କୁୱେତ ବିଦେଶମନ୍ତ୍ରୀଙ୍କୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ
December 04th, 08:39 pm
କୁୱେତ ବିଦେଶମନ୍ତ୍ରୀ ମହାମାନ୍ୟ ଅବଦୁଲ୍ଲା ଅଲ୍ଲୀ ଅଲ୍-ୟାହୟା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ଭାରତ ଛାଡ଼ ଆନ୍ଦୋଳନରେ ଭାଗ ନେଇଥିବା ସଂଗ୍ରାମୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
August 09th, 08:58 am
ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଛାଡ଼ ଆନ୍ଦୋଳନରେ ଅଂଶ ଗ୍ରହଣ କରିଥିବା ସଂଗ୍ରାମୀମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଶ୍ରୀ ମୋଦୀ ମଧ୍ୟ ଭାରତ ଛାଡ଼ ଆନ୍ଦୋଳନର ଏକ ଭିଡିଓ ସେୟାର କରିଛନ୍ତି ।ଥିରୁ କେ. କାମରାଜଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
July 15th, 04:57 am
ଥିରୁ କେ. କାମରାଜଙ୍କୁ ତାଙ୍କୁ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।ଶ୍ରୀଲ ପ୍ରଭୁପାଦଙ୍କ ୧୫୦ତମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 08th, 01:00 pm
ଏହି ପବିତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ପୂଜା ସନ୍ଥଗଣ, ସାଧୁ, ଆଚାର୍ଯ୍ୟ ଗୌଡିୟ ମିଶନର ଶ୍ରଦ୍ଧେୟ ଭକ୍ତି ସୁନ୍ଦର ସନ୍ୟାସୀ ଜୀ, କ୍ୟାବିନେଟରେ ମୋର ସହଯୋଗୀ ଅର୍ଜୁନ ରାମ ମେଘୱାଲ ଜୀ, ମୀନାକ୍ଷୀ ଲେଖୀ ଜୀ, ଦେଶ ଓ ବିଶ୍ୱ ସହ ଜଡିତ ସମସ୍ତ କୃଷ୍ଣ ଭକ୍ତ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ଗଣ,ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
February 08th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ ଠାରେ ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ପ୍ରଧାନମନ୍ତ୍ରୀ ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସହ ତାଙ୍କ ସମ୍ମାନରେ ଏକ ସ୍ମାରକୀ ଟିକଟ ଓ ମୁଦ୍ରା ଉନ୍ମୋଚନ କରିଥିଲେ । ଗୌଡୀୟ ମିଶନର ପ୍ରତିଷ୍ଠାତା ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦ ବୈଷ୍ଣବ ଧର୍ମର ମୌଳିକ ସିଦ୍ଧାନ୍ତ ଗୁଡିକୁ ସଂରକ୍ଷିତ କରିବା ଓ ପ୍ରସାର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।ଏଲବିଏସଏନଏଏଠାରେ ୯୬ତମ କମନ ଫାଉଣ୍ଡେସନ ପାଠ୍ୟକ୍ରମର ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 17th, 12:07 pm
ଫାଉଣ୍ଡେସନ୍ ପାଠ୍ୟକ୍ରମ ଶେଷ ହୋଇଥିବାରୁ ଆପଣ ସମସ୍ତ ଯୁବା ବନ୍ଧୁମାନଙ୍କୁ ଅନେକ ଅନେକ ଅଭିନନ୍ଦନ! ଆଜି ହେଉଛି ହୋଲିର ପର୍ବ । ମୁଁ ସମସ୍ତ ଦେଶବାସୀଙ୍କୁ, ଆପଣମାନଙ୍କୁ, ଏକାଡେମୀର ଲୋକମାନଙ୍କୁ ଏବଂ ଆପଣମାନଙ୍କ ପରିବାରକୁ ହୋଲିର ଅନେକ ଅନେକ ଶୁଭକାମନା ଜଣାଉଛି । ମୁଁ ଖୁସି ଯେ ଆଜି ଆପଣମାନଙ୍କ ଏକାଡେମୀ ଦ୍ୱାରା ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ମହୋଦୟ, ଲାଲ ବାହାଦୁର ଶାସ୍ତ୍ରୀ ମହୋଦୟଙ୍କୁ ଉତ୍ସର୍ଗୀକୃତ ଡାକ ପ୍ରମାଣପତ୍ର ମଧ୍ୟ ଜାରି କରାଯାଇଛି । ଆଜି ନୂତନ ସ୍ପୋର୍ଟସ କମ୍ପେ୍ଲକ୍ସର ଉଦଘାଟନ ଏବଂ ହାପି ଭ୍ୟାଲି କମ୍ପେ୍ଲକ୍ସର ମଧ୍ୟ ଲୋକାର୍ପଣ କରାଯାଇଛି । ଏହି ସୁବିଧାଗୁଡିକ ଦଳଗତ ମନୋଭାବକୁ, ସ୍ୱାସ୍ଥ୍ୟ ଓ ସୁସ୍ଥତାର ଭାବନାକୁ ସଶକ୍ତ କରିବ, ନାଗରିକ ସେବାକୁ ଆହୁରି ସ୍ମାର୍ଟ ଏବଂ ଦକ୍ଷ କରିବାରେ ସାହାଯ୍ୟ ହେବ ।ଲାଲବାହାଦୁର ଶାସ୍ତ୍ରୀ ଜାତୀୟ ପ୍ରଶାସନିକ ପ୍ରତିଷ୍ଠାନ (ଏଲ୍ବିଏସ୍ଏନ୍ଏଏ)ର ୯୬ତମ ସାଧାରଣ ମୌଳିକ ପାଠ୍ୟକ୍ରମ(କମନ୍ ଫାଉଣ୍ଡେସନ କୋର୍ସ)ର ସମାପନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ବୋଧନ
March 17th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଲାଲବାହାଦୂର ଶାସ୍ତ୍ରୀ ଜାତୀୟ ପ୍ରଶାସନିକ ପ୍ରତିଷ୍ଠାନ (ଏଲ୍ବିଏସ୍ଏନ୍ଏଏ)ର ୯୬ତମ ସାଧାରଣ ଭିତ୍ତି ପାଠ୍ୟକ୍ରମ (କମନ ଫାଉଣ୍ଡେସନ କୋର୍ସ)ର ସମାପନ ସମାରୋହରେ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିଛନ୍ତି । ଏହି ଅବସରରେ ସେ ମଧ୍ୟ ଏକ ନୂଆ ସ୍ପୋର୍ଟସ କମ୍ପ୍ଲେକ୍ସକୁ ଉଦ୍ଘାଟନ କରିବା ସହ ପୁନଃନିର୍ମିତ ହାଫି ଭ୍ୟାଲି କମ୍ପେ୍ଲକ୍ସକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟେଲିଫୋନ୍ ଯୋଗେ ଇଟାଲୀର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ମାରିଓ ଦ୍ରାଘିଙ୍କ ସହ କଥା ହୋଇଛନ୍ତି
August 27th, 10:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଟାଲୀର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ମାରିଓ ଦ୍ରାଘିଙ୍କ ସହିତ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି ।ପଶ୍ଚିମବଙ୍ଗ ଖଡଗପୁର ଆଇଆଇଟିର 66ତମ ସମାବର୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 23rd, 12:41 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖଡ୍ଗପୁରସ୍ଥିତ ଆଇଆଇଟିର ୨୬ତମ ସମାବର୍ତ୍ତନ ଉତ୍ସବରେ ଏକ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଆଜି ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧନ ପୂର୍ବକ ଅଭିଭାଷଣ ଦେଇଛନ୍ତି । ଏଥିରେ ଛାତ୍ରଛାତ୍ରୀମାନଙ୍କୁ ଆତ୍ମସଚେତନ ହେବା, ଆତ୍ମବିଶ୍ୱାସୀ ହେବା ଏବଂ ନିଃସ୍ୱାର୍ଥପର ହେବା ପାଇଁ କହିଛନ୍ତି ।ଖଡ୍ଗପୁରସ୍ଥିତ ଆଇଆଇଟିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 23rd, 12:40 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖଡ୍ଗପୁରସ୍ଥିତ ଆଇଆଇଟିର ୨୬ତମ ସମାବର୍ତ୍ତନ ଉତ୍ସବରେ ଏକ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଆଜି ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧନ ପୂର୍ବକ ଅଭିଭାଷଣ ଦେଇଛନ୍ତି । ଏଥିରେ ଛାତ୍ରଛାତ୍ରୀମାନଙ୍କୁ ଆତ୍ମସଚେତନ ହେବା, ଆତ୍ମବିଶ୍ୱାସୀ ହେବା ଏବଂ ନିଃସ୍ୱାର୍ଥପର ହେବା ପାଇଁ କହିଛନ୍ତି ।ନାସକମ୍ ଟେକ୍ନୋଲୋଜି ଓ ନେତୃତ୍ୱ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 17th, 12:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ନାସକମ୍ ପ୍ରଯୁକ୍ତି ଓ ନେତୃତ୍ୱ ମଞ୍ଚ (NTLF) କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କରୋନା କାଳରେ ପ୍ରଯୁକ୍ତି ଶିଳ୍ପ ଦେଖାଇଥିaବା ନମନୀୟତାର ଉଚ୍ଚପ୍ରଶଂସା କରିଥିଲେ । “ଯେତେବେଳେ ଚିପ୍ସ କାମ କରିବାରେ ଅକ୍ଷମ ହେଲା, ସେତେବେଳେ ଆପଣଙ୍କ କୋଡ କାମ ଜାରି ରଖିଲା” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଅଭିବୃଦ୍ଧି ଆଶା ଯେତେବେଳେ ନିରାଶାରେ ପରିଣତ ହୋଇଥିଲା, ସେତେବେଳେ ଏହି କ୍ଷେତ୍ରରେ ଶତକଡା ଦୁଇଗୁଣ ଅଭିବୃଦ୍ଧି ହେବା ସହ ଚାରି ବିଲିୟନ ଡଲାର ରାଜସ୍ୱ ଆଦାୟ ହୋଇଛି ।ନାସ୍କମ୍ ପ୍ରଯୁକ୍ତି ଓ ନେତୃତ୍ୱ ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 17th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ନାସକମ୍ ପ୍ରଯୁକ୍ତି ଓ ନେତୃତ୍ୱ ମଞ୍ଚ (NTLF) କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କରୋନା କାଳରେ ପ୍ରଯୁକ୍ତି ଶିଳ୍ପ ଦେଖାଇଥିaବା ନମନୀୟତାର ଉଚ୍ଚପ୍ରଶଂସା କରିଥିଲେ । “ଯେତେବେଳେ ଚିପ୍ସ କାମ କରିବାରେ ଅକ୍ଷମ ହେଲା, ସେତେବେଳେ ଆପଣଙ୍କ କୋଡ କାମ ଜାରି ରଖିଲା” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଅଭିବୃଦ୍ଧି ଆଶା ଯେତେବେଳେ ନିରାଶାରେ ପରିଣତ ହୋଇଥିଲା, ସେତେବେଳେ ଏହି କ୍ଷେତ୍ରରେ ଶତକଡା ଦୁଇଗୁଣ ଅଭିବୃଦ୍ଧି ହେବା ସହ ଚାରି ବିଲିୟନ ଡଲାର ରାଜସ୍ୱ ଆଦାୟ ହୋଇଛି ।ଦ୍ୱିତୀୟ ରାଷ୍ଟ୍ରୀୟ ଯୁବ ସଂସଦ ମହୋତ୍ସବର ଉଦଯାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 12th, 10:36 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଦ୍ୱିତୀୟ ଜାତୀୟ ଯୁବ ପାର୍ଲାମେଣ୍ଟ ଉତ୍ସବର ସମାବର୍ତ୍ତନ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇଛନ୍ତି । ସଂସଦର କେନ୍ଦ୍ରୀୟ କକ୍ଷରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଉତ୍ସବର ୩ ଜଣ ଯୁବ ଜାତୀୟ ବିଜେତାଙ୍କ ମତାମତ ଶୁଣିଥିଲେ । ଏହି କାର୍ଯ୍ୟକ୍ରମରେ ଲୋକସଭା ବାଚସ୍ପତି, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏବଂ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଉପସ୍ଥିତ ଥିଲେ । ସ୍ୱାମୀ ବିବେକାନନ୍ଦଙ୍କୁ ତାଙ୍କ ଜୟନ୍ତୀରେ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମୟର ପ୍ରବାହ ସତ୍ତ୍ୱେ ଆମର ଜାତୀୟ ଜୀବନରେ ସ୍ୱାମୀ ବିବେକାନନ୍ଦଙ୍କ ପ୍ରଭାବ ଓ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିଛି । ଜାତୀୟତା ଓ ରାଷ୍ଟ୍ର ନିର୍ମାଣରେ ତାଙ୍କର ଦୃଷ୍ଟିକୋଣ ତଥା ଜନସାଧାରଣ ଓ ସମଗ୍ର ବିଶ୍ୱର ସେବା କରିବା ପାଇଁ ତାଙ୍କ ବାଣୀ ଏବେ ମଧ୍ୟ ଆମକୁ ଅନୁପ୍ରାଣିତ କରୁଛି । ବ୍ୟକ୍ତି ଓ ଅନୁଷ୍ଠାନ ପ୍ରତି ସ୍ୱାମୀଜୀଙ୍କ ଅବଦାନ ସଂପର୍କରେ ଆଲୋକପାତ କରି ପ୍ରଧାନମନ୍ତୀ କହିଥିଲେ ଯେ ଯେଉଁ ବ୍ୟକ୍ତିବିଶେଷ ସ୍ୱାମୀ ବିବେକାନନ୍ଦଙ୍କ ସଂସ୍ପର୍ଶରେ ଆସି ଅନୁଷ୍ଠାନମାନ ନିର୍ମାଣ କରିଥିଲେ ସେମାନେ ପରବର୍ତ୍ତୀ କାଳରେ ନୂଆ ଅନୁଷ୍ଠାନ ନିର୍ମାତାମାନଙ୍କୁ ସୃଷ୍ଟି କରିଥିଲେ । ଏହାଦ୍ୱାରା ଏକ ସଦ୍ଚକ୍ର ସୃଷ୍ଟି ହୋଇଥିଲା ; ଯେଉଁଥିରେ ବ୍ୟକ୍ତିକୁ ନେଇ ଅନୁଷ୍ଠାନ ଗଠିତ ହୋଇଥିଲା ଏବଂ ଅନୁଷ୍ଠାନ ଉତ୍ତମ ବ୍ୟକ୍ତି ନିର୍ମାଣ କରୁଥିଲା । ଏହା ଭାରତର ଏକ ବିରାଟ ବଳ । ଏ ବେକାର ଭାରତରେ ଉତ୍ତମ କଂପାନୀ ନିର୍ମାଣ ଏବଂ ସେହି କଂପାନୀ ମାଧ୍ୟମରେ କିପରି ଉତ୍ତମ ବ୍ୟକ୍ତିବିଶେଷ ତିଆରି ହେଉଛନ୍ତି ତାହାର ଉଦାହରଣ ଦେଇ ସେ ଏହି ସଦ୍ଚକ୍ରର ବ୍ୟାଖ୍ୟା କରିଥିଲେ । ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ନୂଆ ଶିକ୍ଷାନୀତିରୁ ଯୁବ ସମାଜ ନମନୀୟତା, ଅଭିନବତା ଓ ନବସୃଜନକାରୀ ଶିକ୍ଷା ଢାଞ୍ଚା ଶିଖିବାର ସୁଯୋଗ ନେବା ଉଚିତ । ଆମେ ଦେଶରେ ଏପରି ଏକ ପରିବେଶ ସୃଷ୍ଟି କରିବାକୁ ଚେଷ୍ଟିତ; ଯଦ୍ଦ୍ୱାରା କୌଣସି ଯୁବକଯୁବତୀ ବିଦେଶମୁହାଁ ହେବେ ନାହିଁ ।ଦ୍ୱିତୀୟ ଜାତୀୟ ଯୁବ ପାର୍ଲାମେଣ୍ଟ ଉତ୍ସବର ସମାବର୍ତ୍ତନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
January 12th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଦ୍ୱିତୀୟ ଜାତୀୟ ଯୁବ ପାର୍ଲାମେଣ୍ଟ ଉତ୍ସବର ସମାବର୍ତ୍ତନ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇଛନ୍ତି । ସଂସଦର କେନ୍ଦ୍ରୀୟ କକ୍ଷରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଉତ୍ସବର ୩ ଜଣ ଯୁବ ଜାତୀୟ ବିଜେତାଙ୍କ ମତାମତ ଶୁଣିଥିଲେ । ଏହି କାର୍ଯ୍ୟକ୍ରମରେ ଲୋକସଭା ବାଚସ୍ପତି, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏବଂ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଉପସ୍ଥିତ ଥିଲେ । ସ୍ୱାମୀ ବିବେକାନନ୍ଦଙ୍କୁ ତାଙ୍କ ଜୟନ୍ତୀରେ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମୟର ପ୍ରବାହ ସତ୍ତ୍ୱେ ଆମର ଜାତୀୟ ଜୀବନରେ ସ୍ୱାମୀ ବିବେକାନନ୍ଦଙ୍କ ପ୍ରଭାବ ଓ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିଛି । ଜାତୀୟତା ଓ ରାଷ୍ଟ୍ର ନିର୍ମାଣରେ ତାଙ୍କର ଦୃଷ୍ଟିକୋଣ ତଥା ଜନସାଧାରଣ ଓ ସମଗ୍ର ବିଶ୍ୱର ସେବା କରିବା ପାଇଁ ତାଙ୍କ ବାଣୀ ଏବେ ମଧ୍ୟ ଆମକୁ ଅନୁପ୍ରାଣିତ କରୁଛି । ବ୍ୟକ୍ତି ଓ ଅନୁଷ୍ଠାନ ପ୍ରତି ସ୍ୱାମୀଜୀଙ୍କ ଅବଦାନ ସଂପର୍କରେ ଆଲୋକପାତ କରି ପ୍ରଧାନମନ୍ତୀ କହିଥିଲେ ଯେ ଯେଉଁ ବ୍ୟକ୍ତିବିଶେଷ ସ୍ୱାମୀ ବିବେକାନନ୍ଦଙ୍କ ସଂସ୍ପର୍ଶରେ ଆସି ଅନୁଷ୍ଠାନମାନ ନିର୍ମାଣ କରିଥିଲେ ସେମାନେ ପରବର୍ତ୍ତୀ କାଳରେ ନୂଆ ଅନୁଷ୍ଠାନ ନିର୍ମାତାମାନଙ୍କୁ ସୃଷ୍ଟି କରିଥିଲେ । ଏହାଦ୍ୱାରା ଏକ ସଦ୍ଚକ୍ର ସୃଷ୍ଟି ହୋଇଥିଲା ; ଯେଉଁଥିରେ ବ୍ୟକ୍ତିକୁ ନେଇ ଅନୁଷ୍ଠାନ ଗଠିତ ହୋଇଥିଲା ଏବଂ ଅନୁଷ୍ଠାନ ଉତ୍ତମ ବ୍ୟକ୍ତି ନିର୍ମାଣ କରୁଥିଲା । ଏହା ଭାରତର ଏକ ବିରାଟ ବଳ । ଏ ବେକାର ଭାରତରେ ଉତ୍ତମ କଂପାନୀ ନିର୍ମାଣ ଏବଂ ସେହି କଂପାନୀ ମାଧ୍ୟମରେ କିପରି ଉତ୍ତମ ବ୍ୟକ୍ତିବିଶେଷ ତିଆରି ହେଉଛନ୍ତି ତାହାର ଉଦାହରଣ ଦେଇ ସେ ଏହି ସଦ୍ଚକ୍ରର ବ୍ୟାଖ୍ୟା କରିଥିଲେ । ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ନୂଆ ଶିକ୍ଷାନୀତିରୁ ଯୁବ ସମାଜ ନମନୀୟତା, ଅଭିନବତା ଓ ନବସୃଜନକାରୀ ଶିକ୍ଷା ଢାଞ୍ଚା ଶିଖିବାର ସୁଯୋଗ ନେବା ଉଚିତ । ଆମେ ଦେଶରେ ଏପରି ଏକ ପରିବେଶ ସୃଷ୍ଟି କରିବାକୁ ଚେଷ୍ଟିତ; ଯଦ୍ଦ୍ୱାରା କୌଣସି ଯୁବକଯୁବତୀ ବିଦେଶମୁହାଁ ହେବେ ନାହିଁ ।ମନର କଥା 2.0 (ସପ୍ତଦଶ ଅଧ୍ୟାୟ)
October 25th, 11:00 am
ବନ୍ଧୁଗଣ, ଆମେ ଯେତେବେଳେ ପର୍ବପର୍ବାଣୀ କଥା କହୁଁ, ସେଗୁଡ଼ିକ ପାଇଁ ପ୍ରସ୍ତୁତି କରୁଁ, ସେତେବେଳେ ପ୍ରଥମେ ମନରେ ପ୍ରଶ୍ନ ଆସେ ବଜାରକୁ କେବେ ଯିବା? କ’ଣ କ’ଣ ସବୁ କିଣିବା? ବିଶେଷକରି ପିଲାମାନଙ୍କ ମଧ୍ୟରେ ଏସବୁକୁ ନେଇ ବିଶେଷ ଉତ୍ସାହ ରହିଥାଏ । ଏଥର ପର୍ବପର୍ବାଣୀରେ ନୂଆ କ’ଣ ମିଳିବ? ପର୍ବପର୍ବାଣୀର ଏହି ଉତ୍ସାହ ଓ ବଜାରର ଆକର୍ଷଣ ପରସ୍ପର ସହିତ ଜଡ଼ିତ । କିନ୍ତୁ ଏଥର ବଜାରକୁ ଯିବାବେଳେ ଆପଣମାନେ ‘ଭୋକାଲ ଫର ଲୋକାଲ’ର ନିଜର ସଂକଳ୍ପ ନିଶ୍ଚୟ ମନେରଖିବେ । ବଜାରରୁ ଜିନିଷ କିଣିବା ସମୟରେ ଆମକୁ ସ୍ଥାନୀୟ ସାମଗ୍ରୀଗୁଡ଼ିକୁ ଅଗ୍ରାଧିକାର ଦେବାକୁ ହେବ ।‘ସାମାଜିକ ସଶକ୍ତିକରଣ ପାଇଁ ଉତ୍ତରଦାୟୀ ଏଆଇ 2020’ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 05th, 07:01 pm
କୃତ୍ରିମ ବୁଦ୍ଧିମତା ମାନବୀୟ ବୌଦ୍ଧିକ ଶକ୍ତିର ଉପହାର । ଚିନ୍ତା କରିବାର ଶକ୍ତି ଯୋଗୁଁ ମାନବ ବିଭିନ୍ନ ପ୍ରକାର ଉପକରଣ ଓ ପ୍ରଯୁକ୍ତି ବିକାଶ କରିପାରିଛି । ବର୍ତ୍ତମାନ ଏହି ଉପକରଣ ଓ ପ୍ରଯୁକ୍ତିଗୁଡିକ ଜାଣିବା ତଥା ଚିନ୍ତା କରିବାର ଶକ୍ତି ମଧ୍ୟ ହାସଲ କରି ସାରିଲେଣି ! ଏଥି ମଧ୍ୟରୁ ବେଶୀ ଚର୍ଚ୍ଚିତ ହୋଇଛି ଏଆଇ । ମାନବ ଓ ଏଆଇ ଏକାଠି ହୋଇ କାମ କଲେ ପୃଥିବୀ ବେଶ ଲାଭବାନ ହେବ ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପରେ ଏକ ବୃହତ ଭର୍ଚୁଆଲ ସମ୍ମିଳନୀ ‘ରେଜ-2020’ ଉଦଘାଟିତ
October 05th, 07:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଉପରେ ଏକ ବୃହତ ଭର୍ଚୁଆଲ ସମ୍ମିଳନୀକୁ ଉଦଘାଟନ କରିଛନ୍ତି । ସ୍ୱାସ୍ଥ୍ୟସେବା, କୃଷି, ଶିକ୍ଷା ଓ ସ୍ମାର୍ଟ ପରିବହନ ସମେତ ବିଭିନ୍ନ କ୍ଷେତ୍ରରେ ସାମାଜିକ ପରିବର୍ତ୍ତନ, ସମାବେଶନ ଓ ସଶକ୍ତିକରଣ ନିମନ୍ତେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ଉପଯୋଗ ଲାଗି ବିଚାର ବିନିମୟ କରିବା ଏବଂ ଭବିଷ୍ୟତର କାର୍ଯ୍ୟଯୋଜନା ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ବୈଶ୍ୱିକ ସମ୍ମିଳନୀ ‘ରେଜ 2020’ର ଆୟୋଜନ କରାଯାଇଛି ।‘ହିନ୍ଦୁସ୍ତାନ ଟାଇମ୍ସ’ ଲିଡରସିପ ସମ୍ମେଳନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 06th, 10:14 am
ମୁଁ ତାଙ୍କୁ ଦେଶବାସୀଙ୍କ ତରଫରୁ ଶ୍ରଦ୍ଧାଞ୍ଜଳି ଜଣାଉଛି, ପ୍ରଣାମ କରୁଛି ଏବଂ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ବାବା ସାହେବ ଯେଉଁ ଉନ୍ନତ ଭବିଷ୍ୟତର ସ୍ୱପ୍ନ ଦେଖିଥିଲେ, ତାକୁ ସାକାର କରିବାର ଶକ୍ତି ଦିଅନ୍ତୁ, ଆମକୁ ସମର୍ଥ କରାନ୍ତୁ ।ହିନ୍ଦୁସ୍ତାନ ଟାଇମ୍ସ ଲିଡରଶିପ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 06th, 10:00 am
ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେକୌଣସି ସମାଜ, ଦେଶର ବିକାଶ ଲାଗି ବାର୍ତ୍ତାଳାପ ଗୁରୁତ୍ୱପୂର୍ଣ୍ଣ । ସେ କହିଥିଲେ ବାର୍ତ୍ତାଳାପ ଉନ୍ନତ ଭବିଷ୍ୟତର ମୂଳଦୁଆ ରଖିଥାଏ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ସରକାର ‘ସବକା ସାଥ ସବକା ବିକାଶ ସବକା ବିଶ୍ୱାସ’ ମନ୍ତ୍ରକୁ ନେଇ ବର୍ତ୍ତମାନର ଆହ୍ୱାନ ଓ ସମସ୍ୟାର ମୁକାବିଲା ଲାଗି କାର୍ଯ୍ୟ କରୁଛି ।ପୂର୍ବ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତି ପ୍ରାର୍ଥନା ସଭାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 20th, 05:10 pm
ନିକଟରେ ପରଲୋକ ଗମନ କରିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀରେ ଆୟୋଜିତ ପ୍ରାର୍ଥନା ସଭାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଥିଲେ ।