ନୂଆଦିଲ୍ଲୀରେ ଅଷ୍ଟଲକ୍ଷ୍ମୀ ମହୋତ୍ସବର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 06th, 02:10 pm
ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱା ଶର୍ମା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ସିକ୍କିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତ ମଜୁମଦାର ଜୀ, ଅରୁଣାଚଳ ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ, ମିଜୋରାମ ଏବଂ ନାଗାଲାଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧି, ଉତ୍ତର ପୂର୍ବର ସମସ୍ତ ଭାଇ ଭଉଣୀମାନେ। ଭଦ୍ର ମହିଳା ଓ ପୁରୁଷ ମାନେ।ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 06th, 02:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ବାବା ସାହେବ ଡ. ବି ଆର ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ। ବାବାସାହେବ ଆମ୍ବେଦକରଙ୍କ ଦ୍ୱାରା ପ୍ରସ୍ତୁତ ସମ୍ବିଧାନକୁ ୭୫ ବର୍ଷ ପୂରିଛି, ଏହା ସମସ୍ତ ନାଗରିକଙ୍କ ପାଇଁ ଏକ ବଡ଼ ପ୍ରେରଣା ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଭାରତର ସମସ୍ତ ନାଗରିକଙ୍କ ତରଫରୁ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ଜନ୍ମାଷ୍ଟମୀ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
August 26th, 08:16 am
ପବିତ୍ର ଜନ୍ମାଷ୍ଟମୀର ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।As long as Modi is alive, no one can touch the reservations of SC, ST, OBC: PM Modi in Nandurbar
May 10th, 12:00 pm
Prime Minister Narendra Modi addressed a public meeting in Nandurbar, Maharashtra. He paid his respects to inspirational leaders Jananayak Krishnaji Rao Sable, Mahatma Jyotiba Phule, and Savitribai Phule. Speaking on the auspicious occasion of Akshaya Tritiya and Parshuram Jayanti, PM Modi extended his best wishes to all citizens, stating, The blessings we receive today become eternal.PM Modi addresses a public meeting in Nandurbar, Maharashtra
May 10th, 11:33 am
Prime Minister Narendra Modi addressed a public meeting in Nandurbar, Maharashtra. He paid his respects to inspirational leaders Jananayak Krishnaji Rao Sable, Mahatma Jyotiba Phule, and Savitribai Phule. Speaking on the auspicious occasion of Akshaya Tritiya and Parshuram Jayanti, PM Modi extended his best wishes to all citizens, stating, The blessings we receive today become eternal.This election is to free country from mentality of 1000 years of slavery: PM in Aonla
April 25th, 01:07 pm
In the Aonla rally, PM Modi continued to criticize the opposition, whether it be the Congress or the Samajwadi Party, stating that they only think about their own families. He said, “For these people, their family is everything, and they do not care about anyone else. In Uttar Pradesh, the Samajwadi Party did not find a single Yadav outside their family to whom they could give a ticket. Whether it's Badaun, Mainpuri, Kannauj, Azamgarh, Firozabad, everywhere, tickets have been given only to members of the same family. Such people will always prioritize the welfare of their own family, and for them, anyone outside their family holds no significance.”PM Modi captivates massive audiences at vibrant public gatherings in Agra, Aonla & Shahjahanpur, Uttar Pradesh
April 25th, 12:45 pm
In anticipation of the 2024 Lok Sabha Elections, Prime Minister Narendra Modi delivered stirring addresses to massive crowds in Agra, Aonla and Shahjahanpur in Uttar Pradesh. Amidst an outpouring of affection and respect, PM Modi unveiled a transparent vision for a Viksit Uttar Pradesh and a Viksit Bharat. The PM exposed the harsh realities of the Opposition’s trickery and their “loot system”.I am taking action against corruption, and that's why some people have lost their patience: PM Modi in Meerut
March 31st, 04:00 pm
Ahead of the Lok Sabha Election 2024, PM Modi kickstarted the Bharatiya Janata Party poll campaign in Uttar Pradesh’s Meerut with a mega rally. Addressing the gathering, the PM said, “With this land of Meerut, I share a special bond. In 2014 and 2019... I began my election campaign from here. Now, the first rally of the 2024 elections is also happening in Meerut. The 2024 elections are not just about forming a government. The 2024 elections are about building a Viksit Bharat.”PM Modi addresses a public meeting in Meerut, Uttar Pradesh
March 31st, 03:30 pm
Ahead of the Lok Sabha Election 2024, PM Modi kickstarted the Bharatiya Janata Party poll campaign in Uttar Pradesh’s Meerut with a mega rally. Addressing the gathering, the PM said, “With this land of Meerut, I share a special bond. In 2014 and 2019... I began my election campaign from here. Now, the first rally of the 2024 elections is also happening in Meerut. The 2024 elections are not just about forming a government. The 2024 elections are about building a Viksit Bharat.”Aim of NDA is to build a developed Andhra Pradesh for developed India: PM Modi in Palnadu
March 17th, 05:30 pm
Ahead of the Lok Sabha election 2024, PM Modi addressed an emphatic NDA rally in Andhra Pradesh’s Palnadu today. Soon after the election dates were announced, he commenced his campaign, stating, The bugle for the Lok Sabha election has just been blown across the nation, and today I am among everyone in Andhra Pradesh. The PM said, “This time, the election result is set to be announced on June 4th. Now, the nation is saying - '4 June Ko 400 Paar’, ' For a developed India... 400 Paar. For a developed Andhra Pradesh... 400 Paar.PM Modi campaigns in Andhra Pradesh’s Palnadu
March 17th, 05:00 pm
Ahead of the Lok Sabha election 2024, PM Modi addressed an emphatic NDA rally in Andhra Pradesh’s Palnadu today. Soon after the election dates were announced, he commenced his campaign, stating, The bugle for the Lok Sabha election has just been blown across the nation, and today I am among everyone in Andhra Pradesh. The PM said, “This time, the election result is set to be announced on June 4th. Now, the nation is saying - '4 June Ko 400 Paar’, ' For a developed India... 400 Paar. For a developed Andhra Pradesh... 400 Paar.New India is finishing tasks at a rapid pace: PM Modi
February 25th, 07:52 pm
Prime Minister Narendra Modi dedicated to the nation and laid the foundation stone for multiple development projects worth more than Rs 48,100 crores in Rajkot, Gujarat. “Today's organization in Rajkot is a proof of this belief”, PM Modi said, underlining that the dedication and foundation stone laying ceremony is taking place in multiple locations in the country as it takes forward a new tradition.PM dedicates to nation and lays foundation stone for multiple development projects worth more than Rs. 48,100 crores in Rajkot, Gujarat
February 25th, 04:48 pm
Prime Minister Narendra Modi dedicated to the nation and laid the foundation stone for multiple development projects worth more than Rs 48,100 crores in Rajkot, Gujarat. “Today's organization in Rajkot is a proof of this belief”, PM Modi said, underlining that the dedication and foundation stone laying ceremony is taking place in multiple locations in the country as it takes forward a new tradition.ଜଳମଗ୍ନ ଦ୍ୱାରକାରେ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
February 25th, 01:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ସମୁଦ୍ରରେ ଥିବା ଜଳମଗ୍ନ ସହର ଦ୍ୱାରକାରେ ପ୍ରାର୍ଥନା କରିଛନ୍ତି । ଏହି ଅନୁଭୂତି ଭାରତର ଆଧ୍ୟାତ୍ମିକ ଏବଂ ଐତିହାସିକ ମୂଳ ସହ ଏକ ବିରଳ ଏବଂ ଗଭୀର ସଂଯୋଗ କରାଇଥିଲା ।ଉତ୍ତରପ୍ରଦେଶର ସମ୍ବଲଠାରେ କଳକୀଧାମର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
February 19th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ସମ୍ବଲଠାରେ ଶ୍ରୀକଳ୍କୀଧାମର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ସେ ବିଶାଳ ଜନସାଧାରଣଙ୍କୁ ସମ୍ବୋଧନ ଓ ଉଦ୍ବୋଧନ ଦେଇଛନ୍ତି । ଏହି ଅବସରରେ ଉପସ୍ଥିତ ସାଧୁସନ୍ଥମାନଙ୍କୁ ସମ୍ବୋଧନ କରି କହିଛନ୍ତି ‘ଜୟ ମା’ କେଲା ଦେବୀ, ଜୟ ବୁଢେ ବାବାକୀ ଜୟ, ଭାରତ ମାତା କି ଜୟ ସମସ୍ତ ସଭ୍ୟମାନଙ୍କୁ ନିଜ ନିଜ ସ୍ଥାନ ଗ୍ରହଣ କରିବା ପାଇଁ ଅନୁରୋଧ କରୁଛି ।’ ଏହା ପରେ ଉତ୍ତରପ୍ରଦେଶର ଶକ୍ତିଶାଳୀ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଯୋଗୀ ଆଦିତ୍ୟନାଥ ଜୀ, ପୂଜ୍ୟ ଶ୍ରୀ ଅବଧେଷାନନ୍ଦ ଗିରିଜୀ, କଳ୍କୀଧାମର ମୁଖ୍ୟ ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ୍ଜୀ, ପୂଜ୍ୟ ସ୍ୱାମୀ କୈଳାସ ନନ୍ଦ ବ୍ରହ୍ମଚାରୀ ଜୀ, ପୂଜ୍ୟ ଜଗତ୍ଗୁରୁ ଶ୍ରୀ ରିତେଶ୍ୱର ଜୀ, ଭାରତର ବିଭିନ୍ନ ପ୍ରାନ୍ତରରୁ ଆସିଥିବା ପୂଜ୍ୟ ସନ୍ଥଗଣ ଏବଂ ପ୍ରିୟ ଶ୍ରଦ୍ଧାବାନ ଭାଇ ଓ ଭଉଣୀମାନେ, ଆପଣମାନେ ନିଜ ନିଜ ସ୍ଥାନ ଗ୍ରହଣ କରନ୍ତୁ କହି ନିଜର ବକ୍ତବ୍ୟ ଉପସ୍ଥାପନ କରିଛନ୍ତି।ଉତ୍ତର ପ୍ରଦେଶର ସମ୍ଭାଲ ଠାରେ ଶ୍ରୀ କଳ୍କୀ ଧାମ ମନ୍ଦିରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
February 19th, 10:49 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ସମ୍ଭାଲ ଜିଲ୍ଲାରେ ଶ୍ରୀ କଳ୍କୀ ଧାମ ମନ୍ଦିରର ଶିଳାନ୍ୟାସ କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ କଳ୍କୀ ଧାମ ମନ୍ଦିରର ମଡେଲକୁ ମଧ୍ୟ ଉନ୍ମୋଚନ କରିଥିଲେ । ଶ୍ରୀ କଳ୍କୀ ଧାମ ନିର୍ମାଣ ଟ୍ରଷ୍ଟ ଦ୍ୱାରା ଶ୍ରୀ କଳ୍କୀ ଧାମ ନିର୍ମାଣ କରାଯାଉଛି ଯାହାର ଅଧ୍ୟକ୍ଷ ହେଉଛନ୍ତି ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ୍ । ଏହି କାର୍ଯ୍ୟକ୍ରମରେ ବହୁ ସାଧୁସନ୍ଥ, ଧାର୍ମିକ ନେତା ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଛନ୍ତି ।ଶ୍ରୀଲ ପ୍ରଭୁପାଦଙ୍କ ୧୫୦ତମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 08th, 01:00 pm
ଏହି ପବିତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ପୂଜା ସନ୍ଥଗଣ, ସାଧୁ, ଆଚାର୍ଯ୍ୟ ଗୌଡିୟ ମିଶନର ଶ୍ରଦ୍ଧେୟ ଭକ୍ତି ସୁନ୍ଦର ସନ୍ୟାସୀ ଜୀ, କ୍ୟାବିନେଟରେ ମୋର ସହଯୋଗୀ ଅର୍ଜୁନ ରାମ ମେଘୱାଲ ଜୀ, ମୀନାକ୍ଷୀ ଲେଖୀ ଜୀ, ଦେଶ ଓ ବିଶ୍ୱ ସହ ଜଡିତ ସମସ୍ତ କୃଷ୍ଣ ଭକ୍ତ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ଗଣ,ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
February 08th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ ଠାରେ ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ପ୍ରଧାନମନ୍ତ୍ରୀ ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସହ ତାଙ୍କ ସମ୍ମାନରେ ଏକ ସ୍ମାରକୀ ଟିକଟ ଓ ମୁଦ୍ରା ଉନ୍ମୋଚନ କରିଥିଲେ । ଗୌଡୀୟ ମିଶନର ପ୍ରତିଷ୍ଠାତା ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦ ବୈଷ୍ଣବ ଧର୍ମର ମୌଳିକ ସିଦ୍ଧାନ୍ତ ଗୁଡିକୁ ସଂରକ୍ଷିତ କରିବା ଓ ପ୍ରସାର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।ଉତ୍ତରପ୍ରଦେଶର ମଥୁରାସ୍ଥିତ ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିର ଦର୍ଶନ ଓ ପୂଜା କଲେ ପ୍ରଧାନମନ୍ତ୍ରୀ
November 23rd, 09:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମଥୁରାସ୍ଥିତ ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିର ଦର୍ଶନ ଓ ପୂଜା କରିଛନ୍ତି ।ମଥୁରାରେ ସନ୍ଥ ମୀରାବାଈଙ୍କ ୫୨୫ତମ ଜନ୍ମଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 23rd, 07:00 pm
ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ବ୍ରଜର ପୂଜ୍ୟ ସନ୍ଥଗଣ, ଉତ୍ତରପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଜୀ, ଆମର ଦୁଇ ଉପମୁଖ୍ୟମନ୍ତ୍ରୀଗଣ, ମନ୍ତ୍ରିମଣ୍ଡଳର ସହଯୋଗୀ ଓ ସହଯୋଗୀଗଣ, ମଥୁରାର ସାଂସଦ ଭଉଣୀ ହେମାମାଳିନୀ ଜୀ ଏବଂ ମୋର ପ୍ରିୟ ବ୍ରଜବାସୀମାନେ!