ସ୍ୱାମୀ ଦୟାନନ୍ଦ ସରସ୍ୱତୀଙ୍କ ଜନ୍ମ ଜୟନ୍ତୀ ଅବସରରେ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 11th, 12:15 pm
କାର୍ଯ୍ୟକ୍ରମରେ ଉପସ୍ଥିତ ପୂଜ୍ୟ ସନ୍ଥଗଣ, ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ମନ୍ତ୍ରୀ ପରିଷଦରେ ମୋର ସାଥୀ ପୁରୁଷୋତମ ରୁପାଲା ଜୀ, ଆର୍ଯ୍ୟ ସମାଜର ବିଭିନ୍ନ ସଂଗଠନ ସହ ଯୋଡି ହୋଇଥିବା ସମସ୍ତ ପଦାଧିକାରୀଗଣ, ଅନ୍ୟ ମହାମାନ୍ୟ ସୁଧୀବୃନ୍ଦ!ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜୟନ୍ତୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
February 11th, 11:50 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ମୋରବୀ ଠାରେ ଥିବା ଟଙ୍କରାସ୍ଥିତ ସ୍ୱାମୀ ଦୟାନନ୍ଦ ସରସ୍ୱତୀଙ୍କ ଜନ୍ମସ୍ଥାନରେ ତାଙ୍କର ୨୦୦ତମ ଜୟନ୍ତୀ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ଭିଡିଓ ବାର୍ତ୍ତା ମାଧ୍ୟମରେ ସମ୍ବୋଧିତ କରିଛନ୍ତି ।ରାମ ସମସ୍ତଙ୍କ ହୃଦୟରେ ଅଛନ୍ତି : ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
January 28th, 11:30 am
ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଦେଶର କୋଟି କୋଟି ଲୋକଙ୍କୁ ସତେ ଯେମିତି ଗୋଟିଏ ସୂତ୍ରରେ ବାନ୍ଧି ଦେଇଥିଲା । ସମସ୍ତଙ୍କ ଭାବନା ଏକ, ସମସ୍ତଙ୍କ ଭକ୍ତି ଏକ, ସମସ୍ତଙ୍କ ମୁଖରେ ରାମ, ସମସ୍ତଙ୍କ ହୃଦୟରେ ଥିଲେ ରାମ । ଦେଶର ଅନେକ ଲୋକ ଏହି ସମୟରେ ରାମଙ୍କ ଭଜନ ଗାନ କରି ତାହାକୁ ଶ୍ରୀ ରାମଙ୍କ ଚରଣରେ ସମର୍ପିତ କରିଥିଲେ । ଜାନୁଆରୀ ୨୨ ତାରିଖ ସନ୍ଧ୍ୟାରେ ସମଗ୍ର ଦେଶ ରାମଜ୍ୟୋତି ପ୍ରଜ୍ଜ୍ୱଳିତ କରି ଦୀପାବଳୀ ପାଳନ କରିଥିଲା । ଏହି ସମୟରେ ଦେଶ ଏକତାର ଶକ୍ତି ଦେଖିଲା, ଯାହା ବିକଶିତ ଭାରତର ଆମର ସଂକଳ୍ପର ମଧ୍ୟ ଏକ ବଡ଼ ଆଧାର । ମୁଁ ଦେଶବାସୀଙ୍କୁ ଅନୁରୋଧ କରିଥିଲି ଯେ, ମକର ସଂକ୍ରାନ୍ତି ଠାରୁ ଜାନୁଆରୀ ୨୨ ଯାଏଁ ଏକ ସ୍ୱଚ୍ଛତା ଅଭିଯାନ ପାଳନ କରାଯାଉ । ଲକ୍ଷ ଲକ୍ଷ ଲୋକେ ସଶ୍ରଦ୍ଧ ଭାବରେ ଯୋଡ଼ିହୋଇ ନିଜ ନିଜ ଅଞ୍ଚଳରେ ଥିବା ଧାର୍ମିକ ସ୍ଥାନଗୁଡ଼ିକରେ ସଫେଇ ଅଭିଯାନ ଚଳାଇଥିବାରୁ ମୋତେ ଭଲ ଲାଗିଲା । ଅନେକ ଲୋକ ମୋତେ ଏହାର ଛବିଗୁଡ଼ିକ ପଠାଇଛନ୍ତି, ଭିଡିଓମାନ ପଠାଇଛନ୍ତି । ଏହି ଭାବନା ବାଧାପ୍ରାପ୍ତ ନ ହେଉ, ଏହି ଅଭିଯାନ ଅଟକି ନ ଯାଉ । ଏକତାର ଏହି ଶକ୍ତି, ଆମ ଦେଶକୁ ସଫଳତାର ନୂତନ ଶିଖରକୁ ପହଞ୍ଚାଇବ ।ମହାରାଷ୍ଟ୍ରର ପୁଣେରେ ଲୋକମାନ୍ୟ ତିଲକ ପୁରସ୍କାର ସମାରୋହ ୨୦୨୩ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
August 01st, 12:00 pm
ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଆଦରଣୀୟ ଶ୍ରୀ ଶରଦ ପାୱାର ଜୀ, ରାଜ୍ୟପାଳ ଶ୍ରୀମାନ ରମେଶ ବୈସ ଜୀ, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶ୍ରୀମାନ ଏକନାଥ ସିନେ୍ଦ ଜୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମାନ ଦେବେନ୍ଦ୍ର ଫଡ଼ନବୀସ ଜୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମାନ ଅଜିତ୍ ପାୱାର ଜୀ, ଟ୍ରଷ୍ଟର ସଭାପତି ଶ୍ରୀମାନେ ତିଲକ ଜୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ମୋର ମିତ୍ର ଶ୍ରୀମାନ ସୁଶୀଲ କୁମର ସିନେ୍ଦ ଜୀ, ତିଲକ ପରିବାରର ସମସ୍ତ ସମ୍ମାନିତ ସଦସ୍ୟଗଣ ଏବଂ ଉପସ୍ଥିତ ଭାଇ ଏବଂ ଭଉଣୀମାନେ ।ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ରର ପୁଣେ ଠାରେ ଲୋକମାନ୍ୟ ତିଳକ ଜାତୀୟ ପୁରସ୍କାର ଗ୍ରହଣ କରିଛନ୍ତି
August 01st, 11:45 am
ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବା ପରେ ଲୋକମାନ୍ୟ ତିଳକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଲୋକମାନ୍ୟ ତିଳକଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଏହା ତାଙ୍କ ପାଇଁ ଏକ ବିଶେଷ ଦିନ ବୋଲି କହିଥିଲେ । ଏହି ଅବସରରେ ନିଜର ଭାବନା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜି ଲୋକମାନ୍ୟ ତିଳକଙ୍କ ପୁଣ୍ୟ ତିଥି ଏବଂ ଆନ୍ନା ଭାଉ ଶେଠଙ୍କ ଜନ୍ମ ବାର୍ଷିକୀ ପାଳନ କରାଯାଉଛି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଲୋକମାନ୍ୟ ତିଳକ ଜୀ ହେଉଛନ୍ତି ଭାରତର ସ୍ୱାଧୀନତା ସଂଗ୍ରାମର ‘ତିଳକ’ । ସେ ସମାଜର ଉନ୍ନତି ଦିଗରେ ଆନ୍ନା ଭାଉ ଶେଠଙ୍କ ଅସାଧାରଣ ତଥା ଅଦ୍ୱିତୀୟ ଅବଦାନ ଉପରେ ମଧ୍ୟ ଆଲୋକପାତ କରିଥିଲେ । ଛତ୍ରପତି ଶିବାଜୀ, ଛାପକର ବ୍ରଦର, ଜ୍ୟୋତିବା ଫୁଲେ ଏବଂ ସାବିତ୍ରୀବାଇ ଫୁଲେଙ୍କ ଭୂମିକୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ଦଗଡୁସେଠ ମନ୍ଦିରରେ ଆଶୀର୍ବାଦ ଭିକ୍ଷା କରିଥିଲେ ।ନୂଆଦିଲ୍ଲୀରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 12th, 11:00 am
ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଗୁଜରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଜୀ, ସର୍ବଭାରତୀୟ ଆର୍ଯ୍ୟ ପ୍ରତିନିଧି ସଭାର ଅଧ୍ୟକ୍ଷ ଶ୍ରୀ ସୁରେଶ ଚନ୍ଦ୍ର ଆର୍ଯ୍ୟ ଜୀ, ଦିଲ୍ଲୀ ଆର୍ଯ୍ୟ ପ୍ରତିନିଧି ସଭାର ଅଧ୍ୟକ୍ଷ ଶ୍ରୀ ଧରମାଲ ଆର୍ଯ୍ୟ ଜୀ, ଶ୍ରୀ ବିନୟ ଆର୍ଯ୍ୟ ଜୀ, ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଜି. କିଶନ ରେଡୀ ଜୀ, ମିନାକ୍ଷୀ ଲେଖି ଜୀ, ଅର୍ଜୁନ ରାମ ମେଘୱାଲ ଜୀ, ସମସ୍ତ ପ୍ରତିନିଧିଗଣ, ଭାଇ ଏବଂ ଭଉଣୀମାନେ!ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜୟନ୍ତୀ ଉଦଘାଟିତ ସ୍ମାରକୀ ଲୋଗୋ ଉନ୍ମୋଚିତ
February 12th, 10:55 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୨-୦୨-୨୦୨୩) ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇଣ୍ଡୋର ଷ୍ଟାଡିୟମରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ବର୍ଷବ୍ୟାପୀ ଦୁଇଶହତମ ଜୟନ୍ତୀ ପାଳନ ଉଦଘାଟନ କରିଛନ୍ତି । ଏହି ସ୍ମାରକୀ ପାଳନ ଅବସରରେ ସେ ଏକ ଲୋଗୋ ମଧ୍ୟ ଉନ୍ମୋଚନ କରିଛନ୍ତି ।No place for corruption in 'Nawa Punjab', law and order will prevail: PM Modi
February 15th, 11:46 am
Prime Minister Narendra Modi addressed a public meeting in Jalandhar, Punjab. He said, “Punjab has supported me, given me a lot. I will always be indebted to this place; hence I will always work to uplift the state. It's certain that an NDA will form a government in Punjab. Nawa Punjab, Bhajpa De Naal.”PM Modi campaigns in Punjab’s Jalandhar
February 14th, 04:37 pm
Prime Minister Narendra Modi addressed a public meeting in Jalandhar, Punjab. He said, “Punjab has supported me, given me a lot. I will always be indebted to this place; hence I will always work to uplift the state. It's certain that an NDA will form a government in Punjab. Nawa Punjab, Bhajpa De Naal.”No power can stop the country whose youth is moving ahead with the resolve of Nation First: PM Modi
January 28th, 01:37 pm
Prime Minister Narendra Modi addressed the National Cadet Corps Rally at Cariappa Ground in New Delhi. The PM talked about the steps being taken to strengthen the NCC in the country in a period when the country is moving forward with new resolutions. He elaborated on the steps being taken to open the doors of the defence establishments for girls and women.କ୍ୟାରିଅପ୍ପା ଗ୍ରାଉଣ୍ଡ ଏନସିସି ରାଲିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 01:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୮.୦୧.୨୨) କ୍ୟାରିଅପ୍ପା ଗ୍ରାଉଣ୍ଡରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ର୍ୟାଲିକୁ ସମ୍ବୋଧନ କରିଛନ୍ତି । ପ୍ରଧାନମନ୍ତ୍ରୀ ଗାର୍ଡ ଅଫ ଅନର ନିରୀକ୍ଷଣ କରିବା ସହ ସମର ଶିକ୍ଷାର୍ଥୀ ବାହିନୀ ଦ୍ୱାରା ଆୟୋଜିତ ମାର୍ଚ୍ଚଫାଷ୍ଟର ମଧ୍ୟ ସମୀକ୍ଷା କରିଥିଲେ । ଏହାଛଡା ଶ୍ରୀ ମୋଦୀ ସମର ଶିକ୍ଷାର୍ଥୀମାନେ ସେମାନଙ୍କ ଦ୍ୱାରା ପ୍ରଦର୍ଶିତ ସେବା କୌଶଳ, ମାଇକ୍ରୋଲାଇଟ୍ ଫ୍ଲାଇଂ,ଖସଡିବା, ପାରାସେଲିଂ ଓ ସାଂସ୍କୃତିକ କାର୍ଯ୍ୟକ୍ରମର ମଧ୍ୟ ଅବଲୋକନ କରିଥିଲେ । ଶ୍ରେଷ୍ଠ ସମର ଶିକ୍ଷାର୍ଥୀ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଠାରୁ ପଦକ ଓ ବ୍ୟାଟନ ଗ୍ରହଣ କରିଥିଲେ ।ପ୍ରଧାନମନ୍ତ୍ରୀ ଲାଲା ଲଜପତ ରାୟଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି
January 28th, 09:11 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲାଲା ଲଜପତ ରାୟଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଲାଲା ଲାଜପତ ରାୟଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
January 28th, 09:52 am
ଲାଲା ଲାଜପତ ରାୟଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଲାଲା ଲାଜପତ ରାଏଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
January 28th, 01:03 pm
Tributes to Lala Lajpat Rai on his birth anniversary. He was respected for his fearlessness, impeccable integrity and fight against injustice, the Prime Minister said.PM remembers Punjab Kesari Lala Lajpat Rai on his birth anniversary
January 28th, 01:23 pm
PM salutes Punjab Kesari Lala Lajpat Rai, on his birth anniversary
January 28th, 10:00 am
PM salutes Punjab Kesari Lala Lajpat Rai, on his birth anniversary