ଜାତୀୟ ଖାଇବା ତେଲ ମିଶନ-ଅଏଲ ପାମର କାର୍ଯ୍ୟକାରିତାକୁ କ୍ୟାବିନେଟ ମଞ୍ଜୁର
August 18th, 11:54 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପାମ ଅଏଲ (ତାଳ ତେଲ) ଲାଗି ଏକ ନୂତନ ମିଶନ ଆରମ୍ଭ କରାଯିବା ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏହି ଯୋଜନା ଜାତୀୟ ଖାଇବା ତେଲ ମିଶନ-ପାମ ଅଏଲ (ଏନଏମଇଓ-ଓପି) ନାମରେ ପରିଚିତ ହେବ। ଏହା ଏକ କେନ୍ଦ୍ର ପ୍ରୟୋଜିତ ଯୋଜନା। ଉତ୍ତର ପୂର୍ବାଞ୍ଚଳ କ୍ଷେତ୍ର ଏବଂ ଆଣ୍ଡାମାନ ଓ ନିକୋବର ଦ୍ବୀପ ସମୂହ ଉପରେ ବିଶେଷ ଗୁରୁତ୍ବାରୋପ କରାଯାଇ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ଖାଇବା ତେଲ ପାଇଁ ବର୍ତ୍ତମାନ ଆମଦାନୀ ଉପରେ ଅଧିକ ନିର୍ଭରଶୀଳ ହେବାକୁ ପଡ଼ୁଛି, ସେଥିପାଇଁ ଖାଇବା ତେଲ ଉତ୍ପାଦନ ବୃଦ୍ଧି କରିବାର ଆବଶ୍ୟକତା ରହିଛି। ଏଥିପାଇଁ ପାମ ଅଏଲ ଚାଷ ଓ ଉତ୍ପାଦନ ବଢ଼ାଇବା ଅତ୍ୟନ୍ତ ଜରୁରି।ମିଆଁମାର ରାଷ୍ଟ୍ର ପରାମର୍ଶଦାତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
November 03rd, 06:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 3, 2019ରେ ଆୟୋଜିତ ଆସିଆନ-ଭାରତ ଶିଖର ସମ୍ମିଳନୀ ଅବସରରେ ମିଆଁମାରର ରାଷ୍ଟ୍ରୀୟ ପରାମର୍ଶଦାତା ଅଙ୍ଗ ସାନ ସୁ କିଙ୍କୁ ଭେଟିଛନ୍ତି । ସେପ୍ଟେମ୍ବର 2017ରେ ମିଆଁମାରକୁ ତାଙ୍କ ଗସ୍ତ ଏବଂ ଜାନୁଆରୀ 2018ରେ ଆସିଆନ-ଭାରତ ସ୍ମାରକୀ ସମ୍ମିଳନୀ ସମୟରେ ରାଷ୍ଟ୍ର ପରାମର୍ଶଦାତାଙ୍କ ଗସ୍ତ ସମ୍ବନ୍ଧରେ ସ୍ମରଣ କରି ନେତାମାନେ ଦୁଇ ଦେଶର ଗୁରୁତ୍ୱପୂର୍ଣ୍ଣ ଭାଗିଦାରୀରେ ହୋଇଥିବା ବିକାଶ ନେଇ ସନ୍ତୋଷ ପ୍ରକାଶ କରିଥିଲେ।My dream is of a transformed India alongside an advanced Asia: PM Narendra Modi
March 12th, 10:19 am
India has dispelled the myth that democracy & rapid economic growth cannot go together: PM Modi
March 12th, 09:26 am