ଜିଲ୍ଲା ନ୍ୟାୟପାଳିକାର ରାଷ୍ଟ୍ରୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନର ମୂଳପାଠ
August 31st, 10:30 am
କାର୍ଯ୍ୟକ୍ରମରେ ଉପସ୍ଥିତ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଜୀ, ଜଷ୍ଟିସ୍ ଶ୍ରୀ ସଞ୍ଜିବ ଖାନ୍ନାଜୀ, ଜଷ୍ଟିସ୍ ବି ଆର ଗଭଇଜୀ, ଦେଶର ଆଇନମନ୍ତ୍ରୀ ଅର୍ଜୁନରାମ ମେଘୱାଲଜୀ, ଆଟର୍ଣ୍ଣି ଜେନେରାଲ ଆର ଭେଙ୍କଟରମଣୀଜୀ, ସୁପ୍ରିମ କୋର୍ଟ ବାର୍ କାଉନସିଲର ଅଧ୍ୟକ୍ଷ ଶ୍ରୀମାନ୍ କପିଳ ସିବଲଜୀ, ବାର୍ କାଉନସିଲ୍ ଅଫ୍ ଇଣ୍ଡିଆର ଅଧ୍ୟକ୍ଷ ଭାଇ ମନନ କୁମାର ମିଶ୍ରଜୀ, ସୁପ୍ରିମ କୋର୍ଟର ସମସ୍ତ ବିଚାରପତିବୃନ୍ଦ, ହାଇକୋର୍ଟର ମୁଖ୍ୟ ବିଚାରପତିଗଣ, ଜିଲ୍ଲା ଜଜବୃନ୍ଦ, ଅନ୍ୟ ମହାନୁଭବଗଣ, ଦେବୀ ଏବଂ ସଜ୍ଜନବୃନ୍ଦ!PM Modi inaugurates National Conference of District Judiciary in New Delhi
August 31st, 10:00 am
PM Modi, addressing the National Conference of District Judiciary, highlighted the pivotal role of the judiciary in India's journey towards a Viksit Bharat. He emphasized the importance of modernizing the district judiciary, the impact of e-Courts in speeding up justice, and reforms like the Bharatiya Nyaya Sanhita. He added that the quicker the decisions in cases related to atrocities against women, the greater will be the assurance of safety for half the population.ପୋଲିସ ମହାନିର୍ଦ୍ଦେଶକ/ ପୋଲିସ ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
January 07th, 08:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୬ ଏବଂ ୭, ୨୦୨୪ ରେ ଜୟପୁରସ୍ଥିତ ରାଜସ୍ଥାନ ଅନ୍ତର୍ଜାତୀୟ କେନ୍ଦ୍ରରେ ପୋଲିସ ମହାନିର୍ଦ୍ଦେଶକ / ଇନ୍ସପେକ୍ଟର ଜେନେରାଲମାନଙ୍କର ୫୮ତମ ସର୍ବଭାରତୀୟ ସମ୍ମିଳନୀରେ ଯୋଗ ଦେଇଥିଲେ ।ଆଇନ ସେବା ଶିବିର ମାଧ୍ୟମରେ ନାଗରିକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସକ୍ରିୟ ଭୂମିକା ତୁଲାଇଥିବା ଜାରବୋମ ଗାମଲିନ ଆଇନ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଉଦ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
April 29th, 08:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଇନ ସେବା ଶିବିର ମାଧ୍ୟମରେ ନାଗରିକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସକ୍ରିୟ ଭୂମିକା ତୁଲାଇଥିବା ଜାରବୋମ ଗାମଲିନ ଆଇନ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ।When the forces of good cooperate, the forces of crime cannot operate: PM Modi
October 18th, 01:40 pm
Prime Minister Modi addressed the INTERPOL General Assembly in New Delhi. He said, There are many harmful globalised threats that the world faces. Terrorism, corruption, drug trafficking, poaching and organised crime. The pace of change of these dangers is faster than earlier. When threats are global, the response cannot be just local! It is high time that the world comes together to defeat these threats.ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଆୟୋଜିତ ଇଣ୍ଟରପୋଲ୍ର ୯୦ତମ ସାଧାରଣ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 18th, 01:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଅନୁଷ୍ଠିତ ଇଣ୍ଟରପୋଲରେ ୯୦ ତମ ସାଧାରଣ ପରିଷଦ(ଜେନେରାଲ ଆସେମ୍ଲି)ରେ ଉଦ୍ବୋଧନ ଦେଇଛନ୍ତି । ସେ ତାଙ୍କ ଉଦ୍ବୋଧନ ଅବସରରେ ଏହି ସମାବେଶରେ ଭାଗ ନେଇଥିବା ସମସ୍ତ ପ୍ରତିନିଧି ଓ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।ଅକ୍ଟୋବର ୧୫ ତାରିଖରେ ଆଇନ ମନ୍ତ୍ରୀ ଏବଂ ଆଇନ ସଚିବମାନଙ୍କର ସର୍ବ ଭାରତୀୟ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
October 14th, 04:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୫ ତାରିଖ ଦିନ ପୂର୍ବାହ୍ନ ପ୍ରାୟ ୧୦:୩୦ ସମୟରେ ଭିଡିଓ ବାର୍ତ୍ତା ମାଧ୍ୟମରେ ଆଇନ ମନ୍ତ୍ରୀ ତଥା ଆଇନ ସଚିବ ମାନଙ୍କର ସର୍ବଭାରତୀୟ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିବେ ।ଗୁଜରାଟର ଅହମ୍ମଦାବାଦରେ ପ୍ରଧାନମନ୍ତ୍ରୀ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମରେ ଦେଇଥିବା ଅଭିଭାଷଣ
October 11th, 07:01 pm
ଆଜି ଗୁଜରାଟର ସ୍ୱାସ୍ଥ୍ୟ ସୁବିଧା ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଦିବସ । ମୁଁ ଭୂପେନ୍ଦ୍ର ଭାଇ, ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ସମସ୍ତ ସଂସଦ ସଦସ୍ୟ, ବିଧାୟକଗଣ ଓ ନିଗମ କର୍ମକର୍ତ୍ତା ଯେଉଁମାନେ ମଞ୍ଚ ଉପରେ ଅଛନ୍ତି, ତଥା ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ଦ୍ରୁତଗତିରେ ଆଗେଇ ନେବାରେ ଲାଗିପଡିଛନ୍ତି ସେମାନଙ୍କୁ ଅଭିନନ୍ଦନ ଜଣାଉଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଅହମ୍ମଦାବାଦ ଆସରୱା ସିଭିଲ ହସ୍ପିଟାଲରେ ବିଭିନ୍ନ ସ୍ୱାସ୍ଥ୍ୟ ସୁବିଧାର ୧୨୭୫କୋଟି ଟଙ୍କାର ଶିଳାନ୍ୟାସ ଓ ଉଦ୍ଘାଟନ
October 11th, 02:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅହମ୍ମଦାବାଦର ଆସରୱା ସିଭିଲ ହସ୍ପିଟାଲରେ ୧୨୭୫କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି ।ମିଳିତ ଜାତିସଂଘ ନିରାପତ୍ତା ପରିଷଦ ପକ୍ଷରୁ ଆୟୋଜିତ “ସାମୁଦ୍ରିକ ନିରାପତ୍ତା ସମ୍ପ୍ରସାରଣ: ଅନ୍ତରାଷ୍ଟ୍ରୀୟ ସହଯୋଗର ଏକ ପରିସର” ସଂପର୍କୀତ ଉଚ୍ଚସ୍ତରୀୟ ମୁକ୍ତ ଆଲୋଚନାରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ଅଭିଭାଷଣ
August 09th, 05:41 pm
ସାମୁଦ୍ରିକ ନିରାପତ୍ତା ସଂପର୍କୀତ ଏହି ବିଶେଷ ଆଲୋଚନାରେ ସାମିଲ ହୋଇଥିବାରୁ ଆପଣମାନଙ୍କୁ ସମସ୍ତଙ୍କୁ ମୁଁ ଧନ୍ୟବାଦ ଜ୍ଞାପନ କରୁଛି । ମୁଁ ନିରାପତ୍ତା ପରିଷଦରେ ସକାରାତ୍ମକ ବାର୍ତ୍ତା ଏବଂ ୟୁଏନଓଡିସିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ଦ୍ୱାରା କରାଯାଇଥିବା ସୂଚନା ପ୍ରଦାନ ନିମନ୍ତେ ତାଙ୍କ ପ୍ରତି କୃତଜ୍ଞତା ବ୍ୟକ୍ତ କରୁଛି । କଙ୍ଗୋ ଗଣତାନ୍ତ୍ରିକ ପ୍ରଜାତନ୍ତ୍ରର ରାଷ୍ଟ୍ରପତି ଆଫ୍ରିକୀୟ ସଂଘର ଅଧ୍ୟକ୍ଷ ଭାବେ ନିଜର ବାର୍ତ୍ତା ଏହି କାର୍ଯ୍ୟକ୍ରମକୁ ପଠାଇଛନ୍ତି । ମୁଁ ବିଶେଷ ଭାବେ ତାଙ୍କ ପ୍ରତି କୃତଜ୍ଞ । ମୁଁ ରୁଷ ରାଷ୍ଟ୍ରପତି, କେନିଆ ରାଷ୍ଟ୍ରପତି ଏବଂ ଭିଏତନାମର ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତି ନିମନ୍ତେ ହୃଦୟର ସହ ସେମାନଙ୍କ ପ୍ରତି ମଧ୍ୟ ମୋର କୃତଜ୍ଞତା ଜଣାଉଛି ।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
February 10th, 04:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ରଖିଛନ୍ତି । ସେ କହିଛନ୍ତି, ରାଷ୍ଟ୍ରପତି ଜୀଙ୍କ ଭାଷଣରେ ଭାରତର ‘ସଙ୍କଳ୍ପ ଶକ୍ତି' ପ୍ରଦର୍ଶିତ ହୋଇଛି । ତାଙ୍କ କଥା ଭାରତବାସୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି କରିଛି । ଶ୍ରୀ ମୋଦୀ ଗୃହର ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଲୋଚନା ସମୟରେ ସେ ଉଲ୍ଲେଖ କରିଛନ୍ତି ଯେ ବହୁ ସଂଖ୍ୟକ ମହିଳା ସାଂସଦ ଏଥିରେ ଅଂଶଗ୍ରହଣ କରିଥିଲେ ଏବଂ ସେମାନଙ୍କ ଚିନ୍ତାଧାରା ସହିତ ଗୃହ କାର୍ଯ୍ୟକୁ ସମୃଦ୍ଧ କରିଥିବାରୁ ସେ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
February 10th, 04:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ରଖିଛନ୍ତି । ସେ କହିଛନ୍ତି, ରାଷ୍ଟ୍ରପତି ଜୀଙ୍କ ଭାଷଣରେ ଭାରତର ‘ସଙ୍କଳ୍ପ ଶକ୍ତି' ପ୍ରଦର୍ଶିତ ହୋଇଛି । ତାଙ୍କ କଥା ଭାରତବାସୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି କରିଛି । ଶ୍ରୀ ମୋଦୀ ଗୃହର ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଲୋଚନା ସମୟରେ ସେ ଉଲ୍ଲେଖ କରିଛନ୍ତି ଯେ ବହୁ ସଂଖ୍ୟକ ମହିଳା ସାଂସଦ ଏଥିରେ ଅଂଶଗ୍ରହଣ କରିଥିଲେ ଏବଂ ସେମାନଙ୍କ ଚିନ୍ତାଧାରା ସହିତ ଗୃହ କାର୍ଯ୍ୟକୁ ସମୃଦ୍ଧ କରିଥିବାରୁ ସେ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।Rule of Law has been the basis of our civilization and social fabric: PM
February 06th, 11:06 am
PM Modi addressed Diamond Jubilee celebrations of Gujarat High Court. PM Modi said, Our judiciary has always interpreted the Constitution positively and strengthened it. Be it safeguarding the rights of people or any instance of national interest needed to be prioritised, judiciary has always performed its duty.ଗୁଜରାଟ ହାଇକୋର୍ଟର ହୀରକ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
February 06th, 11:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟ ହାଇକୋର୍ଟ ପ୍ରତିଷ୍ଠାର ହୀରକ ଜୟନ୍ତୀ ଉତ୍ସବରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥା ମାଧ୍ୟମରେ ଉଦ୍ବୋଧନ ଦେଇଛନ୍ତି । ଏହି ଅବସରରେ ଗୁଜରାଟ ହାଇକୋର୍ଟ ପ୍ରତିଷ୍ଠାର 60 ବର୍ଷ ପୂର୍ତ୍ତି ଅବସରରେ ସେ ଏକ ସ୍ମାରକ ଡାକଟିକଟ ମଧ୍ୟ ଉନ୍ମୋଚନ କରିଛନ୍ତି । କେନ୍ଦ୍ର ଆଇନ ଓ ନ୍ୟାୟ ବ୍ୟାପାର ମନ୍ତ୍ରୀ, ସୁପ୍ରିମକୋର୍ଟ ଓ ହାଇକୋର୍ଟର ବିଚାରପତିଗଣ, ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ବହୁ ଆଇନଜୀବି ଏହି ସମାବେଶରେ ଉପସ୍ଥିତ ଥିଲେ ।Better connectivity benefits tourism sector the most: PM Modi
December 07th, 12:21 pm
PM Narendra Modi on Monday inaugurated the construction of the Agra metro project via video conferencing. He said Agra has always had a very ancient identity but now with new dimensions of modernity, the city has joined the 21st century. He added in the six years after 2014, more than 450km of metro lines have become operational in the country and about 1000km of metro lines are in progress.PM inaugurates construction work of Agra Metro project in Agra
December 07th, 12:20 pm
PM Narendra Modi on Monday inaugurated the construction of the Agra metro project via video conferencing. He said Agra has always had a very ancient identity but now with new dimensions of modernity, the city has joined the 21st century. He added in the six years after 2014, more than 450km of metro lines have become operational in the country and about 1000km of metro lines are in progress.The strength of our Constitution helps us in the time of difficulties: PM Modi
November 26th, 12:52 pm
PM Narendra Modi addressed the concluding session of 80th All India Presiding Officers Conference at Kevadia, Gujarat. The Prime Minister said that the strength of our Constitution helps us in the time of difficulties. The resilience of Indian electoral system and reaction to the Corona pandemic has proved this.80ତମ ଅଖିଳ ଭାରତୀୟ ଅଧିଷ୍ଠାତା (ପ୍ରିଜାଇଡିଂ ଅଫିସର) ସମ୍ମିଳନୀର ଅନ୍ତିମ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
November 26th, 12:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେୱାଡିଆଠାରେ ଅନୁଷ୍ଠିତ 80ତମ ଅଖିଳ ଭାରତୀୟ ଅଧିଷ୍ଠାତା (ପ୍ରିଜାଇଡିଂ ଅଫିସର) ସମ୍ମିଳନୀର ଅନ୍ତିମ ଅଧିବେଶନରେ ଉଦ୍ବୋଧନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଉଦ୍ବୋଧନ ହେଇଥିଲେ ।ଭିଡିଓ କନଫରେନ୍ସିଂ ଜରିଆରେ ସାଂସଦଙ୍କ ପାଇଁ ବହୁତଳ ଫ୍ଲାଟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 23rd, 11:27 am
ଲୋକସଭା ବାଚସ୍ପତି ଶ୍ରୀ ଓମ ବିର୍ଲା ଜୀ, ମୋର କ୍ୟାବିନେଟ ସହଯୋଗୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଜୀ, ଶ୍ରୀ ହରଦୀପ ସିଂ ପୁରୀ ଜୀ, ଏହି ସମିତିର ଅଧ୍ୟକ୍ଷ ଶ୍ରୀ ସି.ଆର. ପାଟିଲ ଜୀ, ସାଂସଦ, ଭାଇ ଓ ଭଉଣୀମାନେ!! ଦିଲ୍ଲୀରେ ଜନ ପ୍ରତିନିଧିମାନଙ୍କ ପାଇଁ ଏହି ନୂଆ ଆବାସିକ ସୁବିଧାର ଉଦଘାଟନ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା। ଆଜି ଆଉ ଏକ ସୁଖଦ ସଂଯୋଗ ମଧ୍ୟ। ଆଜି ଆମର ସଂକଳ୍ପବଦ୍ଧ ଏବଂ ସ୍ୱଳ୍ପଭାଷୀ ବାଚସ୍ପତି ଶ୍ରୀ ଓମ ବିର୍ଲା ଜୀଙ୍କ ଜନ୍ମଦିନ ମଧ୍ୟ। ଓମ ଜୀଙ୍କୁ ଅନେକ ଅନେକ ଶୁଭେଚ୍ଛା। ମୁଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଆପଣ ସୁସ୍ଥ ଏବଂ ଦୀର୍ଘଜୀବୀ ହୁଅନ୍ତୁ ଏବଂ ଦେଶ ସେବା ଜାରି ରଖନ୍ତୁ ।ସାଂସଦମାନଙ୍କ ନିମନ୍ତେ ବହୁତଳ ବିଶିଷ୍ଟ ଫ୍ଲାଟ୍ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
November 23rd, 11:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ସାଂସଦମାନଙ୍କ ନିମନ୍ତେ ନିର୍ମିତ ବହୁତଳ ଫ୍ଲାଟଗୁଡ଼ିକର ଉଦଘାଟନ କରିଛନ୍ତି । ଏହିସବୁ ଫ୍ଲାଟ ନୂଆଦିଲ୍ଲୀର ଡକ୍ଟର ବି ଡ଼ି ମାର୍ଗରେ ନିର୍ମିତ ହୋଇଛି । 80 ବର୍ଷରୁ ଅଧିକ ପୁରୁଣା ଆଠଟି ବଙ୍ଗଳାକୁ ଭାଙ୍ଗି ଏହା ସ୍ଥାନରେ ସେଠାରେ ମୋଟ 76ଟି ଫ୍ଲାଟ ନିର୍ମିତ ହୋଇଛି ।