The relationship between India and Kuwait is one of civilizations, seas and commerce: PM Modi
December 21st, 06:34 pm
PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.Prime Minister Shri Narendra Modi addresses Indian Community at ‘Hala Modi’ event in Kuwait
December 21st, 06:30 pm
PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.ନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 14th, 12:00 pm
ପୋଙ୍ଗଲର ପବିତ୍ର ଦିନରେ ତାମିଲନାଡୁର ପ୍ରତ୍ୟେକ ଘରୁ ପୋଙ୍ଗଲ ଧାରା ପ୍ରବାହିତ ହୋଇଥାଏ । ମୁଁ କାମନା କରୁଛି ଯେ ସେହିଭଳି ଆପଣଙ୍କ ଜୀବନରେ ସୁଖ, ସମୃଦ୍ଧି ଏବଂ ସନ୍ତୋଷର ଧାରା ନିରନ୍ତର ପ୍ରବାହିତ ହେଉ । ଗତକାଲି ଦେଶରେ ଲୋହରୀ ପର୍ବ ଧୁମଧାମରେ ପାଳିତ ହୋଇଥିଲା । ଆଜି କିଛି ଲୋକ ମକର ସଂକ୍ରାନ୍ତି-ଉତ୍ତରାୟଣ ପାଳନ କରୁଛନ୍ତି, କିଛି ଲୋକ ଆସନ୍ତାକାଲି ପାଳନ କରିବେ। ମାଘ ବିହୁ ପାଖେଇ ଆସୁଛି । ଏହି ପର୍ବ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ଶୁଭେଚ୍ଛା ଜଣାଉଛି ।ନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ
January 14th, 11:30 am
ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ପୋଙ୍ଗଲ ଅବସରରେ ଶୁଭେଚ୍ଛା ଜଣାଇବା ସହ କହିଛନ୍ତି ଯେ ତାମିଲନାଡୁର ପ୍ରତ୍ୟେକ ଘରୁ ଉତ୍ସବର ଉତ୍ସାହ ଦେଖିବାକୁ ମିଳୁଛି। ସମସ୍ତ ନାଗରିକଙ୍କ ଜୀବନରେ ସୁଖ, ସମୃଦ୍ଧି ଓ ସନ୍ତୋଷର ଧାରାର ନିରନ୍ତର ପ୍ରବାହ ପାଇଁ ଶ୍ରୀ ମୋଦୀ କାମନା କରିଛନ୍ତି। ସେହିପରି ଗତକାଲି ହେଉଥିବା ଲୋହରୀ ଉତ୍ସବ, ଆଜି ମକର ଉତ୍ତରାୟଣର ପର୍ବ, ଆସନ୍ତାକାଲି ମକର ସଂକ୍ରାନ୍ତି ଏବଂ ଖୁବ୍ ଶୀଘ୍ର ମାଘ ବିହୁ ର ଶୁଭାରମ୍ଭ ହେବ ବୋଲି ସେ ଉଲ୍ଲେଖ କରିଥିଲେ। ଦେଶରେ ଚାଲିଥିବା ପର୍ବପର୍ବାଣୀ ପାଇଁ ଶ୍ରୀ ମୋଦୀ ସମସ୍ତ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।ଲୋହରୀ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
January 13th, 05:33 pm
ଲୋହରୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।ଲୋହରି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
January 13th, 06:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋହରି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଲୋହରୀ ଅବସରରେ ପ୍ରଧାନମନ୍ତ୍ରୀ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି
January 13th, 06:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋହରୀ ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।କୋଭିଡ୍ ୧୯ ଜନ ସ୍ଵାସ୍ଥ୍ୟ ମୁକାବିଲା ପ୍ରସ୍ତୁତି ଏବଂ ଜାତୀୟ କୋଭିଡ ୧୯ ଟିକାକରଣ ପ୍ରଗତି ସମୀକ୍ଷା ଲାଗି ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
January 13th, 05:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଭିଡ୍ ୧୯ ଜନ ସ୍ଵାସ୍ଥ୍ୟ ମୁକାବିଲା ପ୍ରସ୍ତୁତି ଏବଂ ଜାତୀୟ କୋଭିଡ ୧୯ ଟିକାକରଣ ପ୍ରଗତି ସମୀକ୍ଷା ଲାଗି ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶର ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଏବଂ ପ୍ରଶାସକମାନେ ଅଂଶଗ୍ରହଣ କରିଥିଲେ। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହା, ସ୍ଵାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ, ସ୍ଵାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଭାରତୀ ପ୍ରବୀଣ ପାୱାର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ। କେନ୍ଦ୍ର ସରକାରଙ୍କ ଅଧିକାରୀମାନେ ଦେଶରେ ମହାମାରୀ ପରିସ୍ଥିତି ସମ୍ପର୍କରେ ବୈଠକକୁ ଅବଗତ କରାଇଥିଲେ।କୋଭିଡ୍ ୧୯ ଜନ ସ୍ଵାସ୍ଥ୍ୟ ମୁକାବିଲା ପ୍ରସ୍ତୁତି ଏବଂ ଜାତୀୟ କୋଭିଡ ୧୯ ଟିକାକରଣ ପ୍ରଗତି ସମୀକ୍ଷା ଲାଗି ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
January 13th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଭିଡ୍ ୧୯ ଜନ ସ୍ଵାସ୍ଥ୍ୟ ମୁକାବିଲା ପ୍ରସ୍ତୁତି ଏବଂ ଜାତୀୟ କୋଭିଡ ୧୯ ଟିକାକରଣ ପ୍ରଗତି ସମୀକ୍ଷା ଲାଗି ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶର ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଏବଂ ପ୍ରଶାସକମାନେ ଅଂଶଗ୍ରହଣ କରିଥିଲେ। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହା, ସ୍ଵାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ, ସ୍ଵାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଭାରତୀ ପ୍ରବୀଣ ପାୱାର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ। କେନ୍ଦ୍ର ସରକାରଙ୍କ ଅଧିକାରୀମାନେ ଦେଶରେ ମହାମାରୀ ପରିସ୍ଥିତି ସମ୍ପର୍କରେ ବୈଠକକୁ ଅବଗତ କରାଇଥିଲେ।ଲୋହରି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
January 13th, 06:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଲୋହରି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କୋଭିଡ-19ର ସ୍ଥିତି ଓ ଟୀକାକରଣ ପ୍ରସ୍ତୁତି ସମୀକ୍ଷା
January 09th, 05:42 pm
ଦେଶରେ କୋଭିଡ-19ର ସ୍ଥିତି ଏବଂ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କୋଭିଡ ଟୀକାକରଣର ପ୍ରସ୍ତୁତି ସମୀକ୍ଷା ପାଇଁ ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍ ସଚିବ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ସ୍ୱାସ୍ଥ୍ୟ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ ।ପ୍ରଧାନମନ୍ତ୍ରୀଙ୍କ ମନର କଥା 2.0 (ଅଷ୍ଟମ ଅଧ୍ୟାୟ) ନୂଆବର୍ଷ ଓ ନୂଆ ଦଶନ୍ଧିର ପ୍ରଥମ ମନ କୀ ବାତରେ ଦେଶବାସୀଙ୍କୁ ସ୍ୱାଗତ ଜଣାଇଲେ ପ୍ରଧାନମନ୍ତ୍ରୀ
January 26th, 04:48 pm
ମୋର ପ୍ରିୟ ଦେଶବାସୀ, ନମସ୍କାର! ଆଜି ଜାନୁଆରୀ 26 ତାରିଖ । ଗଣତନ୍ତ୍ର ପର୍ବର ଅନେକ ଅନେକ ଶୁଭକାମନା । 2020ର ଏହା ପ୍ରଥମ ‘ମନ୍ କି ବାତ୍’ ମିଳନ । ନୂଆ ବର୍ଷର ଏବଂ ନୂଆ ଦଶନ୍ଧିର ମଧ୍ୟ ପ୍ରଥମ କାର୍ଯ୍ୟକ୍ରମ । ବନ୍ଧୁଗଣ, ଗଣତନ୍ତ୍ର ଦିବସ ସମାରୋହ ଯୋଗୁଁ ଆପଣଙ୍କ ସହ ହେବାକୁ ଥିବା ମନର କଥା ସମୟକୁ ପରିବର୍ତ୍ତନ କରିବା ଉଚିତ ମନେ ହେଲା । ତେଣୁ, ଗୋଟିଏ ଭିନ୍ନ ସମୟ ସ୍ଥିର କରି ଆଜି ଆପଣଙ୍କୁ ମନର କଥା କହୁଛି । ବନ୍ଧୁଗଣ! ଦିନ, ସପ୍ତାହ, ମାସ ଓ ବର୍ଷ ବଦଳିଯାଏ ।ଲୋହଡ଼ି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
January 13th, 07:51 pm
ଲୋହଡ଼ି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଲୋହରି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
January 13th, 04:45 pm
ଲୋହରି ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଲୋହରୀ ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
January 13th, 07:49 pm
The Prime Minister, Shri Narendra Modi, has greeted the people on the occasion of Lohri. Happy Lohri! May this festival bring happiness, good health and prosperity in everyone's lives, tweeted the PM.PM conveys heartfelt greetings to fellow countrymen and women on occasion of various festivals across the Nation
January 14th, 11:00 am
PM conveys heartfelt greetings to fellow countrymen and women on occasion of various festivals across the Nation