ପୂର୍ବ ସମୟରେ ତ ଏଭଳି ପରମ୍ପରା ରହିଥିଲା ଯେ, ଘରେ ସ୍ନାନ କରିବା ସମୟରେ ମଧ୍ୟ ନଦୀମାନଙ୍କୁ ସ୍ମରଣ କରାଯାଉଥିଲା । ଆଜି ହୁଏତ ଏହା ବିଲୁପ୍ତ ହୋଇଯାଇଥାଇ ପାରେ କିମ୍ବା ନାମମାତ୍ର ଜୀବିତ ଥାଇପାରେ । କିନ୍ତୁ ଏହା ଏକ ବହୁତ ବଡ଼ ପରମ୍ପରା ଥିଲା ଯାହା ପ୍ରାତଃକାଳରେ ସ୍ନାନ ସମୟରେ ହିଁ ବିଶାଳ ଭାରତର ଯାତ୍ରା କରାଇ ଦେଉଥିଲା । ମାନସିକ ଯାତ୍ରା! ଦେଶର କୋଣ ଅନୁକୋଣରୁ ଯୋଡ଼ି ହେବାପାଇଁ ପ୍ରେରଣା ପ୍ରଦାନ କରୁଥିଲା । ଭାରତରେ ସ୍ନାନ କରିବା ସମୟରେ ଗୋଟିଏ ଶ୍ଳୋକ ଆବୃତ୍ତି କରିବାର ପରମ୍ପରା ରହିଆସିଛି ।

ବୈଭବ 2020 ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ଅଭିଭାଷଣ

October 02nd, 06:21 pm

“ବର୍ତ୍ତମାନ ସମୟର ଆବଶ୍ୟକତା ହେଉଛି ଅଧିକ ସଂଖ୍ୟକ ଯୁବପିଢ଼ି ବିଜ୍ଞାନ ପ୍ରତି ଆଗ୍ରହୀ ହୁଅନ୍ତୁ। ଏଥିପାଇଁ ଆମେ ସମସ୍ତେ ଇତିହାସର ବିଜ୍ଞାନ ଏବଂ ବିଜ୍ଞାନର ଇତିହାସ ବିଷୟରେ ଭଲ ଭାବେ ଅବଗତ ହେବାର ଆବଶ୍ୟକତା ରହିଛି ।” ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରବାସୀ ଏବଂ ନିବାସୀ ଭାରତୀୟ ଗବେଷକ ଓ ଶିକ୍ଷାବିତମାନଙ୍କୁ ନେଇ ଆୟୋଜିତ ଏକ ବୈଶ୍ୱିକ ଭର୍ଚୁଆଲ ସମ୍ମିଳନୀ –ବୈଶ୍ୱିକ ଭାରତୀୟ ବୈଜ୍ଞାନିକ (ବୈଭବ)କୁ ଉଦଘାଟନ କରି ଏହା କହିଛନ୍ତି ।

PM remembers Lal Bahadur Shastri on his Jayanti

October 02nd, 09:37 am

The Prime Minister, Shri Narendra Modi has remembered former Prime Minister Lal Bahadur Shastri on his Jayanti.

ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

October 02nd, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ସେମାନଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି ।