ଡେରାଡୁନରେ ଉତ୍ତରାଖଣ୍ଡ ବିଶ୍ୱ ନିବେଶକ ଶିଖର ସମ୍ମିଳନୀ ୨୦୨୩ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 08th, 12:00 pm
ଦେବଭୂମି ଉତ୍ତରାଖଣ୍ଡକୁ ଆସିବା ଦ୍ୱାରା ମନ ଧନ୍ୟ ହୋଇଯାଏ । କିଛି ବର୍ଷ ତଳେ ଯେତେବେଳେ ମୁଁ ବାବା କେଦାରଙ୍କ ଦର୍ଶନ ପାଇଁ ବାହାରକୁ ଯାଇଥିଲି, ହଠାତ୍ ମୋ ପାଟିରୁ ଆସିଲା ଯେ ଏହା ଏକବିଂଶ ଶତାବ୍ଦୀର ତୃତୀୟ ଦଶନ୍ଧି, ଉତ୍ତରାଖଣ୍ଡର ଦଶନ୍ଧି ଅଟେ। ଏବଂ ମୁଁ ଖୁସି ଯେ ମୋର ସେହି କଥାକୁ ମୁଁ କ୍ରମାଗତ ଭାବରେ ପୂରଣ ହେଉଥିବାର ଦେଖୁଛି | ଆପଣମାନଙ୍କୁ ମଧ୍ୟ ଏହି ଗୌରବ ସହ ଯୋଡ଼ିହେବା ଏବଂ ଉତ୍ତରାଖଣ୍ଡର ବିକାଶ ଯାତ୍ରା ସହ ଯୋଡ଼ିହେବାର ଏକ ବଡ଼ ସୁଯୋଗ ମିଳୁଛି । ଉତ୍ତରକାଶୀର ସୁଡ଼ଙ୍ଗରୁ ଆମର ଶ୍ରମିକ ଭାଇମାନଙ୍କୁ ସୁରକ୍ଷିତ ଭାବେ ବାହାର କରିବାପାଇଁ ସଫଳ ଅଭିଯାନ ପାଇଁ ମୁଁ ରାଜ୍ୟ ସରକାର ଏବଂ ସମସ୍ତଙ୍କୁ ବିଶେଷ ଭାବରେ ଅଭିନନ୍ଦନ ଜଣାଉଛି ।‘ଉତ୍ତରାଖଣ୍ଡ ବୈଶ୍ୱିକ ନିବେଶକ ସମ୍ମିଳନୀ ୨୦୨୩’କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
December 08th, 11:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ଡେରାଡୁନସ୍ଥିତ ଜଙ୍ଗଲ ଗବେଷଣା ପ୍ରତିଷ୍ଠାନରେ ଅନୁଷ୍ଠିତ ‘ଉତ୍ତରାଖଣ୍ଡ ବୈଶ୍ୱିକ ନିବେଶକ ସମ୍ମିଳନୀ ୨୦୨୩କୁ ଉଦ୍ଘାଟନ କରିଛନ୍ତି । ଶ୍ରୀ ମୋଦୀ ପ୍ରଦର୍ଶନୀକୁ ବୁଲି ଦେଖିଥିଲେ ଏବଂ ଆଧାରଶୀଳା ସ୍ଥାପନ ଫଳକକୁ ଉନ୍ମୋଚନ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ‘ସଶକ୍ତ ଉତ୍ତରାଖଣ୍ଡ : ଆଣ୍ଡ୍ ଦ ବ୍ରାଣ୍ଡ ହାଉସ୍ ଅଫ୍ ହିମାଳୟଜ୍’ ନାମକ ପୁସ୍ତକର ଉନ୍ମୋଚନ କରିଥିଲେ । ଏହି ଶିଖର ସମ୍ମିଳନୀର ବିଷୟବସ୍ତୁ ରହିଛି 'ସମୃଦ୍ଧି ପାଇଁ ଶାନ୍ତି' ।ଜାତି ଉଦ୍ଦେଶ୍ୟରେ ଯଶୋଭୂମିର ଲୋକାର୍ପଣ ଏବଂ ପିଏମ ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 17th, 06:08 pm
ଆଜି ଭଗବାନ ବିଶ୍ୱକର୍ମାଙ୍କ ଜୟନ୍ତୀ ପାଳନ । ଏହି ଦିନ ଆମର ପାରମ୍ପରିକ କାରିଗର ଏବଂ ଶିଳ୍ପକାରମାନଙ୍କୁ ସମର୍ପିତ । ବିଶ୍ୱକର୍ମା ଜୟନ୍ତୀ ଅବସରରେ ମୁଁ ଦେଶର ସମସ୍ତ ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ମୁଁ ଆନନ୍ଦିତ ଯେ ଆଜିର ଦିନରେ ମୋତେ ସାରା ଦେଶର ଲକ୍ଷ ଲକ୍ଷ ବିଶ୍ୱକର୍ମା ବନ୍ଧୁଙ୍କ ସହ ଯୋଡ଼ି ହେବାର ସୁଯୋଗ ମିଳିଛି । କିଛି ଦିନ ତଳେ ମୁଁ ମୋର ଅନେକ ବିଶ୍ୱକର୍ମା ଭାଇ ଭଉଣୀଙ୍କ ସହ କଥା ବାର୍ତ୍ତା ମଧ୍ୟ କରିଥିଲି । ଏଠାରେ ପହଞ୍ଚିବାରେ ମୋର ବିଳମ୍ବର କାରଣ ହେଉଛି ମୁଁ ସେମାନଙ୍କ ସହିତ କଥାବାର୍ତ୍ତା କରିବାରେ ମଗ୍ନ ହୋଇଯାଇଥିଲି, ଏବଂ ତଳେ ପ୍ରଦର୍ଶନୀ ହୋଇଛି ତାହା ମଧ୍ୟ ଏତେ ଚମତ୍କାର ଯେ, ସେଠାରୁ ବାହାରିବାକୁ ଇଚ୍ଛା କରୁନଥିଲି ଏବଂ ଆପଣ ସମସ୍ତଙ୍କୁ ମୋର ଅନୁରୋଧ ଯେ ଆପଣମାନେ ନିଶ୍ଚିତ ଭାବେ ଏହାକୁ ପରିଦର୍ଶନ କରନ୍ତୁ । ମୋତେ କୁହାଯାଇଛି ଯେ ଏହା ଆହୁରି ୨-୩ ଦିନ ପର୍ଯ୍ୟନ୍ତ ଚାଲିବ, ତେଣୁ ମୁଁ ବିଶେଷ ଭାବରେ ଦିଲ୍ଲୀବାସୀଙ୍କୁ ଅନୁରୋଧ କରୁଛି ଯେ ସେମାନେ ଏହାକୁ ନିଶ୍ଚିତ ଭାବେ ପରିଦର୍ଶନ କରନ୍ତୁ।ଭାରତ ଅନ୍ତର୍ଜାତୀୟ ସମ୍ମିଳନୀ ଓ ପ୍ରଦର୍ଶନୀ କେନ୍ଦ୍ର-‘ଯଶୋଭୂମି’ର ପ୍ରଥମ ପର୍ଯ୍ୟାୟକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କଲେ ପ୍ରଧାନମନ୍ତ୍ରୀ
September 17th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଦ୍ୱାରକାଠାରେ ଭାରତ ଅନ୍ତର୍ଜାତୀୟ ସମ୍ମିଳନୀ ଓ ପ୍ରଦର୍ଶନୀ କେନ୍ଦ୍ରର ପ୍ରଥମ ପର୍ଯ୍ୟାୟ 'ଯଶୋଭୂମି'କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି । 'ଯଶୋଭୂମି'ରେ ଏକ ଭବ୍ୟ ସମ୍ମିଳନୀ କେନ୍ଦ୍ର, ଏକାଧିକ ପ୍ରଦର୍ଶନୀ ହଲ୍ ଏବଂ ଅନ୍ୟାନ୍ୟ ସୁବିଧା ରହିଛି। ବିଶ୍ୱକର୍ମା ଜୟନ୍ତୀ ଅବସରରେ ପାରମ୍ପରିକ କାରିଗରମାନଙ୍କ ପାଇଁ 'ପିଏମ୍ ବିଶ୍ୱକର୍ମା ଯୋଜନା'ର ଶୁଭାରମ୍ଭ ମଧ୍ୟ ପ୍ରଧାନମନ୍ତ୍ରୀ କରିଛନ୍ତି । ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଲୋଗୋ, ଟ୍ୟାଗ୍ ଲାଇନ୍ ଏବଂ ପୋର୍ଟାଲକୁ ଉନ୍ମୋଚନ କରିଥିଲେ । ଏହି ଅବସରରେ ସେ ଏକ ସ୍ୱତନ୍ତ୍ର ଡାକ ଟିକେଟ, ଟୁଲ୍ କିଟ୍ ଇ-ପୁସ୍ତିକା ଏବଂ ଭିଡିଓ ଉନ୍ମୋଚନ କରିଥିଲେ। ପ୍ରଧାନମନ୍ତ୍ରୀ ୧୮ ଜଣ ହିତାଧିକାରୀଙ୍କୁ ବିଶ୍ୱକର୍ମା ପ୍ରମାଣପତ୍ର ବଣ୍ଟନ କରିଥିଲେ।We are against war, but peace is not possible without strength: PM Modi in Kargil
October 24th, 02:52 pm
Keeping in with his tradition of spending Diwali with armed forces, the PM Modi spent this Diwali with the forces in Kargil. Addressing the brave jawans, the Prime Minister said that the reverence for the soil of Kargil always draws him towards the brave sons and daughters of the armed forces.PM celebrates Diwali with Armed Forces in Kargil
October 24th, 11:37 am
Keeping in with his tradition of spending Diwali with armed forces, the PM Modi spent this Diwali with the forces in Kargil. Addressing the brave jawans, the Prime Minister said that the reverence for the soil of Kargil always draws him towards the brave sons and daughters of the armed forces.For us, MSME means- Maximum Support to Micro Small and Medium Enterprises: PM Modi
June 30th, 10:31 am
PM Modi participated in the ‘Udyami Bharat’ programme. To strengthen the MSME sector, in the last eight years, the Prime Minister said, the government has increased the budget allocation by more than 650%. “For us, MSME means - Maximum Support to Micro Small and Medium Enterprises”, the Prime Minister stressed.PM participates in ‘Udyami Bharat’ programme
June 30th, 10:30 am
PM Modi participated in the ‘Udyami Bharat’ programme. To strengthen the MSME sector, in the last eight years, the Prime Minister said, the government has increased the budget allocation by more than 650%. “For us, MSME means - Maximum Support to Micro Small and Medium Enterprises”, the Prime Minister stressed.Taxpayer is respected only when projects are completed in stipulated time: PM Modi
June 23rd, 01:05 pm
PM Modi inaugurated 'Vanijya Bhawan' and launched the NIRYAT portal in Delhi. Referring to the new infrastructure of the Ministry, the Prime Minister said that this is also time to renew the pledge of ease of doing business and through that ‘ease of living’ too. Ease of access, he said, is the link between the two.PM inaugurates 'Vanijya Bhawan' and launches NIRYAT portal
June 23rd, 10:30 am
PM Modi inaugurated 'Vanijya Bhawan' and launched the NIRYAT portal in Delhi. Referring to the new infrastructure of the Ministry, the Prime Minister said that this is also time to renew the pledge of ease of doing business and through that ‘ease of living’ too. Ease of access, he said, is the link between the two.କୋଲକାତାର ଭିକ୍ଟୋରିଆ ମେମୋରିଆଲ ହଲରେ ବିପ୍ଳବୀ ଭଗତ ଗ୍ୟାଲେରୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 23rd, 06:05 pm
ପଶ୍ଚିମ ବଙ୍ଗର ରାଜ୍ୟପାଳ ଶ୍ରୀମାନ ଜଗଦୀପ ଧନଖଡ ମହାଶୟ, କେନ୍ଦ୍ର ସଂସ୍କୃତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ କିଶନ ରେଡ୍ଡୀ ମହାଶୟ, ଭିକ୍ଟୋରିଆ ମେମୋରିଆଲ ହଲ୍ ସହିତ ଯୋଡ଼ି ହୋଇଥିବା ସମସ୍ତ ମହାନୁଭବ, ବିଶ୍ୱବିଦ୍ୟାଳୟର ଉପ କୁଳପତି, କଳା ଏବଂ ସଂସ୍କୃତି ଜଗତର ପ୍ରତିଷ୍ଠିତ ବ୍ୟକ୍ତିଗଣ, ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ସହିଦ ଦିବସ ଅବସରରେ କୋଲକାତାସ୍ଥିତ ଭିକ୍ଟୋରିଆ ମେମୋରିଆଲ୍ ହଲ୍ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିପ୍ଲବୀ ଭାରତ ଗ୍ୟାଲେରୀ ଉଦ୍ଘାଟିତ
March 23rd, 06:00 pm
ଆଜି ସହିଦ ଦିବସ ଅବସରରେ, ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନସିଂ ଦ୍ୱାରା କୋଲକାତାର ଭିକ୍ଟୋରିଆ ମେମୋରିଆଲ୍ ହଲ୍ ଠାରେ ବିପ୍ଲୋବୀ ଭାରତ ଗ୍ୟାଲେରୀକୁ ଉଦ୍ଘାଟନ କରିଛନ୍ତି । ପଶ୍ଚିମବଙ୍ଗର ରାଜ୍ୟପାଳ ଶ୍ରୀ ଜଗଦୀପ ଧନକର ଏବଂ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜି. କିଷାନ ରେଡ୍ଡୀ ମଧ୍ୟ ଏହି ଅବସରରେ ମଧ୍ୟ ଉପସ୍ଥିତ ଥିଲେ ।ଭାରତ ୪୦୦ ବିଲିୟନ ଆମେରିକୀୟ ଡଲାର ମୂଲ୍ୟର ସାମଗ୍ରୀ ରପ୍ତାନିର ଏକ ଉଚ୍ଚାଭିଳାଷୀ ଲକ୍ଷ୍ୟ ହାସଲ କରିଥିବାରୁ କୃଷକ, ବୁଣାକାର, ଏମଏସଏମଇ, ଉତ୍ପାଦନକାରୀ, ରପ୍ତାନିକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
March 23rd, 09:58 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୃଷକ, ବୁଣାକାର, ଏମଏସଏମଇ, ଉତ୍ପାଦନକାରୀ, ରପ୍ତାନିକାରୀଙ୍କୁ ପ୍ରଶଂସା କରିଛନ୍ତି କାରଣ ଧାର୍ଯ୍ୟ ସମୟର ୯ ଦିନ ପୂର୍ବରୁ ୪୦୦ ବିଲିୟନ ଆମେରିକୀୟ ଡଲାର ମୂଲ୍ୟର ସାମଗ୍ରୀ ରପ୍ତାନିରେ ଭାରତ ଲକ୍ଷ୍ୟ ହାସଲ କରିପାରିଛି ।