ସର୍ଦ୍ଦାର ଭବନର ଲୋକାର୍ପଣ ଏବଂ ସର୍ଦ୍ଦାରଧାମ ଫେଜ- IIର ଭୂମିପୂଜନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 11th, 11:01 am
କାର୍ଯ୍ୟକ୍ରମରେ ଆମ ସହିତ ଉପସ୍ଥିତ ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀମାନ ବିଜୟ ଭାଇ ରୂପାଣୀ ମହାଶୟ, ଉପମୁଖ୍ୟମନ୍ତ୍ରୀ ଶ୍ରୀ ନୀତିନ ଭାଇ, କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସାଥୀ ଶ୍ରୀ ପୁରୁଷୋତମ ରୂପାଲା ମହାଶୟ, ଶ୍ରୀ ମନସୁଖଭାଇ ମାଣ୍ଡଭ୍ୟ ମହାଶୟ, ଭଉଣୀ ଅନୁପ୍ରିୟା ପଟେଲ ମହାଶୟା, ଲୋକସଭାରେ ସଂସଦରେ ମୋର ସାଥୀ ଏବଂ ଗୁଜରାଟ ପ୍ରଦେଶ ଜନତାପାର୍ଟିର ଅଧ୍ୟକ୍ଷ ଶ୍ରୀମାନ ସି. ଆର ପାଟିଲ ମହାଶୟ, ଗୁଜରାଟ ସରକାରର ସମସ୍ତ ମନ୍ତ୍ରୀଗଣ, ଏଠାରେ ଉପସ୍ଥିତ ସମସ୍ତ ସହଯୋଗୀ ସାଂସଦ ସାଥୀ, ଗୁଜରାଟର ବିଧାୟକଗଣ, ସର୍ଦ୍ଦାର ଧାମର ସମସ୍ତ ଟ୍ରଷ୍ଟି, ମୋର ମିତ୍ର ଭାଇ ଶ୍ରୀ ଗାଗଜୀ ଭାଇ, ଟ୍ରଷ୍ଟ୍ରର ସମସ୍ତ ସମ୍ମାନିତ ସଦସ୍ୟଗଣ, ଏହି ପବିତ୍ର କାର୍ଯ୍ୟକୁ ଆଗେଇ ନେବାରେ ନିଜର ଯୋଗଦାନ ଦେଇଥିବା ସମସ୍ତ ସାଥୀ, ଭାଇ ଓ ଭଉଣୀମାନେ!ପ୍ରଧାନମନ୍ତ୍ରୀ ସର୍ଦ୍ଦାରଧାମ ଭବନର ଲୋକାର୍ପଣ ଏବଂ ଦ୍ୱିତୀୟ ପର୍ଯ୍ୟାୟ ସର୍ଦ୍ଦାରଧାମ କନ୍ୟା ଛାତ୍ରାଳୟର ଭୁମି ପୂଜନ କରିଛନ୍ତି
September 11th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସର୍ଦ୍ଦାରଧାମ ଭବନର ଲୋକାର୍ପଣ ଏବଂ ଦ୍ୱିତୀୟ ପର୍ଯ୍ୟାୟ ସର୍ଦ୍ଦାରଧାମ କନ୍ୟା ଛାତ୍ରାଳୟର ଭୂମିପୂଜନ ଭିଡିଓ କନଫରେନ୍ସିଂ ମାଧ୍ୟମରେ କରିଥିଲେ । ଏହି ଅବସରରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ଉପ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।ସମସ୍ତଙ୍କୁ ଟିକା ନେବାକୁ ପଡିବ ଏବଂ ସମ୍ପୂର୍ଣ୍ଣ ଯତ୍ନ ନେବାକୁ ପଡିବ: ମନ୍ କି ବାତରେ ପ୍ରଧାନମନ୍ତ୍ରୀ ମୋଦୀ
April 25th, 11:30 am
ବନ୍ଧୁଗଣ, ବିଗତ ଦିନରେ ଏହି ସଙ୍କଟର ମୁକାବିଲା ପାଇଁ, ଭିନ୍ନ ଭିନ୍ନ କ୍ଷେତ୍ରର ବିଶେଷଜ୍ଞମାନଙ୍କ ସହ ମୋର ଦୀର୍ଘ ଆଲୋଚନା ହୋଇଛି । ଆମର ଔଷଧ ପ୍ରସ୍ତୁତି ଶିଳ୍ପ ସହ ଜଡ଼ିତ ଲୋକ ହୁଅନ୍ତୁ, ଟିକା ନିର୍ମାତା ହୁଅନ୍ତୁ, ଅମ୍ଳଜାନ ପ୍ରସ୍ତୁତି ସହ ଜଡ଼ିତ ଲୋକ ହୁଅନ୍ତୁ କିମ୍ବା ଚିକିତ୍ସା କ୍ଷେତ୍ରର ବିଶେଷଜ୍ଞମାନେ ହୁଅନ୍ତୁ, ସେମାନେ ନିଜ ନିଜର ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ସରକାରଙ୍କୁ ଦେଇଛନ୍ତି । ଏବେ ଆମକୁ ଏହି ସଂଗ୍ରାମରେ ବିଜୟ ଲାଭ କରିବାକୁ ହେଲେ ବିଶେଷଜ୍ଞ ଏବଂ ବୈଜ୍ଞାନିକମାନଙ୍କ ପରାମର୍ଶକୁ ଅଗ୍ରାଧିକାର ଦେବାକୁ ହେବ । ରାଜ୍ୟ ସରକାରମାନଙ୍କର ପ୍ରଚେଷ୍ଟାକୁ ଆଗକୁ ବଢ଼ାଇବା ପାଇଁ ଭାରତ ସରକାର ସମ୍ପୂର୍ଣ୍ଣ ଶକ୍ତି ସହ ଲାଗିପଡ଼ିଛନ୍ତି । ରାଜ୍ୟ ସରକାରମାନେ ମଧ୍ୟ ନିଜ ଦାୟିତ୍ୱ ନିର୍ବାହ କରିବାର ପୂର୍ଣ୍ଣ ଚେଷ୍ଟା କରୁଛନ୍ତି ।ପ୍ରଧାନମନ୍ତ୍ରୀ ନଭେମ୍ବର 16ରେ ଜୈନାଚାର୍ଯ୍ୟ ଶ୍ରୀ ବିଜୟ ବଲ୍ଲଭ ସୁରିଶ୍ୱର ଜୀ ମହାରାଜଙ୍କ 151ତମ ଜନ୍ମବାର୍ଷିକୀ ଉତ୍ସବ ଉପଲକ୍ଷେ ‘ଷ୍ଟାଚ୍ୟୁ ଅଫ ପିସ’ ଉନ୍ମୋଚନ କରିବେ
November 14th, 06:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 16 ଅପରାହ୍ନ 12.30ରେ ଭିଡିଓ କନଫରେନ୍ସିଙ୍ଗ ମାଧ୍ୟମରେ ଜୈନାଚାର୍ଯ୍ୟ ଶ୍ରୀ ବିଜୟ ବଲ୍ଲଭ ସୁରିଶ୍ୱର ଜୀ ମହାରାଜଙ୍କ 151ତମ ଜନ୍ମବାର୍ଷିକୀ ଉତ୍ସବ ଉପଲକ୍ଷେ ‘ଷ୍ଟାଚ୍ୟୁ ଅଫ ପିସ’ ଉନ୍ମୋଚନ କରିବେ ।